• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେପିରେ ଯୋଗ ଦେଲେ ବିଜେଡି ବିଧାୟକ ପ୍ରଦୀପ ପାଣିଗ୍ରାହୀ

Proprietor Abhimanyu Maharana by Proprietor Abhimanyu Maharana
February 21, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ବିଜେପିରେ ଯୋଗ ଦେଲେ ବିଜେଡି ବିଧାୟକ ପ୍ରଦୀପ ପାଣିଗ୍ରାହୀ
Share on FacebookShare on TwitterWhatsapp

 ଓଡିଶାରେ ଛାୟା ସରକାରର ଶାସନ ଚାଲିଛି ଏବଂ ଏହା ବିତାଡିତ ହେବା ଜରୁରୀ : ପ୍ରଦୀପ ପାଣିଗ୍ରାହୀ

 ମୋଦି ସରକାର ଏବଂ ମୋଦି ଗ୍ୟାରେଂଟି ଉପରେ ଓଡିଶାବାସୀଙ୍କ ଆସ୍ଥା ବୃଦ୍ଧି ପାଇଚାଲିଛି

 ଓଡ଼ିଶାରେ ଅନ୍ଧ, ମୂକ, ବଧିର, ଗର୍ବୀ, ଅହଙ୍କାରୀ ସରକାରକୁ ହଟାଇବା ଜରୁରୀ

 ରାଜ୍ୟ ସଭାପତି, ବରିଷ୍ଠ ନେତା ଏବଂ ଗଂଜାମ ଜିଲ୍ଲାର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ହେଲେ ସାମିଲ

 ବିଜେପି ସରକାର ହେଲେ ରାଜ୍ୟରେ ସଚିବାଳୟଠାରୁ ମନ୍ତ୍ରାଳୟ ସମସ୍ତଙ୍କ ପାଇଁ ଖୋଲା ରହିବ

 ଲୋକଙ୍କ ପାଇଁ ସମର୍ପିତ ହେବ ବିଜେପି ସରକାର

୨୧ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଭୁବନେଶ୍ୱର  :->  ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀଙ୍କ ହାତମୁଠାକୁ ସୁଦୃଢ଼ କରିବା ପାଇଁ ଓ ଓଡିଶାର ବିକାଶ ପାଇଁ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଓ ତାଙ୍କ ସମର୍ଥକମାନେ ଶଙ୍ଖ ଛାଡି ରାଜ୍ୟ ସଭାପତି ଶ୍ରୀ ମନମୋହନ ସାମଲଙ୍କ ସଭାପତିତ୍ୱ ଓ କାର୍ଯ୍ୟକର୍ତାଙ୍କ ଉପସ୍ଥିତିରେ ରାଜ୍ୟ କାର୍ଯ୍ୟାଳୟଠାରେ ପଦ୍ମ ଧରିଛନ୍ତି । ଆଜିର ଏହି ମିଶ୍ରଣ ପର୍ବ ପାର୍ଟିର ସଂଗଠନକୁ ଆହୁରି ସୁଦୃଢ କରିବ । ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କ ନେତୃତ୍ୱ ଏବଂ ଭାରତୀୟ ଜନତା ପାର୍ଟି ପ୍ରତି ଦେଶବାସୀ ତଥା ରାଜ୍ୟବାସୀଙ୍କ ଆସ୍ଥା ଓ ବିଶ୍ୱାସ ବୃଦ୍ଧି ପାଇ ଚାଲିଛି ।

ଓଡିଶାରେ ଛାୟା ସରକାରର ଶାସନ ଚାଲିଛି ଏବଂ ଏହା ବିତାଡିତ ହେବା ଜରୁରୀ । ମୋଦି ସରକାର ଏବଂ ମୋଦି ଗ୍ୟାରେଂଟି ଉପରେ ଓଡିଶାବାସୀଙ୍କ ଆସ୍ଥା ବୃଦ୍ଧି ପାଇଚାଲିଛି । ଏବେ ଓଡ଼ିଶାରେ ଦିନକୁ ଦିନ ବିଜେପି ବଢ଼ୁଛି ବିଜୁ ଜନତା ଦଳ ତଳକୁ ତଳ ଖସୁଛି । ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ଶ୍ରୀ ସାମଲ ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ଦଳୀୟ ଉତରୀୟ ଓ ଟୋପି ପିନ୍ଧାଇ ସ୍ୱାଗତ କରାଯାଇଥିଲା । ଏହାପରେ ଶ୍ରୀ ପ୍ରଦୀପ ପାଣିଗ୍ରାହୀ କହିଛନ୍ତି ଯେ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶକୁ ସାରା ବିଶ୍ୱରେ ସମ୍ମାନିତ କରିଛନ୍ତି । ମୋଦିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ମୁଁ ବିଜେପିରେ ମିଶିଛି ।

