• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଆମ ଓଡିଶା ନବୀନ ଓଡିଶା ଛେଲାଗଡ଼ ପଞ୍ଚାୟତ ସ୍ତରୀୟ ସଚେତନା କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
February 3, 2024
in ଓଡ଼ିଶା, ଗଜପତି, ଦେଶ, ହୋମ୍
0
ଆମ ଓଡିଶା ନବୀନ ଓଡିଶା ଛେଲାଗଡ଼ ପଞ୍ଚାୟତ ସ୍ତରୀୟ ସଚେତନା କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

୩ ଫେବୃଆରୀ ୨୦୨୪ (ଓଡିଶା ତାଜା ନ୍ୟୁଜ) ଆର,ଉଦୟଗିରି :- ଗଜପତି ଜିଲ୍ଲା ଆର,ଉଦୟଗିରି ବ୍ଲକ୍ ର ଛେଲାଗଡ଼ ଗ୍ରାମ ପଞ୍ଚାୟତ ରେ ଆମ ଓଡିଶା ନବୀନ ଓଡିଶା ପଞ୍ଚାୟତ ସ୍ତରୀୟ ସଚେତନା କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା ଉକ୍ତ କାର୍ଯ୍ୟକ୍ରମ ଆରମ୍ଭ ରୁ ଜିଲ୍ଲା ବିଜେଡ଼ି ସଭାପତି ଜଗବନ୍ଧୁ ଦାସ ମାନ୍ୟବର ଓଡ଼ିଶାର ମୁଖ୍ୟମନ୍ତ୍ରୀ ଙ୍କ ଘରେ ଘରେ ଶଙ୍ଖ କାର୍ଯ୍ୟ କ୍ରମକୁ ନିଜ ଗାଁ ଛେଲାଗଡ଼ ଗ୍ରାମରେ ଶୁଭାରମ୍ଭ କରିଛନ୍ତି ।ପୁରା ଗ୍ରାମରେ ଶଙ୍ଖନାଦ ଧ୍ୱନି ରେ ନଗର ପରିକ୍ରମା କରାଯାଇଥିଲା ।ଉକ୍ତ ନଗର ପରିକ୍ରମା ବେଳେ ସ୍ଥାନୀୟ ଜନସାଧାରଣ ବହୁ ସଂଖ୍ୟକ ଯୋଗ ଦେଇଥିବା ବେଳେ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଯୋଗ ଦେଇଥିଲେ । ତତ୍ପରେ ଆମ ଓଡିଶା ନବୀନ ଓଡିଶା ର ସଚେତନା କାର୍ଯ୍ୟ କ୍ରମ ଟିକୁ ଆର,ଉଦୟଗିରି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଲରିମନ୍ ଖର୍ସେଲ୍ ଦୀପ ପ୍ରଜ୍ୱଳନ କରି ସଭାଟିକୁ ଶୁଭାରମ୍ବ କରିଥିଲେ ଉକ୍ତ ସଭାରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ବିଜେଡ଼ି ସଭାପତି ଜଗବନ୍ଧୁ ଦାସ,ଜିଲ୍ଲା ପରିଷଦ ସଭ୍ୟା ଜମୁନା ଦଳବେହେରା,ସ୍ଥାନୀୟ ସରପଞ୍ଚ ଡ଼ାଳିମ୍ବ ଗମାଙ୍ଗ, ସମିତି ସଭ୍ୟା ଶୀବାନି ବେହେରଦଳାଇ, ସ୍ଥାନୀୟ ପ୍ରଧାନ ଶିକ୍ଷକ ସର୍ମରାଜ ସାମଲ, ଏପିଓ ଅଖିକ୍ଷ କୁମାର ବିଷୟି ରନ୍ତ ,ସମାଜସେବୀ ରାଜୁ ରଣସିହ,ଯୁବ ସମାଜସେବୀ ଟିକେଶ୍ୱର ମହାକୁଡ଼, ବି,ପି,ଏମ୍ -ଦେବସ୍ମିତା ଲେଙ୍କା, ସମନ୍ନିତ ଶିଶୁ ବିକାଶ ବିଭାଗ ର ସୁପରଭାଈଜର ଉଶାରାଣି ଦଳାଇ,ଖ୍ରୀଷ୍ଟପୂର ସମାଜ ସେବି ସାମସନ୍ ଲିମା,ତଥା ପଞ୍ଚାୟତର ସମସ୍ତ ମହିଳା ମଣ୍ଡଳ ଗ୍ରୁପର ସଦସ୍ୟ ତଥା ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହି ସଭାଟିକୁ ସାଫଲ୍ୟ ମଣ୍ଡିତ କରିଛନ୍ତି ।