୨୩ ଜାନୁଆରୀ ୨୦୨୪ ( ଓଡିଶା ତାଜା ନିୟୁଜ ) ପଡ଼ିଆ :- ପଡ଼ିଆ ବ୍ଲକ ମାଟେରୁ ସରକାରୀ ଉଚ୍ଚଵିଦ୍ୟାଳୟର ଆଜି ପ୍ରଥମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ପ୍ରଧାନଶିୟତ୍ରୀ ମନୋରମା ତ୍ରିପାଠୀଙ୍କ ସଭାପତିତ୍ବରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ମଙ୍ଗଳ ଅଧିକାରୀ ପ୍ରଫୁଲ୍ଲ କୁମାର ଭୂଜଵଳ, ମୁଖ୍ୟ ଭକ୍ତା ଆଞ୍ଚଳିକ ଉଚ୍ଚମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ ପରମାନନ୍ଦ ମହାପାତ୍ର, ସମ୍ମାନିତ ଅତିଥି ସ୍କୁଲ ସଭାପତି ଦେବା ମାଡକାମି, ଜିଲ୍ଲା ଅତିରିକ୍ତ ମଙ୍ଗଳ ଅଧିକାରୀ ଜ୍ୟୋତି ପ୍ରକାଶ ବେହେରା, ଆଦିବାସୀ ଉନ୍ନୟନ ସଂସ୍ଥାର ଅନିମେଷ ମହାପାତ୍ରଉଚ୍ଚ ବିଦ୍ୟାଳୟ ପ୍ରଧାନ ଶିକ୍ଷକ ନିରଞ୍ଜାନ ମହାପାତ୍ର ଓ ଅଶୋକ ପଟ୍ଟନାୟକ ପ୍ରମୁଖ ମଞ୍ଚାସୀନ ଥିଲେ । ସ୍କୁଲର ସମସ୍ତ ୪୩୦ ଛାତ୍ରଛାତ୍ରୀ ବିଭିନ୍ନ ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିଲେ । ସେମାନଙ୍କ ମଧ୍ୟରୁ କୃତୀ ଛାତ୍ରଛାତୀମାନଙ୍କୁ ଅତିଥି ମାନଙ୍କ ଦ୍ଵାରା ପୁରସ୍କୃତ କରାଯାଇଥିଲା । ଶେଷରେ ଛାତ୍ରଛାତ୍ରୀ ମାନଙ୍କୁ ଦ୍ବାରା ରଙ୍ଗାରଙ୍ଗ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା ।