• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ଠାରେ ଗଜପତି ଜିଲ୍ଲାର ଚୂଡ଼ାନ୍ତ ଭୋଟର ତାଲିକା ୨୦୨୪ ପ୍ରକାଶନ

Proprietor Abhimanyu Maharana by Proprietor Abhimanyu Maharana
January 5, 2024
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ସ୍ଥିତ ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷ ଠାରେ ଗଜପତି ଜିଲ୍ଲାର ଚୂଡ଼ାନ୍ତ ଭୋଟର ତାଲିକା ୨୦୨୪ ପ୍ରକାଶନ
Share on FacebookShare on TwitterWhatsapp

୫ ଜାନୁଆରୀ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲାର ଚୂଡ଼ାନ୍ତ ଭୋଟର ତାଲିକା ୨୦୨୪ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷ ଠାରେ ପ୍ରକାଶନ ହୋଇଯାଇଛି l ଜିଲ୍ଲା ନିର୍ବାଚନ ଅଧିକାରୀ ତଥା ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ବିଭିନ୍ନ ରାଜନୈତିକ ଦଳର ପ୍ରତିନିଧିଙ୍କ ଉପସ୍ଥିତିରେ ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶନ ହୋଇଯାଇଛି।ଜିଲ୍ଲାରେ ଭୋଟର ତାଲିକାରେ ସମୁଦାୟ ଭୋଟର ସଂଖ୍ୟା-୪୫୯୨୨୮, ପୁରୁଷ ଭୋଟର ସଂଖ୍ୟା-୨୨୪୪୦୫, ମହିଳା ଭୋଟର ସଂଖ୍ୟା -୨୩୪୭୯୯ ଓ ତୃତୀୟ ଲିଙ୍ଗ ଭୋଟର ସଂଖ୍ୟା -୨୪ ରହିଛନ୍ତି । ସେହିପରି ୧୩୬ – ମୋହନା ନିର୍ବାଚନ ମଣ୍ଡଳୀରେ ସମୁଦାୟ ଭୋଟର ସଂଖ୍ୟା-୨୪୩୫୨୨,

ପୁରୁଷ ଭୋଟରସଂଖ୍ୟା-୧୧୮୧୯୩ , ମହିଳା ଭୋଟର ସଂଖ୍ୟା-୧୨୫୩୨୨ ଓ ତୃତୀୟ ଲିଙ୍ଗ ଭୋଟର ସଂଖ୍ୟା-୭ ରହିଛନ୍ତି। ସେହିପରି ୧୩୭- ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ସମୁଦାୟ ଭୋଟର ସଂଖ୍ୟା ୨୧୫୭୦୬, ପୁରୁଷ ଭୋଟର ସଂଖ୍ୟା ୧୦୬୨୧୨, ମହିଳା ଭୋଟର ସଂଖ୍ୟା ୧୦୯୪୭୭ ଓ ତୃତୀୟ ଲିଙ୍ଗ ୧୭ ରହିଛନ୍ତି। ସେହିପରି ଜିଲ୍ଲାରେ ଯୁବ ଭୋଟର (୧୮-୧୯ ବର୍ଷ) ଙ୍କ ସଂଖ୍ୟା ୧୨୩୬୩ ଜଣ ରହିଛନ୍ତି ,୮୦ ବର୍ଷ ବୟସରୁ ଅଧିକ ବରିଷ୍ଠ ଭୋଟର ସଂଖ୍ୟା ୬୧୬୬ ଜଣ ରହିଛନ୍ତି ଓ ଜିଲ୍ଲାରେ ସର୍ଭିସ୍ ଭୋଟର ସଂଖ୍ୟା ୪୧୨ ଜଣ ରହିଛନ୍ତି ।

ଯେଉଁ ନାଗରିକଙ୍କ ବୟସ ୧୮ ବର୍ଷ ହେଉଥିବ ସେମାନେ ପରବର୍ତ୍ତୀ ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ସଂଶୋଧନ କାର୍ଯ୍ୟକ୍ରମରେ ନିଜର ନାମକୁ ନୂତନ ଭାବେ ଫର୍ମ -୬ ନାମ ପଞ୍ଜିକରଣ କରିପାରିବେ। ଜିଲ୍ଲାରେ ଥିବା ସମସ୍ତ ସ୍ଵୀକୃତି ପ୍ରାପ୍ତ ରାଜନୈତିକ ଦଳକୁ ଅନୁରୋଧ କରାଯାଉଅଛି ଯେ ସେମାନେ ନିଜ ନିଜ ବୁଥ ସ୍ତରୀୟ ଅଜେଣ୍ଟ ମାନଙ୍କୁ ସମସ୍ତ ୫୭୩ ବୁଥ ରେ ନିୟୋଜିତ କରି ସହଯୋଗ କରିବା ପାଇଁ ଜିଲ୍ଲାପାଳ କହିଥିଲେ। ସେହିପରି ଜିଲ୍ଲାରେ ୫୭୩ ବୁଥ ରହିଥିବା ବେଳେ ୧୩୬- ମୋହନା (ସଂରକ୍ଷିତ) ନିର୍ବାଚନ ମଣ୍ଡଳୀରେ ୨୯୭ ବୁଥ ଓ ୧୩୭- ପାରଳାଖେମୁଣ୍ଡି ନିର୍ବାଚନ ମଣ୍ଡଳୀରେ ୨୭୬ ଗୋଟି ବୁଥ ରହିଅଛି ।

ଆଜିର ଏହି ଚୂଡ଼ାନ୍ତ ଭୋଟର ତାଲିକା ପ୍ରକାଶନ ରେ ଉପଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ,ଡେପୁଟି କଲେକ୍ଟର (ନିର୍ବାଚନ ଶାଖା) ସୁଶ୍ରୀ ତୃପ୍ତିମୟୀ ଜେନା ଓ ଶ୍ରୀ କମଳକାନ୍ତ ପଣ୍ଡା ସହ ବୈଠକରେ ଜିଲ୍ଲାର ବିଭିନ୍ନ ରାଜନୈତିକ ଦଳ ପ୍ରତିନିଧି ତଥା ବିଜୁ ଜନତା ଦଳର ଶ୍ରୀ ଜମିଦାର ପଟ୍ଟନାୟକ, ଭାରତୀୟ ଜନତା ପାର୍ଟ ରୁ ଶ୍ରୀ ବାଳକୃଷ୍ଣ ପାତ୍ର,ଭାରତୀୟ ଜାତୀୟ କଂଗ୍ରେସ ରୁ ଶ୍ରୀ ଇଶ୍ଵର ଚନ୍ଦ୍ର ମାଝୀ ଓ ଆମ ଆଦମୀ ପାର୍ଟି ରୁ ଶ୍ରୀ ଶିଶିର କୁମାର ଭଞ୍ଜସାମନ୍ତ,ସମସ୍ତ ଗଣମାଧ୍ୟମ ପ୍ରତିନିଧି ଓ ବିଭାଗୀୟ କର୍ମଚାରୀ ପ୍ରମୁଖ ଉପସ୍ଥିତ ଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Chandi Bhandar Unveils the “Aaranya” Edit for Durga Puja

Chandi Bhandar Unveils the “Aaranya” Edit for Durga Puja

October 5, 2026
ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

October 4, 2026
ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Chandi Bhandar Unveils the “Aaranya” Edit for Durga Puja

Chandi Bhandar Unveils the “Aaranya” Edit for Durga Puja

October 5, 2026
ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version