• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ହିଞ୍ଜିଳିକାଟୁ ରେ ଲକଡ଼ାଉନ ନିୟମ କଡ଼ାକଡ଼ି ଅମାନିଆଙ୍କ ପ୍ରତି ପ୍ରଶାସନର ଦୃଢ କାର୍ଯ୍ୟାନୁଷ୍ଠାନ, ଜୋରିମାନା ଆଦାୟ

Proprietor Abhimanyu Maharana by Proprietor Abhimanyu Maharana
July 23, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
ହିଞ୍ଜିଳିକାଟୁ ରେ ଲକଡ଼ାଉନ ନିୟମ କଡ଼ାକଡ଼ି ଅମାନିଆଙ୍କ ପ୍ରତି ପ୍ରଶାସନର ଦୃଢ କାର୍ଯ୍ୟାନୁଷ୍ଠାନ, ଜୋରିମାନା ଆଦାୟ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୩ ଜୁଲାଇ ଗୁରୁବାର) ହିଞ୍ଜିଳିକାଟୁ :- ମହାମାରୀ କରେନା ଭୁତାଣୁ ସଂକ୍ରମଣକୁ ନେଇ ସାରା ବିଶ୍ୱବାସୀ ଚିନ୍ତିତ । ରାଜ୍ୟର ସର୍ବଧିକ ସଂକ୍ରମିତ ଗଞ୍ଜାମ ଜିଲ୍ଲାରେ ଚିହ୍ନଟ ହୋଇଛନ୍ତି । ବୁଧବାର ସୁଦ୍ଧା ରାଜ୍ୟରେ ୨୧ହଜାର ୯୯ ସଂକ୍ରମିତଙ୍କ ମଧ୍ୟରୁ କେବଳ ଗଞ୍ଜାମ ଜିଲ୍ଲାରେ ସର୍ବାଧିକ ୬ହଜାର ୯ଶହ ୨ ରହିଛନ୍ତି । ରାଜ୍ୟ ସରକାରଙ୍କ ତଥ୍ୟାନୁସାରେ ମେକଳ ଗଞ୍ଜାମରେ ୬୭ଜଣଙ୍କ ମୃତ୍ୟୁ ଘଟିଛି । ଜିଲ୍ଲାରେ କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଜିଲ୍ଲାକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଲକଡ଼ାଉନ ଘୋଷଣା କରିଛନ୍ତି । ଲକଡ଼ାଉନ ନିୟମକୁ କଡ଼ାକଡ଼ି ଭାବେ ପାଳନ କରିବାକୁ ଜିଲ୍ଲା ପ୍ରଶାସନକୁ ନିର୍ଦ୍ଦେଶ ଦିଆଯାଇଛଇ । ଗଞ୍ଜାମ ଜିଲ୍ଲାର ୨ୟ ବୃହତମ ସହର ଭାବେ ପରିଗଣିତ ହିଞ୍ଜିଳିକାଟୁ ସହରରେ ମଧ୍ୟ କରୋନା ସଂକ୍ରମିତଙ୍କ ସଂଖ୍ୟା ଆଶତୀତ ଭାବେ ବୃଦ୍ଧି ପାଇବାରେ ଲାଗିଛି । ସ୍ଥାନୀୟ ଅଂଚଳରେ ଗୋଷ୍ଠୀ ସଂକ୍ରମଣକୁ ପ୍ରତିହିତ କରିବା ଲାଗି ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଗୁନ ୨୮ ତାରିଖ ଠାରୁ କଂଟେନମେଂଟ ଜୋନ ଭାବେ ଘୋଷଣା କରାଯାଇଥିବା ବେଳେ ବୁଧବାର ଠାରୁ କଂଟେନମେଂଟ

