• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଶ୍ୱଶାନ୍ତି ନେଇ କେରଙ୍ଗରେ ବିଶାଳ ସାଇକେଲ ଶୋଭା ଯାତ୍ରା : ଏଭଳି ଜନ ସଚେତନତା ଦ୍ୱାରା ଭାଇ ଚାରା ସୃଷ୍ଟି ହୁଏ – ସରପଞ୍ଚ ମବ୍ରୁରୁ ହୁସେନ

Proprietor Abhimanyu Maharana by Proprietor Abhimanyu Maharana
February 25, 2024
in ଓଡ଼ିଶା, ଖୋର୍ଦ୍ଧା, ହୋମ୍
0
ବିଶ୍ୱଶାନ୍ତି ନେଇ କେରଙ୍ଗରେ ବିଶାଳ ସାଇକେଲ ଶୋଭା ଯାତ୍ରା : ଏଭଳି ଜନ ସଚେତନତା ଦ୍ୱାରା ଭାଇ ଚାରା ସୃଷ୍ଟି ହୁଏ – ସରପଞ୍ଚ ମବ୍ରୁରୁ ହୁସେନ
Share on FacebookShare on TwitterWhatsapp

୨୪ ଫେବୃଆରୀ ୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଖୋର୍ଦ୍ଧା :-> ବିଶ୍ୱ ଶାନ୍ତି ଓ ଭାଇ ଚାରା ଭାବ ସୃଷ୍ଟି ନେଇ ଖୋର୍ଦ୍ଧା ଜିଲ୍ଲା ଖୋର୍ଦ୍ଧା ବ୍ଲକ କେରଙ୍ଗ ଗ୍ରାମ ରୁ ଯୁବକ ମାନଙ୍କ ସହଯୋଗ ରେ ଏକ ବିଶାଳ ସାଇକେଲ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହି ଶୋଭାଯାତ୍ରା କେରଙ୍ଗ ମେଡିକାଲ ଛକରୁ ଆରମ୍ଭ ହୋଇ ଠାକୁରପଡା,ପାଇକତିଗିରିଆ, ଖୋର୍ଦ୍ଧା, ତରତୁଆ ,ପୁବୁସାହି ଦେଇ କେରଙ୍ଗ ଉଚ୍ଚ ବିଦ୍ୟାଳୟ ଠାରେ ସମାପ୍ତ ହୋଇଥିଲା । ତେବେ ବିଶ୍ଵ ରେ ଶାନ୍ତି ପ୍ରତିଷ୍ଠା କରିବା,ମାନବ ଜାତି ରେ ଭାଇଚାରା ଭାବ ସୂର୍ଷ୍ଟି କରିବା,

ଇସ୍ଲାମ ଧର୍ମ ଏକ ଶାନ୍ତି ଧର୍ମ ବୋଲି ବାର୍ତ୍ତା ବାଣ୍ଟିବା ଏହି ଶୋଭାଯାତ୍ରାର ମୁଖ୍ୟ ଲକ୍ଷ ଥିଲା।ଏହି ବିରାଟ କାର୍ଯ୍ୟକ୍ରମ ରେ ପ୍ରାୟ ୧୫୦ ଜଣ ସାଇକେଲ ରେ ଶ୍ରୀରାମ ଜି ମହାରାଜ କି ଜୟ, ଇସ୍ଲାମ ଅହେମଦୀୟତ୍ ଜିନ୍ଦାବାଦ,ହିନ୍ଦୁ ମୁସଲମାନ ଆମେ ଭାଇଭାଇର ସ୍ଲୋଗାନ ସହିତ, ୩ ବିଶ୍ଵ ଯୁଦ୍ଧରୁ ବିଶ୍ବକୁ ବଞ୍ଚାଇବା, ପ୍ରେମ ସଭିଙ୍କ ପାଇ ଘୃଣା କାହାକୁ ନାହିଁ,ଜଳ ହିଁ ଜୀବନ ପରି ଅନେକ ବାର୍ତ୍ତା ପ୍ଲା କାର୍ଡ ଜରିଆରେ ସମସ୍ତ ଜନସାଧାରଣ ମାନଙ୍କୁ ଜଣାଇଥିଲେ । ଏହି କାର୍ଯ୍ୟକ୍ରମ ରେ ଖୋର୍ଦ୍ଧା ନୟାଗଡ଼ ଯୁବକ ସଂଘ ର ସଭାପତି ତବ୍ରେଜ୍ ଅହମଦ, କେରଙ୍ଗ ଯୁବକ ସଂଘ ର ସଭାପତି ମୋହିଉଦ୍ଦିନ,ନାଗରିକ କମିିଟି ଉମର୍ ଫରୁକ୍, ସଭାପତି ମଶିନଗର ସେଖ କାସିମ୍,ଗ୍ରାମ କମିଟି ସଭାପତି ଶ୍ରୀ ଓସିମ ଅହମଦ,

