• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୯ ନଂ ଜୋନ୍ ର ୩ ଟି ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ।

Proprietor Abhimanyu Maharana by Proprietor Abhimanyu Maharana
February 13, 2024
in Uncategorized
0
୯ ନଂ ଜୋନ୍ ର ୩ ଟି ପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ।
Share on FacebookShare on TwitterWhatsapp

୧୨ ଫେବୃଆରୀ ୨୦୨୪ (ଓଡିଶା ତାଜା ନିୟୁଜ) ଦଶପଲ୍ଲା :->  ଦଶପଲ୍ଲା ନିର୍ବାଚନ ମଣ୍ଡଳୀର ୯ ନଂ ଜୋନ ଚଢେୟାପଲ୍ଲୀ , କଳସାଖମଣ, ନୂଆଗାଁ ପଞ୍ଚାୟତରେ ପଞ୍ଚାୟତ ସ୍ତରୀୟ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଆଜିର ଏହି ସଚେତନତା କାର୍ଯ୍ୟକ୍ରମ ରେ ୩ ଗୋଟି ଗ୍ରାମପଞ୍ଚାୟତର ବହୁ ମହିଳା ସ୍ବୟଂ ସହାୟକ ଗୋଷ୍ଠୀ ର ମହିଳା ମାନେ ଯୋଗଦେଇ, ନିଜ ନିଜର ଉତ୍ପାଦନ ଦ୍ରବ୍ଯ ଗୁଡିକୁ ପ୍ରଦର୍ଶିତ କରିଥିଲେ । ଏହା ସହିତ ସ୍ବାସ୍ଥ୍ୟ ବିଭାଗ, ଶିକ୍ଷା ବିଭାଗ, ସମନ୍ବିତ ଶିଶୁ ମଙ୍ଗଳ ବିଭାଗ ସମେତ ଅନ୍ୟାନ୍ୟ ବିଭାଗ ପକ୍ଷରୁ ମିଳିତ ଭାବେ ନିଜନିଜ ବିଭାଗର ସଫଳ ଉଦ୍ୟୋଗ ଗୁଡିକୁ କୁ ଷ୍ଟଲ୍ ମାଧ୍ୟମରେ ପ୍ରଦର୍ଶିତ କରିଥିଲେ ।

ଏହି କାର୍ଯ୍ୟକ୍ରମ ରେ ସ୍ବାସ୍ଥ୍ୟ ପରୀକ୍ଷା, ପୃଷ୍ଟି ସଚେତନତା କାର୍ଯ୍ୟକ୍ରମ କୁ ଷ୍ଟଲ ମାଧ୍ୟମରେ ପ୍ରଦର୍ଶିତ କରାଯାଇଥିଲା। ଯାହାକି ସମସ୍ତ ଜନସାଧାରଣଙ୍କ ର ମୁଖ୍ୟ ଦୃଷ୍ଟି ଆକର୍ଷଣ କରିଥିଲା। କାର୍ଯ୍ୟକ୍ରମ ରେ ମୁଖ୍ୟ ଅତିଥି ଭାବରେ ଦଶପଲ୍ଲା ବିଧାୟକ ରମେଶ ଚନ୍ଦ୍ର ବେହେରା ଯୋଗ ଦେଇ ପ୍ରଦୀପ ପ୍ରଜ୍ବଳନ କରି ସଚେତନତା ଶିବିର କୁ ଉଦ୍ଘାଟନ କରିଥିବାବେଳେ, ସମ୍ମାନିତ ଅତିଥି ଭାବରେ ବ୍ଲକ୍ ଅଧ୍ୟକ୍ଷା ସୁନନ୍ଦା ସାହୁ,ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ଜାନକୀ ଦେହୁରୀ , ଦଶପଲ୍ଲା ମଣ୍ଡଳ ଉନ୍ନୟନ ଅଧିକାରୀ ସଂଜୟ କୁମାର ଆଚାର୍ଯ୍ୟ , ଜିଲ୍ଲା ପରିଷଦ ସଭ୍ୟ ବସନ୍ତ କୁମାର ପ୍ରଧାନ, ହରିଶ୍ଚନ୍ଦ୍ର ଜାନୀ,ସ୍ଥାନୀୟ ସରପଞ୍ଚ,

