• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ରାଜ୍ୟସରକାରଙ୍କ ମହିଳା ସୁରକ୍ଷା ନାରା ଏକ ପ୍ରହସନ : BJP ମହିଳାମୋର୍ଚ୍ଚା

Proprietor Abhimanyu Maharana by Proprietor Abhimanyu Maharana
July 23, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ରାଜ୍ୟସରକାରଙ୍କ ମହିଳା ସୁରକ୍ଷା ନାରା ଏକ ପ୍ରହସନ : BJP ମହିଳାମୋର୍ଚ୍ଚା
Share on FacebookShare on TwitterWhatsapp

କୋରାପୁଟ ଜିଲ୍ଲା କୋଟପାଡ ବ୍ଲକ ଚିତ୍ରା ପଂଚାୟତର ଆଦିବାସୀ ନାବାଳିକା ସହ ଗଣଦୁଷ୍କର୍ମ ଏବଂ ହତ୍ୟା ଘଟଣାର ସରଜମିନ ତଦନ୍ତ କରି ଫେରିଲା ବିଜେପିର ୩ ଜଣିଆ ପ୍ରତିନିଧୀ ଦଳ

କୋରାପୁଟ ନବାଳିକା ଦୁଷ୍କର୍ମ ଏବଂ ହତ୍ୟା ଘଟଣାରେ ପୋଲିସ ତୁରନ୍ତ ଅପରାଧୀଙ୍କୁ ଏସସି ଏସଟି ଏଟ୍ରୋସିଟି ଏବଂ ପୋକସୋ ଆକ୍ଟ ଲଗାଇ ଅପରାଧୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ଦାବୀ । ପରିବାର ଲୋକ ମୃତା ନାବାଳିକା ଶରୀରର ଅନେକ ସ୍ଥାନରେ କ୍ଷତବିକ୍ଷତ ଚିହ୍ନ ଥିବା କଥା ପ୍ରତିନିଧୀ ଦଳ ଆଗରେ  କହିଛନ୍ତି । ପୋଲିସ ଏବେ ଶାସକ ଦଳ ଚାପରେ ଏହି ଘଟଣାକୁ ଚାପି ଦେବାକୁ ବସିଛି । ରାଜ୍ୟର ମୁଖ୍ୟମନ୍ତ୍ରୀ ମହିଳା ସୁରକ୍ଷାର ଡିଣ୍ଡିମ ପିଟୁଥିବାବାଳେ ରାଜ୍ୟର କୋଣ ଅନୁକୋଣରୁ ପ୍ରତିଦିନ ଦୁଷ୍କର୍ମ ଘଟଣା ସାମ୍ନାକୁ ଆସୁଛି ।

ଓଡିଶା ତାଜା ନ୍ୟୁଜ୍ (୨୩ ଜୁଲାଇ ଗୁରୁବାର) ଭୁବନେଶ୍ୱର :- ଜୁଲାଇ୨୦ ତାରିଖରେ କିଛି ଦୃର୍ବୁତ କୋରାପୁଟ ଜିଲ୍ଲା କୋଟପାଡ ବ୍ଲକ ଚିତ୍ରା ପଂଚାୟତ ବାଗଚୁଆଁ ଗାଁର ଜଣେ ଆଦିବାସୀ ନାବାଳିକା ସହ ଗଣଦୁଷ୍କର୍ମ କରି ହତ୍ୟା କରିଥିଲେ । ଏହି ପରିପ୍ରେକ୍ଷୀରେ ବିଜେପି ରାଜ୍ୟ ମହିଳାମୋର୍ଚ୍ଚା ସଭାନେତ୍ରୀ ଶ୍ରୀମତୀ ସ୍ମୃତି ପଟ୍ଟନାୟକଙ୍କ ନିର୍ଦ୍ଦେଶକ୍ରମେ କୋରାପୁଟ ଜିଲ୍ଲାର ବିଜେପି ନେତ୍ରୀ ସୁରଭି ପାଣି ଓ ଅଂଜଳୀ ମିଶ୍ରଙ୍କ ନେତୃତ୍ୱରେ ୩ ଜଣିଆ ପ୍ରତିନିଧୀ ଦଳ ମୃତା ନାବାଳିକାଙ୍କ ପରିବାର ସଦସ୍ୟକୁ ଭେଟିବା ସହ ଘଟଣାସ୍ଥଳକୁଯାଇ ସରଜମିନ ତଦନ୍ତ କରିଛନ୍ତି । ପ୍ରତିନିଧୀ ଦଳ ପ୍ରଥମେ ମୃତା ନାବାଳିକାଙ୍କ ଗାଁ ବାଗଚୁଆଁ ଠାରେ ପହଂଚି ପରିବାର ସଦସ୍ୟ ଏବଂ ସ୍ଥାନୀୟ ଗ୍ରାମବାସୀଙ୍କ ସହ ଘଟଣା ସଂପର୍କରେ ବିସ୍ତୁତ ଭାବେ ଆଲୋଚନା କରିଥିଲେ । ପରିବାର ଲୋକ ମୃତା ନାବାଳିକା ଶରୀରର ଅନେକ ସ୍ଥାନରେ କ୍ଷତବିକ୍ଷତ ଚିହ୍ନ ଥିବା କଥା ଜଣାଇଛନ୍ତି । ପରେ କୋଟପାଡ ଥାନା ଆଇଆଇସିଙ୍କ ସହ ପ୍ରତିନିଧୀ ଦଳ ଆଲୋଚନା କରି ଦୋଷୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଦାବୀ କରିଥିଲେ । ପ୍ରତିନିଧୀ ଦଳ ଜିଲ୍ଲା ମୁଖ୍ୟ ଚିକିତ୍ସା ଅଧିକାରୀ ଏବଂ ପୋଷ୍ଟମର୍ଟମ କରିଥିବା ଡାକ୍ତରଙ୍କ ସହ ଆଲୋଚନା କରିଥିଲେ ବି କୌଣସି ସନ୍ତୋଷଜନକ ଉତର ମିଳିନଥିଲା ।

