• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗୋପାଳପୁର : ମୋହନା-ରାୟଗଡ଼ାକୁ ରେଳପଥ ନିର୍ମାଣ ଦାବି

Proprietor Abhimanyu Maharana by Proprietor Abhimanyu Maharana
February 8, 2024
in ଓଡ଼ିଶା, ଗଜପତି, ଦେଶ, ହୋମ୍
0
ଗୋପାଳପୁର : ମୋହନା-ରାୟଗଡ଼ାକୁ ରେଳପଥ ନିର୍ମାଣ ଦାବି
Share on FacebookShare on TwitterWhatsapp

୭ ଫେବୃଆରୀ ୨୦୨୪ (ଓଡିଶା ତାଜା ନିୟୁଜ) ଆର,ଉଦୟଗିରି :- ସଂସଦରେ ବାରମ୍ଵାର ଦାବି ସତ୍ତ୍ଵେ ଅଞ୍ଚଳବାସୀ ନିରାଶ । ଗଞ୍ଜାମ ଜିଲ୍ଲାର ଗୋପାଳପୁର ଠାରୁ ମୋହନା ଦେଇ ରାୟଗଡ଼ାକୁ ରେଳପଥ ସଂଯୋଗୀକରଣ ପାଇଁ କେନ୍ଦ୍ର ସରକାରଙ୍କ ଠାରେ ଦାବି ଉପସ୍ଥାପନା ହୋଇ ଆସୁଥିବା ବେଳେ କାର୍ଯ୍ୟକାରିତା ନ ହେବା ଅଞ୍ଚଳବାସୀଙ୍କ ମନରେ ପ୍ରଶ୍ନବାଚ଼ୀ ସୃଷ୍ଟି କରିଛି। ବିଭିନ୍ନ ସମୟରେ ଏହି ପ୍ରସ୍ତାବକୁ ଆଧାର କରି କେନ୍ଦ୍ର ସରକାରଙ୍କ ପକ୍ଷରୁ ସର୍ଭେ କାମ ମଧ୍ୟ ସରିଛି। ରେଳପଥ ନିର୍ମାଣ ପାଇଁ ଅଟକଳ ମୂଲ୍ୟ ନିର୍ଦ୍ଧାରିତ ହୋଇ ନଥିବା ଯୋଗୁଁ କେନ୍ଦ୍ର ସରକାରଙ୍କ ବୈମାତୃକ ମନୋଭାବକୁ ନେଇ ଅଞ୍ଚଳବାସୀ ଅସନ୍ତୋଷ ପ୍ରକାଶ କରିଛନ୍ତି। ଏହାକୁ ନେଇ ମୋହନା ଅଞ୍ଚଳବାସୀଙ୍କ ପକ୍ଷରୁ ସ୍ଥାନୀୟ ପଞ୍ଚାୟତ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ସ୍ୱେଚ୍ଛାସେବୀ ସିରିଏଲ ନାୟକଙ୍କ ଆବାହକତ୍ତ୍ଵରେ ଏକ ବୈଠକ ଆୟୋଜନ କରାଯାଇ ଗୋପାଳପୁର ଠାରୁ ଭାୟା ମୋହନା ଦେଇ ରାୟଗଡ଼ାକୁ ନୂତନ ରେଳପଥ ସଂଯୋଗୀକରଣ ନିମନ୍ତେ ଏକ କ୍ରିୟାନୁଷ୍ଠାନ କମିଟି ଗଠନ କରାଯାଇଥିଲା।

