• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

କଳାହାଣ୍ଡି ଜିଲ୍ଲା ସ୍ତରୀୟ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ

Proprietor Abhimanyu Maharana by Proprietor Abhimanyu Maharana
February 19, 2024
in ଓଡ଼ିଶା, କଳାହାଣ୍ଡି, ହୋମ୍
0
କଳାହାଣ୍ଡି ଜିଲ୍ଲା ସ୍ତରୀୟ ‘ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର’ ସମାରୋହ
Share on FacebookShare on TwitterWhatsapp

୧୮ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) କଳାହାଣ୍ଡି :-> ଗୁଣାତ୍ମକ ଶିକ୍ଷାକୁ ସୁନିଶ୍ଚିତ କରିବା ଉଦ୍ଦେଶ୍ୟରେ ଶିକ୍ଷା ବିଭାଗ ତରଫରୁ ଅନେକ ସମୟରେ ଅଭିନବ ଯୋଜନା ସବୁ ପ୍ରଣୟନ ହେଉଛି। ସେହି କ୍ରମରେ ଶିକ୍ଷାୟତନର ବିବିଧ ଦିଗ ଉପରେ ଗୁରୁତ୍ୱ ଦିଆଯାଉଛି। ଏହାସହ ସମ୍ପୃକ୍ତ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ଏସଏମସି, ଆଲୁମିନି କମିଟି ଓ ଗ୍ରାମପଞ୍ଚାୟତମାନଙ୍କୁ ଶିକ୍ଷାର ବିକାଶ ଦିଗରେ ଉତ୍ସାହିତ କରିବା ପାଇଁ ପ୍ରଚଳିତ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ଏକ ଅଭିନବ ପ୍ରୟାସ ବୋଲି କଳାହାଣ୍ଡି ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଅବସରରେ ଅତିଥିମାନେ ମତବ୍ୟକ୍ତ କରିଛନ୍ତି।

କଳାହାଣ୍ଡି ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ ପକ୍ଷରୁ ସ୍ଥାନୀୟ ଡିଆଇଇଟି ପଡ଼ିଆରେ ଜିଲ୍ଲା ସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ସମାରୋହ ଆୟୋଜିତ ହୋଇଯାଇଛି। ଜିଲ୍ଲା ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ଚୋପଦାରଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ଅତିଥି ଭାବେ ରାଜ୍ୟସଭା ସାଂସଦ ସୁଜିତ କୁମାର, ଜୁନାଗଡ଼ ବିଧାୟକ କ୍ୟାପଟେନ ଦିବ୍ୟ ଶଙ୍କର ମିଶ୍ର, ଲାଞ୍ଜିଗଡ଼ ବିଧାୟକ ପ୍ରଦୀପ ଦିଶାରୀ, ଧର୍ମଗଡ଼ ବିଧାୟକ ମୌଷଧି ବାଗ, ଭବାନୀପାଟଣା ପୌରାଧ୍ୟକ୍ଷା ସଂଯୁକ୍ତା ବେହେରା, ଜିଲ୍ଲା ମଙ୍ଗଳ ଅଧିକାରୀ ଅରବିନ୍ଦ ରାୟ, ଅତିରିକ୍ତ ଜିଲ୍ଲା ସ୍ୱାସ୍ଥ୍ୟ ଅଧିକାରୀ ନିହାରେନ୍ଦ୍ର ପଣ୍ଡା,

ଡିଆଇଇଟି ଅଧ୍ୟକ୍ଷା ଡ.ସ୍ନେହପ୍ରଭା ମହାପାତ୍ର, ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ଟେମଲାଲ ଦୁବେ, ଜିଲ୍ଲାର ସମସ୍ତ ପଞ୍ଚାୟତ ସମିତି ଅଧ୍ୟକ୍ଷ ଅଧ୍ୟକ୍ଷା ଅତିଥି ଭାବେ ଯୋଗଦେଇ କୃତି ପ୍ରତିଭା ଓ ଅନୁଷ୍ଠାନମାନଙ୍କୁ ପୁରସ୍କୃତ କରିଥିଲେ। ଏହି ଅବସରରେ ୧୧୭ ଜଣ ଛାତ୍ରଛାତ୍ରୀଙ୍କୁ ଜିଲ୍ଲା ସ୍ତରୀୟ ଏକାଡେମିକ ପୁରସ୍କାର (₹୧୧,୭୦,୦୦୦), ୧୩୩୪ ଜଣ ଛାତ୍ରଛାତ୍ରୀଙ୍କୁ ବ୍ଲକ ସ୍ତରୀୟ ଏକାଡେମିକ ପୁରସ୍କାର (₹୬୬,୭୦,୦୦୦), ୬୧୪ ଜଣଙ୍କୁ ଛାତ୍ର ଲିଡରସିପ ପୁରସ୍କାର (₹୧୮,୪୨,୦୦୦), ୧୨ଟି ବ୍ଲକ ଆଲୁମିନି କମିଟି ପୁରସ୍କାର (₹୩,୬୦,୦୦୦), ୭ଟି ମାଧ୍ୟମିକ ପ୍ରଧାନଶିକ୍ଷକ ପୁରସ୍କାର (୨,୧୦,୦୦୦), ୩୯ଟି ଲେଖାଏଁ ମାଧ୍ୟମିକ ଓ ପ୍ରାଥମିକ ବିଦ୍ୟାଳୟ ପୁରସ୍କାର (₹୧,୧୭,୦୦,୦୦୦ ଓ (୩୯,୦୦,୦୦୦), ୧୩ଟି ଲେଖାଏଁ ବ୍ଲକ ସ୍ତରୀୟ ଗ୍ରାମପଞ୍ଚାୟତ ପୁରସ୍କାର (₹୧୩,୦୦,୦୦୦), ଏସଏମସି ପୁରସ୍କାର (₹୩,୯୦,୦୦୦) ଓ ପ୍ରାଥମିକ ଶିକ୍ଷକ ପୁରସ୍କାର ପ୍ରଦାନ (₹୩,୨୫,୦୦୦) ପ୍ରଦାନ କରାଯାଇଥିଲା।