ଏନାୟତ ଅହମଦ,ଯଫ୍ରୁଲା ଖାଁ,ଗ୍ରାମ ର ବହୁ ବୁଦ୍ଧିଜୀବୀ,ସମାଜ ସେବୀଙ୍କ ସହିତ କେରଙ୍ଗ ଗ୍ରାମ ପଞ୍ଚାୟତ ର ସରପଞ୍ଚ ମବୁରୁ ହୋସେନ୍,ଉପସ୍ଥିତ ରହି ଯୁବକ ମାନଙ୍କୁ ଉତ୍ସାହିତ କରିଥିଲେ । ଏହି ଶୋଭାଯାତ୍ରା ଖୋର୍ଦ୍ଧା ସହର ରେ ପହଞ୍ଚିବା ମାତ୍ରେ ଖୋର୍ଦ୍ଧା ବିଧାୟକ ଜିତୁ ମିତ୍ର,ବେଗୁନିଆ ବୋଲଗଡ଼ ବିଧାୟକ ରାଜେନ୍ଦ୍ର କୁମାର ସାହୁ,ଫୁଲ ଦେଇ ଶୋଭାଯାତ୍ରା ରେ ସାମିଲ ପିଲାଙ୍କୁ ସ୍ୱାଗତ ସହିତ ବିଶ୍ୱଶାନ୍ତି ପାଇଁ ଏଭଳି ପଦକ୍ଷେପ କାମ କୁ ଆୟୋଜନ କରିଥିବାରୁ ଆୟୋଜକ ଙ୍କୁ ପ୍ରସଂସା କରିଥିଲେ । କେରଙ୍ଗ ରେ ଏଭଳି ସାମୁହିକ ଭାଇଚାରା,ଭାତୃତ୍ୱ ଭାବ, ଓ ବିଶ୍ୱ ଶାନ୍ତି ପାଇଁ ସଚେତନତା କାର୍ଯ୍ୟ କୁ ବିଭିନ୍ନ ଅନୁଷ୍ଠାନ,ବ୍ୟକ୍ତି ବିଶେଷ ଙ୍କ ପକ୍ଷରୁ ପ୍ରସଂସା କରାଯାଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
SIR କାର୍ଯ୍ୟକ୍ରମକୁ ସଫଳ କରିବାକୁ କଣ୍ଟାବାଞ୍ଜି ବିଜେଡିର ବୁଥ୍ ଏଜେଣ୍ଟ ପ୍ରଶିକ୍ଷଣ

SIR କାର୍ଯ୍ୟକ୍ରମକୁ ସଫଳ କରିବାକୁ କଣ୍ଟାବାଞ୍ଜି ବିଜେଡିର ବୁଥ୍ ଏଜେଣ୍ଟ ପ୍ରଶିକ୍ଷଣ

June 27, 2026
ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

June 27, 2026
ବଙ୍ଗୋମୁଣ୍ଡାରେ ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦ ମହାସମାବେଶ ଅନୁଷ୍ଠିତ

ବଙ୍ଗୋମୁଣ୍ଡାରେ ବଲାଙ୍ଗିର ଜିଲ୍ଲା ଲେଖକ ପରିଷଦ ମହାସମାବେଶ ଅନୁଷ୍ଠିତ

June 27, 2026
ତୁରେକେଲାରେ ପିତାମାତାଙ୍କୁ ଆକ୍ରମଣ : ଅଭିଯୁକ୍ତ ପୁଅକୁ ଜେଲ

ତୁରେକେଲାରେ ପିତାମାତାଙ୍କୁ ଆକ୍ରମଣ : ଅଭିଯୁକ୍ତ ପୁଅକୁ ଜେଲ

June 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

SIR କାର୍ଯ୍ୟକ୍ରମକୁ ସଫଳ କରିବାକୁ କଣ୍ଟାବାଞ୍ଜି ବିଜେଡିର ବୁଥ୍ ଏଜେଣ୍ଟ ପ୍ରଶିକ୍ଷଣ

SIR କାର୍ଯ୍ୟକ୍ରମକୁ ସଫଳ କରିବାକୁ କଣ୍ଟାବାଞ୍ଜି ବିଜେଡିର ବୁଥ୍ ଏଜେଣ୍ଟ ପ୍ରଶିକ୍ଷଣ

June 27, 2026
ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

ମହାଦେବଙ୍କ ଧାମରେ ବେଦମନ୍ତ୍ର ଧ୍ୱନିରେ ବିବାହ : ବେଣୁଧରଙ୍କ ନୂଆ ଜୀବନ ଆରମ୍ଭ

June 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version