• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ପ୍ରଧାନ ଶିକ୍ଷକଙ୍କୁ କ୍ଷମା ମାଗିଲେ : ନକଲି କଣ୍ଟ୍ରାକ୍ଟର

Proprietor Abhimanyu Maharana by Proprietor Abhimanyu Maharana
February 24, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ପ୍ରଧାନ ଶିକ୍ଷକଙ୍କୁ କ୍ଷମା ମାଗିଲେ : ନକଲି କଣ୍ଟ୍ରାକ୍ଟର
Share on FacebookShare on TwitterWhatsapp

୨୩ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ବୋଲଗଡ :->  ବୋଲଗଡ ଶିକ୍ଷାବ୍ଲକ ଅନ୍ତର୍ଗତ ସଂପୁର ଗ୍ରାମସ୍ଥିତ ଚତୁର୍ଭୁଜ ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ସ୍ୱାଇଁଙ୍କୁ ମାଡ଼ ମାରିବା ମହଙ୍ଗା ପଡିଲା ନକଲି କଣ୍ଟ୍ରାକ୍ଟରଙ୍କୁ l ସୂଚନା ଅନୁସାରେ ଉକ୍ତ ବିଦ୍ୟାଳୟରେ 5ଟ ରୂପାନ୍ତରଣ କାର୍ଯ୍ୟ କରିଥିବା ନକଲି କଣ୍ଟ୍ରାକ୍ଟର ସତ୍ୟରଞ୍ଜନ ରାଉତରାୟ ଦିନେ ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ସ୍ୱାଇଁଙ୍କ କାର୍ଯ୍ୟାଳୟରେ ପ୍ରବେଶ କରି ଏକ କାଗଜ ବଢ଼ାଇଲେ ଏବଂ କାଗଜର ଲେଖା ନ ପଢି ଆଖି ବୁଝି ସେଥିରେ ଦସ୍ତଖତ କରିବାକୁ ଧମକ ଦେଖାଇଲେ l

ପ୍ରଧାନ ଶିକ୍ଷକ ଶ୍ରୀ ସ୍ୱାଇଁ ତାଙ୍କୁ କାର୍ଯ୍ୟାଦେଶ ଦେଖାଇବାକୁ କହିବାରୁ ସେ ପ୍ରଧାନଶିକ୍ଷକ ଶ୍ରୀ ସ୍ୱାଇଁଙ୍କୁ ନାଲି ଆଖି ଦେଖାଇ ଅଶ୍ଳୀଳ ଭାଷାରେ ଗାଳିଗୁଲଜ କରିବା ସହିତ ସେ କାଗଜରେ ଦସ୍ତଖତ ନ କଲେ ଘର ଭିତରେ ଚାବି ପକାଇ ଦିଆସିଲ ମାରି ଜୀବନରେ ମାରିଦେବା ପାଇଁ ଧମକ ଦେଇଥିଲେ l ପ୍ରଧାନ ଶିକ୍ଷକ ଶ୍ରୀ ସ୍ୱାଇଁ ନିଜର ଜୀବନ ସୁରକ୍ଷା ପାଇଁ ବାହାରକୁ ଯିବା ଉଦ୍ୟତ ହେବା ବେଳେ ତାଙ୍କୁ ନକଲି କଣ୍ଟ୍ରାକ୍ଟର ଶ୍ରୀ ରାଉତରାୟ ମାଡ଼ ମାରିଥିଲେ l ତେଣୁ ପ୍ରଧାନ ଶିକ୍ଷକ ଏନେଇ ବୋଲଗଡ ଥାନାରେ ଉକ୍ତ ନକଲି କଣ୍ଟ୍ରାକ୍ଟର ଶ୍ରୀ ରାଉତରାୟଙ୍କ ନାମରେ ଏତଲା ଦେଇଥିଲେ l

