• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଅଙ୍କୁରା ହସ୍ପିଟାଲ ପକ୍ଷରୁ ଭୁବନେଶ୍ୱରରେ ମହିଳା ଓ ଶିଶୁମାନଙ୍କ ପାଇଁ ୧୨୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ଉଦଘାଟିତ

Proprietor Abhimanyu Maharana by Proprietor Abhimanyu Maharana
February 22, 2024
in ଓଡ଼ିଶା, ଦେଶ, ମହାନଗର, ହୋମ୍
0
ଅଙ୍କୁରା ହସ୍ପିଟାଲ ପକ୍ଷରୁ ଭୁବନେଶ୍ୱରରେ ମହିଳା ଓ ଶିଶୁମାନଙ୍କ ପାଇଁ ୧୨୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ଉଦଘାଟିତ
Share on FacebookShare on TwitterWhatsapp

୨୧ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଭୁବନେଶ୍ୱର :- ହାଇଦ୍ରାବାଦସ୍ଥିତ ମହିଳା ଓ ଶିଶୁ ହସପିଟାଲ ଅଙ୍କୁରା ହସପିଟାଲ ଭୁବନେଶ୍ୱରରେ ସ୍ୱାସ୍ଥ୍ୟସେବାରେ ପରିବର୍ତନ ଆଣିବାକୁ ଯାଉଛି । ବିଭିନ୍ନ କ୍ଷେତ୍ରରେ ଯତ୍ନ ନେବା ପାଇଁ ଏକ ପ୍ରତିଶ୍ରୁତି ସହ ଉଚ୍ଚ ଆପଦପୂର୍ଣ୍ଣ ଶିଶୁ, ପ୍ରେଡିଆଟ୍ରିକ ଗ୍ୟାଷ୍ଟ୍ରୋ,ଏଂଟେରୋଲୋଜି, ଶିଶୁ ସ୍ନାୟବିକ ବିଜ୍ଞାନ, ଅର୍ଥୋପେଡିକ୍ସ, କ୍ୟାନସର ଚିକିତ୍ସା ଓ ଜରୁରୀକାଳୀନ ଚିକିତ୍ସା ପାଇଁ ଏହି ୧୨୦ ଶଯ୍ୟା ବିଶିଷ୍ଟ ହସପିଟାଲ ଉଦଘାଟିତ ହୋଇ ଯାଇଛି । ଏହି ହସପିଟାଲ ମହିଳା ଓ ଶିଶୁମାନଙ୍କ ପାଇଁ ବିଶେଷ ସୁବିଧା ଯୋଗାଇବା ପାଇଁ ପ୍ରସ୍ତୁତ ହୋଇଛି ଓ ଗୁଣମାନର ସେବା ଯୋଗାଇବା ଲକ୍ଷ୍ୟ ରଖିଛି । ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା-ମାନ୍ୟବର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ପବ୍ଲିକ ଏଂଟରପ୍ରାଇଜେସ, ସମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ; ସମ୍ମାନିତ ଅତିଥି- ଶ୍ରୀ ଅନନ୍ତ ନାରାୟଣ ଜେନା-ମାନ୍ୟବର ବିଧାୟକ, କେନ୍ଦ୍ରୀୟ ଭୁବନେଶ୍ୱର; ଶ୍ରୀ ଅମର ପଟ୍ଟନାୟକ, ମାନ୍ୟବର ସାଂସଦ, ରାଜ୍ୟସଭା, ଶ୍ରୀ ସୁଶାନ୍ତ କୁମାର ରାଉତ, ମାନ୍ୟବର ବିଧାୟକ, ଭୁବନେଶ୍ୱର ଉତର, ଶ୍ରୀମତୀ ସୁଲୋଚନା ଦାସ- ମାନ୍ୟବର ମେୟର,ବିଏମସି, ଭୁବନେଶ୍ୱର; ଶ୍ରୀମତୀ କବିତା ସ୍ୱାଇଁ ମାନ୍ୟବର କର୍ପୋରେଟର ୱାଡନଂ ୪୧, ଶ୍ରୀ ନିଖିଳ ପବନ କଲ୍ୟାଣ, ଆଇଏଏସ, ନିର୍ଦ୍ଦେଶକ, ଗ୍ରାମ୍ୟବିକାଶ ଓଡ଼ିଶା, ଲଭୁ ଶ୍ରୀ କ୍ରିଷନ ଦେବରାୟାଲୁ ମାନ୍ୟବର ଏମପି ଓ ଡ. କ୍ରିଷନ ପ୍ରସାଦ ଭୁନାମ ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ, ଅଙ୍କୁରା