• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ରାୟଗଡ଼ା ଜିଲ୍ଲା ଉଜ୍ଜ୍ୱଳା ଦିଦି ସଂଘ ପକ୍ଷରୁ ମହାମହିମ ରାଷ୍ଟ୍ରପତି ଏବଂ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କୁ ୩ ଦଫା ଦାବି ପତ୍ର ପ୍ରଦାନ

Proprietor Abhimanyu Maharana by Proprietor Abhimanyu Maharana
February 21, 2024
in ଓଡ଼ିଶା, ରାୟଗଡା, ହୋମ୍
0
ରାୟଗଡ଼ା ଜିଲ୍ଲା ଉଜ୍ଜ୍ୱଳା ଦିଦି ସଂଘ ପକ୍ଷରୁ ମହାମହିମ ରାଷ୍ଟ୍ରପତି ଏବଂ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କୁ ୩ ଦଫା ଦାବି ପତ୍ର ପ୍ରଦାନ
Share on FacebookShare on TwitterWhatsapp

୨୦ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ରାୟଗଡ଼ା :-> ଭାରତୀୟ ମଜଦୁର ସଂଘ ଦ୍ଵାରା ପରିଚାଳିତ ଓଡ଼ିଶା ରାଜ୍ୟ ଉଜ୍ଜ୍ୱଳା ଦିଦି ସଂଘ ରାୟଗଡ଼ା ଜିଲ୍ଲା ପକ୍ଷରୁ ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇ ଥିଲା। ଭାରତ ବର୍ଷରେ ଭାରତ ସରକାରଙ୍କ ଦ୍ୱାରା ପ୍ରତିଟି ଗରିବ ଲୋକଙ୍କ ଘରେ ଉଜ୍ଜଳା ଗ୍ୟାସ ଯୋଗାଇଦିଆଗଲା ଯାହା ଫଳରେ କୋଟି କୋଟି ଲୋକ ଉପକୃତ ହେଲେ । ଯାହାକି ଭାରତର ପ୍ରଧାନମନ୍ତ୍ରୀ ବିଭିନ୍ନ ସଭାସମିତିରେ ଭାଷଣ ମାଧ୍ୟମରେ କହିଛନ୍ତି ।

ଏହା ଆମ ଦେଶ ପାଇଁ ଗର୍ବ ଓ ଗୌରବର ବିଷୟ। ଓଡ଼ିଶାରେ ମଧ୍ୟ ଏହି କାର୍ଯ୍ୟକୁ ସାକାର କରିବା ପାଇଁ ଉଜ୍ଜ୍ୱଳା ଦିଦି ମାନଙ୍କୁ କାର୍ଯ୍ୟଭାର ଦାୟିତ୍ଵ ଦିଆଯାଇଥିଲା। ସେମାନେ ସରକାରଙ୍କ ଏହି ଯୋଜନାରୁ ସଫଳ କରିବା ଦିଗରେ ସହଯୋଗ ର ହାତ ବଢ଼ାଇଥିଲେ । ଓଡ଼ିଶାରେ କାର୍ଯ୍ୟରତ ଉଜ୍ଜ୍ୱଳା ଦିଦି ମାନଙ୍କର କିଛି ଦାବି ଭାରତୀୟ ମଜଦୁର ସଂଘ ଦ୍ଵାରା ପରିଚାଳିତ ଓଡ଼ିଶା ରାଜ୍ୟ ଉଜ୍ଜ୍ୱଳା ଦିଦି ସଂଘ ରାୟଗଡ଼ା ଜିଲ୍ଲା ପକ୍ଷରୁ ରାୟଗଡ଼ା ଜିଲ୍ଲାପାଳଙ୍କ ଜରିଆରେ ମହାମହିମ ରାଷ୍ଟ୍ରପତି ଏବଂ ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ଉଦ୍ଦେଶ୍ୟରେ ୩ ଦଫା ଦାବି ପତ୍ର ରାୟଗଡ଼ା ଅତିରିକ୍ତ ଜିଲ୍ଲାପାଳ ଭାସ୍କର ଚନ୍ଦ୍ର ରଇତଙ୍କୁ ପ୍ରଦାନ କରିଥିଲେ ।

