• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସଂକୀର୍ଣ୍ଣତାରୁ ଊର୍ଦ୍ଧ୍ବରେ ରହି ଗଣମାଧ୍ୟମ ସାଧାରଣ ଜନତାଙ୍କ ସ୍ୱର ହେଉ

Proprietor Abhimanyu Maharana by Proprietor Abhimanyu Maharana
January 11, 2024
in ଓଡ଼ିଶା, କଟକ, ଯାଜପୁର, ହୋମ୍
0
ସଂକୀର୍ଣ୍ଣତାରୁ ଊର୍ଦ୍ଧ୍ବରେ ରହି ଗଣମାଧ୍ୟମ ସାଧାରଣ ଜନତାଙ୍କ ସ୍ୱର ହେଉ
Share on FacebookShare on TwitterWhatsapp

ବ୍ୟାସନଗର ପ୍ରେସ ଫୋରମର ସପ୍ତଦଶ ବାର୍ଷିକ ଉତ୍ସବ 

10 ଜାନୁଆରୀ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) କୋରାଇ :-> ସଂକୀର୍ଣ୍ଣତାରୁ ଊର୍ଦ୍ଧ୍ବରେ ରହି ଗଣମାଧ୍ୟମ ପ୍ରତିନିଧିମାନେ ସାଧାରଣ ଜନତାଙ୍କ ସ୍ୱର ହେବା ଉଚିତ ବୋଲି ବ୍ୟାସନଗର ପ୍ରେସ ଫୋରମର ସପ୍ତଦଶ ପ୍ରତିଷ୍ଠା ଦିବସ ଓ ବାର୍ଷିକ ଉତ୍ସବରେ ବକ୍ତାମାନେ ମତବ୍ୟକ୍ତ କରିଥିଲେ । ବୁଧବାର ପୂର୍ବାହ୍ନରେ ବ୍ୟାସନଗର ପୌରପରିଷଦର ସନ୍ତରା ସ୍ଥିତ ସଂସ୍କୃତି ଭବନ ପରିସରରେ ଅନୁଷ୍ଠିତ ଫୋରମର ବାର୍ଷିକ ଉତ୍ସବ ସଭାପତି ଅଭୟ ପତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା ।

ଏଥିରେ ମୁଖ୍ୟଅତିଥି ଭାବେ କୋରାଇର ବିଧାୟକ ଅଶୋକ କୁମାର ବଳ ଯୋଗଦେଇ ସଠିକ ତଥ୍ୟ ଭିତିକ ସମ୍ବାଦ ପରିବେଶଣ କରିବା ସମସ୍ତ ସାମ୍ବାଦିକଙ୍କ ଧେୟ ହେବା ଉଚିତ ବୋଲି ବକ୍ତବ୍ୟ ପ୍ରସଙ୍ଗରେ କହିଥିଲେ । ମୁଖ୍ୟବକ୍ତା ଭାବେ ଓ’ଟିଭିର ବରିଷ୍ଠ ଉପସ୍ଥାପକ ଭବାନୀ ମହାପାତ୍ର ଯୋଗଦେଇ ନକରାତ୍ମକ ଖବରର ପ୍ରସାର ଖୁବ ଶିଘ୍ର ଆଦୃତି ହୋଇଥାଏ ବୋଲି ମତବ୍ୟକ୍ତ କରିଥିଲେ।

ସମ୍ମାନିତ ଅତିଥିଭାବେ ଅବସରପ୍ରାପ୍ତ ଆଇଜି(ଆଇଟିବିପି) ସୁଧାଂଶୁ ଶେଖର ମିଶ୍ର, ସିନେଅଭିନେତ୍ରୀ ନୈନା ଦାଶତିୱାରୀ ଓ ସିନେଅଭିନେତା ପ୍ରୀତିରାଜ ଶତପଥୀ ପ୍ରମୁଖ ଯୋଗଦେଇ ସମାଜରେ ସାମ୍ବାଦିକମାନଙ୍କ ଭୂମିକା ଗୁରୁତ୍ଵ ପୂର୍ଣ୍ଣ ଅଟେ; ସେମାନଙ୍କ ସମସ୍ୟା ଓ ସୁରକ୍ଷା ପ୍ରତି ସରକାର ଧ୍ୟାନ ଦେବା ଉଚିତ ବୋଲି ଆଲୋକପାତ କରିଥିଲେ । ଫୋରମର ସାଧାରଣ ସଂପାଦକ ମଳୟ କୁମାର ମଲ୍ଲିକ ବାର୍ଷିକ ବିବରଣୀ ପ୍ରଦାନ କରିଥିଲା ବେଳେ ଉପସଭାପତି ଦୟାନିଧି ନାୟକ ସ୍ବାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରିଥିଲେ ।

