• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପୌରାଞ୍ଚଳ #ନୂଆ-ଓ କ୍ରୀଡା ଉତ୍ସବ ଉଦଯାପିତ

Proprietor Abhimanyu Maharana by Proprietor Abhimanyu Maharana
December 30, 2023
in ଓଡ଼ିଶା, ଗଞ୍ଜାମ, ହୋମ୍
0
ପୌରାଞ୍ଚଳ #ନୂଆ-ଓ କ୍ରୀଡା ଉତ୍ସବ ଉଦଯାପିତ
Share on FacebookShare on TwitterWhatsapp

୨୯ ଡିସେମ୍ବର ୨୦୨୩ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :-> ରାଜ୍ୟ ସରକାରଙ୍କ କ୍ରୀଡା ଓ ଯୁବସେବା ବିଭାଗ ଆନୁକୂଲ୍ୟରେ ୨୧ ତାରିଖ ଠାରୁ ଆରମ୍ଭ ହୋଇଥିବା ନୂଆ -ଓ କ୍ରୀଡା ପ୍ରତିଯୋଗିତା ଗୁରୁବାର ଉଦଯାପିତ ହୋଇଯାଇଛି।‌ ପୌର କାର୍ଯ୍ୟ ନିର୍ବାହୀ ଅଧିକାରୀ ଜୁବୁଲି ଚରଣ ବେହେରାଙ୍କ ତତ୍ତ୍ଵାବଧାନରେ ହିଞ୍ଜିଳିକାଟୁ ପୌରାଞ୍ଚଳ ମିନି ଷ୍ଟାଡିୟମ ପରିସରରେ ଆୟୋଜିତ ଉଦଯାପନୀ ଉତ୍ସବରେ ମୁଖ୍ୟଅତିଥି ଭାବେ ମୁଖ୍ୟମନ୍ତ୍ରୀଙ୍କ ଜିଲ୍ଲା ପରିଷଦ ପ୍ରତିନିଧି ଶରତ ଚନ୍ଦ୍ର ମହାପାତ୍ର ଯୋଗଦେଇ କ୍ରୀଡ଼ା କ୍ଷେତ୍ରରେ କ୍ରୀଡାବିତଙ୍କ ଅର୍ନ୍ତନିହିତ ଗୁଣର ବିକାଶ,

ଦକ୍ଷତା ଓ ଉଲ୍ଲେଖନୀୟ ପାରଦର୍ଶିତା ବିକଶିତ କରିବାରେ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ଆଭିମୁଖ୍ୟ ଓ ମହତ ଉଦ୍ଦେଶ୍ୟ ସହ ନୂଆ-ଓ, ଯୁବ ଓଡିଶା- ନବୀନ ଓଡିଶା ଗଠନରେ ଯୁବ ଶକ୍ତିଙ୍କ ସକ୍ରିୟ ଭୂମିକା ଗୁରୁତ୍ୱପୁର୍ଣ୍ଣ ବୋଲି କହିଥିଲେ। ସମ୍ମାନିତ ଅତିଥି ଭାବେ ପୌରାଧ୍ୟକ୍ଷ ସୁବାଷ ଚନ୍ଦ୍ର ପୋଲେଇ , ଉପାଧ୍ୟକ୍ଷା ସୁଚିତ୍ରା ପଣ୍ଡା, ଗ୍ରୀଟ ଅଧ୍ୟକ୍ଷ ପବିତ୍ର ମୋହନ ପାଣିଗ୍ରାହୀ, ତହସିଲଦାର ଦିବ୍ୟଜ୍ୟୋତି ସ୍ମୃତିରଞ୍ଜନ ଦେଓ ପ୍ରମୁଖ ମଞ୍ଚାସିନ ଥିଲେ। ଏହି ଅବସରରେ ପୂର୍ବରୁ ଆୟୋଜିତ ଗୋଷ୍ଠୀଗତ ହକି, ଫୁଟବଲ୍, ଭଲିବଲ୍, ଖୋଖୋ,

କବାଡି ପ୍ରତିଯୋଗିତାରେ କୃତୀ ପ୍ରତିଯୋଗୀମାନଙ୍କୁ ମଞ୍ଚାସିନ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା। ରାଜ୍ୟସ୍ତରୀୟ ୯୩ କିଲୋଗ୍ରାମ ଭାରତ୍ତୋଳନ ବର୍ଗରେ ସ୍ବର୍ଣ୍ଣ ପଦକ ହାସଲ କରିଥିବା ହିଞ୍ଜିଳିକାଟୁ ପୌରାଞ୍ଚଳର ସାଇରାମ ଗୌଡ ଓ ସର୍ବ ଭାରତୀୟ ସ୍ତରରେ ପାରମ୍ପରିକ ଯୋଗାସନ ପ୍ରତିଯୋଗିତାରେ କନିଷ୍ଠ ବର୍ଗରେ ୨ୟ ସ୍ଥାନ ଅଧିକାର କରିଥିବା ଛାତ୍ରୀ ବେଦନ୍ତିକା ସାହୁଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା ।

