• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମାଲକାନଗିରି ବିମାନ ବନ୍ଦର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ

Proprietor Abhimanyu Maharana by Proprietor Abhimanyu Maharana
January 10, 2024
in ଓଡ଼ିଶା, ମହାନଗର, ମାଲକାନଗିରି, ହୋମ୍
0
ମାଲକାନଗିରି ବିମାନ ବନ୍ଦର ଉଦ୍‌ଘାଟନ କଲେ ମୁଖ୍ୟମନ୍ତ୍ରୀ
Share on FacebookShare on TwitterWhatsapp

ରୂପାନ୍ତର ପଥେ ମାଲକାନଗିରି

ଆକାଶପଥରେ ଯୋଡିହେଲା ମାଲକାନଗିରି ୨୩୩ ଏକର ପରିବ୍ୟାପ୍ତ ଅଞ୍ଚଳରେ ରନୱେ ନିର୍ମିତ, ୭୦ କୋଟି ଟଙ୍କା ଖର୍ଚ୍ଚ ମାଲକାନଗିରି ଜିଲ୍ଲାରେ ସପ୍ତଧାରା ନଦୀରେ ଗୋବିନ୍ଦପାଲି ସମନ୍ଵିତ ଜଳସେଚନ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ଖର୍ଚ୍ଚ ହେବ ୪,୦୦୦ କୋଟି ଟଙ୍କା, ୯୨,୮୧୫ ଏକର ଚାଷ ଜମିରେ ଜଳସେଚନର ସୁବିଧା,

ମାର୍ଚ୍ଚ ମାସରେ 5T ଅଧ୍ୟକ୍ଷ ଶ୍ରୀ କାର୍ତ୍ତିକ ପାଣ୍ଡିଆନ୍ ଙ୍କ ମାଲାକାନଗିରି ଗସ୍ତ ସମୟରେ ଜନସାଧାରଣଙ୍କ ଠାରୁ ପ୍ରକଳ୍ପ ପାଇଁ ପ୍ରସ୍ତାବ ଗ୍ରହଣ କରିଥିଲେ.

10 ଜାନୁଆରୀ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ଭୁବନେଶ୍ବର :-> ରୂପାନ୍ତର ଯାତ୍ରାରେ ଆଉ ଏକ ପାଦ ଆଗେଇଲା ମାଲକାନଗିରି. ଆକାଶ ପଥରେ ଯୋଡି ହୋଇ ଇତିହାସ ରଚିଲା ମାଲକାନଗିରି,  ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ଆଜି ମାଲକାନଗିରିରେ ଏକ ବିମାନ ବନ୍ଦର ଉଦ୍‌ଘାଟନ କରିଛନ୍ତି। ଏହା ଦ୍ୱାରା ମାଲକାନଗିରି ସ୍ୱପ୍ନ ପୁରଣ ହୋଇଛି।

ମାଲକାନଗିରି ଆକାଶପଥ ମାନଚିତ୍ର ରେ ସ୍ଥାନିତ ହୋଇଛି। ଏହା ଦ୍ୱାରା ମାଲକାନଗିରି ଜିଲ୍ଲା ଓ ଆଖପାଖ ଅଞ୍ଚଳରେ ଯୋଗାଯୋଗ, ପର୍ଯ୍ୟଟନ ଓ ବାଣିଜ୍ୟ କ୍ଷେତ୍ରରେ ବ୍ୟାପକ ଅଭିବୃଦ୍ଧି ଘଟିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି।

ସୂଚନାଯୋଗ୍ୟ ଯେ ପୂର୍ବରୁ କୋରାପୁଟର ଜୟପୁର, କଳାହାଣ୍ଡିର ଉତ୍‌କେଲା, ରାଉରକେଲା, ଗଞ୍ଜାମର ରଙ୍ଗେଇଲୁଣ୍ଡାରେ ବିମାନବନ୍ଦର ସ୍ଥାପନ କରାଯାଇଛି। ଏହା ପରେ ଆଜି ମାଲକାନଗିରିକୁ ମଧ୍ୟ ଆକାଶପଥରେ ସଂଯୋଗ କରାଯିବାପରେ ସାରା ରାଜ୍ୟର ଦୂରବର୍ତ୍ତୀ ଅଞ୍ଚଳଗୁଡିକରେ ବିକାଶ ପ୍ରକ୍ରିୟା ତ୍ୱରାନ୍ୱିତ ହୋଇପାରିବ। ଓଡିଶାରେ ଶିଳ୍ପ କ୍ଷେତ୍ରରେ ଅଭିବୃଦ୍ଧି ପାଇଁ ଏହା ଖୁବ୍‌ ଗୁରୁତ୍ୱପୂର୍ଣ୍ଣ ।

