• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟ :୨ଡ଼ାକ୍ତରଙ୍କ ସମେତ ୬ ସ୍ୱାସ୍ଥ୍ୟ କର୍ମୀ ପଜିଟିଭ ସ୍ୱାଭାବିକ ହୋଇପାରୁନି ଓପିଡ଼ି ଚିକିତ୍ସା ସେବା – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
July 25, 2020
in Uncategorized, ଓଡ଼ିଶା, କରୋନା, ଦେଶ, ହୋମ୍
0
ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟ :୨ଡ଼ାକ୍ତରଙ୍କ ସମେତ ୬ ସ୍ୱାସ୍ଥ୍ୟ କର୍ମୀ ପଜିଟିଭ ସ୍ୱାଭାବିକ ହୋଇପାରୁନି ଓପିଡ଼ି ଚିକିତ୍ସା ସେବା – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୫ ଜୁଲାଇ ଶନିବାର) ହିଞ୍ଜିଳିକାଟୁ :- ମହାମାରୀ କରୋନା ଭୁତାଣୁ ସଂକ୍ରମଣରେ ସାରା ଦେଶ କବଳିତ । ରାଜ୍ୟର ସର୍ବାଧିକ କରୋନା ସଂକ୍ରମିତ ଗଞ୍ଜାମ ଜିଲ୍ଲାରେ ଚିହ୍ନଟ ହୋଇଛନ୍ତି । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନା ପ୍ରକାରେ ଶୁକ୍ରବାର ସୁଦ୍ଧା ଜିଲ୍ଲାରେ ୮୧୯୪ ଚିହ୍ନଟ ହୋଇଥିବା ବେଳେ ୭୩ଜଣଙ୍କ ମୃତ୍ୟୁ ଘଟିଛି । ଶୁକ୍ରବାର ସୁଦ୍ଧା ସ୍ଥାନୀୟ ପୌରାଂଚଳରେ ୩୫ଟି ଏକ୍ଟିଭ କେଶ ରହିଥିବା ବେଳେ ବ୍ଳକରେ ୯୨ଟି ଏକ୍ଟିଭ କେଶ ରହିଛି । ସ୍ଥାନୀୟ ପୌରାଂଚଳ ସମେତ ବ୍ଳକର ବିଭିନ୍ନ ଗ୍ରାମାଂଚଳରେ ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି । ଏହାକୁ ପ୍ରତିହିତ କରିବା ଲାଗି ପ୍ରଶାସନ ପକ୍ଷରୁ ବହୁ କଟକଣା ଜାରି କରାଯାଇଥିବା ବେଳେ ପ୍ରତ୍ୟେକ ଗ୍ରାମ ପଂଚାୟତରେ କୋଭିଡ଼ ମନିଟରିଂ କମିଟି ଗଠନ କରାଯିବା ଜନସଚେତନତା କାର୍ଯ୍ୟକ୍ରମ ଜାରି ରହିଛି ।ତଥାପି ସଂକ୍ରମିତଙ୍କ ସଂଖ୍ୟା କମିବାର ନା’ ଧରୁନି । ମୌସୁମୀ ଓ ବର୍ଷଋତୁର ଆଗମନ ଫଳରେ ସ୍ଥାନୀୟ ଅଂଚଳରେ ଥଣ୍ଡା, କାଶ ଓ ଜ୍ୱର ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ସ୍ଥାନୀୟ ଉପଖଣ୍ଡ ଚିକିତ୍ସାଳୟ ଉପରେ ସ୍ଥାନୀୟ ପୌରାଂଚଳ ସମେତ ନିକଟବର୍ତି ପ୍ରାୟ ୪୦ଖଣ୍ଡ ଗ୍ରାମର ଜନସାଧାରଣ ଚିକିତ୍ସା ସକାଶେ ନିର୍ଭର କରିଥାନ୍ତି ।