ଏହି ଅବସରରେ ସ୍ଥାନୀୟ ପୌରାଞ୍ଚଳର ବିଭିନ୍ନ ଶିକ୍ଷାନୁଷ୍ଠାନ ଓ ନୃତ୍ୟ ଅନୁଷ୍ଡାନର ଶିକ୍ଷାର୍ଥୀ ମାନଙ୍କ ଦ୍ଵାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ଓଡିଶା ମୋ ପରିବାର ସମ୍ପାଦକ ନିଳମଣି ପଟ୍ଟନାୟକ ମଞ୍ଚ ପରିଚାଳନା କରିଥିଲେ। ରାଜ୍ୟ ବିଜେଡି ସାଧାରଣ ସମ୍ପାଦକ ଦେବାନନ୍ଦ ମହାପାତ୍ର, ଯୁବ ବିଜେଡି ସଭାପତି ସଞ୍ଜୟ କୁମାର ପଣ୍ଡାଙ୍କ ସମେତ ସ୍ଥାନୀୟ ଅଞ୍ଚଳର ବହୁ କାଉନସିଲର, ଜନପ୍ରତିନିଧି, ବୁଦ୍ଧିଜୀବୀ, କଳା ଓ କ୍ରୀଡା ପ୍ରେମୀ ଉପସ୍ଥିତ ଥିଲେ। ପୌର କନିଷ୍ଠ ଯନ୍ତ୍ରୀ ମାନସ ରଞ୍ଜନ ଦାଶ ଓ ଦିଲିପ କୁମାର ମିଶ୍ର କାର୍ଯ୍ୟକ୍ରମ ପରିଚାଳନା କରିଥିବା ବେଳେ ପୌର କର୍ମଚାରୀ ମାନେ ସହଯୋଗ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କୋଣାର୍କ ଅଞ୍ଚଳର “ନଟ୍ ଫାଇନାଲ” ଜମି ସମସ୍ୟା ଦୂର କରିବାକୁ ଅନୁରୋଧ

କୋଣାର୍କ ଅଞ୍ଚଳର “ନଟ୍ ଫାଇନାଲ” ଜମି ସମସ୍ୟା ଦୂର କରିବାକୁ ଅନୁରୋଧ

April 30, 2026
ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଦିନିକିଆ ଜିଲ୍ଲା ଗସ୍ତ ବିଭିନ୍ନ ବିଭାଗକୁ ନେଇ ସମୀକ୍ଷା ବୈଠକ ଅନୁଷ୍ଠିତ

ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଦିନିକିଆ ଜିଲ୍ଲା ଗସ୍ତ ବିଭିନ୍ନ ବିଭାଗକୁ ନେଇ ସମୀକ୍ଷା ବୈଠକ ଅନୁଷ୍ଠିତ

April 30, 2026
ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

April 30, 2026
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

Glowing Tribute paid to Late Sudipta Mohanty

April 30, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କୋଣାର୍କ ଅଞ୍ଚଳର “ନଟ୍ ଫାଇନାଲ” ଜମି ସମସ୍ୟା ଦୂର କରିବାକୁ ଅନୁରୋଧ

କୋଣାର୍କ ଅଞ୍ଚଳର “ନଟ୍ ଫାଇନାଲ” ଜମି ସମସ୍ୟା ଦୂର କରିବାକୁ ଅନୁରୋଧ

April 30, 2026
ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଦିନିକିଆ ଜିଲ୍ଲା ଗସ୍ତ ବିଭିନ୍ନ ବିଭାଗକୁ ନେଇ ସମୀକ୍ଷା ବୈଠକ ଅନୁଷ୍ଠିତ

ଜାତୀୟ ସ୍ୱାସ୍ଥ୍ୟ ମିଶନ ନିର୍ଦ୍ଦେଶକ ଦିନିକିଆ ଜିଲ୍ଲା ଗସ୍ତ ବିଭିନ୍ନ ବିଭାଗକୁ ନେଇ ସମୀକ୍ଷା ବୈଠକ ଅନୁଷ୍ଠିତ

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version