• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲା ସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
January 27, 2024
in ଓଡ଼ିଶା, ଗଜପତି, ହୋମ୍
0
ପାରଳାଖେମୁଣ୍ଡି ଠାରେ ଗଜପତି ଜିଲ୍ଲା ସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ପାଳିତ
Share on FacebookShare on TwitterWhatsapp

୨୬ ଜାନୁଆରୀ ୨୦୨୪ (ଓଡିଶା ତାଜା ନ୍ୟୁଜ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲା ସ୍ତରୀୟ ୭୫ତମ ସାଧାରଣତନ୍ତ୍ର ଦିବସ ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି ସ୍ଵୟଂ ଶାସିତ ମହାବିଦ୍ୟାଳୟ ଖେଳ ପଡିଆ ଠାରେ ମହା ସମାରୋହରେ ପାଳିତ ହୋଇଯାଇଛି | ଏହି ଜାତୀୟ ଉତ୍ସବରେ ମାନ୍ୟବର ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ ମୁଖ୍ୟ ଅତିଥି ରୂପେ ଯୋଗଦାନ କରି ଶାନ୍ତି, ମୈତ୍ରୀ, ସମୃଦ୍ଧି ଓ ସ୍ୱାଭିମାନର ପ୍ରତୀକ ଜାତୀୟ ପତାକା ଉତ୍ତୋଳନ କରିଥିଲେ । ତାଙ୍କର ଅଭିଭାଷଣରେକଳା, ସାହିତ୍ୟ, ସଂସ୍କୃତି ଓ ପ୍ରାକୃତିକ ସୌନ୍ଦର୍ଯ୍ୟର ଆଦିଭୂମି, ଉତ୍କଳର ଅନ୍ୟତମ ପୁଣ୍ୟପୀଠ ହେଉଛି ଗଜପତି।

ଏହି ଐତିହ ସଂପନ୍ନ ଅଞ୍ଚଳ କୁ ଏକ ସ୍ବତନ୍ତ୍ର ଜିଲ୍ଲାର ମାନ୍ୟତା ଦେବା ଏବଂ ଉନ୍ନତି ପାଇଁ ଓଡିଶା ର ବରପୁତ୍ର, ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ବିଶେଷ ଅବଦାନ ଥିଲା। ଦକ୍ଷିଣ ଓଡ଼ିଶାର ଉପାନ୍ତ ଅଞ୍ଚଳରେ ଥିବା ଏହି ମାଟିର ପ୍ରତ୍ୟେକ ସ୍ଥାନ ଯେଭଳି ପବିତ୍ର ମହେନ୍ଦ୍ର ତନୟାର ଶୀତଳ ଜଳ ଧାରାର ସ୍ବର୍ଗରେ ସବୁଜିମା ଭରା, ଏହି ଭୂଖଣ୍ଡର ପ୍ରାଚୀନ ଇତିହାସ ମଧ୍ୟ ସେହିଭଳି ଗୌରବ , ରାଜନୀତି ଠାରୁ ଆରମ୍ଭ କରି କଳା, ସଙ୍ଗୀତ ଓ ନାଟ୍ୟ ଜଗତରେ ପ୍ରତିଭା ସମ୍ପନ୍ନ ଅନେକ ଯୋଗଜନ୍ମା ମହାମନୀଷ ମାନଙ୍କୁ ଏହି ମାଟି ଜନ୍ମ ଦେଇଛି।

୧୯୪୭ ଅଗଷ୍ଟ ୧୫ ତାରିଖରେ ଭାରତ ତା’ର ସ୍ବାଧୀନତା ଲାଭ କଲା। ଭାରତୀୟମାନେ ଇଂରେଜ ପ୍ରଣୀତ ସମ୍ବିଧାନ ଦ୍ବାରା ଶାସିତ ହେଉଥିଲେ। ସ୍ବାଧୀନତା ଲାଭର ପ୍ରାକ୍ କାଳରେ ସମ୍ବିଧାନ ପ୍ରଣୟନ ସଭାକୁ ଭାରତ ପାଇଁ ଏକ ନୂତ ସମ୍ବିଧାନ ପ୍ରଣୟନ ନିମିତ୍ତ ଦାୟିତ୍ବ ନ୍ୟସ୍ତ କରାଯାଇଥିଲା। ସମ୍ବିଧାନ ପ୍ରଣେତା ଡ଼ଃ.ବି.ଆର୍ ଆମ୍ବେଦକର ଙ୍କ ନେତୃତ୍ବରେ ବହୁ ଶ୍ରମ ସ୍ବୀକାର କରି ୧୯୪୯ ଜାନୁୟାରୀ ୨୬ ରେ ସମ୍ବିଧାନ ପ୍ରସ୍ତୁତି ଶେଷ କଲେ। ୧୯୫୦ ଜାନୁୟାରୀ ୨୬ ତାରିଖରେ ଭାରତର ନୂତନ ସମ୍ବିଧାନ କାର୍ଯ୍ୟକାରୀ ହେଲା। ଭାରତ ନିଜକୁ ଏକ ସାର୍ବଭୌମ ଗଣତାନ୍ତ୍ରିକ ସାଧାରଣତନ୍ତ୍ର ରାଷ୍ଟ୍ରରୂପେ ଘୋଷଣା କଲା। ଭାରତ ଇତିହାସରେ ଏହା ଏକ ସ୍ମରଣୀୟ ଦିବସ ରୂପେ ପରିଚିତ |