କମିଟି ସଦସ୍ୟମାନଙ୍କ ନିଷ୍ପତି ପ୍ରକାର ମୋହନା ତହସିଲଦାର ହରିଶ୍ଚନ୍ଦ୍ର ପ୍ରଧାନଙ୍କ ଜରିଆରେ ପ୍ରଧାନମନ୍ତ୍ରୀ, ରେଳମନ୍ତ୍ରୀ, ମୁଖ୍ୟମନ୍ତ୍ରୀ ଓ ୫ଟି ଅଧ୍ଯକ୍ଷଙ୍କୁ ଏକ ସ୍ମାରକପତ୍ର ପ୍ରଦାନ କରିଛନ୍ତି। ୨୦୨୪-୨୫ ଆର୍ଥୀକ ବର୍ଷରେ ଏହାକୁ କାର୍ଯ୍ୟକାରୀ କରିବା ପାଇଁ ନିବେଦନ କରାଯାଇଛି।ଗଠିତ କ୍ରିୟାନୁଷ୍ଠାନ କମିଟିରେ ସ୍ୱେଚ୍ଛାସେବୀ ସିରିଏଲ୍ ନାୟକ,ଓକିଲ ସଂଘ, ସମିତି ସଭ୍ୟ ବାଳକୃଷ୍ଣ ମଳିକ,ସାମ୍ବାଦିକ ମନ୍ମଥ ମିଶ୍ର,ହାଡ଼ିବନ୍ଧୁ ନାୟକ, ରବିରତନ ପ୍ରମୁଖ ରହିଥିବା ବେଳେ ଶିକ୍ଷାବିତ୍ ରମେଶ ଚନ୍ଦ୍ର ମହାପାତ୍ର, ସରପଞ୍ଚ ସୁନିତା ମଲ୍ଲିକ, ମୋହନା ପ୍ରେସ୍ କ୍ଲବ୍ ସଭାପତି ପଞ୍ଚାନନ ଦାଶ,ଯୁବକ ସଂଘ ସମ୍ପାଦକ ଜିତେନ୍ଦ୍ର ବେହେରା ଓକିଲ ସଂଘ ସଭାପତି ରବିନ୍ଦ୍ର ନାୟକ, ପ୍ରଫୁଲ୍ଲ ଲିମା, ରଶ୍ମି ରତନ,ଓକିଲ ସୀମାଞ୍ଚଳ କାର୍ଯୀ,ରସାନନ୍ଦ ପାଣି, ସାଗର ବଳିଆର ସିଂ, ଜିଲ୍ଲା ପରିଷଦ ସଭ୍ୟ ଚନ୍ଦ୍ର କୁମାର ମଲ୍ଲିକ, ଯୁନେସ ଶବର, ରସାନନ୍ଦ ପାଣି ଙ୍କ ସମେତ ବହୁ ଅଞ୍ଚଳବାସୀ ପ୍ରମୂଖଙ୍କ ସହ ଅନେକ ବୁଦ୍ଧିଜୀବି ଉପସ୍ଥିତ ରହି ନିଜର ମତବ୍ୟକ୍ତ ପ୍ରକାଶ କରିଥିଲେ। ସୂଚନାଯୋଗ୍ୟ, ବର୍ତ୍ତମାନର ବିଜେଡ଼ି ସାଂସଦ ଚନ୍ଦ୍ରଶେଖର ସାହୁ ୨୦୦୪ -୦୫ ମସିହାରେ କେନ୍ଦ୍ରରେ କଂଗ୍ରେସ ନେତୃତ୍ଵାଧୀନ ସରକାରରେ କେନ୍ଦ୍ରମନ୍ତ୍ରୀ ଥିବାବେଳେ