ଥଣ୍ଡା, କାଶ ଓ ଜ୍ୱରରେ ଆକ୍ରାନ୍ତ ରେଗୀଙ୍କ ସଂଖ୍ୟା ବୃଦ୍ଧି ପାଇବା ସହ କରୋନା ଭୟରେ ବହୁ ରୋଗୀ ଚିକିତ୍ସାଳୟକୁ ଚିକିତ୍ସା ସକାଶେ ଆସିବାକୁ ଭୟ କରୁଥିବାର ଦେଖିବାକୁ ମିଳିଛି । ତଥାପି ଦୈନିକ ୨ଶହରୁ ୨୫୦ ରୋଗୀ ଓପିଡ଼ି ଚିକିତ୍ସା ସକାଶେ ଆସୁଥିବା ଜଣାପଡ଼ିଛି । ସ୍ଥାନୀୟ ଉପଖଣ୍ଡ ଚିକିତ୍ସାଳୟରେ କାର୍ଯ୍ୟରତ ୨ ଡ଼ାକ୍ତରଙ୍କ ସମେତ ୨ଷ୍ଟାପ ନର୍ସ ଓ ୪ ସ୍ୱାସ୍ଥ୍ୟ କର୍ମୀଙ୍କ ପଜିଟିଭ ଚିହ୍ନଟ ପରେ କିଛି କର୍ମଚାରୀ ସ୍ଥାନୀୟ କୋଭିଡ଼-୧୯ ହସପିଟାଲରେ ଚିକିତ୍ସ୍ଖଚ୍ଛ ହେଉଥିବା ବେଳେ କିଛି କର୍ମଚାରୀ ମାନେ ଏବେ ଘରେ ପୃଥକବାସରେ ରହୁଥିବା ଜଣାପଡ଼ିଛି । ଯାହା ଫଳରେ ସ୍ଥାନୀୟ ଉପଖଣ୍ଡ ଚିକିତ୍ସାଳୟରେ ରୋଗୀସେବା ବାଧାପ୍ରାପ୍ତ ହୋଇଛି । ଡ଼ାକ୍ତରଖାନାରେ ବର୍ହିଚିକିତ୍ସାରେ ଅଚଳାବସ୍ଥା ଦେଖାଦେଇଛି । ଅଣକୋଭିଡ଼ ରୋଗୀଙ୍କ ସେବା ବ୍ୟାହାତ ହୋଇଥିବା ବେଳେ ମେଡ଼ିକାଲରେ ଜରୁରୀକାଳୀନ ସେବା ଜାରି ରହିଛି । ହିଞ୍ଜିଳିକାଟୁ ବ୍ଳକ ଅଧିନସ୍ଥ ୨୧ଟି ପଂଚାୟତରେ କରୋନା ପଜିଟିଭଙ୍କ ସଂଖ୍ୟା ପ୍ରାୟ ୩ଶହ ରହିଥିବା ବେଳେ ପୌରାଂଚଳରେ ସଂକ୍ରମିତଙ୍କ ସଂଖ୍ୟା ସେଂଚୁରୀ ନିକଟତର ରହିଛି ।