ସ୍ବାଧୀନତାର ଏହି ମହାଯଜ୍ଞରେ ପାରଳାର ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ନାରାୟଣ ଦେବ, ଉତ୍କଳମଣି ଗୋପବନ୍ଧୁ ଦାସ, ଉତ୍କଳ ଗୌରବ ମଧୁସୁଦନ ଦାସ ଥିଲେ ଅନ୍ୟତମ ଆମ ଗଜପତି ର ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି ନାରାୟଣ ଦେବଙ୍କ ସମେତ ନାରାୟଣ ପାତ୍ର, ବଳରାମ ପଣ୍ଡା, ଆପନ୍ନା ପାତ୍ର, ମାଧବ ରାଉତ, ରସିକ ଜେନା, ଯୁଗଳ କିଶୋର ପାଣିଗ୍ରାହୀ ଇତ୍ୟାଦି ଅସହଯୋଗ, ଆଇନ ଅମାନ୍ୟ ଓ ଭାରତ ଛାଡ଼ ଆନ୍ଦୋଳନରେ ସାମିଲ ହୋଇଥିଲେ। ଏହା ଥିଲା ଦେଶ ମାତୃକା ପ୍ରତି ଗଜପତି ମାଟିର ସୁଯୋଗ୍ୟ ସନ୍ତାନଙ୍କ ଅବଦାନ।

ପ୍ରାକୃତିକ ସୌନ୍ଦର୍ଯ୍ୟ ଭରା, ଆଦିବାସୀ ବହୁଳ ଏବଂ ସବୁ ଧର୍ମକୁ ସମନ୍ବୟ ରଖୁଥିବା ଏହି ଜିଲ୍ଲାର ଉନ୍ନତି ପାଇଁ ମାନ୍ୟବର ମୁଖ୍ୟମନ୍ତ୍ରୀ ବିଭିନ୍ନ ପଦକ୍ଷେପ ନେବା ସହ ବହୁତ ଗୁଡ଼ିଏ କାର୍ଯ୍ୟକ୍ରମ ଆରମ୍ଭ କରିବାକୁ ଯଥେଷ୍ଟ ଅନୁଦାନ ପ୍ରଦାନ କରିଛନ୍ତି।ଆମ ଜିଲ୍ଲା ସମନ୍ବୟ ଆଦିବାସୀ 5 ସଂସ୍ଥା,ସ୍ବତନ୍ତ୍ର ଉନ୍ନୟନ ପରିଷଦ ୫ଟି ମହାବିଦ୍ୟାଳୟ ରୂପାନ୍ତରିତ,ଆମ ଓଡ଼ିଶା-ନବୀନ ଓଡ଼ିଶା,ମିଶନ ଶକ୍ତି ,ଲକ୍ଷ୍ମୀ ଯୋଜନାର, ସ୍ବାସ୍ଥ୍ୟ ବିଭାଗର ଓ ପର୍ଯ୍ୟଟନ ବିଭାଗର ରାଜ୍ୟ ସରକାରଙ୍କ ଉନ୍ନତି ପାଇଁ ଏବଂ ଜିଲ୍ଲା ବାହାରୁ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକଙ୍କର ମନ ମୋହିବା ପାଇଁ ରାଜ୍ୟ ସରକାର ନିକଟ ଅତିତରେ ୨୦ କୋଟି ରୁ ଉର୍ଦ୍ଧ୍ବ ଟଙ୍କା ଅନୁମୋଦନ କରିଛନ୍ତି ।

ଏଥିରେ ରାଜ୍ୟ ସରକାର ୮ଗୋଟି ନୂଆ ପର୍ଯ୍ୟଟନ ସ୍ଥଳୀକୁ ଚିହ୍ନଟ କରି ତା’ର ଉନ୍ନତି ପାଇଁ ଯଥେଷ୍ଟ ଆର୍ଥିକ ଅନୁଦାନ ଯୋଗାଇ ଦେଇଛନ୍ତି l ଏହି ଉତ୍ସବରେ ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ଵାତୀ ଏସ କୁମାର, ପାରଳାଖେମୁଣ୍ଡି ବନ ଖଣ୍ଡ ଅଧିକାରୀ ଶ୍ରୀ ଏସ.ଆନନ୍ଦ,ଅତିରିକ୍ତ ଜିଲ୍ଲାପାଳ ଶ୍ରୀ ବୀରେନ୍ଦ୍ର କୁମାର ଦାସ,ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟନିର୍ବାହୀ ଅଧିକାରୀ ଜିଲ୍ଲାପରିଷଦ ଡ଼. ଗୁଣନିଧି ନାୟକ,ଉପ ଜିଲ୍ଲାପାଳ ଶ୍ରୀ ଆଲୋକ କୁମାର ପ୍ରଧାନ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ଜି.ତ୍ରିପତି ରାଓ, ପାରଳାଖେମୁଣ୍ଡି ପୌର ପରିଷଦ ଅଧ୍ୟକ୍ଷା ଶ୍ରୀମତୀ ନିର୍ମଳା ସେଠୀ ସମ୍ମାନିତ ଅତିଥି ଭାବରେ ଯୋଗଦେଇ ଥିଲେ ।

