• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କାଶୀନଗର ବ୍ଲକ ର କେ ସିତାପୂର ଗ୍ରାମରେ ବିଜେପି ନେତା ଓ କର୍ମକର୍ତ୍ତା ମାସ୍କ ପିନ୍ଧି ନଥିବା ଓ ସାମାଜିକ ଦୂରତା କୁ ଫୁ କରି ସଭା ସମିତି କରିଥିବା ଦୃଶ୍ୟ ତଦନ୍ତ କରି କାର୍ଯ୍ୟାୁଷ୍ଠାନ ଗ୍ରହଣ କରିବା ପାଇଁ ଦାବୀ – ପାରଳଖେମୁଣ୍ଡି

Proprietor Abhimanyu Maharana by Proprietor Abhimanyu Maharana
July 20, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
କାଶୀନଗର ବ୍ଲକ ର କେ ସିତାପୂର ଗ୍ରାମରେ ବିଜେପି ନେତା ଓ କର୍ମକର୍ତ୍ତା ମାସ୍କ ପିନ୍ଧି ନଥିବା ଓ ସାମାଜିକ ଦୂରତା କୁ ଫୁ କରି ସଭା ସମିତି କରିଥିବା ଦୃଶ୍ୟ ତଦନ୍ତ କରି କାର୍ଯ୍ୟାୁଷ୍ଠାନ ଗ୍ରହଣ କରିବା ପାଇଁ ଦାବୀ  – ପାରଳଖେମୁଣ୍ଡି
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୦ ଜୁଲାଇ ସୋମବାର) ଭୁବନେଶ୍ୱର :- ଗଜପତି ଜିଲ୍ଲାରେ କରନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଥିବା ଯୋଗୁଁ ଜିଲ୍ଲା ପ୍ରଶାସନ ଜୁଲାଇ ୨୦ ତାରିଖରୁ ୩୧ ତାରିଖ ପର୍ଯ୍ୟନ୍ତ ପାରଳାଖେମୁଣ୍ଡି ସହର ଓ କାସିନଗର୍ ସହର ସହର ସମେତ ହାଡୁଭାଙ୍ଗି ପଞ୍ଚାୟତ, ରଣିପେଣ୍ଠ ପଞ୍ଚାୟତ, ଗୋଷାଣୀ ବ୍ଲକର କେରlଣ୍ଡି ପଞ୍ଚାୟତ ସମେତ ଅନ୍ୟାନ୍ୟ କେତକ ଅଞ୍ଚଳ କୁ ଲୋକ ଡାଉନ୍ ଘୋଷଣା କରିଛନ୍ତି ।

ଏଭଳି ପରିସ୍ଥିତି ରେ ବିଜେପି ଦଳର ନେତା ଓ କର୍ମ କର୍ତ୍ତା ମାନଙ୍କ ଦ୍ଵାରା ମାଷ୍କ ନ ପିନ୍ଧି ଓ ସାମାଜିକ ଦୂରତାକୁ ଫୁ କରି ସଭା ସମିତି କରିଥିବା ନେଇ ଦେଖିବାକୁ ମିଳିଛି ଓଅଭିଯୋଗ ମଧ୍ୟ ହୋଇଛିଓଡ଼ିଶାସରକାରକୋଭିଡ୧୯ ପାଇଁ ଲୋକମାନଙ୍କୁ ବିଭିନ୍ନ ମାଧ୍ୟମରେ ସଚେତନତା କରୁଛନ୍ତି । ଏବଂ ସରପଞ୍ଚଙ୍କୁ ଜିଲ୍ଲାପାଳ କ୍ଷମତା ଦିଆଯାଇଛି । ହେଲେ କାଶୀନଗର ବ୍ଲକ ଅନ୍ତର୍ଗତ କେ. ସୀତାପୁର ଗ୍ରାମ ପଞ୍ଚାୟତ ରେ ବିଜେପି ନେତା ଓ କର୍ମୀ ମାନେମାସ୍କ ପିନ୍ଧି ନଥିବାଓ ସାମାଜିକ ଦୂରତାକୁମାନୁନଥିବାଦେଖି ବାକୁ ମିଳିଛି । ଜିଲ୍ଲା ପ୍ରଶାସନ ଏଥପ୍ରତି ଦୃଷ୍ଟି ଦେଇ ଏମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ଦାବୀ ହେଉଛି । (ଗରୁଡ଼ ଧ୍ଵଜ ଚୌଧୁରୀ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

ନକଲି ଏମ୍‌ଭିଆଇ ଅଧିକାରୀ ଗିରଫ

September 20, 2026
ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

ଡିଜେ ସାଉଣ୍ଡରେ ଅସ୍ତବ୍ୟସ୍ତ ଜନଜୀବନ : ହୃଦ୍‌ରୋଗୀଙ୍କ ପାଇଁ ବିପଦ, ମେଡିକାଲରେ ରୋଗୀଙ୍କ ଚିକିତ୍ସାରେ ବାଧା

September 20, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

 ନୂଆଖାଇ ଭେଟଘାଟ ପ୍ରସ୍ତୁତି ବୈଠକ 

September 20, 2026
ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

ବ୍ୟକ୍ତିତ୍ୱ ବିକାଶ ହିଁ ସଫଳତାର ଚାବିକାଠି : ଶକ୍ତିଶ୍ରୀ ସଚେତନତା କାର୍ଯ୍ୟକ୍ରମ

September 20, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version