ପ୍ରତିଦିନ ପୌରାଂଚଳରେ ଆରୋଗ୍ୟ ହାର ବୃଦ୍ଧି ପାଉଥିବା ବେଳେ ଆବଶ୍ୟକ ଟ୍ରାକିଂ ଓ ଟେଷ୍ଟିଂ ଅଭାବରୁ ସଂକ୍ରମିତ ଚିହ୍ନଟ ହୋଇପାରୁନଥିବା ଅଭିଯୋଗ ହୋଇଛି । ସ୍ଥାନୀୟ ଅଂଚଳରେ ଥଣ୍ଡା, କାଶ ଓ ଜ୍ୱର ସମସ୍ୟା ଲାଗି ରହିଥିବା ବେଳେ ସ୍ୱାସ୍ଥ୍ୟ କର୍ମୀ ମାନେ ଘର ଘର ବୁଲି ଔଷଧ ବଂଟନ କରିବା ସକାଶେ ଦାବି ହେଉଛି । ହିଞ୍ଜିଳିକାଟୁ ବ୍ଳକ ଓ ପୌରାଂଚଳକୁ ପାଖ୍‌ାପାଖି ୧୦ ହଜାର ୫ଶହ ପ୍ରବାସୀ ଓଡ଼ିଆ ଫେରିଥିବାରୁ ପ୍ରଥମେ ସଙ୍ଗରୋଧ କେନ୍ଦ୍ରରୁ ସଂକ୍ରମିତ ଚିହ୍ନଟ ହେଉଥିବା ବେଳେ ବର୍ତମାନ ଗୋଷ୍ଠୀ ସଂକ୍ରମଣ ଦେଖାଦେଇଛି । ତଥାପି ପ୍ରଶାସନ ପକ୍ଷରୁ ଗୋଷ୍ଠୀ ସଂକ୍ରମଣ ହେଉନଥିବା ନେଇ ସ୍ପଷ୍ଟ କରାଯାଇଛି । ଏ ଦିଗରେ ବିଭାଗୀୟ ଉଚ୍ଚ କର୍ତୁପକ୍ଷ ଦୃଷ୍ଟି ପ୍ରଦାନ କରି ଆବଶ୍ୟକ ପଦକ୍ଷେପ ଗ୍ରହଣ କରିବାକୁ ଅଂଚଳବାସୀ ଦାବି ଜଣାଇଛନ୍ତି । (ହିଞ୍ଜିଳିକାଟୁ ରିପୋର୍ଟ / ଶେଷଦେବ ସାହୁ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ନାଚୁଣୀ ମହାବିଦ୍ୟାଳୟ ର ୪୬ତମ ପ୍ରତିଷ୍ଠା ଦିବସ ଉତ୍ସବ ପାଳିତ

କଥା ଦେଇ କଥା ରଖିଲା ରୋଟାରୀ କ୍ଲବ – ନୟାଗଡ଼

August 8, 2026
ନାଚୁଣୀ ମହାବିଦ୍ୟାଳୟ ର ୪୬ତମ ପ୍ରତିଷ୍ଠା ଦିବସ ଉତ୍ସବ ପାଳିତ

ନାଚୁଣୀ ମହାବିଦ୍ୟାଳୟ ର ୪୬ତମ ପ୍ରତିଷ୍ଠା ଦିବସ ଉତ୍ସବ ପାଳିତ

August 8, 2026
ଟାଙ୍ଗିସାହି ଉଚ୍ଚ ବିଦ୍ୟାଳୟରେ ବୃକ୍ଷ ରୋପଣ

ଟାଙ୍ଗିସାହି ଉଚ୍ଚ ବିଦ୍ୟାଳୟରେ ବୃକ୍ଷ ରୋପଣ

August 8, 2026
ଓଡ଼ିଶାରେ ୧.୬ କୋଟି ମହିଳା ଓ ଶିଶୁଙ୍କୁ କୃମିନାଶକ ଔଷଧ ପ୍ରଦାନ କରାଯିବ ୧୦ ଅଗଷ୍ଟରେ ପ୍ରଥମ ପର୍ଯ୍ୟାୟ କୃମିନାଶକ ଏବଂ ଭିଟାମିନ୍ – ଏ ଅଭିଯାନ

1.6 Crore women and children to get deworming dose in Odisha

August 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ନାଚୁଣୀ ମହାବିଦ୍ୟାଳୟ ର ୪୬ତମ ପ୍ରତିଷ୍ଠା ଦିବସ ଉତ୍ସବ ପାଳିତ

କଥା ଦେଇ କଥା ରଖିଲା ରୋଟାରୀ କ୍ଲବ – ନୟାଗଡ଼

August 8, 2026
ନାଚୁଣୀ ମହାବିଦ୍ୟାଳୟ ର ୪୬ତମ ପ୍ରତିଷ୍ଠା ଦିବସ ଉତ୍ସବ ପାଳିତ

ନାଚୁଣୀ ମହାବିଦ୍ୟାଳୟ ର ୪୬ତମ ପ୍ରତିଷ୍ଠା ଦିବସ ଉତ୍ସବ ପାଳିତ

August 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version