• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

 ଭାରତୀୟ ଜନତା ପାର୍ଟି ନୟାଗଡ ଏକ ଶୋଭାଯାତ୍ରା

Proprietor Abhimanyu Maharana by Proprietor Abhimanyu Maharana
January 23, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
 ଭାରତୀୟ ଜନତା ପାର୍ଟି ନୟାଗଡ ଏକ ଶୋଭାଯାତ୍ରା
Share on FacebookShare on TwitterWhatsapp

୨୨ ଜାନୁଆରୀ,୨୦୨୪ (ଓଡ଼ିଶା ତାଜା ନ୍ୟୁଜ୍ ) ନୟାଗଡ :-> ଭାରତୀୟ ଜନତା ପାର୍ଟି ନୟାଗଡ ଏକ ଶୋଭାଯାତ୍ରା କରି ଜଗନ୍ନାଥ ମନ୍ଦିର ନିକଟକୁ ଆସି ଅଯୋଧ୍ୟାର ରାମଲାଲା ଙ୍କର ପ୍ରାଣ ପ୍ରତିଷ୍ଠା ର ସିଧା ପ୍ରସାରଣ ଦେଖିବା ସହିତ ରାମ, ଲକ୍ଷ୍ମଣ, ସୀତା ଏବଂ ହନୁମାନ ବେଶଧାରୀ ପିଲା ମାନଙ୍କୁ ନେଇକି ପ୍ରତିଯୋଗିତା କରାଯାଇଥିଲା | ଉକ୍ତ କାର୍ଯ୍ୟକ୍ରମ ଲୀଳାମୟ ପ୍ରଭୁ ଶ୍ରୀରାମଚନ୍ଦ୍ରଙ୍କ ବିଗ୍ରହ ଏବଂ ମନ୍ଦିର ପ୍ରତିଷ୍ଠା ଉତ୍ସବକୁ ନେଇ କେବଳ ଅଯୋଧ୍ୟା ନଗରୀ ନୁହେଁ ସାରା ଭାରତ ଓ ଭାରତ ବାହାରେ ଶ୍ରୀରାମ ପ୍ରେମୀଙ୍କ ମନରେ ପ୍ରବଳ ଉତ୍ସାହ ଉଦ୍ଦୀପନା ସୃଷ୍ଟି କରିଛି। ଓଡ଼ିଶାର ପୁରପଲ୍ଲୀ ଉତ୍ସବ ମୁଖର।ଗାଁ ଗହଳିର ମହିଳାମାନେ ଘର ଦୁଆର ଲିପାପୋଛା କରି ବିଭିନ୍ନ ରଙ୍ଗବେରଙ୍ଗର ଚିତା କୁଟାଇ ଘର ଆଗରେ ପୂର୍ଣ୍ଣକୁମ୍ଭ ଓ କଳସ ବାଢ଼ି ରାମଲାଲାଙ୍କୁ ପୂର୍ଣ୍ଣ ଅନ୍ତରରେ ସ୍ୱାଗତ କରୁଥିବାର ଦେଖିବାକୁ ମିଳିଛି ।

ପୂର୍ବତନ କନ୍ଧମାଳ ସାଂସଦ ତଥା ନୟାଗଡର ରାଣୀ ମାଆ ପ୍ରତ୍ୟୁଷା ରାଜେଶ୍ୱରୀ ସିଂ ଏବଂ ରାଷ୍ଟ୍ରୀୟ ପ୍ରବକ୍ତା ଡକ୍ଟର ସମ୍ବିତ ପାତ୍ରଙ୍କ ତତ୍ଵାବଧାନରେ ନୟାଗଡ଼ ରଘୁନାଥ ମନ୍ଦିର(ତ୍ରିନାଥ ଛକ)ଠାରୁ ନୟାଗଡ଼ ଜଗନ୍ନାଥ ମନ୍ଦିର ପର୍ଯ୍ୟନ୍ତ ଏକ ବିରାଟ ପଟୁଆରରେ ଶୋଭାଯାତ୍ରା କରିଥିଲେ। ନୟାଗଡ଼ ଜିଲ୍ଲାର ଆଖପାଖ ଅଞ୍ଚଳରୁ ବହୁ ଭକ୍ତ ଆସି ରୁଣ୍ଡ ହୋଇଥିଲେ। ରାମ,ଲକ୍ଷ୍ମଣ ଏବଂ ସୀତା ବେଶଧାରୀଙ୍କ ଏକ ସୁରମ୍ୟ ପ୍ରତିଯୋଗିତା ହୋଇଥିଲା।ଏଥିରେ ଭାଗ ନେଇ ପ୍ରଥମ ସ୍ଥାନରେ ନୟାଗଡ ବ୍ଲକ ଅନ୍ତର୍ଗତ ଇଟାମାଟି ଗ୍ରାମପଞ୍ଚାୟତର ଯାତ୍ରା ଇନ୍ଦ୍ରଧନୁ , ଦ୍ୱିତୀୟ ଡ଼ିମିସର ଗ୍ରାମର ନାଟ୍ୟ ପରିଷଦ ଏବଂ ତୃତୀୟ ସ୍ଥାନ

  • 1-ରାଉତ୍ତରାପୁର ଗ୍ରାମ ନାଟ୍ୟ ସଂସଦ,

  • 2 ଚଣ୍ଡୀବସ୍ତ ନାଟ୍ୟ ସଂସଦ ଏବଂ

  • 3- ମାଛିପଡା ଗ୍ରାମ ନାଟ୍ୟ ସଂସଦ ଅଧିକାର କରିଥିବା ପ୍ରତିଯୋଗୀଙ୍କୁ ଡକ୍ଟର ସମ୍ବିତ ପାତ୍ର ଉପଢୌକନ ଦେଇ କରମର୍ଦ୍ଦନ କରିଥିଲେ।

