• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଭଏସ୍ ଅଫ୍ ନୟାଗଡ଼ର ବିଜେତା ହେଲେ ଦେବୀପ୍ରସାଦ

Proprietor Abhimanyu Maharana by Proprietor Abhimanyu Maharana
January 29, 2024
in ଓଡ଼ିଶା, ଦେଶ, ନୟାଗଡ଼ ନିଉଜ୍, ହୋମ୍
0
ଭଏସ୍ ଅଫ୍ ନୟାଗଡ଼ର ବିଜେତା ହେଲେ ଦେବୀପ୍ରସାଦ
Share on FacebookShare on TwitterWhatsapp

୨୯ ଜାନୁଆରୀ ୨୦୨୪ (ଓଡିଶା ତାଜା ନ୍ୟୁଜ) ନୟାଗଡ :- ନୟାଗଡର ଯୁବ କଣ୍ଠଶିଳ୍ପୀମାନଙ୍କୁ ନେଇ ନୟାଗଡ଼ କ୍ଳବ ତରଫରୁ ଆୟୋଜିତ ଭଏସ୍ ଅଫ୍ ନୟାଗଡ଼ ଚତୁର୍ଥ ସିଜିନ୍ ର ଗ୍ରାଣ୍ଡ ଫାଇନାଲ୍ ସ୍ଥାନୀୟ ପଠାଣି ସାମନ୍ତ ସଂସ୍କୃତି ଭବନ ପରିସରରେ ଅନୁଷ୍ଠିତ ହୋଇଯାଇଛି।ଗତ ଏକମାସ ଧରି ନୟାଗଡ଼ର ବିଭିନ୍ନ ବ୍ଲକ ମଧ୍ୟରେ ସଂଗୀତ ପ୍ରତିଯୋଗିତା କରାଯାଇ ଶ୍ରେଷ୍ଠ ଆଠ ଜଣ ପ୍ରତିଯୋଗୀଙ୍କୁ ଅନ୍ତିମ ପର୍ଯ୍ୟାୟକୁ ଚୟନ କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ନୟାଗଡର ବିଧାୟକ ଡ. ଅରୁଣ କୁମାର ସାହୁ ଯୋଗଦେଇ ଯୁବ ପ୍ରତିଭାମାନଙ୍କୁ ଉତ୍ସାହିତ କରିବା ଦିଗରେ ନୟାଗଡ଼ କ୍ଳବର ଏହି ଅଭିନବ କାର୍ଯ୍ୟକ୍ରମର ଭୂୟସୀ ପ୍ରଶଂସା କରିଥିଲେ।ସମ୍ମାନିତ ଅତିଥି ଭାବେ ପୋୖରାଞ୍ଚଳ ଅଧ୍ୟକ୍ଷା ଶ୍ରୀମତୀ ନିରୁପମା ଖଟେଇ ଉପସ୍ଥିତ ଥିବା ବେଳ ନୟାଗଡ଼ କ୍ଳବ୍ ସଭାପତି ରବୀନ୍ଦ୍ର କୁମାର ସାହୁ, ସଂପାଦକ ମହିର ରଂଜନ ନାୟକ ଓ ବରିଷ୍ଠ ସଦସ୍ୟ ଅରୁଣ କୁମାର ମହାନ୍ତି, ଅଶୋକ କୁମାର ନାୟକ, ସୁବୋଧ ପଟ୍ଟନାୟକ ପ୍ରମୁଖ ପ୍ରତିଯୋଗୀଙ୍କୁ ଉତ୍ସାହିତ କରିଥିଲେ। ଅବିନାଶ ସାହୁ, ଗୋପୀନାଥ ସେଠୀ, ପ୍ରକାଶ ଷଡଙ୍ଗୀ ବାସୁଦେବ ସାହୁଙ୍କ ସଂଯୋଜନାରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ବିଚାରକ ଭାବେ ଓଡ଼ିଶାର ବିଶିଷ୍ଟ ସଂଗୀତ ନିର୍ଦ୍ଦେଶକ ଓ କଣ୍ଠଶିଳ୍ପୀ ଶାନ୍ତ୍ବନୁ ନାୟକ, ସୁରଗନ୍ଧର୍ବ ନବକିଶୋର ମିଶ୍ର ଏବଂ ସସ୍ମିତା ମିଶ୍ର ଯୋଗଦେଇଭଏସ୍ ଅଫ୍ ନୟାଗଡ଼ର ଶ୍ରେଷ୍ଠ ତିନିଜଣ ଯୁବ କଣ୍ଠଶିଳ୍ପୀଙ୍କୁ ଚୟନ କରିଥିଲେ। ଦେବୀପ୍ରସାଦ ନନ୍ଦ ଭଏସ୍ ଅଫ୍ ନୟାଗଡ଼ର ବିଜେତା ହୋଇ ଦଶହଜାର ଟଙ୍କା ଓ ଟ୍ରଫି ପାଇଥିଲେ ଏବଂ ଦ୍ୱିତୀୟ ସ୍ଥାନରେ ଆଶୁତୋଷ ବେହେରା, ତୃତୀୟ ସ୍ଥାନରେ କିର୍ତ୍ତୀକା ମଣ୍ଡଳ ରହିଥିଲେ। କ୍ଳବର ସଦସ୍ୟ ପ୍ରସନ୍ନ ବସନ୍ତିଆ, ପ୍ରବୀର ପୃଷ୍ଟି, ଲକ୍ଷ୍ମୀନାରାୟଣ ରଥ ପ୍ରମୁଖ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ ଏବଂ ଧନ୍ୟବାଦ ପ୍ରଦାନ କରିଥିଲେ ସଂଯୋଜକ ଧୀରେନ୍ଦ୍ର ପଟ୍ଟନାୟକ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
କଲରାପତରିଆ ବାଘ ଛାଲ ବିକ୍ରି ଯୋଜନା ପଣ୍ଡ : ଜଣେ ଗିରଫ – ୨ଟି କଲରାପତରିଆ ଛାଲ ଜବତ

