• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଚାରି ଗୋଟି ପଞ୍ଚାୟତ ରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
February 19, 2024
in ଓଡ଼ିଶା, କଟକ, ଦେଶ, ହୋମ୍
0
ଚାରି ଗୋଟି ପଞ୍ଚାୟତ ରେ ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

୧୮ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ମାହାଙ୍ଗା :- ମାହାଙ୍ଗା ବ୍ଲକ କୁସୁପୁର, ପାଇକରାପୁର,ପଣସପୁର ଓ କୁହୁଣ୍ଡା ଗ୍ରାମପଞ୍ଚାୟତ ପକ୍ଷରୁ ଆମ ଓଡ଼ିଶା ନବୀନ ଓଡ଼ିଶା ସଚେତନତା କାର୍ଯ୍ୟକ୍ରମ ପଞ୍ଚାୟତ ସ୍ତରୀୟ ହଜାର ହଜାର ସଂଖ୍ୟକ ଲୋକ ସମାଗମରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟଅତିଥି ଭାବେ ପୂର୍ବତନ ମନ୍ତ୍ରୀ ତଥା ବିଧାୟକ ପ୍ରତାପ ଜେନା ଯୋଗଦାନ କରି ଆମ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ସାଢେ ଚାରିକୋଟି ଓଡ଼ିଆଙ୍କ ଲୋକପ୍ରିୟ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଯୁଗାନ୍ତକାରୀ ବିକାଶମୂଳକ ପଦକ୍ଷେପ,ମୁଖ୍ୟମନ୍ତ୍ରୀଙ୍କ ଵିକାଶମୂଳକ ଯୋଜନା ଦ୍ୱାରା ବିଦ୍ୟାଳୟଗୁଡ଼ିକର ରୂପାନ୍ତରୀକରଣ କରାଯିବା ସହିତ,ଗମନାଗମନରେ ସୁବିଧା ,ପାନୀୟଜଳ ସୁବିଧା , ଧାର୍ମିକ ସ୍ଥଳୀ ରୂପାନ୍ତରୀକରଣ, ବ୍ୟାଙ୍କିଙ୍ଗ ଭିତିଭୂମିର ବିକାଶ ଆଦି ବିଭିନ୍ନ ବିକାଶମୂଳକ କାର୍ଯ୍ୟ ସଫଳ ରୂପାୟନ ହୋଇପାରିଛି, ଆମେ ଏହି ପଂଚାୟତରେ ଆହୁରି ଅଧିକରୁ ଅଧିକ ବିକାଶମୂଳକ କାର୍ଯ୍ୟ କରିବା ପାଇଁ ହାତରେ ହାତ ମିଶାଇ ଏକଜୁଟ ହୋଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ହାତମୁଠାକୁ ଟାଣ କରିବାର ବୋଲି ବିଧାୟକ ପ୍ରତାପ ଜେନା ପ୍ରକାଶ କରିଥିଲେ l ପଞ୍ଚାୟତର ଵିକାଶ ପାଇଁ ପଞ୍ଚାୟତବାସୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏବଂ ମାହାଙ୍ଗା ବିଧାୟକ ପ୍ରତାପ ଜେନାଙ୍କୁ କୃତଜ୍ଞତା ଜ୍ଞାପନ କରିଥିଲେ l ଅନ୍ୟମାନଙ୍କ ମଧ୍ୟରେ ଜିଲ୍ଲାପରିଷଦ ବ୍ଲକ ଅଧ୍ୟକ୍ଷା, ଉପାଧ୍ୟକ୍ଷ ସରପଞ୍ଚ, ସମିତି ସଭ୍ୟ ଓ ସଭ୍ୟା ଙ୍କ ସମେତ ବହୁ ବିଜୁ ଜନତା ଦଳ ନେତୃବୃନ୍ଦ, ଗ୍ରାମବାସୀ, ଏସଏଚଜିମହିଳା ମାନେ ଯୋଗଦାନ କରିଥିଲେ ଶେଷରେ ବିଧାୟକ ଶ୍ରୀ ଜେନା । ବରିଷ୍ଠ ନାଗରିକ ମାନଙ୍କୁ ଉତ୍ତରୀୟ ପ୍ରଦାନ ଓ ରାସନ କାର୍ଡ ଧରିଙ୍କୁ ଏକ ହଜାର ଟଙ୍କା ଓ ଦୁଇଟି ବ୍ୟାଗ ପ୍ରଦାନ କରିଥିଲେ l ପରେ ବିଭିନ୍ନ ବିଦ୍ୟାଳୟର ଛାତ୍ର ଛାତ୍ରୀ ଓ ପାଲା ଗାୟକ ମାନଙ୍କ ଦ୍ଵାରା ବାଦୀ ପାଲା ନୃତ୍ୟ ପରିବେଷଣ କରାଯାଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

ପ୍ରେମରେ ପ୍ରତାରଣା : ଗର୍ଭବତୀ ପ୍ରେମିକାକୁ ନିର୍ମମ ହତ୍ୟା କଲା ପ୍ରେମିକର ଭାଇ – ପୁଲିସର ଛାନଭିନ

May 5, 2026
ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

ହାଇଟେକ୍‌ର ଆଲାଏଡ୍‌ ଛାତ୍ରଛାତ୍ରୀ ଦେଶରେ ଶ୍ରେଷ୍ଠ ପାରାମେଡିକାଲ୍ ଷ୍ଟାଫ୍ ହେବେ – ଡକ୍ଟର ତିରୁପତି ପାଣିଗ୍ରାହୀ

May 5, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

ଏନଏସଇ ପକ୍ଷରୁ ଇଲେକ୍‌ଟ୍ରୋନିକ ଗୋଲ୍ଡ ରିସିପ୍ଟ ର ଶୁଭାରମ୍ଭ

May 6, 2026
ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

ରାଜ୍ୟସ୍ତରୀୟ ବୁଦ୍ଧିଜୀବି ସମ୍ମିଳନୀ ୨୦୨୬ – ଅନୁଷ୍ଠିତ

May 6, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version