• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କାର୍ ସହ ଯାତ୍ରୀବାହୀ ଅଟୋ ଧକ୍କା, ଯୁବକ ମୃତ୍ୟୁ କ୍ଷତିପୁରଣ ଦାବିରେ ଟାୟାର ଜାଳି ୫୯ ନଂ ଜାତୀୟ ରାଜପଥ ଅବରୋଧ

Proprietor Abhimanyu Maharana by Proprietor Abhimanyu Maharana
January 21, 2024
in ଓଡ଼ିଶା, ଗଞ୍ଜାମ, ହୋମ୍
0
କାର୍ ସହ ଯାତ୍ରୀବାହୀ ଅଟୋ ଧକ୍କା,  ଯୁବକ ମୃତ୍ୟୁ କ୍ଷତିପୁରଣ ଦାବିରେ ଟାୟାର ଜାଳି ୫୯ ନଂ ଜାତୀୟ ରାଜପଥ ଅବରୋଧ
Share on FacebookShare on TwitterWhatsapp

୧୦ଲକ୍ଷ ଟଙ୍କା କ୍ଷତିପୁରଣ ଆର୍ଥୀକ ସହାୟତା ରାଶି ସହ ପରିବାରର ଜଣଙ୍କୁ ସରକାରୀ ଚାକିରୀ ପ୍ରଦାନ କରିବା ଦାବି ନେଇ ଗ୍ରାମବାସୀ ଟାୟାର ଜାଳିବା ସହ ରାସ୍ତାରୋକରୁ ହଟିନଥିଲେ 

୨୦ ଜାନୁଆରୀ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ହିଞ୍ଜିଳିକାଟୁ :-> ଶୁକ୍ରବାର ରାତ୍ର ପ୍ରାୟ ୧୦ଘଣ୍ଟା ସମୟରେ ବ୍ରହ୍ମପୁର ସଦର ଥାନା କୁକୁଡାଖଣ୍ଡି ବ୍ଳକ କାର୍ଯ୍ୟାଳୟ ସମ୍ମୁଖରେ ଏକ କାର୍ (ଓଡ୦୭ଏଜେ ୬୯୧୭)ସହ ଏକ ଯାତ୍ରୀବାହୀ ଅଟୋ (ଓଡି୦୭ଏ ୫୭୧୮)ମୁହାଁମୁହିଁ ଧକ୍କା ଘଟିଥିଲା । ଦୂର୍ଘଟଣାରେ ଅଟୋ ଯାତ୍ରା କରୁଥିବା ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ୨ଜଣ ଆହତ ହୋଇଥିଲେ । ମୃତକ ଜଣଙ୍କ ହିଞ୍ଜିଳି ଥାନା ଜୌତନ୍ୟପଡା ଗ୍ରାମର ପବନା ଦାସ(୨୬) । ଖବର ପାଇ ବ୍ରହ୍ମପୁର ସଦର ଥାନା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଦୂର୍ଘଟଣଗ୍ରସ୍ତ ଉଭୟ ଗାଡିକୁ ଜବତ କରି ଘଟଣାର ତଦନ୍ତ ଚଳାଇଥିଲା । ଘଟଣା ପରେ ଆହତଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ କରାଯାଇଥିଲା ।