ଏହି ସଭାଟିର ମୁଖ୍ୟ ଉଦ୍ଧେଶ୍ୟ ହେଲା ମାନ୍ୟବର ଓଡିଶା ସରକାରଙ୍କ ଜନହୀତକାରି ଯୋଜନା ମାନ ଯେଭଳି ଗ୍ରାମାଞ୍ଚଳରେ ପହଂଚି ଭିତିଭୁମି ର ବିକାଶ ହୋଇପାରିବ ତା ଉପରେ ପ୍ରତିନିଧି ମାନେ ଜନସାଧାରଣ ଙ୍କୁ ଅବଗତ କରାଇଛନ୍ତି ।ଏହି ପରିପ୍ରେକ୍ଷୀରେ ମିଶନ ଶକ୍ତି ତରଫରୁ ପ୍ରଭାତୀ ମହିଳା ଗ୍ରୁପ ( ୫.୦୦୦୦୦) ପାଞ୍ଚ ଲକ୍ଷ ଟଙ୍କା ,ହୋସାନା ମହିଳା ଗ୍ରୁପ କୁ (୪.୦୦୦୦୦) ଚାରି ଲଖ୍ୟ ଟଙ୍କା ଋଣ ଚେକ୍ ମାଧ୍ୟମରେ ପ୍ରଦାନ କରାଯାଇଛି ।ସେହିଭଳି ସ୍ୱାସ୍ଥ୍ୟ ବିଭାଗ, ଉଦ୍ୟାନ ବିଭାଗ ତଥା ସମସ୍ତ ଲାଇନ ବିଭାଗ ଉପସ୍ଥିତ ଥିଲେ । ଏହି କାର୍ଯ୍ୟକ୍ରମକୁ ପଞ୍ଚାୟତର ଜିପିଇଓ ତଥା ପିଇଓ ଶଶାଙ୍କ ଶେଖର ସୁବୁଦ୍ଧୀ ପରିଚାଳନା କରିଥିବା ବେଳେ ପଞ୍ଚାୟତ କର୍ମଚାରୀମାନେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସାଧାରଣ ଚିକିତ୍ସାଳୟ ରେ ଅସାଧାରଣ ଅବ୍ୟବସ୍ଥା – ରୋଗୀ ସେବା ବ୍ୟାହତ

ସାଧାରଣ ଚିକିତ୍ସାଳୟ ରେ ଅସାଧାରଣ ଅବ୍ୟବସ୍ଥା – ରୋଗୀ ସେବା ବ୍ୟାହତ

September 16, 2026
ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

September 14, 2026
World Odisha Society pays tribute to Pranab Patnaik

ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ

September 14, 2026
World Odisha Society pays tribute to Pranab Patnaik

World Odisha Society pays tribute to Pranab Patnaik

September 14, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସାଧାରଣ ଚିକିତ୍ସାଳୟ ରେ ଅସାଧାରଣ ଅବ୍ୟବସ୍ଥା – ରୋଗୀ ସେବା ବ୍ୟାହତ

ସାଧାରଣ ଚିକିତ୍ସାଳୟ ରେ ଅସାଧାରଣ ଅବ୍ୟବସ୍ଥା – ରୋଗୀ ସେବା ବ୍ୟାହତ

September 16, 2026
ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

ଦଶ ପଇସାର ଅଜା ଦାସିଆ ଅଜାଙ୍କ ୨୯ତମ ଶ୍ରାଦ୍ଧ ବାର୍ଷିକ ପାଳିତ

September 14, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version