ତଦନ୍ତ ପରେ ପ୍ରତିନିଧୀ ଦଳ ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀଙ୍କୁ ଭିଡିଓ କନଫରେନ୍ସିରେ ସମସ୍ତ ତଥ୍ୟ ପ୍ରଦାନ କରିଥିଲେ । ରାଜ୍ୟରେ ମହିଳାମାନେ ଅସୁରକ୍ଷିତ ହୋଇପଡିଛନ୍ତି । ପ୍ରତିଦିନ ମହିଳା ଓ ନାବାଳିକାମାନଙ୍କ ସହ ଦୁଷ୍କର୍ମ ବଢିବାରେ ଲାଗିଛି । ବିଶେଷ କରି ଆଦିବାସୀ ନାବାଳିକା ମାନଙ୍କ ସହ ଦୁଷ୍କର୍ମ ଓ ହତ୍ୟା ଘଟଣା କ୍ରମାଗତ ଭାବେ ବୃଦ୍ଧି ପାଇଛି । ଏଥିରୁ ସ୍ପଷ୍ଟ ହେଉଛି କି ରାଜ୍ୟରେ ଆଇନ ଶୃଙ୍ଖଳା ପରିସ୍ଥିତି ସଂପୂର୍ଣ୍ଣଭାବେ ବିପର୍ଯ୍ୟସ୍ତ ହୋଇପଡିଛି । ରାଜ୍ୟରେ ମହିଳାମାନଙ୍କ ପ୍ରତି ହେଉଥିବା ଦୁଷ୍କର୍ମ ଜନିତ ହତ୍ୟା ଘଟଣାରେ ପୋଲିସର ସ୍ଥାଣୁତା ଏବଂ ଗୃହବିଭାଗର ଅପାରଗତାକୁ ପଦାରେ ପକାଇଛି । କୋରାପୁଟ ନାବାଳିକା ଦୁଷ୍କର୍ମ ଘଟଣାରେ ଦୃବୁତ ମାନେ ନାବାଳିକା ସହ ଗଣଦୁଷ୍କର୍ମ କରି ପରେ ତାଙ୍କୁ ହତ୍ୟା କରିଛନ୍ତି । କିନ୍ତୁ ପୋଲିସ ଏବେ ଶାସକ ଦଳ ଚାପରେ ଏହି ଘଟଣାକୁ ଚାପି ଦେବାକୁ ବସିଛି । ରାଜ୍ୟର ମୁଖ୍ୟମନ୍ତ୍ରୀ ମହିଳା ସୁରକ୍ଷାର ଡିଣ୍ଡିମ ପିଟୁଥିବାବାଳେ ରାଜ୍ୟର କୋଣ ଅନୁକୋଣରୁ ପ୍ରତିଦିନ ଦୁଷ୍କର୍ମ ଘଟଣା ସାମ୍ନାକୁ ଆସୁଛି ।

ରାଜ୍ୟସରକାରଙ୍କ ମହିଳା ସୁରକ୍ଷା ନାରା ଏଠି କେବଳ ପ୍ରହସନ ପାଲଟିଛି ବୋଲି ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀ ଶ୍ରୀମତୀ ସ୍ମ୍ମୃତି ପଟ୍ଟନାୟକ ଅଭିଯୋଗ କରିଛନ୍ତି ।  କୋରାପୁଟ ନବାଳିକା ଦୁଷ୍କର୍ମ ଏବଂ ହତ୍ୟା ଘଟଣାରେ ପୋଲିସ ତୁରନ୍ତ ଅପରାଧୀଙ୍କୁ ଏସସି ଏସଟି ଏଟ୍ରୋସିଟି ଏବଂ ପୋକସୋ ଆକ୍ଟ ଲଗାଇ ଅପରାଧୀଙ୍କ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବା ସହ ଜିଲ୍ଲା ପ୍ରଶାସନ ପୀଡିତା ପରିବାରକୁ ତୁରନ୍ତ କ୍ଷତିପୂରଣ ଯୋଗାଇ ଦିଅନ୍ତୁ । ମହିଳା ସୁରକ୍ଷା ଦିଗରେ ଯଦି ମୁଖ୍ୟମନ୍ତ୍ରୀ ଅସମ୍ବେଦନଶୀଳ ରହିବେ ତେବେ ଆଗକୁ ମହିଳା ମୋର୍ଚ୍ଚର୍ା ପକ୍ଷରୁ ତୀବ୍ର ଆନ୍ଦୋଳନ ହେବ ବୋଲି ଶ୍ରୀମତୀ ପଟ୍ଟନାୟକ ଚେତାବନୀ ଦେଇଛନ୍ତି । 

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version