• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା ରାଜ୍ୟର ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଗଲା

Proprietor Abhimanyu Maharana by Proprietor Abhimanyu Maharana
February 24, 2024
in ଓଡ଼ିଶା, ମହାନଗର, ହୋମ୍
0
ମୁଖ୍ୟମନ୍ତ୍ରୀଙ୍କ ଘୋଷଣା  ରାଜ୍ୟର ୩୪ଟି ନୂଆ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ କରାଗଲା
Share on FacebookShare on TwitterWhatsapp

ପାଞ୍ଚ ଟି ଏନଏସି ଯଥା ବୌଦ୍ଧଗଡ଼ ଆସ୍କା ଛତ୍ରପୁର କରଞ୍ଜିଆ ଓ କଣ୍ଟାବାଞ୍ଝି ମୁନିସିପାଲିଟି କୁ ଉନ୍ନୀତ ହେଲା.

୨୪ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଭୁବନେଶ୍ବର :-> ମୁଖ୍ୟମନ୍ତ୍ରୀ ଶ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ୨୦ଟି ଜିଲ୍ଲାରେ ୩୪ଟି ନୂତନ ବିଜ୍ଞପିତ ଅଞ୍ଚଳ ପରିଷଦ ଗଠନ ଏବଂ ଚାରିଟି ଜିଲାର ପାଞ୍ଚ ଟି ଏନଏସି କୁ ମୁନିସିପାଲିଟି କୁ ଉନ୍ନୀତ କରାଯିବା ବିଷୟ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ ଙ୍କ ଘୋଷଣା ଅନୁଯାୟୀ ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼ ମୟୁରଭଞ୍ଜ ର କରଞ୍ଜିଆ ବଲାଙ୍ଗିର ର କଣ୍ଟାବାଞ୍ଝି ଓ ଗଞ୍ଜାମ ଜିଲ୍ଲାର ଛତ୍ରପୁର ଓ ଆସ୍କା ଏନଏସି କୁ ମୁନିସିପାଲିଟି କୁ ଉନ୍ନୀତ କରାଯାଇଛି . 5T ଅଧ୍ୟକ୍ଷଙ୍କ ଶ୍ରୀ କାର୍ତ୍ତିକ ପାଣ୍ଡିଆନ୍ ଙ୍କ ବିଭିନ୍ନ ଜିଲ୍ଲା ଗସ୍ତ ଅବସରରେ ଜନସାଧାରଣ ଙ୍କ ପ୍ରସ୍ତାବ ଏବଂ ବିକାଶ ର ଆବଶ୍ୟକତା କୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଏହି ନିଷ୍ପତ୍ତି ନେଇଛନ୍ତି.

ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗୁଡିକ ହେଲା :–

ଅନୁଗୋଳ ଜିଲ୍ଲାର ପାଲଲହଡା ଓ ଛେଣ୍ଡିପଦା, ବାଲେଶ୍ୱର ଜିଲ୍ଲାର ବସ୍ତା ଓ ସିମୁଳିଆ, ବରଗଡ ଜିଲ୍ଲାର ପାଇକମାଳ ଓ ଭେଡେନ, ଭଦ୍ରକ ଜିଲ୍ଲାର ଅଗରପଡା, ବଲାଙ୍ଗିର ଜିଲ୍ଲାର ବେଲପଡା ଓ ସଂଇତଳା, ଯାଜପୁର ଜିଲ୍ଲାର ବିଞ୍ଝାରପୁର, ପାଣିକୋଇଲି, ଜାରକା ଓ ଚଣ୍ଡିଖୋଲ, କଳହାଣ୍ଡି ଜିଲ୍ଲାର ଜୟପାଟଣା, କନ୍ଧମାଳ ଜିଲ୍ଲାର ରାଇକିଆ, କୋରାପୁଟ ଜିଲ୍ଲାର ବୋରିଗୁମା, ନୂଆପଡା ଜିଲ୍ଲାର ସିନାପାଲି,

