• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଭବ୍ୟ ପ୍ରତିଷ୍ଠା ପୂଜା ଓ ଲୋକାର୍ପଣ ଉତ୍ସବ ନିମିତ୍ତ ନିମନ୍ତ୍ରଣ

Proprietor Abhimanyu Maharana by Proprietor Abhimanyu Maharana
December 30, 2023
in ଓଡ଼ିଶା, ମୟୁରଭଞ୍ଜ, ହୋମ୍
0
ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ଭବ୍ୟ ପ୍ରତିଷ୍ଠା ପୂଜା ଓ ଲୋକାର୍ପଣ ଉତ୍ସବ ନିମିତ୍ତ ନିମନ୍ତ୍ରଣ
Share on FacebookShare on TwitterWhatsapp

ଶ୍ରୀମନ୍ଦିର ପ୍ରଶାସନର ସ୍ଵତନ୍ତ୍ର ପ୍ରତିନିଧି ଦଳଙ୍କୁ ମୟୂରଭଞ୍ଜ ପ୍ରଶାସନ ତରଫରୁ ସ୍ଵାଗତ ଓ ସମ୍ବର୍ଦ୍ଧନା
 
୨୯ ଡିସେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ୍ ) ରାଇରଙ୍ଗପୁର :-> ରାଜ୍ୟ ସରକାରଙ୍କର ମହତ୍ତ୍ୱାକାଂକ୍ଷୀ ଯୋଜନା ଆଧାରରେ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ପୂଜା ଓ ଲୋକାର୍ପଣ ଉତ୍ସବ ଆସନ୍ତା ୨୦୨୪ ମସିହା ଜାନୁଆରୀ ୧୭ ତାରିଖରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ କରକମଳରେ ପୁରୀଠାରେ ଅନୁଷ୍ଠିତ ହେବ। ଏହାର ଭବ୍ୟ ଆୟୋଜନ ପାଇଁ ପ୍ରତ୍ୟେକ ଜିଲ୍ଲାକୁ ଶ୍ରୀମନ୍ଦିର ପ୍ରଶାସନ ପ୍ରତିନିଧି ମଣ୍ଡଳ ମାନେ ଗସ୍ତ କରି ମହାପ୍ରଭୁଙ୍କର ଏହି ପରିକ୍ରମା ପ୍ରକଳ୍ପର ପ୍ରତିଷ୍ଠା ପୂଜା ଓ ଲୋକାର୍ପଣ ଉତ୍ସବ ପାଇଁ ନିମନ୍ତ୍ରଣ ପତ୍ର ବଣ୍ଟନ ଆରମ୍ଭ କରିଛନ୍ତି । ଏହି ପରିପ୍ରେକ୍ଷୀରେ ତା ୨୭.୧୨.୨୦୧୩ ରିଖ ବୁଧବାର ଦିନ ମୟୂରଭଞ୍ଜ ଜିଲ୍ଲା ସଦର ମହକୁମା ବାରିପଦା ଠାରେ ପୁରୀରୁ ଏକ ପ୍ରତିନିଧି ମଣ୍ଡଳ ବାରିପଦା ଗସ୍ତକରି ଜିଲ୍ଲା ପ୍ରଶାସନ ପକ୍ଷରୁ ନିମନ୍ତ୍ରଣ ପତ୍ର ପ୍ରଦାନ କରିଛନ୍ତି ।

