• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିରକୁ ଆସୁ ନାହାନ୍ତି ଲୋକେ, ଲୋକଙ୍କ ଅପେକ୍ଷାରେ ବାବୁମାନେ

Proprietor Abhimanyu Maharana by Proprietor Abhimanyu Maharana
February 7, 2024
in Uncategorized, ଓଡ଼ିଶା, କଟକ, ଦେଶ, ହୋମ୍
0
ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିରକୁ ଆସୁ ନାହାନ୍ତି ଲୋକେ, ଲୋକଙ୍କ ଅପେକ୍ଷାରେ ବାବୁମାନେ
Share on FacebookShare on TwitterWhatsapp

୭ ଫେବୃଆରୀ ୨୦୨୪ (ଓଡିଶା ତାଜା ନିୟୁଜ) ନିଆଳି :- କଟକ ଜିଲ୍ଲା ନିଆଳି-ନିଆଳି ବ୍ଲକ ପରିସରରେ ଜିଲ୍ଲାପାଳଙ୍କ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଥିଲା । ବିଡିଓ ଉଲ୍ଲାସ ଚନ୍ଦ୍ର ସେଠୀ ଙ୍କ ସଭାପତିତ୍ୱରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିରରେ ୮୭ ଜଣ ବ୍ୟକ୍ତି ଅଭିଯୋଗ କରିଥିବା ବେଳେ ସେଥି ମଧ୍ଯ ରୁ ୮୪ ଜଣଙ୍କର ବ୍ୟକ୍ତିଗତ ଅଭିଯୋଗ ଥିଲା। ଅନ୍ୟ ୩ ଜଣଙ୍କର ସମାହିତ ଅଭିଯୋଗ ଥିଲା। ଏହି ଜନଶୁଣାଣି ଶିବିର ରେ କଟକ ଜିଲ୍ଲାପାଳ ବିନିତ ଭରଦ୍ୱାଜ, ଗ୍ରାମାଞ୍ଚଳ ଏସପି ମିହିର କୁମାର ପଣ୍ଡା ପିଡି, ସୁବାଷିଶ ରାୟ, କଟକ ଅତିରିକ୍ତ ମାଜିଷ୍ଟ୍ରେଟ୍ ଶୀବ ଟାପୋ, କଟକ ଉପଜିଲ୍ଲାପାଳ କମଲ ଜୀତ ଦାସ, ନିଆଳି ମେଡିକାଲ ଅଫିସ ର ଏସ ନବୀନ, ସମେତ ନିଆଳି ଅତିରିକ୍ତ ତହସିଲଦାର, ସଦର ଏସଡିପିଓ ସୁଭ୍ରାଶୁଁ କୁମାର ପରିଡ଼ା, ନିଆଳି ଆଇଆଇସି, ବହୁ ଅଧିକାର ଯୋଗ ଦେଇଥିଲେ,। ନିଆଳି ବ୍ଲକରେ ବାରମ୍ବାର ଜନ ଶୁଣାଣି ଅଭିଯୋଗ ହୋଇ ଆସୁଥିଲେ ମଧ୍ୟ ଲୋକମାନଙ୍କୁ ସେତଟା ସୁଫଳ ମିଳୁ ନାହିଁ ବୋଲି ଶୁଣିବାକୁ ମିଳୁଛି । ଏଠାରେ ଜନ ଶୁଣାଣି ଶିବିର ଆୟୋଜନ ଏକ ପ୍ରଶାସନ ବୋଲି କୁହାଯାଇଛି । ବାରମ୍ବାର ଜନ ଶୁଣାଣି ଶିବିରକୁ ଆସି ଖର୍ଚ୍ଚାନ୍ତ ଓ ଅଭିଯୋଗ କଲେ ମଧ କିଛି କାର୍ଯ ହେଉ ନ ଥିବା ନେଇ ଜନ ଶୁଣାଣିକୁ ଲୋକେ ମୁଁହ ଫେରାଇ ନେଉଛନ୍ତ । ନିଆଳି ବ୍ଲକର ୨୩ ପଞ୍ଚାୟତର ପାଖାପାଖି ୧ ଲକ୍ଷ୍ ଜନ ସଂଖ୍ୟା ହୋଇଥିବାବେଳେ ମାତ୍ର କେତୋଟି ହାତ ଗଣତି ପଞ୍ଚାୟତରୁ ଜନ ଶୁଣାଣି ଶିବିରରେ ମାତ୍ର ୮୭ ଜଣ ଅଭିଯୋଗ କରିଥିଲେ । ଲୋକଙ୍କ ଅପେକ୍ଷାରେ ବାବୁମାନେ

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version