• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ତୈଳିକ ବୈଶ୍ୟ ସମାଜ ର ବାର୍ଷିକ ସମ୍ମିଳନୀ ଓ ଶୀତ ବସ୍ତ୍ର ବଣ୍ଟନ

Proprietor Abhimanyu Maharana by Proprietor Abhimanyu Maharana
January 15, 2024
in Uncategorized
0
ତୈଳିକ ବୈଶ୍ୟ ସମାଜ ର ବାର୍ଷିକ ସମ୍ମିଳନୀ ଓ ଶୀତ ବସ୍ତ୍ର ବଣ୍ଟନ
Share on FacebookShare on TwitterWhatsapp

୧୪ ଜାନୁଆରୀ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ )  ଆର,ଉଦୟଗିରି :-> ଚିକିଟୀ ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜ କେନ୍ଦ୍ରୀୟ ପରିଷଦ ଅନ୍ତର୍ଗତ ସୋରଡ଼ା ଆଞ୍ଚଳିକ ପରିଷଦ ପକ୍ଷରୁ ସୋରଡ଼ା ଗ୍ରାମ୍ୟ ପରିଷଦ ସମାଜ କୋଠଘର ଠାରେ ଜୀୟୁରା ଠାରେ ଅନୁଷ୍ଠିତ ମହାସଭାର ଏକ ବର୍ଷ ପୂର୍ତ୍ତି ଅବସରରେ ବାର୍ଷିକ ସମ୍ମିଳନୀ ସମୀକ୍ଷା ଓ କେନ୍ଦ୍ରୀୟ ପରିଷଦ ର ସ୍ୱତନ୍ତ୍ର ଯୋଜନା ଅନୁଜାଇ ଅସହାୟ ବିକଲାଙ୍ଗ ମାନଙ୍କୁ ଶୀତବସ୍ତ୍ର ବଣ୍ଟନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି |

ଏହି କାର୍ଯ୍ୟକ୍ରମ ରେ ଚିକିଟି ଖେମୁଣ୍ଡି ହଳଦିଆ ତୈଳିକ ବୈଶ୍ୟ ସମାଜ କେନ୍ଦ୍ରୀୟ ପରିଷଦ ସମେତ ସୋରଡ଼ା ଆଞ୍ଚଳିକ ପରିଷଦ ଅନ୍ତର୍ଗତ ୩ଗୋଟି ଗ୍ରାମ୍ୟ ପରିଷଦ ଓ ଆଞ୍ଚଳିକ ପରିଷଦ ର କର୍ମ କର୍ତ୍ତା ମାନେ ଯୋଗ ଦେଇ କାର୍ଯ୍ୟକ୍ରମ ରେ ଭାଗ ନେଇଥିଲେ | କେନ୍ଦ୍ରୀୟ ପରିଷଦ ସଭାପତି ଶ୍ରୀ ଦଣ୍ଡାସି ସାହୁଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ କାର୍ଯ୍ୟକ୍ରମ ରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମ ହାତକୁ ନିଆଯାଇ ସମାଜର ଆରାଧ୍ୟ ଦେବୀ କୁଳ ଗଙ୍ଗା ଙ୍କ ନିକଟରେ ପ୍ରଦୀପ ପ୍ରଜ୍ବଳନ ପରେ ହାତକୁ ନିଆ ଯାଇଥିବା ସ୍ୱତନ୍ତ୍ର କାର୍ଯ୍ୟକ୍ରମ ମାଧ୍ୟମ ରେ ସୋରଡ଼ା,

ଗାମୁଣ୍ଡି, ରାଇବନ୍ଧ ୩ ଗୋଟି ଗ୍ରାମ୍ୟ ପରିଷଦ ର ପ୍ରାୟ ୨୫ ଜଣ ଅସହାୟ ବୃଦ୍ଧ ବୃଦ୍ଧା ଓ ବିକଳାଙ୍ଗ ଙ୍କୁ ଉପସ୍ଥିତ ଅତିଥି ଙ୍କ ଦ୍ୱାରା ଶୀତ ବସ୍ତ୍ର ବଣ୍ଟନ କରାଯାଇ ବାର୍ଷିକ ସମ୍ମିଳନୀ ର ସମୀକ୍ଷା କରାଯାଇ ସାଙ୍ଗଠନକୁ ସଧ୍ରୁଡ଼ କରିବା ସହ ସମାଜ ପ୍ରତି ପ୍ରତେକ ସଭ୍ୟ ସଭ୍ୟା ଙ୍କ ମନରେ ଆଗ୍ରହ ସୃଷ୍ଟି କରି ଐକ୍ୟ ମନୋଭାବ ଜାଗ୍ରତ କରାଯାଇଥିଲା |କେନ୍ଦ୍ରୀୟ ସହ ସମ୍ପାଦକ ଶ୍ରୀ ବାବୁ ସାହୁ ଶୀତ ବସ୍ତ୍ର ସହଯୋଗ କରିଥିବା ବେଳେ ଦୀର୍ଘ ଦୁଇମାସ ଧରି ଚାଲିଆସିଥିବା ଏହି କାର୍ଯ୍ୟକ୍ରମ ରେ ଚିକିଟୀ, ସାନଖେମୁଣ୍ଡି, ବଡ ଖେମୁଣ୍ଡି, ପାଣ୍ଡିରୀ,

ସୋରଡ଼ା ଭଳି ୫ଟୀ ଆଞ୍ଚଳିକ ପରିଷଦ ରେ ଏହି ବଣ୍ଟନ କାର୍ଯ୍ୟକ୍ରମ ଶେଷ ହୋଇ ବାକିରହିଥିବା ପଦ୍ମପୁର ଆଞ୍ଚଳିକ ରେ ତୁରନ୍ତ ବ୍ୟବସ୍ଥା ଶେଷ ହେବ ବୋଲି ସଭାପତି ଙ୍କ ସୂଚନା ରହିଛି |ଏହି କାର୍ଯ୍ୟକ୍ରମ ରେ ଅନ୍ୟ ମାନଙ୍କ ମଧ୍ୟରେ ମୁଖ୍ୟ ନିର୍ବାଚନ ଅଧିକାରୀ ଧର୍ମା ସାହୁ,ଉପଦେଷ୍ଟା ଯୋଗୀ ସାହୁ,ସାଧାରଣ ସମ୍ପାଦକ ତ୍ରିପତି ସାହୁ ,ଗଣମାଧ୍ୟମ ସମ୍ପାଦକ ଅକ୍ଷୟ କୁମାର ସାହୁ, ସଙ୍ଗଠନ ସମ୍ପାଦକ ନୀଳମଣି ସାହୁ,ପୂର୍ବତନ ସମ୍ପାଦକ ଲକ୍ଷଣ କୁମାର ସାହୁ,

ସୋରଡ଼ା ଆଞ୍ଚଳିକ ସଭାପତି ପୂର୍ଣଚନ୍ଦ୍ର ସାହୁ,ଉପଦେଷ୍ଟା ବିଶ୍ୱନାଥ ସାହୁ, ସମ୍ପାଦକ ସନ୍ତୋଷ ସାହୁ କୋଷାଧକ୍ଷ ଦିଲୀପ କୁମାର ସାହୁ, ରାଜେନ୍ଦ୍ର ସାହୁ, ବାବୁ ସାହୁ, ସୁବାଷ ଚନ୍ଦ୍ର ସାହୁ,ଉଦୟନାଥ ସାହୁ, ସିମାଞ୍ଚଳ ସାହୁ, ବୃନ୍ଦାବନ ସାହୁ, ହରିମୋହନ ସାହୁ, ଉମାଚରଣ ସାହୁ ସମେତ ଶତାଧିକ କର୍ମକର୍ତ୍ତା ଓ ପ୍ରାଥମିକ ସଦସ୍ୟଙ୍କ ଉପସ୍ଥିତି ଶହ ସୋରଡ଼ା ଗ୍ରାମ୍ୟ ପରିଷଦ ର ପୂର୍ଣ୍ଣ ସହଯୋଗ ଓ ସହାୟତା ରେ ବୈଠକ ସଫଳ ରୂପାୟନ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ୱ୍ବାନ ଷ୍ଟପ ସେଣ୍ଟର ଓ ସୁଭଦ୍ରା ଶକ୍ତି କେନ୍ଦ୍ର ଉଦଘାଟିତ

ୱ୍ବାନ ଷ୍ଟପ ସେଣ୍ଟର ଓ ସୁଭଦ୍ରା ଶକ୍ତି କେନ୍ଦ୍ର ଉଦଘାଟିତ

March 10, 2026
ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

March 10, 2026
ଶକ୍ତି ପଦଯାତ୍ରା ଅନୁଷ୍ଠିତ

ଶକ୍ତି ପଦଯାତ୍ରା ଅନୁଷ୍ଠିତ

March 10, 2026
ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ୱ୍ବାନ ଷ୍ଟପ ସେଣ୍ଟର ଓ ସୁଭଦ୍ରା ଶକ୍ତି କେନ୍ଦ୍ର ଉଦଘାଟିତ

ୱ୍ବାନ ଷ୍ଟପ ସେଣ୍ଟର ଓ ସୁଭଦ୍ରା ଶକ୍ତି କେନ୍ଦ୍ର ଉଦଘାଟିତ

March 10, 2026
ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version