• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ନାବାଳିକା ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଶିକ୍ଷକଙ୍କୁ ବହିଷ୍କାର ଦାବିରେ ଆନ୍ଦୋଳନ

Proprietor Abhimanyu Maharana by Proprietor Abhimanyu Maharana
January 12, 2024
in ଓଡ଼ିଶା, ହୋମ୍
0
ନାବାଳିକା ଛାତ୍ରୀଙ୍କୁ ପ୍ରଧାନଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ, ଶିକ୍ଷକଙ୍କୁ ବହିଷ୍କାର ଦାବିରେ ଆନ୍ଦୋଳନ
Share on FacebookShare on TwitterWhatsapp

ଶିକ୍ଷକଙ୍କୁ ବହିଷ୍କାର ପ୍ରତିଶୃତି ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

୧୧ ଜାନୁଆରୀ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :-> ସଭ୍ୟ ସମାଜରେ ଶିକ୍ଷକଙ୍କ ଭୂମିକା ଅତ୍ୟନ୍ତ ଗୁରୁତ୍ୱପୁର୍ଣ୍ଣ । ଶିକ୍ଷକ ଓ ଶିକ୍ଷାର୍ଥୀଙ୍କ ମଧ୍ୟରେ ରହିଛି ପବିତ୍ର ସମ୍ପର୍କ, ଅତୁଟ ଭକ୍ତି ଓ ପ୍ରଗାଢ ବିଶ୍ୱାସର ପରମ୍ପରା । ହେଲେ ଆଜିକାଲି କିଛି ଶିକ୍ଷକଙ୍କ ଘୃଣ୍ୟ କାର୍ଯ୍ୟକଳାପ,ରୁଗୁଣ ମାନସିକତା ଓ ମନ୍ଦ ଉଦ୍ଦେଶ୍ୟ ଯୋଗୁଁ ସାରା ଶିକ୍ଷକ ସମାଜ ନିନ୍ଦିତ ହେବାକୁ ପଡୁଛି । ଜଣେ ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗ ନେଇ ସମ୍ପ୍ରତି ଶିକ୍ଷକ ସମାଜ ଉପରେ କଳାଦାଗର ଛିଟା ପଡିଛି । ଘଟଣା ଏବେ ଦାଣ୍ଡରେ ପଡ଼ି ହାଟରେ ଗଡ଼ୁଛି।ଏଭଳି ଏକ ଲଜ୍ଜ୍ୟା ଜନକ ତଥା ଅତି ସ୍ପର୍ଶକାତର ଘଟଣା ଗୁରୁବାର ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ଗୋଷ୍ଠୀ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟ ଅଧିନ ଦାରୁଭଦ୍ରା ପ୍ରାଥମିକ ବିଦ୍ୟାଳୟରେ ଦେଖିବାକୁ ମିଳିଛି ।

ସଂପୃକ୍ତ ବିଦ୍ୟାଳୟର ଜଣେ ୫ମ ଶ୍ରେଣୀ ନାବାଳିକା ଛାତ୍ରୀଙ୍କୁ ସେହି ବିଦ୍ୟାଳୟରେ କାର୍ଯ୍ୟରତ ପ୍ରଧାନ ଶିକ୍ଷକ ଜଣକ ଅସଦା ଚରଣ କରିଥିବା ଅଭିଯୋଗ ହୋଇଛି । ଘଟଣା ପ୍ରଘଟ ହେବା ପରେ ବହୁ ଅଭିଭାବକ ଓ ଗ୍ରାମବାସୀ ବିଦ୍ୟାଳୟ ଘେରାଉ କରିବା ସହ ଆନ୍ଦୋଳନ କରିଛନ୍ତି । ସଂପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ସମେତ ଜଣେ ସହକାରୀ ଶିକ୍ଷକଙ୍କୁ ବିଦ୍ୟାଳୟରୁ ବହିଷ୍କାର କରାଯିବା ପ୍ରତିଶୃତି ପରେ ଗ୍ରାମବାସୀ କ୍ଷାନ୍ତ ହୋଇ ଆନ୍ଦୋଳନରୁ ଓହରିଛନ୍ତି । ପ୍ରକାଶ ଯେ, ଗଞ୍ଜାମ ଜିଲ୍ଲା ହିଞ୍ଜିଳିକାଟୁ ବ୍ଳକ ଦାରୁଭଦ୍ରା ପ୍ରାଥମିକ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ଜଣେ ସହକାରୀ ଶିକ୍ଷକ ବିଭିନ୍ନ ସମୟରେ ବିଦ୍ୟାଳୟର ବହୁ ଛାତ୍ରୀଙ୍କୁ ଅସଦାଚରଣ କରୁଥିବା ନେଇ ଦୀର୍ଘ ଦିନ ହେଲା ଅଭିଯୋଗ ହୋଇ ଆସୁଥିଲା ।