ମୃତ ପବନାଙ୍କ ମୃତଦେହ ବ୍ୟବଛେଦ ପରେ ଶବକୁ ଗାଁକୁ ଆଣିବା ପାଇଁ ଆମ୍ବୁଲାନ୍ସ ନମିଳିବାରୁ ଏବଂ ଦୀର୍ଘ ସମୟ ପର୍ଯ୍ୟନ୍ତ ମରଶରୀର ଗାଁରେ ନପହଞ୍ଚିବାରୁ ଗ୍ରାମବାସୀ ଉତ୍ୟକ୍ତ ହୋଇ ଗ୍ରାମର ପ୍ରାୟ ୫ଶହରୁ ଉର୍ଦ୍ଧ୍ୱ ମହିଳା ଓ ପୁରୁଷ ଶନିବାର ଅପରାହ୍ନ ପ୍ରାୟ ୨ଟାରୁ ହିଞ୍ଜିଳି ଥାନା ଚୈତନ୍ୟପଡା ମୁଖ୍ୟ ରାସ୍ତାରେ ଟାୟାର ଜାଳି ୫୯ ନଂ ଜାତୀୟ ରାଜପଥ ଅବରୋଧ କରିଥିଲେ । ରାସ୍ତା ଅବରୋଧର ପ୍ରାୟ ୨ ଘଣ୍ଟା ପରେ ଖବର ପାଇ ହିଞ୍ଜିଳି ପୁଲିସର ଏକ ଟିମ୍ ଘଟଣା ସ୍ଥଳରେ ପହଞ୍ଚି ଉତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରିଥିଲେ ମଧ୍ୟ କୌଣସି ସୁଫଳ ମିଳିନଥିଲା । ପରେ ଯୁବକଙ୍କ ମୃତଦେହକୁ ବ୍ୟବଛେଦ ପରେ ଆମ୍ବୁଲାନ୍ସ ଯୋଗେ ଅଣାଯାଇଥିଲା ।

ଉତ୍ୟକ୍ତ ଗ୍ରାମବାସୀ ୫୯ନଂ ଜାତୀୟ ରାଜପଥ ଉପରେ ମୃତଦେହକୁ ରଖି ରାସ୍ତରୋକ ଜାରୀ ରଖିଥିଲେ । ଖବର ପାଇ ଆସିକା ଏସଡିପିଓ ଉମାଶଙ୍କର ସିଂ, ଅତିରିକ୍ତ ତହସିଲଦାର , ହିଞ୍ଜିଳି ଥାନା ଆଇଆଇସି ଶ୍ରୀନୀବାସ ସେଠି ଓ ୪ ପ୍ଳାଟୁନ ପୋଲିସ ଫୋର୍ସ ଘଟଣା ସ୍ଥଳରେ ପହଞ୍ଚି ଉତ୍ୟକ୍ତ ଗ୍ରାମବାସୀଙ୍କୁ ବୁଝାସୁଝା କରିଥିଲେ ମଧ୍ୟ ଗ୍ରାମବାସୀ ନିଜ ଜିଦରେ ଅଟଳ ରହିଥିଲେ । ୧୦ଲକ୍ଷ ଟଙ୍କା କ୍ଷତିପୁରଣ ଆର୍ଥୀକ ସହାୟତା ରାଶି ସହ ପରିବାରର ଜଣଙ୍କୁ ସରକାରୀ ଚାକିରୀ ପ୍ରଦାନ କରିବା ଦାବି ନେଇ ଗ୍ରାମବାସୀ ଟାୟାର ଜାଳିବା ସହ ରାସ୍ତାରୋକରୁ ହଟିନଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

April 30, 2026
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

Glowing Tribute paid to Late Sudipta Mohanty

April 30, 2026
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

April 29, 2026
ଚିଲିକା ପୁସ୍ତକ ମେଳା ଉଦଯାପିତ ପାଞ୍ଚ ଦିବସ ବ୍ୟାପୀ ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଚିଲିକା ପୁସ୍ତକ ମେଳା ଉଦଘାଟିତ

ଚିଲିକା ପୁସ୍ତକ ମେଳା ଉଦଯାପିତ ପାଞ୍ଚ ଦିବସ ବ୍ୟାପୀ ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଚିଲିକା ପୁସ୍ତକ ମେଳା ଉଦଘାଟିତ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

ଉତ୍କଳ ସାମ୍ବାଦିକ ସଂଘ ପକ୍ଷରୁ ଦାବିପତ୍ର ପ୍ରଦାନ

April 30, 2026
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

Glowing Tribute paid to Late Sudipta Mohanty

April 30, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version