୨୬ ଜାନୁଆରୀ ୨୦୨୪ (ଓଡିଶା ତାଜା ନ୍ୟୁଜ) ଚିଲିକା :-> ଚିଲିକା ବ୍ଲକ୍ ଅନ୍ତର୍ଗତ ଗଙ୍ଗାଧର ପୁର ସ୍ଥିତ ସରସ୍ବତୀ ବିଦ୍ୟାମନ୍ଦିର ରେ ୭୫ତମ ସାଧାରଣ ତନ୍ତ୍ର ଦିବସ ପାଳିତ ହୋଇଯାଇଛି। ଅନୁଷ୍ଠାନ ର ସମ୍ପାଦକ ଅଶ୍ଵିନୀ କୁମାର ମହାପାତ୍ର ଏଠାରେ ଜାତୀୟ ପତାକା ଉତ୍ତୋଳନ କରିଥିବା ବେଳେ ପ୍ରଧାନ ଆଚାର୍ଯ୍ୟା ଶୈଳବାଳା ସାହୁ,
ଆଚାର୍ଯ୍ୟା ଜୟଶ୍ରୀ ମହାପାତ୍ର, ଅକ୍ଷୟ କୁମାର ପଲାଇ, ଉମାକାନ୍ତ ମହାପାତ୍ର, ପରିଚାଳନା କମିଟି ସଦସ୍ୟ ପଙ୍କଜ ବେହେରା, ସୁଜାତା ବେହେରା, ଧରଣୀଧର ହେମ୍ବ୍ରମ ପ୍ରମୁଖ ଯୋଗଦେଇ ଛାତ୍ରଛାତ୍ରୀମାନଙ୍କୁ ଉଦ୍ ଵୋଧନ ଦେଇଥିଲେ ।