ସୂଚନା ଯୋଗ୍ୟ ଯେ ବାରିପଦା ଠାରେ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ ପୂର୍ବାହ୍ନ ୧୧ଟାରେ ଆରମ୍ଭ ହୋଇଥିବା ବେଳେ ପ୍ରଥମେ ଏହାର ନିମନ୍ତ୍ରଣ ପତ୍ର ବଣ୍ଟନ ବାରିପଦା ସ୍ଥିତ ପ୍ରସିଦ୍ଧ ହରି ବଳଦେବ ଜୀଉ ମନ୍ଦିର (ଜଗନ୍ନାଥ ମନ୍ଦିର) ଏବଂ ପରେ ପରେ ମା ଅମ୍ବିକା ମନ୍ଦିର ରେ ସମ୍ପାଦନା ହୋଇଥିଲା। ଏଥିପାଇଁ ପୁରୀ ଜିଲ୍ଲା ପରିଷଦ କାର୍ଯ୍ୟନିର୍ବାହୀ ଅଧିକାରୀ ଶ୍ରୀ ନିଶିଥ ଦାଶ, ଶ୍ରୀ ସଞ୍ଜୟ କୁମାର ଦତ୍ତ ମହାପାତ୍ର, ସେବାୟତ, ଏବଂ ଶ୍ରୀ ଧନେଶ୍ୱର ଦତ୍ତ ମହାପାତ୍ର, ସେବାୟତ, ଶ୍ରୀମନ୍ଦିର ଆଜି ସକାଳେ ବାରିପଦା ସହର ଅଭିମୁଖେ ଯାତ୍ରା କରି ପୂର୍ବାହ୍ନ ୧୧ ଘଟିକାରେ ଶ୍ରୀଶ୍ରୀ ହରି ବଳଦେବ ଜୀଉ ମନ୍ଦିର ଏବଂ ପରେ ପରେ ମା ଅମ୍ବିକା ମନ୍ଦିରରେ ନିମନ୍ତ୍ରଣ ପତ୍ର ବଣ୍ଟନ କାର୍ଯ୍ୟ ସମ୍ପାଦନା କରିଥିଲେ।

ବାରିଆପଡା ପୌରପାଳିକା ତରଫରୁ ସମସ୍ତ ପ୍ରାକ-ପ୍ରସ୍ତୁତି କାର୍ଯ୍ୟକ୍ରମ ସହିତ ଏହି ପ୍ରତିନିଧି ମଣ୍ଡଳଙ୍କୁ ଜିଲ୍ଲା ପ୍ରଶାସନ ଏବଂ ଶ୍ରୀଶ୍ରୀ ହରି ବଳଦେବ ଜୀଉ ମନ୍ଦିର ସେବାୟତ ମାନେ ମହାପ୍ରଭୁଙ୍କ ଭବ୍ୟ ମନ୍ତ୍ର ଏବଂ ହୁଳହୁଳି ଧ୍ଵନିରେ ସ୍ୱାଗତ କରିଥିଲେ । ଏହାପରେ ମନ୍ଦିରରେ ନୀତି କାନ୍ତି ଶେଷ କରି ମହାପ୍ରଭୁ ଏବଂ ମା ଅମ୍ବିକାଙ୍କୁ ପ୍ରତିନିଧି ମଣ୍ଡଳ ନିମନ୍ତ୍ରଣ ଦେଇ ଆସିଥିଲେ। ସୂଚନା ଥାଉକି ଜିଲ୍ଲାପାଳ ଶ୍ରୀ ବିନୀତ ଭରଦ୍ୱାଜ (ଭା.ପ୍ର.ସେ.) ଙ୍କ ନିର୍ଦ୍ଦେଶ କ୍ରମେ ସମସ୍ତ ଜିଲ୍ଲା ଅଧିକାରୀ ତଥା ପୋଲିସ ପ୍ରଶାସନ ଏହି କାର୍ଯ୍ୟକ୍ରମର ସଫଳ ରୂପାୟନ ପାଇଁ କାର୍ଯ୍ୟରତ ଥିଲେ। ବାରିପଦା ପୌରପାଳିକାର ଅଧ୍ୟକ୍ଷ ଶ୍ରୀ କୃଷ୍ଣାନନ୍ଦ ମହାନ୍ତି, ଉପ-ଅଧ୍ୟକ୍ଷା ଶ୍ରୀମତୀ ସୀମା ଦାସ ତଥା ବାରିପଦାର ବିଭିନ୍ନ କର୍ପୋରେଟର ମାନେ ପ୍ରମୁଖ ଉପସ୍ଥିତ ରହି ଏହି ନିମନ୍ତ୍ରଣ କାର୍ଯ୍ୟକ୍ରମର ସଫଳ ରୂପାୟନ କରିଥିଲେ।

