• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୋ ଗା ବୀରନରସିଂହପୁର ମିଳନୋତ୍ସବ ୨୦୨୪

Proprietor Abhimanyu Maharana by Proprietor Abhimanyu Maharana
February 12, 2024
in ଓଡ଼ିଶା, ପୁରୀ, ହୋମ୍
0
ମୋ ଗା ବୀରନରସିଂହପୁର ମିଳନୋତ୍ସବ ୨୦୨୪
Share on FacebookShare on TwitterWhatsapp

୧୨ ଫେବୃଆରୀ ୨୦୨୪ (ଓଡିଶା ତାଜା ନିୟୁଜ) ଭୁବନେଶ୍ୱର :-> ଗତ କାଲି ଭୁବନେଶ୍ୱର ଓ କଟକରେ ଅବସ୍ଥାନ କରୁଥିବା ବୀରନରସିଂହପୁର ଗ୍ରାମର ଗ୍ରାମବାସୀ ମାନଙ୍କର ଦ୍ଵିତୀୟ ବାର୍ଷିକ ମିଳନୋତ୍ସବ ସମାରୋହ ବାଣୀବିହାର ସନ୍ନିକଟ ଶୀତଲ ହୋଟେଲରେ ମୋ ଗାଁ ବୀରନରସିଂହପୁର କମିଟିର ସଭାପତି ଡଃ ଶିତିକଣ୍ଠ ମିଶ୍ରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ହୋଇଥିଲା | ଏଥିରେ ଗ୍ରାମର ଶତାଧିକ ସଦସ୍ୟ ଯୋଗଦେଇଥିଲେ | କମିଟିର ଉପଦେଷ୍ଟା ପୂର୍ବତନ ଜିଲ୍ଲାପାଳ କୃଷ୍ଣଚନ୍ଦ୍ର ମହାପାତ୍ର , ଆଇଏଏସ ଉତ୍ସବର ଆଭିମୁଖ୍ୟ ସମ୍ବନ୍ଧରେ ଆଲୋକପାତ କରିଥିଲେ | ସମାରୋହରେ ଭାର୍ଗବୀ ହାଇସ୍କୁଲର ଯଶସ୍ବୀ ଶିକ୍ଷକ ସ୍ବର୍ଗତ ନାରାୟଣ ମହାପାତ୍ରଙ୍କ ରଚିତ ଗୀତି ରାମାୟଣର ଲୋକାର୍ପଣ ଓ ପ୍ରସାରଣ ହୋଇଥିଲା |

ସମସ୍ତେ ନିଜର ପରିଚୟ ପ୍ରଦାନ କଲାବେଳେ ଗ୍ରାମ କଥା ସ୍ମରଣ କରି ଭାବବିହ୍ୱଳ ହୋଇଯାଇଥିଲେ | ଏହି ଅବସରରେ ଦିବଂଗତ ଆତ୍ମା ମାନଙ୍କପାଇଁ ଗୋଟିଏ ମିନିଟ ନିରବ ପ୍ରାର୍ଥନା କରାଯାଇଥିଲା | ଆଜୀବନ ସଂଗୀତ ସାଧନା ପାଇଁ ଗ୍ରାମର ଶ୍ରୀ ପ୍ରଭାକର ରଥଙ୍କୁ ଶ୍ରୀକ୍ଷେତ୍ର ସଂଗୀତ ସଂସ୍କୃତି ସମ୍ମାନରେ ସମ୍ମାନିତ କରାଯାଇଥିଲା | ଏହି ଉତ୍ସବରେ ସମସ୍ତଙ୍କର ଅଗ୍ରଜ ପ୍ରତିମ ରବିନ୍ଦ୍ରନାଥ ମିଶ୍ର ମୁଖ୍ୟ ଅତିଥି , ପୂର୍ବତନ ବିଧାୟକ ଉମାବଲ୍ଲଭ ରଥ ବିଶିଷ୍ଟ ଅତିଥି ଓ ଅଖିଳ ଭାରତ ଆୟୁର୍ବିଜ୍ଞାନ ସଂସ୍ଥା ଭୁବନେଶ୍ୱରର ପୂର୍ବତନ ନିର୍ଦ୍ଦେଶକ ଡଃ ଅଶୋକ କୁମାର ମହାପାତ୍ର ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଉତ୍ତମ ଶିକ୍ଷା , ସ୍ୱାସ୍ଥ୍ୟ ରକ୍ଷା ଉପରେ ଗୁରୁତ୍ୱ ଦେଇ ଚରିତ୍ରବାନ ଓ ପରୋପକାରୀ ହେବାକୁ ପରାମର୍ଶ ଦେଇଥିଲେ |

ପ୍ରତିଭା ପ୍ରଦର୍ଶନ କାର୍ଯ୍ୟକ୍ରମରେ ଅନେକ ସଦସ୍ୟ ଭାଗନେଇ ଶ୍ଳୋକ, ସ୍ବରଚିତ କବିତା ଓ ଓଡିଆ ଭଜନ ବୋଲି ସମସ୍ତଙ୍କୁ ଅଭିଭୂତ କରିଥିଲେ | କାର୍ଯ୍ୟକ୍ରମକୁ ସଫଳ କରିବାରେ ମାନସ କୁମାର ରଥ, ଚନ୍ଦ୍ର ଶେଖର ମିଶ୍ର ଓ ବାଳମୁକୁନ୍ଦ ହୋତା, ନଳିନୀକାନ୍ତ ରଥ , ବ୍ରଜମୋହନ ରଥ , ଦୁର୍ଗାପ୍ରସାଦ ରଥ, ରବିନାରାୟଣ ମିଶ୍ର ଓ କଲ୍ୟାଣ ମିଶ୍ରଙ୍କ ଅବଦାନ ଅନସ୍ବୀକାର୍ଯ୍ୟ | ଉପସଭାପତି ଗିରିଜା ଶଙ୍କର ମିଶ୍ର ଉପସ୍ଥାପକ ଭାବେ କାର୍ଯ୍ୟ ପରିଚାଳନା କରିବା ସହ ଧନ୍ୟବାଦ ଅର୍ପଣ କରିଥିଲେ |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

ଶ୍ରୀମନ୍ଦିର ପଶ୍ଚିମଦ୍ବାରରେ ପ୍ରବେଶ କରିଲେ ପୁରୀ ଆଇନଜୀବୀ

June 27, 2026
ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

ବିଜେପି ସିଂହଦ୍ଵାର ପକ୍ଷରୁ ନିଃଶୁଳ୍କ ସ୍ବାସ୍ଥ୍ୟ ଶିବିର

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିରିଡିରେ ମୋରମ ପର୍ବ ପାଳିତ

ବିରିଡିରେ ମୋରମ ପର୍ବ ପାଳିତ

June 27, 2026
୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

୮୭ ଦିନର ଅବିରତ ପଦଯାତ୍ରା : ଭକ୍ତି, ବେଦନା ଓ ଅଧିକାରର ଏକ ନୀରବ ମହାଯଜ୍ଞ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version