• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଏକାଡେମୀ ଇଣ୍ଟରଫେସ୍ ଏବଂ ଦକ୍ଷତା ବିକାଶ ଦିଗରେ ପଦକ୍ଷେପ

Proprietor Abhimanyu Maharana by Proprietor Abhimanyu Maharana
January 26, 2024
in ଓଡ଼ିଶା, ଖୋର୍ଦ୍ଧା, ଦେଶ, ହୋମ୍
0
ଏକାଡେମୀ ଇଣ୍ଟରଫେସ୍ ଏବଂ ଦକ୍ଷତା ବିକାଶ ଦିଗରେ ପଦକ୍ଷେପ
Share on FacebookShare on TwitterWhatsapp

୨୫ ଜାନୁଆରୀ ୨୦୨୪ (ଓଡିଶା ତାଜା ନ୍ୟୁଜ) ଇଣ୍ଡଷ୍ଟ୍ରି :- ଆଇଆଇଟି ଭୁବନେଶ୍ୱର ପକ୍ଷରୁ ଟାଟା ଷ୍ଟିଲର ଇଞ୍ଜିନିୟରଙ୍କ ପାଇଁ ଡିଜାଇନ୍ ଏବଂ ଇଞ୍ଜିନିୟରି ସନ୍ଦର୍ଭରେ ସ୍କୁଲ୍ ଅଫ୍ ଏକ୍ସଲେନ୍ସ ଶୀର୍ଷକ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆୟୋଜିତ। ଖୋର୍ଦ୍ଧା-ଜଟଣୀ(ଓଡ଼ିଶା ତାଜା ନିୟୂଯ)୨୫/୧:- ଭାରତୀୟ ପ୍ରଯୁକ୍ତିବିଦ୍ୟା ପ୍ରତିଷ୍ଠାନ (ଆଇଆଇଟି) ଭୁବନେଶ୍ୱର, ଇନ-ହାଉସ୍ ଭିତ୍ତିଭୂମି ପ୍ରକଳ୍ପ ନିମନ୍ତେ ଟାଟା ଷ୍ଟିଲ୍ ଇଞ୍ଜିନିୟର ମାନଙ୍କ ଦକ୍ଷତା ବିକାଶର ଏକ ଅଂଶ ଭାବରେ ଡିଜାଇନ୍ ଏବଂ ଇଞ୍ଜିନିୟରିଂ ସନ୍ଦର୍ଭରେ ସ୍କୁଲ୍ ଅଫ୍ ଏକ୍ସଲେନ୍ସ ଶୀର୍ଷକ ଏକ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଆୟୋଜନ କରିଛି। ଏହି ଚାରି ଦିନିଆ ତାଲିମ କାର୍ଯ୍ୟକ୍ରମ ୨୨ ରୁ ୨୫ ଜାନୁୟାରୀ ପର୍ଯ୍ୟନ୍ତ ପ୍ରତିଷ୍ଠାନର ସ୍କୁଲ୍ ଅଫ୍ ଇନ୍ଫ୍ରାଷ୍ଟ୍ରକ୍ଚର ପରିସରରେ ଅନୁଷ୍ଠିତ ହୋଇଥିଲା। ଟାଟା ଷ୍ଟିଲର ୩୦ ଜଣ ସିଭିଲ୍ ଇଞ୍ଜିନିୟର୍ ଏହି  ତାଲିମ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ, ଯାହାକି ବ୍ୟବହାରିକ ଉଦାହରଣ ଏବଂ ହ୍ୟାଣ୍ଡ-ଅନ୍ ଅଧିବେଶନ ସହିତ ଆଧୁନିକ ସୀମିତ ଉପାଦାନ-ଆଧାରିତ ସଫ୍ଟୱେୟାରର ବ୍ୟବହାର ଉପରେ ଏକ ବିସ୍ତୃତ ଉପସ୍ଥାପନା ଓ ଜ୍ଞାନ ପ୍ରଦାନ କରିବା ଉଦ୍ଦେଶ୍ୟରେ ପରିକଳ୍ପନା କରାଯାଇଥିଲା। ପ୍ରଫେସର ଦିନାକର ପାସଲା,ଡିନ୍- ପ୍ରାୟୋଜିତ ଅନୁସନ୍ଧାନ ଏବଂ ଔଦ୍ୟୋଗିକ ପରାମର୍ଶଦାତା (ଏସ ଆର୍ ଆଇ ସି) ଏବଂ ସ୍କୁଲ୍ ଅଫ୍ ଇନ୍ଫ୍ରାଷ୍ଟ୍ରକ୍ଚରର ମୁଖ୍ୟ ପ୍ରଫେସର ସୁମନ୍ତ ହାଲଦାରଙ୍କ ଉପସ୍ଥିତିରେ ଆଇଆଇଟି ଭୁବନେଶ୍ୱରର ନିର୍ଦ୍ଦେଶକ ପ୍ରଫେସର ଶ୍ରୀପଦ୍ କର୍ମଲକର ଏହି ପ୍ରଶିକ୍ଷଣ କାର୍ଯ୍ୟକ୍ରମର ଉଦ୍ଘାଟନ କରିଥିଲେ। ଏହି ଅବସରରେ ଉଦବୋଧନ ଦେଇ ନିର୍ଦ୍ଦେଶକ ପ୍ରଫେସର ଶ୍ରୀପଦ୍ କର୍ମଲକର ଆଇଆଇଟି ଭୁବନେଶ୍ୱର ଶିଳ୍ପ-ଏକାଡେମୀ ସହଯୋଗ ତଥା ଏ ଦିଗରେ ଫ୍ୟାକଲ୍ଟିମାନଙ୍କୁ ଉତ୍ସାହିତ କରିବା ପାଇଁ ପ୍ରୟାସ କରାଯାଉଥିବା ଗୁରୁତ୍ୱ ଉପରେ ଆଲୋକପାତ କରିଥିଲେ। ମଡେଲିଂ, ଆନାଲିସିସ୍, ସିମୁଲେସନ୍, ଏବଂ ଡିଜାଇନ୍ ଆଦି ଭଳି ସମାନ ମାନେ ହେଉଥିବା ଏବଂ ଅନେକ ସମୟରେ ଭୁଲ ଭାବରେ ପ୍ରୟୋଗ କରାଯାଉଥିବା ବିଭିନ୍ନ ଶବ୍ଦ ମଧ୍ୟରେ ଥିବା ପାର୍ଥକ୍ୟ ସମ୍ପର୍କରେ ସେ ଅଂଶଗ୍ରହଣକାରୀମାନଙ୍କୁ ଅବଗତ କରାଇଥିଲେ। ଅନୁସନ୍ଧାନ ଏବଂ ନବସୃଜନ କ୍ଷେତ୍ରରେ ଉତ୍କର୍ଷତା ହାସଲ କରିବା ଦିଗରେ ଆଇଆଇଟି ଭୁବନେଶ୍ୱରର ବିଭିନ୍ନ ଇଣ୍ଡଷ୍ଟ୍ରି-ଏକାଡେମୀ ଇଣ୍ଟରଫେସ୍ ପଦକ୍ଷେପ ଉପରେ ଡିନ୍- ପ୍ରାୟୋଜିତ ଅନୁସନ୍ଧାନ ଏବଂ ଔଦ୍ୟୋଗିକ ପରାମର୍ଶଦାତା  ପ୍ରଫେସର ଦିନାକର ପାସଲା ଆଲୋକପାତ କରିଥିଲେ। ପ୍ରଫେସର ସୁମନ୍ତ ହାଲଦାର ଅଂଶ ଗ୍ରହଣ କାରୀଙ୍କ ସମ୍ମୁଖରେ ସ୍କୁଲ୍ ଅଫ୍ ଇନ୍ଫ୍ରାଷ୍ଟ୍ରକ୍ଚର ବିଷୟରେ ଏକ ସଂକ୍ଷିପ୍ତ ପରିଚୟ ଉପସ୍ଥାପନ କରିଥିଲେ। ପ୍ରଫେସର ଶରତ କୁମାର ପଣ୍ଡା ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ଏବଂ ପ୍ରଫେସର ସନ୍ତୋଷ କୁମାର ଜି ଧନ୍ୟବାଦ ଅର୍ପଣ କରିଥିଲେ। କାର୍ଯ୍ୟକ୍ରମର ଦ୍ୱିତୀୟ ଦିନରେ ଟାଟା ଷ୍ଟିଲ ଲିମିଟେଡର ଡିଜାଇନ ଆଣ୍ଡ ଇଞ୍ଜିନିୟରିଂ ବିଭାଗର ଜି ଆଣ୍ଡ୍ ଏମ୍ ଶ୍ରୀ ମନୀଷ କୁମାର ସିଂ ଆଇଆଇଟି ଭୁବନେଶ୍ୱର ପରିଦର୍ଶନ କରି ଶିଳ୍ପ-ଏକାଡେମୀ ସମ୍ପର୍କ ପାଇଁ ଟାଟା ଷ୍ଟିଲ ସହ ସମ୍ଭାବ୍ୟ ସହଯୋଗ ବିଷୟରେ ପ୍ରତିଷ୍ଠାନର ନିର୍ଦ୍ଦେଶକଙ୍କ ସହ ଆଲୋଚନା କରିଥିଲେ।