ମାଲକାନଗିରି ବିମାନ ବନ୍ଦର ୨୩୩ ଏକର ଅଞ୍ଚଳରେ ପରିବ୍ୟାପ୍ତ ଏବଂ ଏଥିରେ ୧୬୨୦ ମିଟର ଦୀର୍ଘ୍ୟ ଓ ୩୦ ମିଟର ପ୍ରସ୍ଥ ବିଶିଷ୍ଟ ଏକ ରନୱେ ନିର୍ମାଣ କରାଯାଇଛି। ଏଥିପାଇଁ ୭୦ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ଉଦ୍‌ଘାଟନ ସମୟରେ ମୁଖମନ୍ତ୍ରୀଙ୍କ ସହିତ5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ ମଧ୍ୟ ଉପସ୍ଥିତ ଥିଲେ। ଆଜି ମାଲକାନଗିରି ଗସ୍ତ ସମୟରେ ମୁଖ୍ୟମନ୍ତ୍ରୀ ଜିଲ୍ଲାର ଗୋବିନ୍ଦପାଲି ସମନ୍ଵିତ ଜଳସେଚନ ପ୍ରକଳ୍ପ ପ୍ରସ୍ତାବକୁ ଅନୁମୋଦନ କରିଛନ୍ତି।

ଏଥିପାଇଁ ୪୦୦୦ କୋଟି ଟଙ୍କାର ବ୍ୟୟ ଅଟକଳ କରାଯାଇ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରାଯାଇଛି । ସୂଚନାଯୋଗ୍ୟ ଯେ 5T ତଥା ନବୀନ ଓଡିଶା ଅଧ୍ୟକ୍ଷ ଶ୍ରୀ ଭି କାର୍ତ୍ତିକ ପାଣ୍ଡିଆନ ଗତ ମାର୍ଚ୍ଚ ୨୮ ତାରିଖରେ ମାଲକାନଗିରି ଜିଲ୍ଲା ଗସ୍ତ କରି ସ୍ଥାନୀୟ ଜନସାଧାରଣଙ୍କ ସହିତ ସପ୍ତଧାରା ନଦୀରେ ଏକ ଜଳସେଚନ ପ୍ରକଳ୍ପ ନିର୍ମାଣ କରିବା ସମ୍ପର୍କରେ ଆଲୋଚନା କରିଥିଲେ ।

ଲୋକଙ୍କ ପ୍ରସ୍ତାବକୁ ଗୁରୁତ୍ୱ ଦେଇ ପ୍ରାୟ 4000 କୋଟି ଟଙ୍କା ବ୍ୟୟ ଅଟକଳରେ ଗୋବିନ୍ଦପାଲି ସମନ୍ଵିତ ଜଳସେଚନ ପ୍ରକଳ୍ପର ଡ଼ିପିଆର ପ୍ରସ୍ତୁତ କରାଯାଇ ବୈଷୟିକ ପରାମର୍ଶଦାତା କମିଟିର ଅନୁମୋଦନ ନିମନ୍ତେ କେନ୍ଦ୍ରୀୟ ଜଳ ଆୟୋଗକୁ ପ୍ରେରଣ କରାଯାଇଅଛି । ଏହି ପ୍ରକଳ୍ପ ଅଧୀନରେ ସପ୍ତଧାରା ଓ ଗରିଆଠାରେ ଦୁଇଗୋଟି ଡ୍ୟାମ, ଏକ ସଂଯୋଗୀକରଣ ଟନେଲ ଓ ଭୂତଳ ପାଇପଲାଇନ ଦ୍ଵାରା ଜଳସେଚନର ବ୍ୟବସ୍ଥା ରହିଛି ।

ଏହି ପ୍ରକଳ୍ପ ଦ୍ୱାରା ମାଲକାନଗିରି ଜିଲ୍ଲାର ଚାରିଗୋଟି ବ୍ଲକ ଯଥା – ମାଲକାନଗିରି, ମାଥିଲି, ଖଇରିପୁଟ ଓ କୋରକୁଣ୍ଡାରେ ଅତିରିକ୍ତ ୯୨,୮୧୫ ଏକର ଚାଷ ଜମିରେ ଜଳସେଚନର ସୁବିଧା ସୃଷ୍ଟି କରାଯିବା ସହିତ 1.5୦ ଲକ୍ଷ ସ୍ଥାନୀୟ ଜନସାଧାରଣଙ୍କୁ ପାନୀୟଜଳ ଯୋଗାଣ କରାଯାଇପାରିବ । ଆସନ୍ତା ଜୁଲାଇ ମାସ ସୁଦ୍ଧା ପ୍ରକଳ୍ପର ନିର୍ମାଣ କାର୍ଯ୍ୟ ଆରମ୍ଭ କରାଯିବା ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଅଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

ଶିକାର କରିବାକୁ ଡାକି ନେଇ ଯୁବକ କୁ ଗୁଳି କରି ହତ୍ୟା ଘଟଣା : ଦୁଇ ଜଣ ଗିରଫ – ଦୁଇ ଦେଶୀ ବନ୍ଧୁକ ଜବତ

May 4, 2026
Brutal Crime in Nasrapur Sparks Outrage : Accused Arrested

Brutal Crime in Nasrapur Sparks Outrage : Accused Arrested

May 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

ସିପ୍ରାରାଣୀ ମାଟ୍ରିକ ପରୀକ୍ଷାରେ ବୋଲଗଡ଼ରେ ଶୀର୍ଷରେ

May 5, 2026
ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

ପଶ୍ଚିମବଙ୍ଗରେ ବିଜେପି ର ବିପୁଳ ବିଜୟ ପରେ ବାଲିଗୁଡା ନଗର ବିଜେପି ପକ୍ଷରୁ ବିଜୟ ଉତ୍ସବ ପାଳନ

May 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version