କଟକଣାକୁ ଉଠାଇ ଦିଆଯାଇଛି । ତେବେ ଲକଡ଼ାଉନ ସମୟରେ କଟକଣା ପୂର୍ବଭଳି ବଳବତର ରହିବ ବୋଲି ତହସିଲଦାର କହିଛନ୍ତି । ଉକ୍ତ ସମୟରେ କେବଳ ଅତ୍ୟାବଶ୍ୟକ ଖାଦ୍ୟ ସାମଗ୍ରୀ, ମାଛ, ମାଂସ ଦୋକାନ, ଦୁଗ୍ଧ ଜାତୀୟ ସାମଗ୍ରୀ ଓ ହୋଲସେଲ ପରିବା ବଜାର ପ୍ରତ୍ୟହ ସକାଳ ୭ଟାରୁ ଅପରାହ୍ନ ୧ଘଂଟା ପର୍ଯ୍ୟନ୍ତ ଖୋଲିବାକୁ ଅନୁମତି ପ୍ରଦାନ କରାଯାଇଛି । ହେଲେ କିଛି ଅମାନିଆ ବ୍ରବସାୟୀ ଏବଂ କିଛି ଲୋକେ କୋଭିଡ଼ ନିୟମକୁ ଉଲଂଘନ କରି ବ୍ୟବସାୟିକ ପ୍ରତିଷ୍ଠାନ ଖୋଲିବା ଓ କୌଣସି କାରଣ ନଥାଇ ବାହାରେ ବିନା ମାସ୍କରେ ବୁଲିବା ଦେଖିବାକୁ ମିଳିଛି । ଏହାକୁ ନେଇ ପ୍ରଶାସନ ପକ୍ଷରୁ ଜୋରିମାନା ଆଦାୟ କରାଯାଉଥିବାର ଦେଖିବାକୁ ମିଳୁଛି । ତଥାପି କିଛି ବ୍ରବସାୟୀ ଏହାକୁ ଖାତିର ନକରି କୋଭିଡ଼ ନିୟମକୁ ପାଳନ କରୁନଥିବାର ଦେଖିବାକୁ ମିଳିଛି । ଏଭଳି କ୍ଷେତ୍ରରେ ପ୍ରଶାସନ ଆକ୍ସନ ମୁଡ଼ରେ ବାହାରିଛି ।

ତହସିଲଦାର ଗୋପିନାଥ କୁଅଁରଙ୍କ ନେତୃତ୍ୱରେ ଗଠିତ ଏନଫୋର୍ସମେଂଟ ଟିମ୍ ଗଠନ କରାଯାଇ ବୁରୁପୋଡ଼ା, ସିକିରି, ରାଳବ, ନନ୍ଦିକ ପ୍ରଭୃତି ଗ୍ରାମରେ ଚଢାଉ କରି କରୋନା କଟକଣାକୁ ଉଲଂଘନ କରି ବ୍ୟବସାୟ ଚଲାଇଥିବା ବ୍ୟବସାୟିକ ପ୍ରତିଷ୍ଠାନ ଗୁଡ଼ିକରୁ ଜୋରିମାନା ଆଦାୟ କରାଯାଇଛି । ଅଗାମୀ ଦିନରେ କରେନା କଟକଣାକୁ ଅବମାନନା କରୁଥିବା ବ୍ୟବସାୟିକ ପ୍ରତିଷ୍ଠାନ ଓ ବ୍ୟକ୍ତି ବିଶେଷଙ୍କ ଠାରୁ ଜୋରିମାନା ଆଦାୟ କରାଯିବା ସହ ଆବଶ୍ୟକ ହେଲେ ସଂପୃକ୍ତ ବ୍ୟବସାୟିକ ପ୍ରତିଷ୍ଠାନ ୧ମାସ ସକାଶେ ସିଲ୍ କରାଯିବା ସହ ଥାନାରେ ଏତାଲା ଦିଆଯିବ ବୋଲି ତହସିଲଦାର କୁଅଁର କହିଛନ୍ତି । ରାଜସ୍ୱ ନିରୀକ୍ଷକ ସୁଧାଂଶୁ ଶେଖର ପାଣିଗ୍ରାହୀଙ୍କ ସମେତ ରାଜସ୍ୱ କର୍ମଚାରୀ ମାନେ ଚଢାଉରେ ଅଂଶ ଗ୍ରହଣ କରିଥିଲେ । ହିଞ୍ଜିଳିକାଟୁ, (ଶେଷଦେବ ସାହୁ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 27, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

ବଲାଙ୍ଗୀର ଜିଲ୍ଲା ତୁରେକେଲା ବ୍ଲକ ବିକାଶ ପଥରେ ବ୍ୟାପକ ଦୁର୍ନୀତି ହୋଇଥିବା ନେଇ ସାଂଘାତିକ ଅଭିଯୋଗ

April 27, 2026
ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

ବଜରଙ୍ଗ ୟୁଥ କ୍ଳବ ପକ୍ଷରୁ ମୋଦିଙ୍କ ୧୩୩ ତମ ମନ କି ବାତ କାର୍ଯ୍ୟକ୍ରମ

April 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

ରଥଖଳା ରେ କନ୍ଧମାଳ ରୁ ୨୩ ଖଣ୍ଡ ଧଉରା କାଠ ପହଁଚିଲା

April 27, 2026
ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

ଶନିଶ୍ଚର ମନ୍ଦିରର ୧୪ତମ ବାର୍ଷିକ ଉତ୍ସବ : ଶତାଧିକ ଶ୍ରଦ୍ଧାଳୁ ଙ୍କ ସମାଗମ

April 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version