ପ୍ରତିଯୋଗିତାରେ ବିଚାରକ ଭାବରେ ଶ୍ରୀଯୁକ୍ତ ଶ୍ରୀଧର ପ୍ରଧାନ,ବିପିନ ବେହେରା, ଭଗବତୀ ପଟ୍ଟନାୟକ, ରବୀନ୍ଦ୍ର କୁମାର ପ୍ରଧାନ ଯୋଗ ଦେଇଥିଲେ। ଅଯୋଧ୍ୟାରୁ ସିଧାସଳଖ ପ୍ରସାରଣ ହେଉଥିବା ରାମଲାଲାଙ୍କ ବିଗ୍ରହ ପ୍ରତିଷ୍ଠା ଓ ସୁମଞ୍ଜୁଳ ମନ୍ଦିର ପ୍ରତିଷ୍ଠାର ବିବରଣୀ ଦେଖି ମହିଳା ଓ ପୁରୁଷ ଭକ୍ତମାନେ ଭାରତର ସମ୍ମାନୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇଥିଲେ। ଦୀର୍ଘ ପାଞ୍ଚ ଶହ ବର୍ଷ ପ୍ରତୀକ୍ଷାର ଅନ୍ତ ହୋଇଛି। ନୟାଗଡ଼ ପୁରୁଣା ସହର ଠାରେ ଶହ ଶହ ଭକ୍ତ ଜୟ ଶ୍ରୀରାମ ନାରାରେ ଆକାଶ ମଣ୍ଡଳ କମ୍ପମାନ କରିଥିଲେ। ସ୍ୱର୍ଣ୍ଣ କଳସକ୍ଷେତ୍ର ଓଡ଼ଗାଁ ରଘୁନାଥ ମନ୍ଦିର ଠାରେ ଦୀର୍ଘ ଦୁଇ ଦିନତଳୁ ଶ୍ରୀରାମ ତାରକ ମନ୍ତ୍ରରେ ଅନୁଷ୍ଠିତ ହେଉଥିବା ଯଜ୍ଞରେ ଯୋଗ ଦେଇ ମାନନୀୟ ଡକ୍ଟର ସମ୍ବିତ ପାତ୍ର ଏବଂ ପ୍ରତ୍ୟୁଷା ରାଜେଶ୍ୱରୀ ଶ୍ରୀରଘୁନାଥଙ୍କ ପ୍ରସାଦ ସେବନ କରିଥିଲେ।

ରଘୁନାଥ ସମବାୟ ମହାବିଦ୍ୟାଳୟ ଠାରୁ ଓଡ଼ଗାଁ ଯୁବ ଭାଗବା ବାହିନୀ ଏକ ବିରାଟ ମୋଟର ସାଇକେଲ ପଟୁଆରରେ ଉଭୟ ରାଣୀ ପ୍ରତ୍ୟୁଷା ରାଜେଶ୍ୱରୀ ଓ ସମ୍ବିତ ପାତ୍ରଙ୍କୁ ସ୍ୱାଗତ ସମ୍ବର୍ଦ୍ଧନା କରି ମନ୍ଦିର ପର୍ଯ୍ୟନ୍ତ ପାଛୋଟି ନେଇଥିଲେ । ପ୍ରଧାନ ମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉଦ୍ୟମରେ ଅଯୋଧ୍ୟାଠାରେ ରାମ ବିଗ୍ରହ ଓ ରାମ ମନ୍ଦିର ପ୍ରତିଷ୍ଠା ହେଉଥିବାରୁ ସେ ପ୍ରଶଂସାର ପାତ୍ର ବୋଲି ନୟାଗଡ଼ ଜିଲ୍ଲାରେ ଜନରବ ସୃଷ୍ଟି ହୋଇଛି । ନୟାଗଡ଼ ଜିଲ୍ଲାରେ ବୁଦ୍ଧିଜୀବୀ ମାନେ ମୋଦିଙ୍କ ପ୍ରସଂଶାରେ କରିଥିଲେ.

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ ଜିଲ୍ଲାରେ କଂଗ୍ରେସ ପଛୁଆବର୍ଗ ସାମାଜିକ ନ୍ୟାୟ ସଂଗଠନ କ୍ରିୟାଶୀଳ ପାଇଁ ବିଚାରବିମର୍ଶ

ନୟାଗଡ଼ ଜିଲ୍ଲାରେ କଂଗ୍ରେସ ପଛୁଆବର୍ଗ ସାମାଜିକ ନ୍ୟାୟ ସଂଗଠନ କ୍ରିୟାଶୀଳ ପାଇଁ ବିଚାରବିମର୍ଶ

June 24, 2026
ମା’ ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ମା’ ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 24, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ ଜିଲ୍ଲାରେ କଂଗ୍ରେସ ପଛୁଆବର୍ଗ ସାମାଜିକ ନ୍ୟାୟ ସଂଗଠନ କ୍ରିୟାଶୀଳ ପାଇଁ ବିଚାରବିମର୍ଶ

ନୟାଗଡ଼ ଜିଲ୍ଲାରେ କଂଗ୍ରେସ ପଛୁଆବର୍ଗ ସାମାଜିକ ନ୍ୟାୟ ସଂଗଠନ କ୍ରିୟାଶୀଳ ପାଇଁ ବିଚାରବିମର୍ଶ

June 24, 2026
ମା’ ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ମା’ ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version