ଜିଲ୍ଲାର ୧୩ଟି ବ୍ଲକରୁ ସମୁଦାୟ ୨୨୦୨ ଛାତ୍ରଛାତ୍ରୀ, ଶିକ୍ଷକ ଶିକ୍ଷୟିତ୍ରୀ, ଏସଏମସି, ଆଲୁମିନି କମିଟି ଓ ଗ୍ରାମପଞ୍ଚାୟତ ପ୍ରତିନିଧି ଉପସ୍ଥିତ ରହି ପୁରସ୍କାର ଗ୍ରହଣ କରିଥିଲେ। ଏହି ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମରେ ସର୍ବେଶ୍ୱର ଭୋଇ, ଜଗନ୍ନାଥ ତ୍ରିପାଠୀ, ସଂଗୀତା ରାଉତ ଓ ଯଦୁ ନାଏକ ସଂଗୀତ ପରିବେଷଣ କରିଥିବା ବେଳେ ଡିଆଇଇଟିର ଗୁରୁଛାତ୍ରଛାତ୍ରୀ ନୃତ୍ୟ ପରିବେଷଣ କରିଥିଲେ। ମଞ୍ଚ ପରିଚାଳନା କରିଥିଲେ ଶିକ୍ଷକ ଡିଲେଶ୍ବର ରଣା, ଶ୍ରୁତି ସିଲଭା ପଣ୍ଡା ଓ ବିରଞ୍ଚି ନାରାୟଣ ମୁଣ୍ଡ। ସମଗ୍ର କାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ମୋ ସ୍କୁଲ ସଂଯୋଜକ ପ୍ରଶାନ୍ତ ନନ୍ଦ ଓ ଶଗଡ଼ା ହାଇସ୍କୁଲ ପ୍ରଧାନଶିକ୍ଷକ ସୁକାନ୍ତ ସାହୁ। ଏଥିରେ ଜିଲ୍ଲା ଶିକ୍ଷା କାର୍ଯ୍ୟାଳୟ, ସମଗ୍ର ଶିକ୍ଷା, ଜିଲ୍ଲାର ସମସ୍ତ ବିଇଓ, ଏବିଇଓ, ଡିଆଇଇଟି ଓ ଆୟୋଜକ କମିଟିର ସମସ୍ତ ସଦସ୍ୟ ସଦସ୍ୟା ସହଯୋଗ କରିଥିଲେ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

ନୟାଗଡରେ ସିଏମ ଟ୍ରଫି ଫୁଟବଲ୍ ଟୁର୍ଣ୍ଣାମେଣ୍ଟ : ୨-୧ ଗୋଲରେ ଶରଣକୁଳ ଏଫ.ସି ଡିଏଭି ଏଫ.ସି ନୟାଗଡ ଠାରୁ ବିଜୟୀ

May 1, 2026
ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

ଇଟାମାଟି ପଂଚାୟତ ପି.ଇ.ଓ ଙ୍କୁ ବ୍ଲକରେ ଦିଆଗଲା ଅବସର କାଳୀନ ସମ୍ୱର୍ଦ୍ଧନା

May 1, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

ଜଙ୍ଗଲ ମଧ୍ୟରେ ଗଛିତ ଥିବା ୩୫୪୮ କେଜି ବେଆଇନ ଗଞ୍ଜେଇ ଜବତ

May 1, 2026
ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

ଶ୍ରୀମନ୍ଦିର ପ୍ରବେଶ ଓ ଦର୍ଶନ ଅଧିକାର ପାଇଁ ପଦଯାତ୍ରା କୁ ୧ ମାସ ପୂରିଲା

May 1, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version