ହସପିଟାଲ ପ୍ରମୁଖ ଉପସ୍ଥିତ ଥିଲେ । ଏକ ଦଶନ୍ଧିରୁ ଅଧିକ ସମୟ ଧରି ଅଭିଜ୍ଞତା ଓ ଭାରତର ତିନୋଟି ରାଜ୍ୟରେ ୧୪ ଟି କେନ୍ଦ୍ରରେ ଅଙ୍କୁରା ହସପିଟାଲ ମହିଳା ଓ ଶିଶୁମାନଙ୍କ ପାଇଁ ସ୍ୱତନ୍ତ୍ର ସ୍ୱାସ୍ଥ୍ୟସେବା କ୍ଷେତ୍ରରେ ବିଶ୍ୱସନୀୟତା ଅର୍ଜନ କରିପାରିଛି । ଭୁବନେଶ୍ୱରରେ ଏହି ୧୨୦ ଶଯ୍ୟା ବିଶିଷ୍ଟ ମହିଳା ଓ ଶିଶୁ ହସପିଟାଲରେ ଅତ୍ୟାଧୁନିକ ଚିକିତ୍ସା ବ୍ୟବସ୍ଥା, ଜରୁରୀକାଳୀନ ଚିକିତ୍ସା ସେବା ପାଇଁ ପ୍ରସ୍ତୁତ । ସୁସଜ୍ଜିତ ଆମ୍ବୁଲାନସ, ରୋଗୀ ପରିବହନ ସେବା, ଫାର୍ମାସି, ପରୀକ୍ଷାଗାର ଓ ଗୋଟିଏ ଛାତ ତଳେ ରେଡିଓଲୋଜି ସେବା ଉପଲବ୍ଧ ହେବ । ଉଚ୍ଚ ଶିକ୍ଷିତ ଡାକ୍ତରଙ୍କ ସହ ସୁପର ବିଶେଷଜ୍ଞ ମାନେ ସର୍ବଦା ଉପଲବ୍ଧ ରହିବେ । ତେଲେଙ୍ଗାନା, ଆନ୍ଧ୍ରପ୍ରଦେଶ ଓ ମହାରାଷ୍ଟ୍ର ପରେ ଓଡ଼ିଶାର ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଏହି ହସପିଟାଲ ଏକ ପରିବର୍ତନ ଆଣିବାକୁ ଯାଉଛି । ଶୁଭାରମ୍ଭ ଅବସରରେ ପ୍ରତିଷ୍ଠାତା ତଥା ପରିଚାଳନା ନିର୍ଦ୍ଦେଶକ ଡ. କୃଷ୍ଣ ପ୍ରସାଦ ଭୁନାମ ଜଣେ ଭାରତୀୟ ଉଦ୍ୟୋଗୀ, ନବଜାତ ଶିଶୁ ବିଶେଷଜ୍ଞ କହିଛନ୍ତିଯେ- ଅଙ୍କୁରା ହସପିଟାଲ ରୋଗୀ ସେବା ଉପରେ ସର୍ବଦା ଧ୍ୟାନ ପ୍ରଦାନ କରି ଆସିଛି ।ମହିଳା ଓ ଶିଶୁମାନଙ୍କ ବିଭିନ୍ନ ସ୍ୱାସ୍ଥ୍ୟସେବା ଆବଶ୍ୟକତା ପୂରଣ ଲାଗି ଏହା କାର୍ଯ୍ୟ କରିବ । ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଆମେ ନରନ୍ତର ନିଜର ପ୍ରତିବଦ୍ଧତା ପୂରଣ କରି ଆସିଛୁ ଏହାକୁ୍ୱଧ୍ୟ ଓଡ଼ିଶାରେ ପ୍ରତିଫଳିତ କରିବୁ । ସେ ଆହୁରି ମଧ୍ୟ କହିଛନ୍ତିଯେ ଆମର ଏହି ରୋଗୀ କେନ୍ଦ୍ରିତ ଚିକିତ୍ସା କ୍ଲନିକାଲ ଉତ୍କର୍ଷତା ଉପରେ ନିର୍ଭର କରିବ । ଓଡ଼ିଶା ଏକ ପ୍ରଗତିଶୀଳ ରାଜ୍ୟ ଯାହାକି ଗତ କିଛି ବର୍ଷ ମଧ୍ୟରେ ବହୁ ସଫଳତା ହାସଲ କରିଛି । ଶ୍ରୀ ଅଶୋକ ଚନ୍ଦ୍ର ପଣ୍ଡା-ମାନ୍ୟବର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ପବ୍ଲିକ ଏଂଟରପ୍ରାଇଜେସ, ସମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ ମନ୍ତ୍ରୀ କହିଛନ୍ତିଯେ- ଭୁବନେଶ୍ୱରରେ ଏହି ନୂଆ ମହିଳା ଓ ଶିଶୁ ଡାକ୍ତରଖାନା ପ୍ରତିଷ୍ଠା କରିଥିବାରୁ ଅଙ୍କୁରା ହସପିଟାଲକୁ ଧନ୍ୟବାଦ ଜଣାଉଛି । ଅଙ୍କୁର ଶିଶୁ ଓ ମହିଳାମାନଙ୍କ ସ୍ୱାସ୍ଥ୍ୟ ରକ୍ଷା େକ୍ଷେତ୍ରରେ ବିଶେଷ ଧ୍ୟାନ ଦେବା ଲାଗି ପ୍ରତିଶ୍ରୁତିବଦ୍ଧ । ମୁଁ ଏହାର ଉଜ୍ୱଳ ଭବିଷ୍ୟତ କାମନା କରୁଛି ।  

