• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାଜମିସ୍ତ୍ରୀ କୁ ନିର୍ମମ ହତ୍ୟା ଘଟଣା : ତିନିଦିନ ପରେ ମଧ୍ୟ ପୁଲିସ ର ହାତ ଖାଲି

Proprietor Abhimanyu Maharana by Proprietor Abhimanyu Maharana
January 23, 2024
in ଓଡ଼ିଶା, କନ୍ଧମାଳ, ଦେଶ, ହୋମ୍
0
ରାଜମିସ୍ତ୍ରୀ କୁ ନିର୍ମମ ହତ୍ୟା ଘଟଣା : ତିନିଦିନ ପରେ ମଧ୍ୟ ପୁଲିସ ର ହାତ ଖାଲି
Share on FacebookShare on TwitterWhatsapp

୨୩ ଜାନୁଆରୀ ୨୦୨୪ ( ଓଡିଶା ତାଜା ନିୟୁଜ ) କନ୍ଧମାଳ :- କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ପଣସପଡ଼ି ସାହିର ପ୍ରଶାନ୍ତ ପୂଜାରୀ ନାମକ ଜଣେ ରାଜମିସ୍ତ୍ରୀ କୁ ଏକ ନିର୍ମାଣାଧୀନ କୋଠା ମଧ୍ୟରେ ନିର୍ମମ ଭାବେ ହତ୍ୟା କରାଯିବା ଘଟଣା କୁ ମଙ୍ଗଳବାର ତିନିଦିନ ବିତିଥିବା ବେଳେ ପୁଲିସ ର ହାତ ଖାଲି ରହିଛି.। ପ୍ରଶାନ୍ତ କୁ ଶନିବାର ରାତିରେ ନିର୍ମାଣ କୋଠା କୁ ଡାକି ମୁହଁ, ବେକ ଓ ନାକକୁ ଧାରୁଆ କାତିରେ ହଣାଯାଇ ବେକରେ ଶାବଳ ଭୁସି ହତ୍ୟା କରିଦିଆଯାଇଥିଲା ଏହାକୁ ନେଇ ଅଞ୍ଚଳରେ ଆଲୋଡ଼ନ ସୃଷ୍ଟି ହୋଇଥିଲା । ବାଲିଗୁଡା ସହର ମଧ୍ୟରେ ଏଭଳି ବିବତ୍ସ ହତ୍ୟା ଘଟଣା ସମସ୍ତଙ୍କୁ ସ୍ତବଧ କରିଦେଇଥିଲା । ଏହି ଘଟଣା ରେ ବାଲିଗୁଡ଼ା ଥାନାଧିକାରୀ ସୁଶାନ୍ତ କୁମାର ସାହୁ ତଦନ୍ତ ଭାର ନେଇଥିବା ବେଳେ ସାଇଣ୍ଟିଫିକ୍ ଟିମ୍ ଓ ସନ୍ଧାନୀ କୁକୁରର ସହାୟତା ନିଆଯାଇଥିଲା ।

ତେବେ ପ୍ରଶାନ୍ତଙ୍କୁ କିଏ ଓ କାହିଁକି ଏଭଳି ନିର୍ମମ ଭାବେ ହତ୍ୟା କଲା ଏନେଇ ଘଟଣା ର ତିନି ଦିନ ବିତିଥିବା ବେଳେ ବର୍ତମାନ ସୁଦ୍ଧା କିଛି ସ୍ପଷ୍ଟ ହୋଇନାହିଁ। ପୂର୍ବ ଶତ୍ରୁତା କିମ୍ବା ବଚସାରୁ ତାଙ୍କୁ ଏଭଳି ସଂଘବଦ୍ଧ ଭାବେ ହତ୍ୟା କରାଯାଇଥାଇପାରେ ବୋଲି ପାରିପାର୍ଶ୍ଵକ ସ୍ଥିତିରୁ ଅନୁମାନ କରାଯାଉଥିବା ପୁଲିସ କହିଥିଲା । ଏ ସମ୍ପର୍କ ରେ ଥାନା ଅଧିକାରୀ ସୁଶାନ୍ତ କୁମାର ସାହୁ କହିଛନ୍ତି ଯେ, ତଦନ୍ତ ଚାଲିଛି, ଏହି ଘଟଣା ରେ କାହାକୁ ମଧ୍ୟ ଗିରଫ କରାଯାଇ ନାହିଁ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ପର୍ଯ୍ୟଟକ ଓ ବିଦେଶୀଙ୍କ ପସନ୍ଦ ତାଳସଜ

ପର୍ଯ୍ୟଟକ ଓ ବିଦେଶୀଙ୍କ ପସନ୍ଦ ତାଳସଜ

May 14, 2026
ରଥ ନିର୍ମାଣ ସମୀକ୍ଷା ବୈଠକ

ରଥ ନିର୍ମାଣ ସମୀକ୍ଷା ବୈଠକ

May 14, 2026
ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

ବାଲୁଙ୍କେଶ୍ୱର ଦେବଙ୍କ ପଞ୍ଚମ ବାର୍ଷିକ ବିଶ୍ଵଶାନ୍ତି ମହାଯଜ୍ଞା ଉଦଯାପିତ

May 14, 2026
ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

ବିଶିଷ୍ଟ ସାହିତ୍ୟିକା ଛାୟାପୁରବୀଙ୍କ ଏକାଦଶାହରେ ସ୍ମୃତିଚାରଣ ସଭା

May 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ପର୍ଯ୍ୟଟକ ଓ ବିଦେଶୀଙ୍କ ପସନ୍ଦ ତାଳସଜ

ପର୍ଯ୍ୟଟକ ଓ ବିଦେଶୀଙ୍କ ପସନ୍ଦ ତାଳସଜ

May 14, 2026
ରଥ ନିର୍ମାଣ ସମୀକ୍ଷା ବୈଠକ

ରଥ ନିର୍ମାଣ ସମୀକ୍ଷା ବୈଠକ

May 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version