• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

କରୋନା ମହାମାରୀ ସମୟରେ ସହଯୋଗର ହାତ ବଢ଼ାଇଛି ‘ରେଡ୍‍ ସ୍ୱସ୍ତିକ୍‍’ପୋଲିସଙ୍କୁ ଛତା, ଡାକ ସେବା କର୍ମଚାରୀଙ୍କ ମାସ୍କ, ନିରାଶ୍ରୟଙ୍କୁ ଖାଦ୍ୟପୁଡ଼ିଆ ବିତରଣ

Proprietor Abhimanyu Maharana by Proprietor Abhimanyu Maharana
July 23, 2020
in Uncategorized, ଓଡ଼ିଶା, ଖେଳ, ଦେଶ, ହୋମ୍
0
କରୋନା ମହାମାରୀ ସମୟରେ ସହଯୋଗର ହାତ ବଢ଼ାଇଛି ‘ରେଡ୍‍ ସ୍ୱସ୍ତିକ୍‍’ପୋଲିସଙ୍କୁ ଛତା, ଡାକ ସେବା କର୍ମଚାରୀଙ୍କ ମାସ୍କ, ନିରାଶ୍ରୟଙ୍କୁ ଖାଦ୍ୟପୁଡ଼ିଆ ବିତରଣ
Share on FacebookShare on TwitterWhatsapp

କରୋନା ମହାମାରୀ ସମୟରେ ସହଯୋଗର ହାତ ବଢ଼ାଇଛି ‘ରେଡ୍‍ ସ୍ୱସ୍ତିକ୍‍’ ପୋଲିସଙ୍କୁ ଛତା, ଡାକ ସେବା କର୍ମଚାରୀଙ୍କ ମାସ୍କ, ନିରାଶ୍ରୟଙ୍କୁ ଖାଦ୍ୟପୁଡ଼ିଆ ବିତରଣ ସହ ଗଣମାଧ୍ୟମ ପ୍ରତିନିଧିଙ୍କୁ ଦେଲେ ସୁରକ୍ଷା ଉପକରଣ

ଓଡିଶା ତାଜା ନ୍ୟୁଜ୍ (୨୩ ଜୁଲାଇ ଗୁରୁବାର) ଭୁବନେଶ୍ୱର :- ଭୁବନେଶ୍ୱର, କରୋନା ମହାମାରୀକୁ ପ୍ରତିହତ କରିବା ପାଇଁ ସାରା ଦେଶରେ ଲକ୍‍ଡାଉନ୍‍ ଜାରି କରାଯାଇଛି । ଅଦୃଶ୍ୟ ଶକ୍ତି କରୋନାକୁ ପ୍ରତିହତ କରିବା ପାଇଁ ଆରମ୍ଭ ହୋଇଥିବା ଯୁଦ୍ଧରେ ଡାକ୍ତର, ନର୍ସ, ସ୍ୱାସ୍ଥ୍ୟକର୍ମୀ, ପୋଲିସ , ସଫେଇ କର୍ମଚାରୀ ଓ ଗଣମାଧ୍ୟମ ପ୍ରତିନିଧି ନିଜ ଜୀବନକୁ ବାଜି ଲଗାଇ କାମ କରୁଛନ୍ତି । କରୋନାକୁ ଖାତିର ନ କରି ବିପଦଶଙ୍କୁଳ ସ୍ଥାନକୁ ଯାଇ ଟିକିଟିଖି ଖବର ସଂଗ୍ରହ କରି ଲୋକଙ୍କ ପାଖରେ ପହଞ୍ଚାଉଛନ୍ତି ଗଣମାଧ୍ୟମ ପ୍ରତିନିଧି ।

