• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

୩ ଲୁଟ୍ ଘଟଣାର ଫର୍ଦ୍ଦାଫାଶ ୫ ଗିରଫ, ୨ ମୋଟର ସାଇକେଲ, ୨ଟି ମୋବାଇଲ ସମେତ ଛୁରୀ ଜବତ – ହିଞ୍ଜିଳିକାଟୁ

Proprietor Abhimanyu Maharana by Proprietor Abhimanyu Maharana
July 27, 2020
in Uncategorized, ଅପରାଧ, ଓଡ଼ିଶା, ଦେଶ, ହୋମ୍
0
୩ ଲୁଟ୍ ଘଟଣାର ଫର୍ଦ୍ଦାଫାଶ ୫ ଗିରଫ, ୨ ମୋଟର ସାଇକେଲ, ୨ଟି ମୋବାଇଲ ସମେତ ଛୁରୀ ଜବତ – ହିଞ୍ଜିଳିକାଟୁ
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ (୨୭ ଜୁଲାଇ ସୋମବାର ) ହିଞ୍ଜିଳିକାଟୂ :- ଦୀର୍ଘ ଦିନ ପରେ ହିଞ୍ଜିଳି ପୁଲିସକୁ ମିଳିଛି ଏକ ବିରାଟ ସଫଳତା । ହିଞ୍ଜିଳି ଥାନାର ବିଭିନ୍ନ ଅଂଚଳରୁ ଲୁଟ ଘଟଣାରେ ସଂପୃକ୍ତ ଥିବା ୫ ଜଣ ଅଭିଯୁକ୍ତଙ୍କ ଗିରଫ କରିବା ସହ ସେମାନଙ୍କ ନିକଟରୁ ୨ଟି ମୋଟର ସାଇକେଲ, ୨ଟି ମୋବାଇଲ ସମେତ ଗୋଟିଏ ଛୁରୀ ଜବତ କରିବାରେ ହିଞ୍ଜିଳି ପୁଲିସ ସକ୍ଷମ ହୋଇଛି । ଗିରଫ ଅଭିଯୁକ୍ତଙ୍କୁ ରବିବାର ବିଳମ୍ବିତ ରାତିରେ ହିଞ୍ଜିଳି ଥାନା ଆଇଆଇସି ଦାସଙ୍କ ତତ୍ୱାବଧାନରେ ଥାନା ଏସଆଇ ବାସୁଦେବ ଭୋଇଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇ ଶେରଗଡ଼, ଦିଗପହଣ୍ଡି, ଧରାକୋଟ ଥାନା ଅଂଚଳରୁ ଗିରଫ କରିବାରେ ସକ୍ଷମ ହୋଇଥିଲା । ଗିରଫ ପରେ ଅଭିଯୁକ୍ତ ମାନେ ସଂପୃକ୍ତ ୩ଟି ଲୁଟ ଘଟଣାରେ ସଂପୃକ୍ତ ଥିବା ନେଇ ପୁଲିସ ନିକଟରେ ସ୍ୱୀକାର କରିଛନ୍ତି ।

ସୋମବାର ଗିରଫ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ କରାଯାଇଛି । କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ସେମାନଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିବା ଥାନା ଭାରପ୍ରାପ୍ତ ଅଧିକାରୀ ଅଭିମନ୍ୟୁ ଦାସ କହିଛନ୍ତି । ପ୍ରକାଶ ଯେ, ଗତ ୨୦୧୯ ମସିହା ନଭେମ୍ବର ୨୮ ତାରିଖରେ ଧରାକୋଟ ଥାନା ମୁଣ୍ଡମରାଇ ଗ୍ରାମର ବାଲାଜି ସୁବୁଦ୍ଧି ଓ ତାଙ୍କ ସ୍ତ୍ରୀ ସସ୍ମିତା ସୁବୁଦ୍ଧି ସ୍ଥାନୀୟ ପୌରାଂଚଳ ପଦ୍ମାବତି ନଗର ଜଣେ ସମ୍ପର୍କୀୟଙ୍କ ବିବାହ ଭୋଜି ଖାଇ ଫେରୁଥିବା ସମୟରେ ମାଣିକନଗର ୫ମ ଲାଇନ ନିକଟରେ ଏକ ମୋଟର ସାଇକେଲ ଯୋଗେ ୨ ଦୁବୃର୍ତ ଆସି ମହିଳାଙ୍କ ବେକରୁ ୫ଭରି ଓଜନର ୨ଟି ସୁନାଚେନ ଝାମ୍ପି ନେଇ ଘଟଣା ସ୍ଥଳରୁ ଚମ୍ପଟ ମାରେ ଏକ ମାରିଥିଲେ । ଏ ନେଇ ମହିଳା ଜଣକ ହିଞ୍ଜିଳି ଥାନାରେ ଅଭିଯୋଗ କରିଥିଲେ । ହିଞ୍ଜିଳି ଥାନାରେ ନଂ- ୩୪୪/୧୯ରେ ଏକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ ଚଳାଇଥିଲା ।

