• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ହିଞ୍ଜିଳିକାଟୁ ବ୍ଳକ ଓ ପୌରାଂଚଳରେ ସାର୍ବଜନୀନ ହେଉନି ସଂକ୍ରମିତଙ୍କ ସଂଖ୍ୟା : ସାଧାରଣରେ ଅସନ୍ତୋଷ – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
July 26, 2020
in Uncategorized, ଓଡ଼ିଶା, ଦେଶ, ହୋମ୍
0
ହିଞ୍ଜିଳିକାଟୁ ବ୍ଳକ ଓ ପୌରାଂଚଳରେ ସାର୍ବଜନୀନ ହେଉନି ସଂକ୍ରମିତଙ୍କ ସଂଖ୍ୟା : ସାଧାରଣରେ ଅସନ୍ତୋଷ – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୬ ଜୁଲାଇ ରବିବାର) ହିଞ୍ଜିଳିକାଟୁ :- ଗଞ୍ଜାମ ଜିଲ୍ଲାରେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦୃତ ଗତିରେ ବୃଦ୍ଧି ପାଉଥିବା ବେଳେ ଜିଲ୍ଲାର ୨ୟ ବୃହତମ ସହର ଭାବେ ପରିଗଣିତ ହିଞ୍ଜିଳିକାଟୁ ବ୍ଳକ ଓ ପୌରାଂଚଳରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଶନିବାର ସୁଦ୍ଧା ଜିଲ୍ଲାରେ ହୋଇଥିବା ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ସ୍ଥାନୀୟ ଅଂଚଳରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ଏହା ଉଭୟ ପ୍ରଶାସନ ଓ ସ୍ଥାନୀୟ ଜନସାଧାରଣଙ୍କ ପ୍ରତି ଚିନ୍ତା ସୃଷ୍ଟି କରୁଛି । ବିଶେଷକରି ଅଂଚଳର ବୁଦ୍ଧିଜୀବି ମହଲ ; କରୋନକୁ ନେଇ ଏକ ପ୍ରକାର ଅଜଣା ଭୟ ସୃଷ୍ଟି ହୋଇଛି । ପୂର୍ବରୁ ସ୍ଥାନୀୟ ପୌରାଂଚଳ ସମେତ ବ୍ଳକର ପଂଚାୟତସ୍ତରୀୟ ଆକ୍ରାନ୍ତଙ୍କ ସଂଖ୍ୟା ସମ୍ପର୍କରେ ସବିଶେଷ ତଥ୍ୟ ପ୍ରଦାନ କରାଯାଉଥିବା ବେଳେ ବର୍ତମାନ କିଛି ଦିନ ହେଲା ସ୍ଥାନୀୟ ପୌରାଂଚଳ କିମ୍ବା ବ୍ଳକର ସଂକ୍ରମିତଙ୍କ ସଂଖ୍ୟା ବିଷୟରେ ସୂଚନା ପ୍ରଦାନ କରାଯାଉନାହିଁ ।

ଏହାକୁ ନେଇ ଲୋକେ ଦ୍ୱନ୍ଦରେ ରହୁଛନ୍ତି । ପ୍ରଥମେ ସଙ୍ଗରୋଧ କେନ୍ଦ୍ରରୁ ସଂକ୍ରମିତ ଚିହ୍ନଟ ହେଉଥିବା ବେଳେ ବର୍ତମାନ ସ୍ଥାନୀୟ ବାସିନ୍ଦା ଏବଂ କରୋନା ଯୋଦ୍ଧା ମାନେ ସଂକ୍ରମିତ ହେଉଥିବା ଦେଖିବାକୁ ମିଳିଛି । ଏଭଳି ପରିସ୍ଥିତିରେ ପୌରାଂଚଳ ଓ ବ୍ଳକରେ ସ୍ଥିତି ବିଗିଡ଼ିବାରେ ଲାଗିଛି । କିଛି ବ୍ୟକ୍ତି କରୋନାରେ ମୃତ୍ୟୁ ବରଣ କରିଥିଲେ ମଧ୍ୟ ସରକାରେୀ ସ୍ତରରେ କେହି ମୃତ୍ୟୁବରଣ କରିନଥିବା ଦର୍ଶାଯାଇଛି । ପ୍ରତିଦିନ ସକାଳ ୧୦ଟାରେ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲୃାଣ ବିଭାଗ ପକ୍ଷରୁ ରାଜ୍ୟର ଓ କେଉଁ ଜିଲ୍ଲାର କେତେ ଆକ୍ରାନ୍ତ ଓ ମୃତକଙ୍କ ସଂକ୍ୟା ଟ୍ୱିଟ୍ କରି ସୂଚନା ପ୍ରଦାନ କରୁଥିବା ବେଳେ ସ୍ଥାନୀୟ ଅଂଚଳର ଆକ୍ରାନ୍ତଙ୍କ ସଂଖ୍ୟା ବିଷୟରେ ଜାଣିବା ସକାଶେ ବୁଦ୍ଧିଜୀବି ମାନେ ଚାତକ ଭଳି ଚାହିଁ ରହିଥିବା ବେଳେ ସ୍ଥାନୀୟ ବ୍ଳକ କିମ୍ବା ପୌର ପ୍ରଶାସନ ପକ୍ଷରୁ ସ୍ଥାନୀୟ ଅଂଚଳର ସଂକ୍ରମିତଙ୍କ ସଂଖ୍ୟା ସମ୍ପର୍କରେ ସୂଚନା ପ୍ରଦାନ କରାଯାଉନାହିଁ କିମ୍ବା ସାର୍ବଜନୀନ କରାଯାଉନାହିଁ । ଯଦ୍ୱାରା ସାଧାରଣରେ ଅସନ୍ତୋଷ ପ୍ରକାଶ ପାଇଛି । ଜିଲ୍ଲା ପ୍ରଶାସନ ଏ ଦିଗରେ ଦୃଷ୍ଟି ପ୍ରଦାନ କରି ସ୍ଥାନୀୟ ଅଂଚଳର ଆକ୍ରାନ୍ତଙ୍କ ସଂଖ୍ୟା ସାର୍ବଜନୀନ କରିବାକୁ ସାଧାରଣରେ ଦାବି ହେଉଛି ।