କରୋନା ଭୂତାଣୁ, ଏହାର ସଂକ୍ରମିତ କାରଣ, ଜନ ସଚେତନତା ସୃଷ୍ଟି ସାଙ୍ଗକୁ ସରକାର ନେଉଥିବା ବିଭିନ୍ନ ପଦକ୍ଷେପ ଜନସାଧାରଙ୍କ ନିକଟରେ ପହଞ୍ଚାଇ ଗଣମାଧ୍ୟମ ପ୍ରତିନିଧି ପ୍ରଶଂସିତ ହୋଇଛନ୍ତି । ଗଣମାଧ୍ୟମ ପ୍ରତିନିଧିଙ୍କ ମାଧ୍ୟମରେ ପରିବେଷିତ ତଥ୍ୟକୁ ଜାଣିବା ପାଇଁ ଦିନରାତି ଚାତକ ପରି ଅନେଇ ବସିଥାନ୍ତି ସରକାର, ପ୍ରଶାସନ ଓ ଜନସାଧାରଣ । ସବୁବେଳେ ଯିଏ ଜନସାଧାରଣ ଓ ପ୍ରଶାସନ ପାଇଁ କାମ କରୁଛି ସେହି ଗଣମାଧ୍ୟମ ପ୍ରତିନିଧିଙ୍କୁ ସହାୟତାର ହାତ ବଢ଼ାଇଛି ସ୍ୱେଚ୍ଛାସେବୀ ସଂଗଠନ ‘ରେଡ୍‍ ସ୍ୱସ୍ତିକ୍‍’ । ଆଜି ‘ରେଡ୍‍ ସ୍ୱସ୍ତିକ୍‍’ ପକ୍ଷରୁ ଜୟଦେବ ଭବନ ସମ୍ମୁଖରେ ଆୟୋଜିତ ଏକ ନିରାଡ଼ମ୍ବର କାର୍ଯ୍ୟକ୍ରମରେ ଗଣମାଧ୍ୟମ ପ୍ରତିନିଧିଙ୍କୁ ଭାଇଜର, ଗ୍ଲୋଭସ୍‍, ମାସ୍କ, ଆର୍ସେନିକ୍‍ ୩୦ଏଲ୍‍ବି, ସାନିଟାଇଜର, ପତଞ୍ଜଳି କାଢ଼ା ଆଦି ସୁରକ୍ଷା ଉପକରଣ ବିତରଣ କରାଯାଇଥିଲ ଏବଂ ସେମାନଙ୍କ କାର୍ଯ୍ୟକୁ ପ୍ରଂଶସିତ କରାଯାଇଥିଲା । ‘ରେଡ୍‍ ସ୍ୱସ୍ତିକ୍‍’ର ସଚିବ ତଥା କୋଷାଧ୍ୟକ୍ଷ ଦେବାଶିଷ ପଟ୍ଟନାୟକ କହିଥିଲେ ଯେ ମହାମାରୀ ‘କରୋନା’ ଆତଙ୍କରେ ସମଗ୍ର ବିଶ୍ୱ ଆତଙ୍କିତ ।

କରୋନା ରୂପି ରାକ୍ଷସ ଅନେକ ନିରୀହ ଜୀବନ ନେଇସାରିଥିବାବେଳେ ବ୍ୟାପକ ସଚେତନତା ଦ୍ୱାରା ଏହା ରୋକା ଯାଇପାରିବ । ଯେଉଁମାନେ ଏହି କରୋନା ଭୂତାଣୁ ସଂକ୍ରମଣରୁ ମାନବ ସମାଜକୁ ରକ୍ଷା କରିବା ପାଇଁ ଜୀବନକୁ ବାଜି ଲଗାଇ ଏହି ମହତ୍‍ କାର୍ଯ୍ୟରେ ନିଜକୁ ସମର୍ପିତ କରିଛନ୍ତି ସେମାନଙ୍କ ମଧ୍ୟରୁ ଗଣମାଧ୍ୟମ ପ୍ରତିନିଧି ଅନ୍ୟତମ । ଜନସାଧାରଣ କିଭଳି କରୋନା ସଂକ୍ରମଣରେ ଆକ୍ରାନ୍ତ ନ ହେବେ ସେଥିପାଇଁ ସେପାଇଁ ସେମାନେ ସଚେତନତା ଜାରି ରଖିଛନ୍ତି । ଏଥିପାଇଁ ସେମାନଙ୍କୁ ‘ରେଡ୍‍ ସ୍ୱସ୍ତିକ’ ପକ୍ଷରୁ ଧନ୍ୟବାଦ ଜ୍ଞାପନ କରାଯାଉଛି । ଦେଶର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ‘ରେଡ୍‍ ସ୍ୱସ୍ତିକ୍‍ ସୋସାଇଟି’ ରାଜ୍ୟ ତଥା ଦେଶ ବିଦେଶରେ କରୋନା ପରି ଏକ ମହାମାରୀ ସ୍ଥତିରେ ଅସହାୟ ଜନସାଧାରଣଙ୍କ ସେବା ନିମନ୍ତେ ସହଯୋଗର ହାତ ବଢ଼ାଇଛି ।