ସମିତିସଭ୍ୟ ଙ୍କ ସମେତ ବହୁ ପଞ୍ଚାୟତ ସ୍ତରୀୟ ନିର୍ବାଚିତ ପ୍ରତିନିଧି ୩ ଗୋଟି ପଞ୍ଚାୟତ ରେ ପ୍ରାୟ ୬୦୦୦ ରୁ ଉର୍ଦ୍ଧ୍ବ ଜନସାଧାରଣ ଯୋଗ ଦେଇଥିଲେ ।ଆଜିର ଏହି କାର୍ଯ୍ୟକ୍ରମ ରେ ଉପସ୍ଥିତ ଜନସାଧାରଣ ଙ୍କୁ ସମ୍ବୋଧିତ କରି ବିଧାୟକ ଶ୍ରୀ ବେହେରା କହିଥିଲେ ଯେ ,ଆମ ଓଡିଶାର ନବୀନ ଓଡିଶା, ମାଧ୍ୟମରେ ଆଜି ଓଡିଶା ଏକ ରୁପାନ୍ତରୀତ ରାଜ୍ୟ ରେ ପରିଣତ ହେବା ସହିତ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପ୍ରଚେଷ୍ଟାରେ ଗ୍ରାମାଞ୍ଚଳରେ ସମସ୍ତ ସହରୀ ସୁଖ ସୁବିଧା ଉପଲବ୍ଧ ହେବାକୁ ଯାଉଛି। ପ୍ରତି ଗ୍ରାମାଞ୍ଚଳରେ,

ବ୍ୟାଙ୍କ, ଶିକ୍ଷା, ସ୍ବାସ୍ଥ୍ୟ, ଗମନା ଗମନ, ପାନୀୟ ଜଳ , ସ୍ବୟଂ ସହାୟକ ଗୋଷ୍ଠୀ ର ଉନ୍ନତି କରଣ ସାଙ୍ଗକୁ ,ବିଜୁ ସ୍ଵାସ୍ଥ୍ୟକାର୍ଡ, ଗମନା ଗମନ ର ସୁବିଧା ପାଇଁ ଲକ୍ଷ୍ମିବସ,ବିଭିନ୍ନ ମନ୍ଦିର ,ମଠ ଭଳି ଅନେକ ଉନ୍ନତି ମୂଳକ କାର୍ଯ୍ୟକ୍ରମ ହୋଇଛି ।ଏହି ପରିପ୍ରେକ୍ଷୀରେ ଉପସ୍ଥିତ ଜନସାଧାରଣ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ,କନ୍ଧମାଳ ସାଂସଦ ଡ଼. ଅଚ୍ୟୁତ ସାମନ୍ତ ଓ ଦଶପଲ୍ଲା ବିଧାୟକ ଙ୍କୁ କୃତଜ୍ଞତା ଦେଇଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ୱ୍ବାନ ଷ୍ଟପ ସେଣ୍ଟର ଓ ସୁଭଦ୍ରା ଶକ୍ତି କେନ୍ଦ୍ର ଉଦଘାଟିତ

ୱ୍ବାନ ଷ୍ଟପ ସେଣ୍ଟର ଓ ସୁଭଦ୍ରା ଶକ୍ତି କେନ୍ଦ୍ର ଉଦଘାଟିତ

March 10, 2026
ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

March 10, 2026
ଶକ୍ତି ପଦଯାତ୍ରା ଅନୁଷ୍ଠିତ

ଶକ୍ତି ପଦଯାତ୍ରା ଅନୁଷ୍ଠିତ

March 10, 2026
ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

ମହିଳା ଦିବସ ଉପଲକ୍ଷେ ସମାଜ ସେବା କ୍ଷେତ୍ରରେ ପ୍ରଭାସିନୀ

March 10, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ୱ୍ବାନ ଷ୍ଟପ ସେଣ୍ଟର ଓ ସୁଭଦ୍ରା ଶକ୍ତି କେନ୍ଦ୍ର ଉଦଘାଟିତ

ୱ୍ବାନ ଷ୍ଟପ ସେଣ୍ଟର ଓ ସୁଭଦ୍ରା ଶକ୍ତି କେନ୍ଦ୍ର ଉଦଘାଟିତ

March 10, 2026
ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

ଅନ୍ତର୍ଜାତୀୟ ମହିଳା ଦିବସରେ ପୁରୀରେ ସୁଭଦ୍ରା ଯୋଜନାର ଚତୁର୍ଥ କିସ୍ତି ପ୍ରଦାନ କଲେ – ମୁଖ୍ୟମନ୍ତ୍ରୀ

March 10, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version