ଓଡ଼ିଶାରେ ଅନ୍ଧ, ମୂକ, ବଧିର, ଗର୍ବୀ, ଅହଙ୍କାରୀ ସରକାରକୁ ହଟାଇବାର ସମୟ ଆସିଛି । ନବୀନ ବାବୁ ଅଟଳ ବିହାରୀ ବାଜପେୟୀଙ୍କ ଆଶୀର୍ବାଦରେ ମୁଖ୍ୟମନ୍ତ୍ରୀ ହୋଇଥିଲେ । ହେଲେ ପରେ ନିଜର ସ୍ୱାର୍ଥ ଲାଗି ବିଜେପିର ହାତ ଛାଡିଥିଲେ । ନବୀନ ବାବୁଙ୍କୁ ହଟାଇବା ଓ ବିଜେପିକୁ କ୍ଷମତାକୁ ଆଣିବାର ସମୟ ଆସିଛି । ପୂର୍ଣ୍ଣ ସମର୍ଥନ ଦେଇ ଥରେ ବିଜେପିକୁ ଓଡ଼ିଶାରେ କ୍ଷମତାସୀନ କରିବାକୁ ସେ ଓଡ଼ିଶାବାସୀଙ୍କୁ ନିବେଦନ କରିଛନ୍ତି । ଲୋକଙ୍କ ପାଇଁ ସମର୍ପିତ ହେବ ବିଜେପି ସରକାର । ବିଜେପି ସରକାର ହେଲେ ରାଜ୍ୟରେ ସଚିବାଳୟଠାରୁ ମନ୍ତ୍ରାଳୟ ସମସ୍ତଙ୍କ ପାଇଁ ଖୋଲା ରହିବ ।

ଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଜୀଙ୍କ ପାଇଁ ଦେଶରେ ଅଭୁତପୂର୍ବ ଜନଜାଗରଣ ସୃଷ୍ଟି ହୋଇଛି । “ଶ୍ରେଷ୍ଠ ଭାରତ, ଶ୍ରେଷ୍ଠ ଓଡ଼ିଶା ଗଠନର ପ୍ରକୃଷ୍ଠ ସମୟ ଆସିଛି । ବର୍ତମାନ ଓଡ଼ିଶାବାସୀ ପରିବର୍ତନ ମୁହାଁ ହୋଇଛନ୍ତି । ସୁଦୃଢ଼ ଭାରତ ଗଠନ ପାଇଁ ସୁଦୃଢ଼ ଓଡ଼ିଶା ଗଠନର ଆବଶ୍ୟକତା ଅଛି । ଓଡ଼ିଶାରେ ଏକଛତ୍ରବାଦୀ ସରକାର ହଟାଇ ଲୋକତନ୍ତ୍ର ସରକାର ଆଣିବା ଦରକାର । ସଂକୀର୍ଣ୍ଣ ବିଚାରରୁ ଊର୍ଦ୍ଧ୍ୱକୁ ଯାଇ ଜାତୀୟତାର ମୁଖ୍ୟ ସ୍ରୋତରେ ଯୋଡି ହେବାକୁ ଆହ୍ୱାନ ଦେଇଛନ୍ତି ।

“ଓଡ଼ିଶାରେ ଡବଲ ଇଞ୍ଜନ”ର ସରକାର ଗଠନ ହେଲେ ବିକାଶ ଧାରା ତ୍ୱରାନ୍ୱିତ ହୋଇପାରିବ । କୃଷକ, ଗରିବ, ଯୁବକ ଓ ମହିଳା ଗୋଷ୍ଠୀଙ୍କ ପାଇଁ ମୋଦିଜୀଙ୍କ ପ୍ରାଥମିକତାକୁ ପ୍ରଶଂସା କରିଛନ୍ତି ଶ୍ରୀ ପାଣିଗ୍ରାହୀ । ଏହି ମିଶ୍ରଣ ପର୍ବରେ ପୂର୍ବତନ ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତି, ବରିଷ୍ଠ ନେତା ଭୃଗୁ ବକ୍ସିପାତ୍ର, ରାଜ୍ୟ ମୁଖପାତ୍ର ସଜ୍ଜନ ଶର୍ମା, ଦିଲୀପ ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026
ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

ସିଆଇଆଇ ଓଡିଶା ପକ୍ଷରୁ ଓଡିଶାରେ ଶିଳ୍ପ ଅଭିବୃଦ୍ଧି ଓ ସ୍ଥାୟୀ ବିିକାଶ ପାଇଁ ଏକ ରୋଡମ୍ୟାପ ସହିତ ୨୦୨୬ – ୨୭ ପାଇଁ ନୂଆ ନେତୃତ୍ୱ ଘୋଷଣା

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version