ସ୍ୱେଚ୍ଛାସେବୀ ସଂଗଠନ ‘ରେଡ୍‍ ସ୍ୱସ୍ତିକ୍‍’ର ଓଡ଼ିଶା ଶାଖା ମୁଖ୍ୟ ଶ୍ରୀ ବିଜୟ ଆଚାର୍ଯ୍ୟ ଏବଂ ସଚିବ ତଥା କୋଷାଧ୍ୟକ୍ଷ ଶ୍ରୀ ଦେବାଶିଷ ପଟ୍ଟନାୟକଙ୍କ ନେତୃତ୍ୱରେ ଭୁବନେଶ୍ୱର ମହାନଗର ନିଗମ, ପୋଲିସ କମିଶନରଟେ୍‍ ସହଯୋଗରେ ରେଡ୍‍ ସ୍ୱସ୍ତିକ୍‍ ପକ୍ଷରୁ ନିରାଶ୍ରୟ ତଥା ଅସହାୟଙ୍କ ନିକଟରେ ୨୫,୬୩୨ ଖାଦ୍ୟପୁଡ଼ିଆ ବିତରଣ କରାଯାଇଛି । ଏହାସହିତ ‘ରେଡ୍‍ ସ୍ୱସ୍ତିକ୍‍’ ପକ୍ଷରୁ କମିଶନରେଟ୍‍ ପୁଲିସଙ୍କୁ ୫୧୫ ଓ ପୁରୀ ପୁରୀ ପୁଲିସଙ୍କୁ ୧୦୦ ଛତା, ଭାରତୀୟ ଡାକ ସେବା କର୍ମଚାରୀଙ୍କୁ ୧୦୦୦ରୁ ଊର୍ଦ୍ଧ୍ୱ ମାସ୍କ ବିତରଣ କରାଯାଇଛି । ସେହିପରି ‘ରେଡ୍‍ ସ୍ୱସ୍ତିକ୍‍’ ପକ୍ଷରୁ ଦୁଇ ଥର ରକ୍ତଦାନ ଶିବିର ଆୟୋଜନ କରାଯାଇଥିଲା ଏବଂ ଏଥିରେ ୫୦ ୟୁନିଟ୍‍ ରକ୍ତ ସଂଗ୍ରହ ହୋଇଥିଲା । ପୂର୍ବତନ ମିସ୍‍ ଇଣ୍ଡିଆ ୱିନର୍‍ ୨୦୧୯, ମିସ୍‍ ଟନ୍‍ ଇଣ୍ଟରନ୍ୟାସ୍‍ନାଲ୍‍ ୨୦୧୮ ଏବଂ କିଟ୍‍ ନହ୍ନିପରି ୨୦୧୬ ମୈତ୍ରୀ ମୋନାଲି, ଲୋକ ସମ୍ପର୍କ ଅଧିକାରୀ ରାଜୀବ ନୟନ ପ୍ରମୁଖ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମରେ ରେଡ୍‍ ସ୍ୱସ୍ତିକ୍‍ର ସମସ୍ତ ସଦସ୍ୟଙ୍କ ସହ ଶ୍ରୀ ଗଗନ ପଇତାଲ ସହଯୋଗ କରୁଛନ୍ତି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

June 15, 2026
Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
 Pattamundai set to host Birth Anniversary of Baraha Samal 

 ପଟ୍ଟାମୁଣ୍ଡାଇରେ ବରାହ ସାମଲଙ୍କ ଜୟନ୍ତୀ ପାଳନ ପାଇଁ ପ୍ରସ୍ତୁତି 

June 14, 2026
 Pattamundai set to host Birth Anniversary of Baraha Samal 

 Pattamundai set to host Birth Anniversary of Baraha Samal 

June 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

ବିଶ୍ବ ରକ୍ତଦାତା ଦିବସରେ ସ୍ବେଛାକୃତ ରକ୍ତଦାନ ଶିବିର : ଉପଖଣ୍ଡ ଚିକିତ୍ସାଳୟରେ ୬୫ ୟୁନିଟ୍ ରକ୍ତ ସଂଗ୍ରହ

June 15, 2026
Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

Tamil Nadu CM Vijay Seeks Second AIIMS, NEET Exemption at NITI Aayog Meet

June 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version