ବୋଲଗଡ ଥାନା ପୋଲିସ ବାହିନୀ ବିଦ୍ୟାଳୟକୁ ଆସି ଘଟଣା ସମ୍ପର୍କରେ ତଦନ୍ତ କରିଥିଲେ l ଆଜି ବୋଲଗଡ ଥାନା ଅଧିକାରିଣୀ ସ୍ନିଗ୍ଧାମୟୀ ବରାଳ ଉଭୟ ପକ୍ଷଙ୍କୁ ଥାନାକୁ ଡକାଇଥିଲେ l ପ୍ରଧାନ ଶିକ୍ଷକ ପ୍ରମୋଦ କୁମାର ସ୍ୱାଇଁ ଓ଼ ବିଦ୍ୟାଳୟ ପରିଚାଳନା କମିଟିର ଅଧ୍ୟକ୍ଷା ବିନୋଦିନୀ ଦତ୍ତ ଏବଂ ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟମାନଙ୍କ ସହ ଥାନାକୁ ଯାଇଥିଲେ l

ବୋଲଗଡ଼ ଥାନା ପରିସର ମଧ୍ୟରେ ଥାନା ଅଧିକାରିଣୀ ଶ୍ରମତୀ ବରାଳ ଓ ଅନ୍ୟ ପୋଲିସ ଏବଂ ପରିଚାଳନା କମିଟିର ସଭ୍ୟମାନଙ୍କ ଉପସ୍ଥିତିରେ ନକଲି କଣ୍ଟ୍ରାକ୍ଟର ସତ୍ୟରଞ୍ଜନ ରାଉତରାୟ ପ୍ରଧାନଶିକ୍ଷକ ପ୍ରମୋଦ କୁମାର ସ୍ୱାଇଁଙ୍କୁ ଗୋଡ଼ଧରି କ୍ଷମା ପ୍ରାର୍ଥନା କରିବା ସହିତ ନିଜର ଭୁଲ ସ୍ବୀକାର କରି ଜୀବନରେ ଆଉ ଏଭଳି ଭୁଲ ଭବିଷ୍ୟତ ନ କରିବା ପାଇଁ ସମସ୍ତଙ୍କୁ ନେହୁରା ହୋଇ ସମସ୍ତଙ୍କୁ କ୍ଷମା ପ୍ରାଥନା ମାଗିଥିଲେ ! ସେଠାରେ ଉପସ୍ଥିତ ଥିବା ବିଦ୍ୟାଳୟ ପରିଚାଳନା କମିଟିର ସଭ୍ୟମାନେ ଏହାର ସମାଧାନ କରିଥିଲେ ! ଏନେଇ ନକଲି କଣ୍ଟ୍ରାକ୍ଟର ଶ୍ରୀ ରାଉତରାୟ ଭବିଷ୍ୟତରେ ପ୍ରଧାନ ଶିକ୍ଷକଙ୍କ ନିକଟରେ ଏପରି ଗୁଣ୍ଡାଗିରି ଏବଂ ଦବଙ୍ଗ ଗିରି କଲେ ଆଇନ ଅନୁସାରେ ଦଣ୍ଡିତ ହେବେ ବୋଲି ଲିଖିତ ପ୍ରତିଶୃତି ଦେଇଥିଲେ l

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

ନବଭାରତ ସାକ୍ଷରତା କାର୍ଯ୍ୟକ୍ରମ – ଉଲ୍ଲାସ ଜନସଚେତନତା ପଦଯାତ୍ରା

September 12, 2026
ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

ଆଗକୁ ଆସୁଛି ଗଣେଶ ପୂଜା : ମୂର୍ତ୍ତି ନିର୍ମାଣରେ କାରିଗର ବ୍ୟସ୍ତ, ଗ୍ରାହକଙ୍କ ଅପେକ୍ଷାରେ ବ୍ୟବସାୟୀ

September 12, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

ଗଞ୍ଜେଇ ସହ ଦୁଇ ଦେଶୀ ବନ୍ଧୁକ ଓ ହୋଣ୍ଡାଇ କାର ଜବତ, : ୪ କୁଖ୍ୟାତ ଅପରାଧି ଗିରଫ

September 12, 2026
ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

ଭୀମ ଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଶିବିରରେ ୨୪୭ ଜଣଙ୍କ ପଞ୍ଜିକରଣ : ଭିନ୍ନକ୍ଷମଙ୍କୁ ପ୍ରଦାନ କରାଗଲା ସହାୟକ ଉପକରଣ

September 12, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version