ରାୟଗଡ ଜିଲ୍ଲାର ଚାନ୍ଦିଲି, ମୁନିଗୁଡା ଓ ବିଷମକଟକ, ସୁବର୍ଣ୍ଣପୁର ଜିଲ୍ଲାର ଡୁଙ୍ଗୁରିପାଲି, ସୁନ୍ଦରଗଡ ଜିଲ୍ଲାର ବଣେଇ, ଗଞ୍ଜାମ ଜିଲ୍ଲାର ଶେରଗଡ ଓ କୁକୁଡାଖଣ୍ଡି, ନୟାଗଡ ଜିଲ୍ଲାର କଣ୍ଟିଲୋ, ଖୋର୍ଦ୍ଧା ଜିଲ୍ଲାର ଟାଙ୍ଗୀ ଓ ବେଗୁନିଆ, କଟକ ଜିଲ୍ଲାର ସାଲେପୁର, ବଡମ୍ବା, ନରସିଂହପୁର ଓ ନିଆଳି, ମୟୁରଭଞ୍ଜ ଜିଲ୍ଲାର ବେତନଟି, ଢେଙ୍କାନାଳ ଜିଲ୍ଲାର ପରଜଙ୍ଗ ଏବଂ ବୌଦ୍ଧ ଜିଲ୍ଲାର କଣ୍ଟାମାଳ।

ସୂଚନାଯୋଗ୍ୟ ଯେ ଜନସାଧାରଣଙ୍କ ଦାବି, କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟା, ବିକାଶ ଓ ଅର୍ଥନୈତିକ ଅଭିବୃଦ୍ଧିକୁ ଦୃଷ୍ଟିରେ ରଖି, ଏହି ନୂତନ ବିଜ୍ଞାପିତ ଅଞ୍ଚଳ ପରିଷଦ ଗଠନ ପାଇଁ ମୁଖ୍ୟମନ୍ତ୍ରୀ ନିଷ୍ପତ୍ତି ନେଇଛନ୍ତି। ଅଞ୍ଚଳର ସାମଗ୍ରିକ ବିକାଶ କ୍ଷେତ୍ରରେ ନବଗଠିତ ପରିଷଦ ଗୁଡିକ କାର୍ଯ୍ୟ କରିବ ବୋଲି ମୁଖ୍ୟମନ୍ତ୍ରୀ ଆଶା ବ୍ୟକ୍ତ କରିଛନ୍ତି।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
100% Women Operators Power Vedanta Aluminium Lanjigarh’s Control Rooms

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି ବେଦାନ୍ତର ୧୦୦% ମହିଳା ଅପରେଟର

August 22, 2026
100% Women Operators Power Vedanta Aluminium Lanjigarh’s Control Rooms

100% Women Operators Power Vedanta Aluminium Lanjigarh’s Control Rooms

August 22, 2026
Chandi Bhandar Opens Its 33rd Store in Rourkela this Raksha Bandhan

Chandi Bhandar Opens Its 33rd Store in Rourkela this Raksha Bandhan

August 22, 2026
ଭାରତରେ ଶୁଭାରମ୍ଭ ହୋଇଛି ନୂତନ BMW X1 ଲଙ୍ଗ ହୁଇଲବେସ୍

ଭାରତରେ ଶୁଭାରମ୍ଭ ହୋଇଛି ନୂତନ BMW X1 ଲଙ୍ଗ ହୁଇଲବେସ୍

August 21, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

100% Women Operators Power Vedanta Aluminium Lanjigarh’s Control Rooms

ପରମ୍ପରାରୁ ବାହାରି ଉତ୍କର୍ଷତା ନିର୍ମାଣ : ବେଦାନ୍ତ ଆଲୁମିନିୟମ୍ ଲାଞ୍ଜିଗଡ଼ର କଣ୍ଟ୍ରୋଲ୍ ରୁମରେ ମହିଳା ଶକ୍ତି କଣ୍ଟ୍ରୋଲ ରୁମକୁ ଶକ୍ତି ଯୋଗାଉଛନ୍ତି ବେଦାନ୍ତର ୧୦୦% ମହିଳା ଅପରେଟର

August 22, 2026
100% Women Operators Power Vedanta Aluminium Lanjigarh’s Control Rooms

100% Women Operators Power Vedanta Aluminium Lanjigarh’s Control Rooms

August 22, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version