• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home Uncategorized

ଉପଜିଲ୍ଲାପାଳଙ୍କର ଅତର୍କିତ ଚଢଉ ରେ ରଣପୁରର ବ୍ୟବସାୟ ମହଲ ରେ ଭୟ ସୃଷ୍ଟି

Proprietor Abhimanyu Maharana by Proprietor Abhimanyu Maharana
July 27, 2020
in Uncategorized, ଓଡ଼ିଶା, ଦେଶ, ନୟାଗଡ଼ ନିଉଜ୍, ହୋମ୍
0
ଉପଜିଲ୍ଲାପାଳଙ୍କର ଅତର୍କିତ ଚଢଉ ରେ ରଣପୁରର ବ୍ୟବସାୟ ମହଲ ରେ ଭୟ ସୃଷ୍ଟି
Share on FacebookShare on TwitterWhatsapp

ଓଡିଶା ତାଜା ନ୍ୟୁଜ୍ /ରିପୋର୍ଟ ସୋନାଲି (୨୭ ଜୁଲାଇ ସୋମବାର ) ରଣପୁର NAC :- ଦେଶ ରେ କରୋନା ମହାମାରୀ ତାର କାୟା ବିସ୍ତାର କରିଥିଲା ବେଳେ ସାରା ରାଜ୍ୟକୁ ସୁରକ୍ଷିତ ରଖିବା ପାଇଁ ସଟଡାଉନ ଘୋଷଣା କରାଯାଇଛି । ସରକାର ଙ୍କ କୋଭିଡି ନିୟମ କୁ ନୟାଗଡ଼ ଜିଲ୍ଲା ରଣପୁର ଅଞ୍ଚଳ ରେ ଉଲଙ୍ଘନ କରୁଥିବା ଦେଖିବାକୁ ମିଳିଛି । ଏହି ସମୟରେ କରୋନା କଟକଣା କୁ ଭୃକ୍ଷେପ ନକରି ବିଭିନ୍ନ ବ୍ୟବସାୟିକ କାର୍ଯ୍ୟ ଚାଲିଥିବା ଅଭିଯୋଗ ହୋଇଥିଲା । ରଣପୁର ଅଞ୍ଚଳ ରେ ସ୍ପେଶାଲ ସ୍କ୍ୱାର୍ଡ଼ ଚଢ଼ଉ କରି କିଛି ଗ୍ରୋସରୀ ଦୋକାନ,ପ୍ରଶାନ୍ତ ହୋଟେଲ କୁ ସିଲ କରିଦେଇଛି ।

ଆଇନ ଅମାନ୍ୟ କରୁଥିବା ଦୋକାନ ଓ ହୋଟେଲ ମାନଙ୍କ ରୁ ଜୋରିମାନା ଆଦାୟ କରାଯାଇଥିଲା । ଉପଜିଲ୍ଲାପାଳ ଲଗ୍ନଜିତ ରାଉତ ଙ୍କ ନେତୃତ୍ୱ ରେ ସ୍ପେଶାଲ ଟିମ୍ ,ନୟାଗଡ଼ ତହସିଲଦାର୍ ଭିକାରୀ ସାହୁ,ଏସ୍ ଆଇ ଧର୍ମେନ୍ଦ୍ର ଶିଆଳ, ରଣପୁର ର ଥାନା ଆଇ.ଆଇ.ଆଇସି ଙ୍କ ସମେତ ଅନ୍ୟ ଥାନା ଅଧିକାରୀ ମାନେ  ଅଣ୍ଡର ଗ୍ରାଉଣ୍ଡ ପ୍ରଶାନ୍ତ ହୋଟେଲ ରୁ ବହୁ ପରିମାଣ ର ମଦ ଜବତ କରିବା ସହିତ ୨୦ରୁ ଉର୍ଦ୍ଧ ଲୋକଙ୍କୁ ରେଡ୍ ହାଣ୍ଡ ଧରି ଫାଈନ୍ ପକାଯାଇ ଚେତାବନୀ ଦେଇଥିଲେ ।

ଅନ୍ୟ ହୋଟେଲ ଓ ତେଜରାତି ଦୋକାନ ଗୁଡ଼ିକରୁ ମୋଟ ୧୮୦୦୦ ଟଙ୍କା ଜୋରିମାନା ଆଦାୟ କରିଛନ୍ତି । ସୂଚନାନୁସାରେ ଉକ୍ତ ଅଣ୍ଡରଗ୍ରାଉଣ୍ଡ ହୋଟେଲ ରୁ ଜବତ ମଦ କୁ ରଣପୁର ଥାନା ରେ ଜିମା ଦିଆଯାଇଥିଲା । ଏବଂ ହୋଟେଲରୁ ୧୦୦୦୦ ଟଙ୍କା ଜୋରିମାନା ଆଦାୟ କରାଯାଇଥିଲା । ଅନ୍ୟ ଦୁଇ ହୋଟେଲ ରୁ ୩୦୦୦ ଲେଖାଁଏ ଜୋରିମାନା ଆଦାୟ ହୋଈଛି । ରଣପୁର ରେ ଏହି ଭଳି ଅତର୍କିତ ଚଢଉ ରେ ରଣପୁର ର ବ୍ୟବସାୟ ମହଲ ରେ ଏକ ଭୟ ସୃଷ୍ଟି ହୋଇଛି ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
Taneira celebrates Savitri Vrata with the Inaya collection and exclusive festive offers

ସାବିତ୍ର ଉପଲକ୍ଷେ ତନେଇରା ପକ୍ଷରୁ ‘ଇନାୟା’ କଲେକ୍ସନ : ଆକର୍ଷଣୀୟ ଅଫର ପାଇବେ ଗ୍ରାହକ

May 7, 2026
Taneira celebrates Savitri Vrata with the Inaya collection and exclusive festive offers

Taneira celebrates Savitri Vrata with the Inaya collection and exclusive festive offers

May 7, 2026
ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

ରଣପୁରରେ ମାଟ୍ରିକ୍ ସଫଳତାର ଗୌରବ : ୫୪୨ ମାର୍କ ରଖି ଚର୍ଚ୍ଚାରେ – ସାଗରିକା

May 7, 2026
ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖମୁଣ୍ଡିଠାରେ ବାଇପାସ୍ ରାସ୍ତା ନିର୍ମାଣ ନେଇ ସାମାଜିକ ଜନଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ

May 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

Taneira celebrates Savitri Vrata with the Inaya collection and exclusive festive offers

ସାବିତ୍ର ଉପଲକ୍ଷେ ତନେଇରା ପକ୍ଷରୁ ‘ଇନାୟା’ କଲେକ୍ସନ : ଆକର୍ଷଣୀୟ ଅଫର ପାଇବେ ଗ୍ରାହକ

May 7, 2026
Taneira celebrates Savitri Vrata with the Inaya collection and exclusive festive offers

Taneira celebrates Savitri Vrata with the Inaya collection and exclusive festive offers

May 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version