ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି ଚମ୍ପୁଆ ବିଧାୟିକା

୩ ଫେବୃଆରୀ ୨୦୨୪ (ଓଡିଶା ତାଜା ନ୍ୟୁଜ) ଯୋଡା ବ୍ଲକ :-> ବିଜୁ ଜନତା ଦଳର ରାଜ୍ୟ ସଭାପତି ଶ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶରେ ଯୋଡା ବ୍ଲକର ଚମକ୍ ପୁର ପଞ୍ଚାୟତରେ ଘରେ ଘରେ ଶଙ୍ଖ କାର୍ଯ୍ୟକ୍ରମ ସ୍ଥାନୀୟ

ବିଧାୟିକା ଶ୍ରୀମତୀ ମିନାକ୍ଷୀ ମହାନ୍ତଙ୍କ ନେତୃତ୍ବରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ସ୍ଥାନୀୟ ଲୋକମାନଙ୍କର ଭରପୂର ସହଯୋଗ ମିଳୁଥିବାର ଦେଖାଯାଉଛି ।