କଲରାପତରିଆ ବାଘ ଛାଲ ବିକ୍ରି ଯୋଜନା ପଣ୍ଡ : ଜଣେ ଗିରଫ – ୨ଟି କଲରାପତରିଆ ଛାଲ ଜବତ

September 18, 2026
ବିଶ୍ୱକର୍ମା ପୂଜା ପାଳିତ : ଠିକାଦାର, ଶ୍ରମିକ, ଦିନମଜୁରିଆ ଓ ବସ୍‌ କର୍ମଚାରୀଙ୍କ ଉତ୍ସାହପୂର୍ଣ୍ଣ ସାମିଲ

ବିଶ୍ୱକର୍ମା ପୂଜା ପାଳିତ : ଠିକାଦାର, ଶ୍ରମିକ, ଦିନମଜୁରିଆ ଓ ବସ୍‌ କର୍ମଚାରୀଙ୍କ ଉତ୍ସାହପୂର୍ଣ୍ଣ ସାମିଲ

September 18, 2026
ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ

ଯାତ୍ରୀବାହୀ ବେଲୁନ ବସ୍‌ରୁ ଗଞ୍ଜେଇ ଜବତ : ମୋବାଇଲ, ନଗଦ ଟଙ୍କା ସହ ୩ ଜଣ ବସ କର୍ମଚାରୀ ଗିରଫ

September 18, 2026
ରାସନ ସାମଗ୍ରୀଠାରୁ ପନିପରିବା ଯାଏଁ ମହଙ୍ଗା ମାଡ଼ ଦରବୃଦ୍ଧିରେ ହନ୍ତସନ୍ତ ଖାଉଟି, ବଜାର ଦର ନିୟନ୍ତ୍ରଣ ଦାବି

ରାସନ ସାମଗ୍ରୀଠାରୁ ପନିପରିବା ଯାଏଁ ମହଙ୍ଗା ମାଡ଼ ଦରବୃଦ୍ଧିରେ ହନ୍ତସନ୍ତ ଖାଉଟି, ବଜାର ଦର ନିୟନ୍ତ୍ରଣ ଦାବି

September 18, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

କଲରାପତରିଆ ବାଘ ଛାଲ ବିକ୍ରି ଯୋଜନା ପଣ୍ଡ : ଜଣେ ଗିରଫ – ୨ଟି କଲରାପତରିଆ ଛାଲ ଜବତ

କଲରାପତରିଆ ବାଘ ଛାଲ ବିକ୍ରି ଯୋଜନା ପଣ୍ଡ : ଜଣେ ଗିରଫ – ୨ଟି କଲରାପତରିଆ ଛାଲ ଜବତ

September 18, 2026
ବିଶ୍ୱକର୍ମା ପୂଜା ପାଳିତ : ଠିକାଦାର, ଶ୍ରମିକ, ଦିନମଜୁରିଆ ଓ ବସ୍‌ କର୍ମଚାରୀଙ୍କ ଉତ୍ସାହପୂର୍ଣ୍ଣ ସାମିଲ

ବିଶ୍ୱକର୍ମା ପୂଜା ପାଳିତ : ଠିକାଦାର, ଶ୍ରମିକ, ଦିନମଜୁରିଆ ଓ ବସ୍‌ କର୍ମଚାରୀଙ୍କ ଉତ୍ସାହପୂର୍ଣ୍ଣ ସାମିଲ

September 18, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version