ଏଥି ସହିତ ଏହି କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ଅକ୍ଷୟ ସୁନୀଲ ଅଗ୍ରୱାଲ (ଭା.ପ୍ର.ସେ.), ଅତିରିକ୍ତ ଜିଲ୍ଲାପାଳ, ଶ୍ରୀ ଅଭିମନ୍ୟୁ ବେହେରା, ଓ.ପ୍ର.ସେ,(ବରିଷ୍ଠ), ବାରିପଦା ଉପାଜିଲ୍ଲପାଳ, ଶ୍ରୀ ଈଶ୍ବର ଚନ୍ଦ୍ର ନାୟକ,ଓ.ପ୍ର.ସେ,(ବରିଷ୍ଠ), ସହକାରୀ ଜିଲ୍ଲାପାଳ ଶ୍ରୀ ବିଶ୍ୱଜିତ ପଣ୍ଡା (ଓ.ପ୍ର.ସେ), ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଶ୍ରୀ ଅବିନାଶ ପାଣି (ଓ.ସୂ.ସେ.), ଜିଲ୍ଲା ପର୍ଯ୍ୟଟନ ଅଧିକାରିଣୀ ଶ୍ରୀମତୀ ସତ୍ୟଭାମା ବେହେରା, ଜିଲ୍ଲା ସଂସ୍କୃତି ଅଧିକାରୀ, ଶ୍ରୀ ଅନନ୍ତ ସେଠୀଙ୍କ ସମେତ ଅନ୍ୟାନ୍ୟ ଅଧିକାରୀ ଏବଂ କର୍ମଚାରୀ ଉପସ୍ଥିତ ରହିଥିଲେ।

ପ୍ରକାଶ ଥାଉକି ଏହି ଉତ୍ସବକୁ ଜିଲ୍ଲାର ଦୁଇ ପ୍ରମୁଖ ଧର୍ମସ୍ଥଳୀର ମୁଖ୍ୟମାନଙ୍କୁ ନିମନ୍ତ୍ରଣ କରିବା ପାଇଁ ପୁରୀରୁ ୩ଜଣ ଲେଖାଏଁ ସେବାୟତ ଓ ଜଣେ ଲେଖାଏଁ ସରକାରୀ ଅଧିକାରୀଙ୍କୁ ନେଇ ଦଳମାନ ଗଠନ ହୋଇଛି, ଯେଉଁମାନେକି ଓଡ଼ିଶାର ପ୍ରତ୍ୟେକ ଜିଲ୍ଲାକୁ ଗସ୍ତ କରିବେ। ଜିଲ୍ଲା ସଦର ମହକୁମାରେ ସେମାନେ ଜିଲ୍ଲାପାଳ ବା ଜିଲ୍ଲାପାଳଙ୍କ ମନୋନୀତ ବରିଷ୍ଠ ଅଧିକାରୀଙ୍କ ଉପସ୍ଥିତିରେ ସମ୍ପୃକ୍ତ ପ୍ରମୁଖ ଦୁଇ ଧର୍ମସ୍ଥଳୀର ମୁଖ୍ୟଙ୍କୁ ନିମନ୍ତ୍ରଣ ପତ୍ର ଓ ଅନ୍ୟାନ୍ୟ ନିମନ୍ତ୍ରଣ ସାମଗ୍ରୀ ପ୍ରଦାନ କରିବେ।ଦେଶ ବାହାର, ଦେଶ ମଧ୍ୟରେ ଓ ରାଜ୍ୟ ମଧ୍ୟରେ ଥିବା ପ୍ରମୁଖ ଧର୍ମସ୍ଥଳୀର ମୁଖ୍ୟ ମାନଙ୍କୁ ଏହି ଉତ୍ସବରେ ଯୋଗ ଦେବା ପାଇଁ ଆମନ୍ତ୍ରଣ କରାଯାଇଛି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

ଜରିପଡା,ପୋଡ଼lପଟଣା ବିଦ୍ୟାଳୟ ମୁଖ୍ୟ ଫାଟକ ସମ୍ମୁଖରେ କାଦୁଅ ପାଣି , ହନ୍ତସନ୍ତ ଛାତ୍ରଛାତ୍ରୀ

July 23, 2026
ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

ନିଟ୍ ପ୍ରଶ୍ନପତ୍ର ଚୋରି ଓ ରାହୁଲ ଗାନ୍ଧୀଙ୍କ ବିରୋଧ ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

July 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

ଦେବୋତ୍ତର ମ୍ୟାନେଜର୍ କ୍ୱାର୍ଟର୍ ଜବରଦଖଲ ଘଟଣା ୩ ବର୍ଷ ତଳୁ ସରିଛି ଚୁକ୍ତି, ଆଦାୟ ହୋଇନି ଭଡ଼ା

July 23, 2026
ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

ଗରିବ ସନାତନଙ୍କ ପାଇଁ ବସୁନ୍ଧରା ଓ ଆବାସ ଯୋଜନା ପାଲଟିଛି ସାତ ସପନ

July 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version