• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଶିଷ୍ଟ ବ୍ୟବସାୟୀ କମଳ କାନ୍ତି ସାହୁ ଙ୍କ ପରଲୋକ

Proprietor Abhimanyu Maharana by Proprietor Abhimanyu Maharana
February 24, 2024
in ଓଡ଼ିଶା, ହୋମ୍
0
ବିଶିଷ୍ଟ ବ୍ୟବସାୟୀ କମଳ କାନ୍ତି ସାହୁ ଙ୍କ ପରଲୋକ
Share on FacebookShare on TwitterWhatsapp

୨୩ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଭୁବନ  :->  ଭୁବନ ର ପୂର୍ବତନ ନଗରପାଳ ଯୁଧିଷ୍ଠିର ସାହୁ ଙ୍କ ମଧ୍ୟମ ପୁତ୍ର କମଳ କାନ୍ତି ସାହୁ ( କୁନା)ଙ୍କ ର ଆଜି ଶୁକ୍ରବାର ପ୍ରାତଃ ସମୟରେ ହୃଦଘାତରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ମାତ୍ର ୫୩ ବର୍ଷ ହୋଇଥିଲା । ଛାତିରେ ଯନ୍ତ୍ରଣା ଅନୁଭବ କରିବାରୁ ତାଙ୍କୁ ଗତ କାଲି ରାତି ଭୁବନ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର କୁ ନିଆଯାଇଥିଲା

ଆଜି ଭୋର ସମୟରେ ପୁନର୍ବାର ଯନ୍ତ୍ରଣା ହେବାରୁ ତାଙ୍କୁ କଟକ ନିଆଯାଉଥିବା ବେଳେ ବାଟରେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ ଡ଼ାକ୍ତରଖାନାକୁ ନିଆଯାଇଥିଲା । ଆଜି ପୂର୍ବାହ୍ନ ରେ ତାଙ୍କ ମରଶରୀର ଭୁବନ ରେ ପହଞ୍ଚିବା ପରେ ନଗରପାଳ ଶୁଭେନ୍ଦୁ କୁମାର ସାହୁ ଙ୍କ ସମେତ ବହୁ ବିଶିଷ୍ଟ ବ୍ୟକ୍ତି ଅନ୍ତିମ ଦର୍ଶନ କରି ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ। ପରେ ଶବ ଶୋଭାଯାତ୍ରାରେ ସହର ପରିକ୍ରମା କରାଯାଇ ରଗଡ଼ି ଶ୍ମଶାନ ରେ ଅନ୍ତିମ ସଂସ୍କାର କରାଯାଇଥିଲା ।

ଭୁବନ ର ଏକମାତ୍ର କାଠ ସ ମିଲ ମାଲିକ କମଳ କାନ୍ତି ବିଭିନ୍ନ ଅନୁଷ୍ଠାନ ସହ ଜଡ଼ିତ ଥିଲେ। ବିଶେଷ କରି ଭୁବନ ଜଗନ୍ନାଥ ମନ୍ଦିର ରେ ତାଙ୍କର ସାହାଯ୍ୟ ସହଯୋଗ ଅବର୍ଣନିୟ। ସ୍ବର୍ଗତ କୁନା ବାବୁ ଜଣେ ବିଶିଷ୍ଟ ବ୍ୟବସାୟୀ ତଥା ପରୋପକାରୀ ,ସ୍ନେହୀ,ଦୟାଳୁ ବ୍ୟକ୍ତି ହୋଇ ଥିବାରୁ ତାଙ୍କ ବିୟୋଗରେ ସ୍ଥାନୀୟ ଅଞ୍ଚଳରେ ଗଭୀର ଶୋକ ପ୍ରକାଶ ପାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ରୋଟାରୀ କ୍ଲବ ନୟାଗଡ଼ ଓ ଓକେସିଏଲ୍‌ର ମିଳିତ ଉଦ୍ୟମରେ ଏଆଇ କ୍ଷମତା ବିକାଶ କାର୍ଯ୍ୟକ୍ରମ

October 17, 2026
Vedanta Aluminium Promotes Farm Mechanisation Across 33 Villages Under Project SANGAM

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

ଅଭିଭାବକ-ଶିକ୍ଷକ ଓ ବିଦ୍ୟାଳୟ ପରିଚାଳନା କମିଟି ବୈଠକ : ଶିକ୍ଷାର ମାନ ଓ ଛାତ୍ରଛାତ୍ରୀଙ୍କ ସୁରକ୍ଷା ଉପରେ ଗୁରୁତ୍ୱ

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ରୋଟାରୀ କ୍ଲବ ନୟାଗଡ଼ ଓ ଓକେସିଏଲ୍‌ର ମିଳିତ ଉଦ୍ୟମରେ ଏଆଇ କ୍ଷମତା ବିକାଶ କାର୍ଯ୍ୟକ୍ରମ

ରୋଟାରୀ କ୍ଲବ ନୟାଗଡ଼ ଓ ଓକେସିଏଲ୍‌ର ମିଳିତ ଉଦ୍ୟମରେ ଏଆଇ କ୍ଷମତା ବିକାଶ କାର୍ଯ୍ୟକ୍ରମ

October 17, 2026
Vedanta Aluminium Promotes Farm Mechanisation Across 33 Villages Under Project SANGAM

ପ୍ରକଳ୍ପ ସଙ୍ଗମ ଅଧୀନରେ ୩୩ଟି ଗ୍ରାମରେ କୃଷି ଯାନ୍ତ୍ରିକୀକରଣକୁ ପ୍ରୋତ୍ସାହିତ କରୁଛି ବେଦାନ୍ତ ଆଲୁମିନିୟମ୍

October 17, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version