ଏହି ଚାରି ଦିନିଆ ତାଲିମ କାର୍ଯ୍ୟକ୍ରମ, ଉଚ୍ଚ ସଂରଚନା, ରେଳ ଏବଂ ସଡ଼କ ସେତୁ, ଇସ୍ପାତ ସଂରଚନା, ଆଧୁନିକ ଭୂମି ପରିବହନ କୌଶଳ, ସଂରଚନା ଗତ ସ୍ଥାୟୀତ୍ୱ ମନିଟରିଂ ଦୀର୍ଘ ସମୟ ପାଇଁ ପୂର୍ବ-ଚାପିତ ସଂରଚନା, ଗଠନମୂଳକ ଡିଜାଇନ୍ ପାଇଁ ଜିଓ ଟେକ୍ନିକାଲ୍ ମୂଲ୍ୟାଙ୍କନ ଆଦି ଭଳି ଭିତ୍ତିଭୂମି ପ୍ରକଳ୍ପର ବିଶ୍ଳେଷଣ ଏବଂ ଡିଜାଇନର ଆଧୁନିକ ଦିଗ ଉପରେ ବିଶେଷ ଭାବେ କେନ୍ଦ୍ରିତ ହୋଇଥିଲା। ଟାଟା ଷ୍ଟିଲର ଦକ୍ଷତା-ନିର୍ମାଣ ସହାୟତା ବିଭାଗ ସହିତ ମିଳିତ ଭାବରେ ଏହି କାର୍ଯ୍ୟକ୍ରମର ଆୟୋଜନ କରାଯାଇଥିଲା। ୨୫ ଜାନୁୟାରୀରେ ଅନୁଷ୍ଠିତ ଉଦଯାପନୀ କାର୍ଯ୍ୟକ୍ରମରେ ଏମଜିଏମ ଚେୟାର ପ୍ରଫେସର ବ୍ରହ୍ମା ଦେଓ, ଅଂଶଗ୍ରହଣ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

ଟ୍ରେଡ଼ ଇଣ୍ଡିଆ ଟ୍ରଷ୍ଟ ପକ୍ଷ୍ୟରୁ ସମର କ୍ରୀଡା, ଯୋଗ ଦେଲେ ଦୁଇ ରାଜ୍ୟର ଶତାଧିକ ଛାତ୍ରଛାତ୍ରୀ

May 9, 2026
ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

ରଥଯାତ୍ରାର ପ୍ରଥମ ସମନ୍ବୟ ବୈଠକ ଅନୁଷ୍ଠିତ

May 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

ଶ୍ରୀରାମକୃଷ୍ଣ ଆଦର୍ଶ ଶିକ୍ଷାକେନ୍ଦ୍ରରେ ତ୍ରିଦିବସୀୟ ‘ବିଦ୍ୟାର୍ଥୀ ଜୀବନ ନିର୍ମାଣ ଶିବିର’ ଉଦଘାଟିତ

May 9, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨୦୨୬ ଫାଇନାଲରେ ଶରଣକୁଳ ଏଫ.ସି ୨-୦ ଗୋଲରେ ଖଣ୍ଡପଡା ହରାଇ ଚମ୍ପିଆନ

May 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version