• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସ୍କୁଲ ବସକୁ ପିଟିଲା ସ୍କୁଲ ବସ୍:୨୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଆହତ

Proprietor Abhimanyu Maharana by Proprietor Abhimanyu Maharana
February 2, 2024
in ଓଡ଼ିଶା, ଗଞ୍ଜାମ, ଦେଶ, ହୋମ୍
0
ସ୍କୁଲ ବସକୁ ପିଟିଲା ସ୍କୁଲ ବସ୍:୨୦ରୁ ଉର୍ଦ୍ଧ୍ବ ଛାତ୍ରଛାତ୍ରୀ ଆହତ
Share on FacebookShare on TwitterWhatsapp

୨ ଫେବୃଆରୀ ୨୦୨୪ (ଓଡିଶା ତାଜା ନ୍ୟୁଜ) ହିଞ୍ଜିଳିକାଟୁ :- ଶୁକ୍ରବାର ସକାଳେ ୫୯ନଂ ଜାତୀୟ ରାଜପଥ ତଥା ହିଞ୍ଜିଳି ଥାନା ସୋମପୁର ଛକରେ ୨ଟି ସ୍କୁଲବସ ମଧ୍ୟରେ ଧକ୍କା ଘଟି ୨୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଆହତ ହୋଇଛନ୍ତି । ଅନ୍ୟପକ୍ଷରେ ଗୋଟିଏ ସ୍କୁଲ ବସ୍ ଚାଳକ ଓ ମାଲିକଙ୍କ ମିଳିତ ଆକ୍ରମଣରେ ଆଂଶିକ କ୍ଷତିଗ୍ରସ୍ତ ସ୍କୁଲ ବସ ଚାଳକ ଗୁରୁତର ଆହତ ହୋଇଛନ୍ତି । ଆହତ ଗାଡ଼ି ଚାଳକ ଜଣଙ୍କ ହେଲେ ହିଞ୍ଜିଳି ଥାନା ସମରଝୋଳ ଗ୍ରାମର କାହ୍ନୁ ଚରଣ ସାହୁ(୨୧) । ପ୍ରକାଶ ଯେ, କୁକୁଡାଖଣ୍ଡି, ସମରଝୋଳ ଓ ନିକଟସ୍ଥ ଗ୍ରାମରୁ ଶିକ୍ଷାର୍ଥୀ ମାନଙ୍କୁ ନେଇ ଶୁକ୍ରବାର ସକାଳେ ହିଞ୍ଜିଳିକାଟୁ ପୌରାଞ୍ଚଳ କେନ୍ଦ୍ରୀୟ ବିଦ୍ୟାଳୟକୁ ୨ଟି ଗାଡି ଆସୁଥିଲା । ଗୋଟିଏ ସ୍କୁଲ ଭ୍ୟାନ (ଓଆର୦୭ବି ୪୧୬୧) ହିଞ୍ଜିଳି ଥାନା ସୋମପୁର ଛକରେ କୌଣସି କାରଣରୁ ହଠାତ୍ ବ୍ରେକ ମାରିବାରୁ ପଛରେ ଆସୁଥିବା ଅନ୍ୟ ଏକ ସ୍କୁଲ ବସ୍‌(ଓଆର୦୨ବିଏମ ୨୨୫୯) ଟି ସମ୍ମୁଖରେ ଥିବା ସ୍କୁଲ ବସ୍ ପଛପଟକୁ ଧକ୍କା ଦେଇଥିଲା । ଦୁର୍ଘଟଣାରେ ଉଭୟ ଗ୍ରାଡିରେ ଯାତ୍ରା କରୁଥିବା ଶିକ୍ଷାର୍ଥୀଙ୍କ ମଧ୍ୟରୁ ୨୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଆହତ ହୋଇଥିଲେ । ସ୍ଥାନୀୟ ଲୋକେ ଆହତ ଶିକ୍ଷାର୍ଥୀଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ । ସେମାନଙ୍କ ମଧ୍ୟରୁ ଶିକ୍ଷାର୍ଥୀ ଡି. ଶୁଭଶ୍ରୀ, କେ. ଶୀମ୍ରନ, ଆକାକ୍ଷାଂ ସାହୁ, କେ, ପ୍ରେମକୁମାର, ଅମରେଶ ପଟ୍ଟନାୟକ ଗୁରୁତର ଆହତ ହୋଇଥିବାବେଳେ ୧୫ରୁ ଉର୍ଦ୍ଧ୍ୱ ଶିକ୍ଷାର୍ଥୀ ସାମାନ୍ୟ ଆହତ ହୋଇଥିଲେ । ଘଟଣାକୁ ନେଇ ଅନ୍ୟ ଏକ ସ୍କୁଲ ବସର ଚାଳକ ଓ ମାଲିକ ମିଳିତ ଭାବେ ପ୍ରଥମେ ଆସୁଥିବା ସ୍କୁଲ ବସ ଚାଳକଙ୍କୁ ଆକ୍ରମଣ କରିଥିଲେ । ଆକ୍ରମଣରେ ଚାଳକ ଜଣଙ୍କ ଗୁରୁତର ଆହତ ହୋଇଥିଲେ । ଖବର ପାଇ ହିଞ୍ଜିଳି ପୁଲିସ ଡାକ୍ତରଖାନାରେ ପହଞ୍ଚି ଶିକ୍ଷାର୍ଥୀ ମାନଙ୍କ ସ୍ୱାସ୍ଥ୍ୟ ଅବସ୍ଥା ପଚାରି ବୁଝିଥିଲା । ଘଟଣା ଲେଖା ହେବା ସୁଦ୍ଧା ଥାନାରେ କୌଣସି ଅଭିଯୋଗ ହୋଇନାହିଁ । ଉଭୟ ଗାଡି ଚାଳକଙ୍କୁ ପୁଲିସ ଥାନାରେ ଅଟକ ରଖି ଘଟଣାର ତଦନ୍ତ ଚଳାଇଥିବା ଥାନା ଭାରପ୍ରାପ୍ତ ଅଧିକାରୀ ଶ୍ରୀନୀବାସ ସେଠୀ ଙ୍କ ସୂତ୍ରରୁ ପ୍ରକାଶ । ପ୍ରକାଶ ଥାଉକି, ସରକାରଙ୍କ ଗାଇଡ ଲାଇନକୁ ଅବମାନନା କରି ବହୁ ସରକାରୀ ଓ ବେସରକାରୀ ବିଦ୍ୟାଳୟରେ ନିୟୋଜିତ ସ୍କୂଲ ଭ୍ୟାନ ଗୁଡିକ ନିର୍ଦ୍ଧାରିତ ସିଟ ଠାରୁ ବହୁ ଅଧିକ ଶିକ୍ଷାର୍ଥୀଙ୍କୁ ନେଇ ବିଦ୍ୟାଳୟକୁ ଯାତାୟତ କରୁଥିବା ସହ ବହୁ ସମୟରେ ବିଦ୍ୟାଳୟ ଗାଡି ଗୁଡିକ ମଧ୍ୟରେ ପ୍ରତିଯୋଗିତା ମୂଳକ ଗାଡି ଚାଳନା ହେଉଥିବା ଯୋଗୁଁ ବହୁ ସମୟରେ ଛୋଟ ବଡ ଦୂର୍ଘଟଣା ଘଟୁଥିବା ନଜିର ରହିଛି । ଏଥି ପ୍ରତି ସ୍ଥାନୀୟ ପ୍ରଶାସନ ଦୃଷ୍ଟି ପ୍ରଦାନ କରି ନିୟମ ଖିଲାପକାରୀ ଗାଡି ମାଲିକ ଓ ବିଦ୍ୟାଳୟ କର୍ତ୍ତୁପକ୍ଷଙ୍କ ବିରୋଧରେ ଆଇନଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ସ୍ଥାନୀୟ ଅଞ୍ଚଳର ବୁଦ୍ଧିଜୀବୀ ମହଲରେ ମତ ପ୍ରକାଶ ପାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

