• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ତ୍ରୟୋଦଶ ଲକ୍ଷ୍ମୀଧର ସ୍ମାରକୀ କ୍ରିକେଟ ଟୁର୍ଣାମେଣ୍ଟ : ହାଟବସ୍ତ ବିଜୟୀ

Proprietor Abhimanyu Maharana by Proprietor Abhimanyu Maharana
January 3, 2024
in ଓଡ଼ିଶା, ଖେଳ, ଖୋର୍ଦ୍ଧା, ହୋମ୍
0
ତ୍ରୟୋଦଶ ଲକ୍ଷ୍ମୀଧର ସ୍ମାରକୀ କ୍ରିକେଟ ଟୁର୍ଣାମେଣ୍ଟ : ହାଟବସ୍ତ ବିଜୟୀ
Share on FacebookShare on TwitterWhatsapp

୨ ଜାନୁଆରୀ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ବୋଲଗଡ଼ :-> ବୋଲଗଡ଼ ବ୍ଲକ ଅନ୍ତର୍ଗତ ସଂପୁର ଗ୍ରାମର ବାଲୁଙ୍କେଶ୍ୱର ରାଇଜିଙ୍ଗଷ୍ଟାର କ୍ରିକେଟ କ୍ଳବ୍ ଆନୁକୁଲ୍ୟରେ ଟାଙ୍ଗୀ ପଡ଼ିଆଠାରେ ଆୟୋଜିତ ତ୍ରୟୋଦଶତମ ଲକ୍ଷ୍ମୀଧର ସ୍ମାରକୀ କ୍ରିକେଟ ଟୁର୍ଣାମେଣ୍ଟର ଶନିବାର ଦ୍ଵିତୀୟ ସେମିଫାଇନାଲ ମ୍ୟାଚ ଅନୁଷ୍ଠିତ ହୋଇଯାଇଛି।ଏଥିରେ ମହୁଲିଆ କ୍ରିକେଟ କ୍ଳବ୍ ଓ ହାଟବସ୍ତ କ୍ରିକେଟ କ୍ଳବ୍ ମଧ୍ୟରେ ମୁକାବିଲା ହୋଇଥିଲା ।

ମହୁଲିଆ ଟିମ୍ ଟସ୍ ଜିତି ପ୍ରଥମେ ବ୍ୟାଟିଂ କରିବାର ନିଷ୍ପତି ନେଇ ୧୫ ଓଭରରେ ୭୩ ରନ ସ୍କୋର କରି ଅଲଆଉଟ୍ ହୋଇଥିଲା । ଏହାର ଜବାବରେ ହାଟବସ୍ତ ଦଳ୭.୪ ଓଭରରେ ୫ ଉଇକେଟ ହରାଇ ଆବଶ୍ୟକ ୭୪ ରନ ସ୍କୋର କରି ବିଜୟୀ ହେବା ସହ ଫାଇନାଲ ଖେଳିବାକୁ ଯୋଗ୍ୟତା ଅର୍ଜନ କରିଛି।

ଏହି ମ୍ୟାଚଟିକୁ ଆମ୍ପେୟର ଭାବେ ମିଟୁ ପ୍ରଧାନ ଓ ରାଜକୁମାର ବଳିୟାରସିଂ ପରିଚାଳନା କରିଥିଲେ।ଆଜିର ମ୍ୟାଚ୍ରରେ ମୁଖ୍ୟଅତିଥି ଭାବେ ଜିଲ୍ଲା ପରିଷଦ ସଦସ୍ୟାଙ୍କ ପ୍ରତିନିଧି ସାମାଜିକ କର୍ମୀ ଶୁଭେନ୍ଦୁ କୁମାର ସାହୁ,ସମ୍ମାନୀତ ଅତିଥି ଭାବେ ସରପଞ୍ଚ ଜଳଧର ମହାନ୍ତି,ଖଙ୍ଗୁରିଆ ଗ୍ରାମ ପଞ୍ଚାୟତ ବିଜେଡ଼ି ସଭାପତି ଚିତରଂଜନ ମିଶ୍ର,

ସାମାଜିକ କର୍ମୀ ଶ୍ରୀଧର ଦତ୍ତ,ପ୍ରଫୁଲ୍ଲ କୁମାର ଦେଓ , ମୁକେଶ ସାମନ୍ତରାୟ ପ୍ରମୁଖ ଯୋଗ ଦେଇ ଖେଳାଳି ମାନଙ୍କୁ ଉତ୍ସାହିତ କରିଥିଲେ। ଆୟୋଜକ କ୍ଳବ୍ ସଭାପତି ନିରଞ୍ଜନ ନାୟକ ଓ ସାନ୍ତୁନ ଛୋଟରାୟ ପ୍ରମୁଖଙ୍କ ସମେତ ସଦସ୍ୟ ମାନେ ଖେଳ ପରିଚାଳନାରେ ସହଯୋଗ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ୱାବଲମ୍ବୀ ଯୁବା – ସମୃଦ୍ଧ ଓଡିଶା ସମାବେଶ

ସ୍ୱାବଲମ୍ବୀ ଯୁବା – ସମୃଦ୍ଧ ଓଡିଶା ସମାବେଶ

June 25, 2026
ଧ୍ୟାନକୁଦ ପୀଠରେ ରଥଯାତ୍ରା ଲାଗି ପ୍ରସ୍ତୁତି ବୈଠକ

ଧ୍ୟାନକୁଦ ପୀଠରେ ରଥଯାତ୍ରା ଲାଗି ପ୍ରସ୍ତୁତି ବୈଠକ

June 25, 2026
ବ୍ଲକ ସ୍ତରୀୟ ଜାତି, ଜନଜାତି ସମ୍ବାଦ ବୈଠକ

ବ୍ଲକ ସ୍ତରୀୟ ଜାତି, ଜନଜାତି ସମ୍ବାଦ ବୈଠକ

June 25, 2026
ନୟାଗଡ଼ ଜିଲ୍ଲାରେ କଂଗ୍ରେସ ପଛୁଆବର୍ଗ ସାମାଜିକ ନ୍ୟାୟ ସଂଗଠନ କ୍ରିୟାଶୀଳ ପାଇଁ ବିଚାରବିମର୍ଶ

ନୟାଗଡ଼ ଜିଲ୍ଲାରେ କଂଗ୍ରେସ ପଛୁଆବର୍ଗ ସାମାଜିକ ନ୍ୟାୟ ସଂଗଠନ କ୍ରିୟାଶୀଳ ପାଇଁ ବିଚାରବିମର୍ଶ

June 24, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ୱାବଲମ୍ବୀ ଯୁବା – ସମୃଦ୍ଧ ଓଡିଶା ସମାବେଶ

ସ୍ୱାବଲମ୍ବୀ ଯୁବା – ସମୃଦ୍ଧ ଓଡିଶା ସମାବେଶ

June 25, 2026
ଧ୍ୟାନକୁଦ ପୀଠରେ ରଥଯାତ୍ରା ଲାଗି ପ୍ରସ୍ତୁତି ବୈଠକ

ଧ୍ୟାନକୁଦ ପୀଠରେ ରଥଯାତ୍ରା ଲାଗି ପ୍ରସ୍ତୁତି ବୈଠକ

June 25, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version