ଗୁରୁବାର ଅପରାହ୍ନରେ ସଂପୃକ୍ତ ପ୍ରଧାନ ଶିକ୍ଷକ ସେହି ବିଦ୍ୟାଳୟର ଜୈନିକା ୫ମ ଶ୍ରେଣୀ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରୁଥିବା ବେଳେ ଗ୍ରାମର ଜଣେ ବ୍ୟକ୍ତି ଦେଖି ଗ୍ରାମବାସୀଙ୍କୁ ଜଣାଇଥିଲେ । ଘଟଣା ପ୍ରଘଟ ହେବା ପରେ ଗ୍ରାମର ବହୁ ଲୋକେ ଓ ଅଭିଭାବକ ବିଦ୍ୟାଳୟରେ ପହଞ୍ଚି ଘେରାଉ କରିବା ସହ ଆନ୍ଦୋଳନ କରିଥିଲେ । ଖବର ପାଇ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ସୁଶିଳ କୁମାର ପାତ୍ର, ଦୁର୍ବନ୍ଧ ବିଦ୍ୟଳୟ ପ୍ରଧାନ ଶିକ୍ଷୟତ୍ରୀ ଜୋସ୍ନା ପାତ୍ର ବିଦ୍ୟାଳୟରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୂ ବୁଝାସୁଝା କରିଥିଲେ ମଧ୍ୟ ଆନ୍ଦୋଳନ ଥମିନଥିଲା । ପରେ ୬୮ନଂ ଜିଲ୍ଲା ପରିଷଦ ସଭ୍ୟ ଏଳା ସୁଦର୍ଶନ, ସରପଞ୍ଚ ବିକାଶ ସେଠି ଓ ବିଦ୍ୟାଳୟ ପରିଚାଳନା କମିଟି କର୍ମକର୍ତ୍ତା ପହଞ୍ଚି ବୈଠକ କରି ଆଲୋଚନା କରିଥଲେ ।

ଗ୍ରାମବାସୀ ଓ ଅଭିଭାବକଙ୍କ ଦାବି ମୁତାବକ ସଂପୃକ୍ତ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଓ ସହକାରୀ ଶିକ୍ଷକଙ୍କୁ ବିଦ୍ୟାଳୟରୁ ବହିଷ୍କାର କରାଯିବା ଦିଗରେ ଆବଶ୍ୟକ ପଦକ୍ଷେପ ଗ୍ରହଣ କରାଯିବା ନେଇ ପ୍ରତିଶୃତି ଦେବା ପରେ ଆନ୍ଦୋଳନ ଥମିଥିଲା । ଘଟଣା ନେଇ ଗୋଷ୍ଠୀ ଶିକ୍ଷାଧିକାରୀ ଏସ. ଗିରିଧରଙ୍କୁ ପଚାରିବାରୁ ସେ କୁହନ୍ତି, ଘଟଣାର ତଦନ୍ତ କରାଯାଇ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ । ଏ ନେଇ ହିଞ୍ଜିଳି ଥାନାରେ କୌଣସି ଅଭିଯୋଗ ହୋଇନଥିବା ଥାନା ସୂତ୍ରରୁ ପ୍ରକାଶ । ପ୍ରକାଶ ଥାଉକି ପୂର୍ବରୁ ହିଞ୍ଜିଳିକାଟୁ ଅଞ୍ଚଳର କିଛି ବିଦ୍ୟାଳୟରେ ବହୁ ଅପ୍ରୀତିକର ଘଟଣା ଘଟିଥିବା ନଜିର ରହିଛି । କିଛି ଘଟଣା ଲୋକଲୋଚନକୁ ଆସିଲେ ମଧ୍ଯ କେବଳ ପ୍ରତିଶ୍ରୁତି ଦେବା ଛଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାରେ ଅହେତୁକ ଅନୁକମ୍ପା ପ୍ରଦର୍ଶନ ହେଉଥିବା ନେଇ ସାଧାରଣରେ ଆଲୋଚନା ହେଉଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

ଓକିଲ ସଂଘ ପକ୍ଷରୁ ମଧୁବାବୁ ଙ୍କ ଜନ୍ମ ଜୟନ୍ତୀ ପାଳିତ

April 29, 2026
ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

ମୋବାଇଲ ନେଟୱର୍କ ବିପର୍ଯ୍ୟସ୍ତ : ଇଣ୍ଟରନେଟ ସେବା ବ୍ଯାହତ ଯୋଗୁଁ ବାଲିଗୁଡା ବାସୀ ହନ୍ତସନ୍ତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

ମଧୁବାବୁ ଥିଲେ ଓଡ଼ିଆ ଅସ୍ମିତା, ନାରୀ ସଶକ୍ତିକରଣ ଓ ଶିଳ୍ପ ବିପ୍ଳବର ପୁରୋଧା : ବାଚସ୍ପତି ଶ୍ରୀମତୀ ସୁରମା ପାଢ଼ୀ

April 29, 2026
ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

ବ୍ରାହ୍ମଣୀଗାଁ ବନାଞ୍ଚଳ ରେ ହାତୀପଲ : ବନ ବିଭାଗ ପକ୍ଷରୁ ସଚେତନତା

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version