Glowing Tribute paid to Late Sudipta Mohanty

April 29, 2026
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

April 29, 2026
ଚିଲିକା ପୁସ୍ତକ ମେଳା ଉଦଯାପିତ ପାଞ୍ଚ ଦିବସ ବ୍ୟାପୀ ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଚିଲିକା ପୁସ୍ତକ ମେଳା ଉଦଘାଟିତ

ଚିଲିକା ପୁସ୍ତକ ମେଳା ଉଦଯାପିତ ପାଞ୍ଚ ଦିବସ ବ୍ୟାପୀ ବାଲୁଗାଁ ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ଚିଲିକା ପୁସ୍ତକ ମେଳା ଉଦଘାଟିତ

April 29, 2026
Odia Entrepreneur led Ethos Global unveils PHANTOME, an Energy Drink for Fast  Moving Generation

ଏଥୋସ ଗ୍ଲୋବାଲ ପକ୍ଷରୁ ଏନର୍ଜି ଡ୍ରିଙ୍କ ଫ୍ୟାନ୍‌ଟୋମ୍ ର ବଜାର ପ୍ରବେଶ

April 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

Glowing Tribute paid to Late Sudipta Mohanty

April 29, 2026
ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

ସ୍ୱର୍ଗତଃ ସୁଦୀପ୍ତା ମହାନ୍ତିଙ୍କୁ ଭବ୍ୟ ଶ୍ରଦ୍ଧାଞ୍ଜଳି ପ୍ରଦାନ

April 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version