ସେହପରି ଚଳିତ ଜୁନ ୧୧ତାରିଖ ଅପରାହ୍ନରେ ସ୍ଥାନୀୟ ଥାନା ସାରୁ- ଶାସନ ଆମ୍ବଗାଁ ମଧ୍ୟବର୍ତି କାଳୁଆଘାଇ ନିକଟରେ ୩ଟି ମୋଟର ସାଇକେଲ ଯୋଗେ ୫ ଜଣ ଦୁବୃର୍ତ ଆସି ମାଛ ବେପାରୀ ସୁବାଷ ବେହେରାଙ୍କୁ ମାଡ଼ ମରିବା ସହ ବେକରେ ଛୁରୀ ଲଗାଇ ଜୋର ଜବରଦସ୍ତ ୪ହଜାର ୫ଶହ ଟଙ୍କା ଓ ମୋବାଇଲକୁ ଲୁଟି ନେଇ ଚମ୍ପଟ ମାରିଥିଲେ । ଏ ନେଇ ସୁବାଷଙ୍କ ଅଭିଯୋଗ କ୍ରମେ ହିଞ୍ଜିଳି ଥାନାରେ ନଂ-୧୯୪/୨୦ରେ ଏକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ ଚଳାଇଥିଲା । ସେହିପରି ଗତ ଜୁନ ୧୭ ତାରିଖରେ ସ୍ଥାନୀୟ ଥାନା ଠୁରୁବୁରାଇ ଗ୍ରାମ ଉତ୍କଳ ଗ୍ରାମୀଣ ବ୍ୟାଙ୍କରେ ଦୁବୃର୍ତ ମାନେ ବ୍ୟାଙ୍କ କବାଟର ତାଲା ଭାଙ୍ଗି ଲକର ଚାବି ଭାଙ୍ଗି ଲୁଟ କରିବାରେ ବିଫଳ ହୋଇ ଫେରିଥିଲେ । ବ୍ୟାଙ୍କ ଶାଖା ପରିଚାଳକଙ୍କ ଅଭିଯୋଗ କ୍ରମେ ହିଞ୍ଜିଳି ଥାନାରେ ନଂ-୨୦୫/୨୦ରେ ଏକ ମାମଲା ରୁଜୁ କରି ପୁଲିସ ଘଟଣାର ତଦନ୍ତ ଜାରି ରଖିଥିଲା ।

ରବିବାର ରାତିରେ ଥାନା ଆଇଆଇସି ଦାସଙ୍କ ତତ୍ୱାବଧାନରେ ଥାନା ଏସଆଇ ବାସୁଦେବ ଭୋଇଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ୍ ଗଠନ କରାଯାଇ ଶେରଗଡ଼, ଦିଗପହଣ୍ଡି, ଧରାକୋଟ ଥାନା ଅଂଚଳରେ ଚଢାଉ କରାଯାଇଥିଲା । ଚଢାଉ ସମୟରେ ପୁଲିସ ୫ ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଥିଲା । ଗିରଫ ମାନେ ହେଲେ ଶେରଗଡ଼ ଥାନା କୁରୁଳା ଗ୍ରାମର ଧବଳେଶ୍ୱର ଦାସ ଓରଫ ଧୋବା(୨୦), ଢିଙ୍କିଶାଳ ଗ୍ରାମର ଜଗନ୍ନାଥ ସ୍ୱାଇଁ (୨୧), ଧରାକୋଟ ଥାନା ଜି. ଦାମଦୋରପଲ୍ଲୀ ଗ୍ରାମର ଏସ. ବଳିଆ ରେଡ୍ଡି (୨୧), କୁଲାଗଡ଼ ଗ୍ରାମର ଲକ୍ଷ୍ମଣ ପାଢି (୨୧) ଓ ଦିଗପହଣ୍ଡି ଥାନା ରାଜପୁର ଗ୍ରାମର ସିଲୁ ସ୍ୱାଇଁ ଓରଫ ସମିର (୨୪) । ଗିରଫ ଅଭିଯୁକ୍ତଙ୍କ ଠାରୁ ୨ଟି ମୋଟର ସାଇକେଲ ୟାମାହା ଏଫଜେଡ଼(ଓଡ଼ି୦୭ଏବି ୮୭୯୮) ଓ ଟିଭିଏସ ଆପାଚି (ଓଡ଼ି୩୨ଏଫ୍ ୩୩୧୦), ୨ଟି ମୋବାଇଲ ଫୋନ୍ ଓ ଗୋଟିଏ ଛୁରୀ ଜବତ କରିଛି । ( ହିଞ୍ଜିଳିକାଟୁ ରିପୋର୍ଟ –ଶେଷଦେବ ସାହୁ)

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
ମହିଳା ଦିବସ ଅବସରରେ ଆଫସାର ହର୍ ଓଡ଼ିଶା କାର୍ଯ୍ୟକ୍ରମ ଆୟୋଜିତ ୯ଜଣ ମହିଳା ଚେଞ୍ଜମେକର ଏବଂ ୧୨ଜଣ ହର୍ ଓଡ଼ିଶା ଏକ୍ସିଲେନ୍ସ ଆୱାର୍ଡ଼ରେ ସମ୍ମାନିତ

AAFSA’s “Her Odisha” Program on the Occasion of International Women’s Day

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

ଶତାଧିକ ସମର୍ଥକଙ୍କ ଗହଣରେ ବିଜେପିରେ ଯୋଗଦେଲେ ବାଲେଶ୍ୱରର ପୂର୍ବତନ ସାଂସଦ ରବୀନ୍ଦ୍ର କୁମାର ଜେନା 

March 12, 2026
ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

ବରିଷ୍ଠ ସାମ୍ବାଦିକଙ୍କ ମାତୃ ବିୟୋଗ : ବାଚସ୍ପତିଙ୍କ ଶୋକ

March 11, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version