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ମା’ ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ମା’ ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 24, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

ଧନକଉଡ଼ା ସହରାଞ୍ଚଳ ଆୟୁଷ୍ମାନ ଆରୋଗ୍ୟ ମନ୍ଦିରରେ ଆନ୍ତର୍ଜାତିକ ଯୋଗ ଦିବସ ପାଳିତ

June 23, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ମା’ ବରୁଣେଇ ହୋଟେଲରେ ମିଳୁଛି  ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

ମା’ ବରୁଣେଇ ହୋଟେଲରେ ମିଳୁଛି ଅପମିଶ୍ରଣ ଖାଦ୍ୟ : ପ୍ରଶାସନ ଜାଣି ଶୁଣି ଅନ୍ଧ

June 24, 2026
FTII and NTWB (Govt. Of India) to Host “UTKARSH 2026” — All Odisha Business Summit in Bhubaneswar on 28 June 2026

ଭୁବନେଶ୍ୱରରେ “ଉତ୍କର୍ଷ ୨୦୨୬”  ଅଲ୍  ଓଡ଼ିଶା ବ୍ୟବସାୟ ସମ୍ମିଳନୀ ଆୟୋଜନ କରିବେ ଭାରତ ସରକାରଙ୍କ ଏଫଟିଆଇଆଇ ଏବଂ ଏନଟିଡବ୍ଲୁବି

June 23, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version