ଦାବି ମଧ୍ୟରେ ଉଜ୍ଜ୍ୱଳା ଦିଦି ମାନଙ୍କୁ କାର୍ଯ୍ୟଦେବା ସମୟରେ ଯେଉଁ ସବୁ ପ୍ରତିଶୃତି ଦିଆଯାଇଥିଲା ତାହାକୁ କାର୍ଯ୍ୟକାରୀ କରାଯିବା , ସମସ୍ତ ଉଜ୍ଜ୍ୱଳା ଦିଦି ମାନଙ୍କ ପାଇଁ ସାମାଜିକ ସୁରକ୍ଷା ଯୋଗାଇ ଦିଆଯିବ , ଉଜ୍ଜ୍ୱଳା ଦିଦି ମାନଙ୍କୁ କର୍ମ ନିଯୁକ୍ତି ଯୋଜନାରେ ଉଜ୍ଜ୍ୱଳା ଦିଦି ମାନଙ୍କୁ କାମ ଯୋଗାଇ ଦେବା ସହ ପାରିଶ୍ରମିକ ଯୋଗାଇ ଦିଆଯିବା ଅନ୍ତର୍ଭୁକ୍ତ କରିବା । ରାୟଗଡ଼ା ଜିଲ୍ଲା ସଂଯୋଜିକା ଶ୍ରୀମତୀ ଭବାନୀ ନିମାଲଙ୍କ ସଂଯୋଜନାରେ ଆୟୋଜିକା କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ଭାରତୀୟ ମଜଦୁର ସଂଘ ର ରାଜ୍ୟ ଉପସଭାପତି ଶ୍ରୀ ଯୋଗେଶ୍ଵର ଦାସ ,

ମୂଖ୍ୟ ବକ୍ତା ଭାବେ ଉଜ୍ଜ୍ୱଳା ଦିଦି ସଂଘ ର ରାଜ୍ୟ ସଭାନେତ୍ରୀ ଶ୍ରୀମତୀ ବୀଣାପାଣି ବେହେରା , ସମ୍ମାନୀୟ ଅତିଥି ଭାବେ ଭାରତୀୟ ମଜଦୁର ସଂଘ ର ଜିଲ୍ଲା ସଭାପତି ମହନ ରାଓ ମାଝୀ , ଜିଲ୍ଲା ସମ୍ପାଦକ ଗଣେଶ କୁମାର ସାହୁ , ସହ ସମ୍ପାଦିକା ନେହା ସିଂ , ନଗର ସଭାପତି ଶିବ ପ୍ରସାଦ ସିଂ ଯୋଗ ଦେଇଥିଲେ । କାର୍ଯ୍ୟକ୍ରମକୁ ଜିଲ୍ଲା ସଂଘର କଟି କାଡ୍ରାକା , ଯମୁନା କାଡ୍ରାକା , ଦୟାବତି ଦଳପତି , ଅମ୍ବିକା ଶବର ସହ ଜିଲ୍ଲା ର କାର୍ଯ୍ୟକାରୀ ସଦସ୍ୟ ମାନେ ପରିଚାଳନା ରେ ସହଯୋଗ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଉତ୍କଳ ହସ୍ପିଟାଲରେ ବିଶ୍ୱ ଲ୍ୟାବରେଟରୀ ପ୍ରୋଫେସନାଲ୍ସ ସପ୍ତାହ ପାଳନ

Utkal Hospital Observes World Laboratory Professionals Week

April 26, 2026
ଉତ୍କଳ ହସ୍ପିଟାଲରେ ବିଶ୍ୱ ଲ୍ୟାବରେଟରୀ ପ୍ରୋଫେସନାଲ୍ସ ସପ୍ତାହ ପାଳନ

ଉତ୍କଳ ହସ୍ପିଟାଲରେ ବିଶ୍ୱ ଲ୍ୟାବରେଟରୀ ପ୍ରୋଫେସନାଲ୍ସ ସପ୍ତାହ ପାଳନ

April 26, 2026
ନୀଳକଣ୍ଠେଶ୍ଵର ଦେବଙ୍କ ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ

ନୀଳକଣ୍ଠେଶ୍ଵର ଦେବଙ୍କ ବିଶ୍ଵଶାନ୍ତି ମହାଯଜ୍ଞ ଉଦଯାପିତ

April 26, 2026
ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

ରାଜସୁନାଖଳା ପଞ୍ଚାୟତରେ ପଞ୍ଚାୟତ ଦିବସ ପାଳିତ

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଉତ୍କଳ ହସ୍ପିଟାଲରେ ବିଶ୍ୱ ଲ୍ୟାବରେଟରୀ ପ୍ରୋଫେସନାଲ୍ସ ସପ୍ତାହ ପାଳନ

Utkal Hospital Observes World Laboratory Professionals Week

April 26, 2026
ଉତ୍କଳ ହସ୍ପିଟାଲରେ ବିଶ୍ୱ ଲ୍ୟାବରେଟରୀ ପ୍ରୋଫେସନାଲ୍ସ ସପ୍ତାହ ପାଳନ

ଉତ୍କଳ ହସ୍ପିଟାଲରେ ବିଶ୍ୱ ଲ୍ୟାବରେଟରୀ ପ୍ରୋଫେସନାଲ୍ସ ସପ୍ତାହ ପାଳନ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version