• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଛତ୍ରପଡା ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ

Proprietor Abhimanyu Maharana by Proprietor Abhimanyu Maharana
February 3, 2024
in ଓଡ଼ିଶା, ଦେଶ, ନୟାଗଡ଼ ନିଉଜ୍, ହୋମ୍
0
ଛତ୍ରପଡା ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକ ପୁରସ୍କାର ବିତରଣ ଉତ୍ସବ
Share on FacebookShare on TwitterWhatsapp

୩ ଫେବୃଆରୀ ୨୦୨୪ (ଓଡିଶା ତାଜା ନ୍ୟୁଜ) ବେଗୁନିଆ :- ବେଗୁନିଆ ବ୍ଲକ ବୋତଳମା ପଞ୍ଚାୟତ ଅନ୍ତର୍ଗତ ଛତ୍ରପଡା ସରକାରୀ ଉଚ୍ଚ ବିଦ୍ୟାଳୟର ୪୮ ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି ।ଏ ନେଇ ଶନିବାର ପୂର୍ବାହ୍ନରେ ବିଦ୍ୟାଳୟ ପରିସରରେ ଆୟୋଜିତ ପୁରସ୍କାର ବିତରଣ ଉତ୍ସବରେ ପ୍ରଧାନ ଶିକ୍ଷକ କୈଳାସ ଚନ୍ଦ୍ର ତ୍ରିପାଠୀ ପୌରୋହିତ୍ୟ କରିଥିଲେ ।ପ୍ରାରମ୍ଭରେ ପ୍ରଥମ ବିଶ୍ୱ ଓଡ଼ିଆ ଭାଷା ସମ୍ମିଳନୀକୁ ସ୍ୱାଗତ କରାଯିବା ସହ ” ବନ୍ଦେ ଉତ୍କଳ ଜନନୀ ଗାନ କରାଯାଇଥିଲା ।  ଶିକ୍ଷୟିତ୍ରୀ ସୁଶ୍ରୀ ସଙ୍ଗୀତା ସାମଲଙ୍କ ମଙ୍ଗଳା ଚରଣ ପାଠରେ କାର୍ଯ୍ୟକ୍ରମର ଶୁଭରମ୍ଭ ହୋଇଥିଲା।ପରେ ଛାତ୍ରଛାତ୍ରୀମାନେ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ। ଶିକ୍ଷକ ସୂର୍ଯ୍ୟକାନ୍ତ ବେହେରା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ବରିଷ୍ଠ ଶିକ୍ଷକ ଦିପ୍ତୀଶ ବେଉରା ବାର୍ଷିକ ବିବରଣୀ ପାଠ କରିଥିଲେ ।ଏଥିରେ ବିଦ୍ୟାଳୟର ପ୍ରତିଷ୍ଠାତା ଶିକ୍ଷାବିତ ଲିଙ୍ଗରାଜ ମହାପାତ୍ର ମୁଖ୍ୟ ଅତିଥି,ବୋଲଗଡ ପରମାନନ୍ଦ ମହାବିଦ୍ୟାଳୟର ପ୍ରାକ୍ତନ ଅଧ୍ୟକ୍ଷ ପ୍ରଫେସର ରବୀନ୍ଦ୍ର ନାଥ ପାଣିଗ୍ରାହୀ ମୁଖ୍ୟ ବକ୍ତା,

ଶିକ୍ଷାବିତ ଭବକୃଷ୍ଣ ପଟ୍ଟନାୟକ, କେଦାରନାଥ ବାହିନୀପତି, ବିଦ୍ୟାଳୟ ପରିଚାଳନା ସମିତି ସଭାପତି ଚିତ୍ତରଞ୍ଜନ ଚମ୍ପତ୍ତି, ମୋ ସ୍କୁଲ କମିଟି ଅଧ୍ୟକ୍ଷ ପଦ୍ମଚରଣ ମଙ୍ଗରାଜ ଓ ସିଆରସିସି ଆଲୋକ କୁମାର ସାମନ୍ତରାୟ ପ୍ରମୁଖ ସମ୍ମାନିତ ଅତିଥି ରୂପେ ଯୋଗଦେଇ ସାଧାରଣ ଶିକ୍ଷା ସହ ବିଦ୍ୟାର୍ଥୀ ମାନଙ୍କର ମାନବୀୟ ଗୁଣାବଳୀର ବିକାଶ ହେଲେ ରାଷ୍ଟ୍ରର ବିକାଶ ହୋଇପାରିବ ବୋଲି ମତ ବ୍ୟକ୍ତ  କରିଥିଲେ । ଏହି ଅବସରରେ ପୂର୍ବରୁ  ଆୟୋଜିତ ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଶିକ୍ଷାର୍ଥୀ ମାନଙ୍କୁ ପୁରସ୍କାର ବିତରଣ କରାଯାଇଥିଲା। ଶିକ୍ଷକ ଚଗଲା ପଣ୍ଡା ଧନ୍ୟବାଦ ଦେବା ପରେ ଛାତ୍ର ଛାତ୍ରୀମାନଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷିତ ହୋଇଥିଲା । ଉତ୍ସବକୁ ଶିକ୍ଷକ ଇଙ୍ଗଡ଼ା ମଲ୍ଲିକ, ମନ୍ଦାକିନୀ ଦାସ ଓ ରଶ୍ମିତା ଦଳେଇ ପରିଚାଳନା କରିଥିବା ବେଳେ ବିଦ୍ୟାଳୟର ସମସ୍ତ ଶିକ୍ଷକ, ଶିକ୍ଷୟିତ୍ରୀ ଓ କର୍ମଚାରୀ ସହଯୋଗ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନୟାଗଡ଼ ଜିଲ୍ଲାରେ କଂଗ୍ରେସ ପଛୁଆବର୍ଗ ସାମାଜିକ ନ୍ୟାୟ ସଂଗଠନ କ୍ରିୟାଶୀଳ ପାଇଁ ବିଚାରବିମର୍ଶ

ନୟାଗଡ଼ ଜିଲ୍ଲାରେ କଂଗ୍ରେସ ପଛୁଆବର୍ଗ ସାମାଜିକ ନ୍ୟାୟ ସଂଗଠନ କ୍ରିୟାଶୀଳ ପାଇଁ ବିଚାରବିମର୍ଶ

June 24, 2026
ମା’ ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ମା’ ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 24, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନୟାଗଡ଼ ଜିଲ୍ଲାରେ କଂଗ୍ରେସ ପଛୁଆବର୍ଗ ସାମାଜିକ ନ୍ୟାୟ ସଂଗଠନ କ୍ରିୟାଶୀଳ ପାଇଁ ବିଚାରବିମର୍ଶ

ନୟାଗଡ଼ ଜିଲ୍ଲାରେ କଂଗ୍ରେସ ପଛୁଆବର୍ଗ ସାମାଜିକ ନ୍ୟାୟ ସଂଗଠନ କ୍ରିୟାଶୀଳ ପାଇଁ ବିଚାରବିମର୍ଶ

June 24, 2026
ମା’ ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ମା’ ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 24, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version