ଆଜିର ଏହି ଉତ୍ସବରେ ଖେଳରେ ଜାତୀୟ ଓ ଅନ୍ତର୍ଜାତୀୟ କ୍ଷେତ୍ରରେ ସଫଳତା ଅର୍ଜନ କରିଥିବା କ୍ରୀଡାବିତ ଓ ଦିନରାତି ଅକ୍ଲାନ୍ତ ପରିଶ୍ରମ କରି ଜନସାଧାରଣଙ୍କୁ ସେବା ଯୋଗାଉଥିବା ବେଷ୍ଟ କର୍ମଚାରୀମାନଙ୍କୁ ମାନପତ୍ର ଓ ସିଲଡ୍ ଦେଇ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିଙ୍କ ଦ୍ୱାରା ସମ୍ବର୍ଦ୍ଧିତ କରାଯାଇଥିଲା | ଏହା ସହିତ ସାଧାରଣତନ୍ତ୍ର ଦିବସ ଉପଲକ୍ଷେ ଚିତ୍ରାଙ୍କନ, ପ୍ରବନ୍ଧ, ବକ୍ତୃତା ଓ କୁଇଜ୍ ପ୍ରତିଯୋଗିତା ହୋଇଥିଲା ଏଥିରେ କୃତକାର୍ଯ୍ୟ ହୋଇଥିବା ପ୍ରତିଯୋଗୀଙ୍କୁ ମଧ୍ୟ ମୁଖ୍ୟ ଅତିଥି ଓ ସମ୍ମାନିତ ଅତିଥିଙ୍କ ଦ୍ୱାରା ପୁରସ୍କାର ପ୍ରଦାନ କରାଯାଇଥିଲା |  ସେପରି ଏନସିସି ବିଭାଗ ପ୍ୟାରେଡ ପ୍ରୋତିଯୋଗିତ ରେ ଶ୍ରୀକୃଷ୍ଣ ଚନ୍ଦ୍ର ଗଜପତି ମହାବିଦ୍ୟାଳୟ ଛାତ୍ରଛାତ୍ରୀ ମାନେ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ମହାରାଜା ବାଳକ ବିଦ୍ୟାଳୟ ଦ୍ଵିତୀୟ ସ୍ଥାନ ଅଧିକାର କରିଛନ୍ତି।

ସେହିପରି ସିଭିଲିୟାନ୍ ରେ ସ୍ଵରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ବିଦ୍ୟାଳୟ ଛାତ୍ରଛାତ୍ରୀ ମାନେ ପ୍ରଥମ ସ୍ଥାନ ଅଧିକାର କରିଥିବା ବେଳେ ସେଣ୍ଟ ଜୋସେବ କନଭେଣ୍ଟ ସ୍କୁଲ ଦ୍ଵିତୀୟ ସ୍ଥାନ ଅଧିକାର କରିଥିଲେ। ଏହି ଦିବସରେ ୫ ଗୋଟି ବିଦ୍ୟାଳୟ ଓ ଗୁମ୍ମା ବ୍ଲକର ଲାଞ୍ଜିଆ ସଉରା ଆଦିବାସି ନୃତ୍ୟ ପରିବେଷଣ କରଯାଇଥିଲା। ଏହି ପ୍ୟାରେଡରେ ଶ୍ରୀ ନିରଞ୍ଜନ ନାୟକ, ଆର୍.ଆଇ. ଅଫ୍ ପୋଲିସ୍, ପରିଚାଳନା କରିଥିଲେ | ଏହି ଉତ୍ସବକୁ ଜିଲ ସୂଚନା ଓ ଲୋକସମ୍ପର୍କ ଅଧିକାରୀଙ୍କ ତତ୍ୱାବଧାନରେ କାର୍ଯ୍ୟକ୍ରମଗୁଡ଼ିକ ସମ୍ପାଦିତ ହୋଇଥିଲା ଏବଂ ତାଙ୍କ ପରିଚାଳନାରେ ବିଭାଗୀୟ ବରିଷ୍ଠ କର୍ମଚାରୀ ସହଯୋଗ କରିଥିଲେ |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

October 4, 2026
ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026

Recent News

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

October 4, 2026
ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version