ସଂସଦରେ ୨ଥର ଏହି ଦାବୀକୁ ଉପସ୍ଥାପନା କରିଥିଲେ।ଯାହା ଫଳରେ ସର୍ଭେ କାର୍ଯ୍ୟ କରାଯାଇ ଯୋଜନା କମିଶନ ନିକଟକୁ ତଥ୍ୟ ମଧ୍ୟ ପଠା ଯାଇଥିଲା।ଏହି ରେଳପଥ ନିର୍ମାଣ ହେଲେ ଲୋକଙ୍କ ଆର୍ଥୀକ ବିକାଶର ଅଭିବୃଦ୍ଧି ଘଟିବା ସହ ଗମନାଗମନର ସୁବିଧା ଓ ସମୟ ଅପଚ଼ୟକୁ ରୋକାଯାଇ ପାରିବ ବୋଲି ଯୋଜନା କମିଶନ ହୃଦୟଙ୍ଗମ କରି ସମ୍ମତି ପ୍ରଦାନ କରିଥିଲେ।କିନ୍ତୁ ପରବର୍ତ୍ତୀ ସମୟରେ ବ୍ରହ୍ମପୁର ସାଂସଦ ନିର୍ବାଚିତ ହେବାପରେ କେହି ବି ଏହି ପ୍ରକଳ୍ପକୁ ଗୁରୁତ୍ୱ ଦେଇ ନ ଥିଲେ କି ଅଗ୍ରଗତି ସମ୍ପର୍କରେ ସଂସଦରେ ପ୍ରଶ୍ନ ମଧ୍ୟ କରିନଥିଲେ। ମୋହନା ଅଞ୍ଚଳବାସୀଙ୍କ ଦୀର୍ଘ ବର୍ଷର ଦାବିକୁ କେନ୍ଦ୍ର ଓ ରାଜ୍ୟ ସରକାର ଗୁରୁତର ସହ ନେଇ ୨୦୨୪-୨୫ ଆର୍ଥୀକ ବର୍ଷରେ ବ୍ୟୟ ବରାଦ କରି ରେଳପଥ ନିର୍ମାଣ କରିବେ ବୋଲି ଅଞ୍ଚଳବାସୀ ଆଶାବାଦୀ ଅଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଡେଲ୍ ଟେକ୍ନୋଲୋଜିସ୍ ପକ୍ଷରୁ ଭାରତରେ ପ୍ରିମିୟମ କଞ୍ଜ୍ୟୁମର ପୋର୍ଟଫୋଲିଓ ସମ୍ପ୍ରସାରଣ

ଡେଲ୍ ଟେକ୍ନୋଲୋଜିସ୍ ପକ୍ଷରୁ ଭାରତରେ ପ୍ରିମିୟମ କଞ୍ଜ୍ୟୁମର ପୋର୍ଟଫୋଲିଓ ସମ୍ପ୍ରସାରଣ

July 31, 2026
ନୂଆ ୟେଜ୍ଦି ରେଞ୍ଜ ସହିତ ୨୦୨୬ ପାର୍ବଣ ଋତୁର ଆରମ୍ଭ କରିଛି ଜାୱା ୟେଜ୍ଦି ମୋଟରସାଇକେଲ୍ସ

ନୂଆ ୟେଜ୍ଦି ରେଞ୍ଜ ସହିତ ୨୦୨୬ ପାର୍ବଣ ଋତୁର ଆରମ୍ଭ କରିଛି ଜାୱା ୟେଜ୍ଦି ମୋଟରସାଇକେଲ୍ସ

July 31, 2026
ବରିଷ୍ଠ ନାଗରିକ ସଂଘ ର ନୂତନ କର୍ମକର୍ତ୍ତା ନିର୍ବାଚନ

ବରିଷ୍ଠ ନାଗରିକ ସଂଘ ର ନୂତନ କର୍ମକର୍ତ୍ତା ନିର୍ବାଚନ

July 31, 2026
ବାଲିଗୁଡ଼ାରେ ଦୁଇ ଡକାୟତ ଗିରଫ୍

ବାଲିଗୁଡ଼ାରେ ଦୁଇ ଡକାୟତ ଗିରଫ୍

July 31, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଡେଲ୍ ଟେକ୍ନୋଲୋଜିସ୍ ପକ୍ଷରୁ ଭାରତରେ ପ୍ରିମିୟମ କଞ୍ଜ୍ୟୁମର ପୋର୍ଟଫୋଲିଓ ସମ୍ପ୍ରସାରଣ

ଡେଲ୍ ଟେକ୍ନୋଲୋଜିସ୍ ପକ୍ଷରୁ ଭାରତରେ ପ୍ରିମିୟମ କଞ୍ଜ୍ୟୁମର ପୋର୍ଟଫୋଲିଓ ସମ୍ପ୍ରସାରଣ

July 31, 2026
ନୂଆ ୟେଜ୍ଦି ରେଞ୍ଜ ସହିତ ୨୦୨୬ ପାର୍ବଣ ଋତୁର ଆରମ୍ଭ କରିଛି ଜାୱା ୟେଜ୍ଦି ମୋଟରସାଇକେଲ୍ସ

ନୂଆ ୟେଜ୍ଦି ରେଞ୍ଜ ସହିତ ୨୦୨୬ ପାର୍ବଣ ଋତୁର ଆରମ୍ଭ କରିଛି ଜାୱା ୟେଜ୍ଦି ମୋଟରସାଇକେଲ୍ସ

July 31, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version