• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାସ୍ତା ସମସ୍ୟା, ଗାଁକୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ଘରେ ପ୍ରସବ କଲେ ମହିଳା, ପ୍ରସବା ମା, ନବଜାତ ଶିଶୁ ପୁତ୍ରକୁ 6 କିମି ଷ୍ଟ୍ରେଚର ରେ ବୋହିଲେ ଆମ୍ବୁଲାନ୍ସ କର୍ମଚାରୀ

Proprietor Abhimanyu Maharana by Proprietor Abhimanyu Maharana
February 13, 2024
in ଓଡ଼ିଶା, ଗଜପତି, ହୋମ୍
0
ରାସ୍ତା ସମସ୍ୟା, ଗାଁକୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ, ଘରେ ପ୍ରସବ କଲେ ମହିଳା, ପ୍ରସବା ମା, ନବଜାତ ଶିଶୁ ପୁତ୍ରକୁ 6 କିମି ଷ୍ଟ୍ରେଚର ରେ ବୋହିଲେ ଆମ୍ବୁଲାନ୍ସ କର୍ମଚାରୀ
Share on FacebookShare on TwitterWhatsapp

୧୨ ଫେବୃଆରୀ ୨୦୨୪ (ଓଡିଶା ତାଜା ନିୟୁଜ) ଆର,ଉଦୟଗିରି :-> ପୁଣି ଜନନୀ ଯନ୍ତ୍ରଣା l ଗାଁକୁ ରାସ୍ତା ନଥିବାରୁ ପହଞ୍ଚି ପାରିଲାନି ଆମ୍ବୁଲାନ୍ସ l ସେପଟେ ପ୍ରସବ ଯନ୍ତ୍ରଣlରେ ଛଟପଟ ହେଉଥିଲେ ମହିଳା l ଶେଷରେ ଘରେ ପ୍ରସବ କଲେ ମହିଳା ଜଣକ l ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲ୍ଲା ଆର.ଉଦୟଗିରି ବ୍ଲକ ଡlବରlଗୁଡା ପଞ୍ଚାୟତ ମଣ୍ଡମା ଗାଁରେ l ସୂଚନା ଅନୁସାରେ ଗାଁର ସlରଜlନୀ ପାଟମାଝିଙ୍କ ପ୍ରସବ ଯନ୍ତ୍ରଣା ହୋଇଥିବା l

ଫଳରେ ପରିବାର ଲୋକେ ଆର.ଉଦୟଗିରି 108 ଆମ୍ବୁଲାନ୍ସ କୁ ଖବର ଦେଇଥିଲେ l ଆମ୍ବୁଲାନ୍ସ କର୍ମଚାରୀ ତୁରନ୍ତ ବାହାରିଥିଲେ ମlଣ୍ଡମା ଗାଁକୁ l ହେଲେ ରାସ୍ତା ନଥିବା ଯୋଗୁଁ ଗାଁ ଠାରୁ 6 କିଲୋମିଟର ଦୂରରେ ଥିବା ଟୁଙ୍ଗୁରୁ ଗାଁରେ ରହିଯାଇଥିଲା ଆମ୍ବୁଲାନ୍ସ l ବାଧ୍ୟ ହୋଇ ଆମ୍ବୁଲାନ୍ସ ଫାର୍ମାସିଷ୍ଟ , ଡ୍ରାଇଭର ଓ ସହଯୋଗୀ ଚାଲି ଚାଲି ଗଲେ ମlଣ୍ଡମା ଗାଁକୁ l

ହେଲେ ଆମ୍ବୁଲାନ୍ସ କର୍ମଚାରୀ ଗାଁରେ ପହଂଚିବା ବେଳେ ମହିଳା ଜଣକ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇ ସାରିଥିଲେ l ଉଭୟ ମା ଓ ନବଜାତ ଶିଶୁଙ୍କ ସ୍ୱାସ୍ଥ୍ୟ ଗୁରୁତର ଥିବାରୁ ତୁରନ୍ତ ଆମ୍ବୁଲାନ୍ସ କର୍ମଚାରୀ ଉଭୟ ମା ଓ ଶିଶୁକୁ ଷ୍ଟ୍ରେଚର ରେ 6 କିମି ବୋହି ଆଣିଥିଲେ l ଏହାପରେ ଆମ୍ବୁଲାନ୍ସ ରେ ଆଣି ଆର.ଉଦୟଗିରି ମେଡିକାଲ ରେ ଭର୍ତ୍ତି କରିଛନ୍ତି l ବର୍ତମାନ ମା ଓ ନବଜାତ ଶିଶୁ ସୁସ୍ଥ ଥିବା ଜଣାପଡିଛି l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଲଗାଣ ବର୍ଷାରେ ପ୍ରାଥମିକ ବିଦ୍ୟାଳୟର ଛାତ ଭୁଶୁଡ଼ିଲା ବାରଣ୍ଡାରେ ପାଠ ପଢୁଛନ୍ତି ଛାତ୍ରଛାତ୍ରୀ, ମରାମତି ପାଇଁ ଦାବି

ଲଗାଣ ବର୍ଷାରେ ପ୍ରାଥମିକ ବିଦ୍ୟାଳୟର ଛାତ ଭୁଶୁଡ଼ିଲା ବାରଣ୍ଡାରେ ପାଠ ପଢୁଛନ୍ତି ଛାତ୍ରଛାତ୍ରୀ, ମରାମତି ପାଇଁ ଦାବି

August 29, 2026
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ “ନିଶାମୁକ୍ତ ଓଡିଶା ଅଭିଯାନ” ପାଳିତ

ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ “ନିଶାମୁକ୍ତ ଓଡିଶା ଅଭିଯାନ” ପାଳିତ

August 29, 2026
ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଜୟନ୍ତୀ ଅବସରରେ ଗଜପତିରେ ଜିଲ୍ଲାସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ପାଳିତ

ମେଜର ଧ୍ୟାନଚାନ୍ଦଙ୍କ ଜନ୍ମଜୟନ୍ତୀ ଅବସରରେ ଗଜପତିରେ ଜିଲ୍ଲାସ୍ତରୀୟ ଜାତୀୟ କ୍ରୀଡ଼ା ଦିବସ ପାଳିତ

August 29, 2026
ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ

ପବିତ୍ର ରାକ୍ଷୀ ପୂର୍ଣ୍ଣିମା ଅବସରରେ ‘ସୁଭଦ୍ରା’ ଯୋଜନାର ପଞ୍ଚମ କିସ୍ତି ପ୍ରଦାନ

August 29, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଲଗାଣ ବର୍ଷାରେ ପ୍ରାଥମିକ ବିଦ୍ୟାଳୟର ଛାତ ଭୁଶୁଡ଼ିଲା ବାରଣ୍ଡାରେ ପାଠ ପଢୁଛନ୍ତି ଛାତ୍ରଛାତ୍ରୀ, ମରାମତି ପାଇଁ ଦାବି

ଲଗାଣ ବର୍ଷାରେ ପ୍ରାଥମିକ ବିଦ୍ୟାଳୟର ଛାତ ଭୁଶୁଡ଼ିଲା ବାରଣ୍ଡାରେ ପାଠ ପଢୁଛନ୍ତି ଛାତ୍ରଛାତ୍ରୀ, ମରାମତି ପାଇଁ ଦାବି

August 29, 2026
ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ “ନିଶାମୁକ୍ତ ଓଡିଶା ଅଭିଯାନ” ପାଳିତ

ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ “ନିଶାମୁକ୍ତ ଓଡିଶା ଅଭିଯାନ” ପାଳିତ

August 29, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version