ଏହି ଅବସରରେ ଫୋରମର ମୁଖପତ୍ର ‘ବ୍ୟାସଜ୍ୟୋତ’କୁ ଅତିଥିମାନଙ୍କ ଦ୍ବାରା ଲୋକାର୍ପିତ କରାଯାଇଥିଲା । ବିଭିନ୍ନ କ୍ଷେତ୍ରରେ ଉଲ୍ଲେଖନୀୟ ଅବଦନା ପାଇଁ ଶିକ୍ଷାବିତ୍ ପ୍ରାଧ୍ୟାପକ ଗୋକୁଳା ନନ୍ଦ ବଶ୍ବାଳ, ସାହିତ୍ୟିକ ଡା. ରୁଦ୍ରନାରାୟଣ ପୃଷ୍ଟି, ଚିକିତ୍ସାକ ଡା. ବିଭୁଦତ ମହାନ୍ତି, ଯୁବସମାଜସେବୀ ବନୋଜ କୁମାର ଜେନା, ପରିବେଶବିତ ଟୁଟୁ ମିଶ୍ର, ସାମ୍ବାଦିକ ରବି ନାରାୟଣ କର, ସିନେ ଅଭିନେତ୍ରୀ ନୈନା ଦାଶତିୱାରୀ ଓ ସିନେଅଭିନେତା ପ୍ରୀତିରାଜ ଶତପଥୀ,

ଯୁବକ୍ରିକେଟର ଅୟେଶ ପତି ଓ ଯୁବାକ୍ରୀଡାବିତ ଶିବାନୀ ମଲ୍ଲିକ, ସଫଳ ଉଦ୍ୟୋଗୀ ରାଜେଶ କୁମାର ଜୈନ ଓ ଯଶୋବନ୍ତ ଜିନ୍ଦଲ, ଖବର କାଗଜ ବିତରକ ପ୍ରଫୁଲ୍ଲ କୁମାର ସାହୁ ଏବଂ ‘ ବ୍ୟାସଜ୍ୟୋତି ମରଣୋତର ସମ୍ମାନ’ v ଅଶୋକ କୁମାର ସାମନ୍ତସିଂହାର ପ୍ରମୁଖ ୧୪ ଜଣ ପ୍ରତିଭାଙ୍କ ସମେତ ‘ଶିଳ୍ପ ନିରାପତା ସମ୍ମାନ’ ଜିନ୍ଦଲ ଷ୍ଟେନଲେସ୍ ଲି, ବରିଷ୍ଠ ନାଗରିକ ମଂଚ, ଯାଜପୁର ରୋଡ଼ ଓ ଯାଜପୁର ଜିଲା କିନ୍ନର ସଂଘ(ଶାନ୍ତ ସେନା) ଆଦି ୩ଟି ସଙ୍ଗଠନକୁ ଅତିଥିଙ୍କ ଦ୍ବାରା ପୁଷ୍ପଗୁଚ୍ଛ, ମାନପତ୍ର ଓ ଉତରୀୟ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା ।

ସମ୍ବର୍ଦ୍ଧନା ଉତ୍ସବକୁ କାର୍ଯ୍ୟାଳୟ ସଂପାଦକ ବାଇଧର ମାଝୀ, କୋଷାଧ୍ୟକ୍ଷ ଅଜୟ କୁମାର ସାହୁ, ରୁଦ୍ରପ୍ରତାପ ପାଢୀ ଓ ପ୍ରହଲ୍ଲାଦ ଦେଓ ପ୍ରମୁଖ ପରିଚାଳନା କରିଥିଲା ବେଳେ କାର୍ଯ୍ୟକାରୀ ସଭାପତି ନିତ୍ୟାନନ୍ଦ ମହାଳିକ ଧନ୍ୟବାଦ ଅର୍ପଣ କରିଥିଲେ । କାର୍ଯ୍ୟକ୍ରମକୁ ଉପସଭାପତି ଜ୍ଞାନରଞ୍ଜନ ଓଝା, ସହସଂପାଦକ ଆଶୁତୋଷ ମହାନ୍ତି,

ପ୍ରମୋଦକୁମାର ପାତ୍ର,ଉପଦେଷ୍ଠା ଆଶୁତୋଷ ମିଶ୍ର, ଅସିତାନନ୍ଦ ବିଶ୍ବାଳ, କୁଞ୍ଜବିହାରୀ ମହାନ୍ତି, ଚିତରଞ୍ଜନ ବୋଇତାଇ, ଦୀପକ ଦାସ, ମାନସ ଆଏଚ, ଜିତେନ୍ଦ୍ର ରାଉତ, ପ୍ରକାଶ କୁମାର ସାହୁ, ସୁଶାନ୍ତ କୁମାର ଭୂୟାଁ, ଆଶିଷ ରାଉତ, ସଞ୍ଜୟ ସରକାର ପ୍ରମୁଖ ପରିଚାଳନଦାରେ ସହଯୋଗ କରିଥିଲା ବଳେ ବୁଦ୍ଧିଜୀବୀ, ସାହିତ୍ୟିକ, ସାମ୍ବାଦିକ, ରାଜନୈତିକ ନେତୃବନ୍ଦ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

April 26, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version