ଏ ନେଇ ବିଡ଼ିଓ ପ୍ରସନ କୁମାର ପାତ୍ର ଓ ପୌର ନିର୍ବାହୀ ଅଧିକାରୀ ଜଗଦିଶ ଷଡ଼ଙ୍ଗୀଙ୍କୁ ପଚାରିବାରୁ ସେ କହିଛନ୍ତି ଆକ୍ରାନ୍ତଙ୍କ ସଂଖ୍ୟା ସମ୍ପର୍କରେ ସୂଚନା ପ୍ରଦାନ ନକରିବାକୁ ଜିଲ୍ଲା ପ୍ରଶାସନ ପକ୍ଷରୁ ନିର୍ଦ୍ଦେଶ ପ୍ରଦାନ କରାଯାଇଛି । ପ୍ରକାଶ ଥାଉକି, ପୌରାଂଚଳ ଓ ବ୍ଳକର ବିଭିନ୍ନ ଅଂଚଳରେ ସଂକ୍ରମିତଙ୍କ ସଂଖ୍ୟା ଆଶତୀତ ଭାବେ ବୃଦ୍ଧି ପାଇବାରୁ ଜୁନ ୨୮ ତାରିଖ ଠାରୁ ଜିଲ୍ଲା ପ୍ରଶାସନଙ୍କ ନିର୍ଦ୍ଦେଶକ୍ରମେ ପୌରାଂଚଳର ୪ଟି ୱାର୍ଡ଼ ସମେତ ୫୯ ନଂ ଜାତୀୟ ରାଜପଥ ତଥା ପୌରାେଂଚଳର ମୁଖ୍ୟ ରାସ୍ତା ବଇଁଚବଣିଆ ଛକ ଠାରୁ ବ୍ଳକ ଛକ ଏବଂ ୩୬ ନଂ ରାଜ୍ୟ ରାଜପଥର ପରିବା ବଜାର ଠାରୁ ହିଞ୍ଜିଳି ମୁଖ୍ୟ ରାସ୍ତାକୁ କଂଟେନମେଂଟ ଓ ପୌରାଂଚଳର ୩କିମି ପରିଧି ଭୁକ୍ତ ଅଂଚଳକୁ ବଫରଜୋନ ଭାବେ ଘୋଷଣା କରାଯାଇଥିଲା । ସେହିପରି ବ୍ଳକ ପ୍ରଶାସନ ପକ୍ଷରୁ ୧୦ଟି ପଂଚାୟତକୁ କଂଟେନମେଂଟ ଜୋନ ଓ ୫ଟି ପଂଚାୟତକୁ ବଫରଜୋନ ଭାବେ ଘୋଷଣା କରାଯାଇଥିଲା । ଚଳିତ ମାସ ୨୨ ତାରିଖ ଠାରୁ ପୌରାଂଚଳ ତଥା ୫୯ ନଂ ଜାତୀୟ ରାଜପଥର ମୁଖ୍ୟ ରାସ୍ତାରୁ କଂଟେନେଂମଟ କଟକଣାକୁ ପ୍ରତ୍ୟାହାର କରାଯାଇଥିଲା ଏବଂ ୧୫ଟି ୱାର୍ଡ଼କୁ ରେଡ଼୍ ଜୋନ ଭାବେ ଘୋଷଣା କରାଯିବା ସହ ସଂପୃକ୍ତ ସାହିର ପ୍ରାବେଶପଥ ଗୁଡ଼ିକୁ ବାଉଁଶବାଡ଼ ସହାୟତାରେ ଅବରୋଧ କରାଯାଇଛି । (ହିଞ୍ଜିଳିକାଟୁ/ଶେଷଦେବ ସାହୁ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

ଅହଙ୍କାର ସର୍ବନାଶ ‘ଜଉଘର’ ନାଟକରେ ସୁନ୍ଦର ଭାବ ପ୍ରତିଫଳିତ

May 11, 2026
ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

ପୁରୀ ସହର ସମସ୍ୟା ବୁଝିବ କିଆ ? ଚେଇଁ ଶୋଇଥାଏ ଯିଏ ତାକୁ ଉଠାଇବ କିଏ

May 11, 2026
Odisha Taza News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

ସ୍ବର୍ଗଦ୍ବାର ହିନ୍ଦୁମାନଙ୍କ ପାଇଁ ଉଦ୍ଦିଷ୍ଟ

May 11, 2026
ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

ରାଜ୍ଯସ୍ତରୀୟ ଯୋଗ ପ୍ରତିଯୋଗିତା ଉଦଯାପିତ

May 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version