• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ସେବା ନିବୃତ୍ତ ଶିକ୍ଷକ ଶିକ୍ଷୟତ୍ରୀଙ୍କ ପୂଜ୍ୟ ପୂଜା ନମନ କାର୍ଯ୍ୟକ୍ରମ ଅନୁଷ୍ଠିତ

Proprietor Abhimanyu Maharana by Proprietor Abhimanyu Maharana
March 2, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
ସେବା ନିବୃତ୍ତ ଶିକ୍ଷକ ଶିକ୍ଷୟତ୍ରୀଙ୍କ ପୂଜ୍ୟ ପୂଜା ନମନ କାର୍ଯ୍ୟକ୍ରମ ଅନୁଷ୍ଠିତ
Share on FacebookShare on TwitterWhatsapp

୩ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ରଣପୁର :-> ନୟାଗଡ ଜିଲ୍ଲା ରଣପୁର ବ୍ଲକର ଗୋପାଳପୁର ସର୍କଲରେ ସେବା ନିବୃତ୍ତ ଶିକ୍ଷକ ଶିକ୍ଷୟତ୍ରୀଙ୍କ ପୂଜ୍ୟ ପୂଜା ନମନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି | ଏଥିରେ ମୁଖ୍ୟ ଅତିଥି ଭାବେ ରଣପୁର ବ୍ଲକ ଶିକ୍ଷା ଅଧିକାରୀ ବନଲତା ବେହେରା, ସମ୍ମାନିତ ଅତିଥି ଭାବେ ରାଜ୍ୟ ପ୍ରାଥମିକ ଶିକ୍ଷକ ସଙ୍ଘ ସଂଯୋଜକ ତଥା ନୟାଗଡ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଭାପତି ଜ୍ୟୋତି ରଞ୍ଜନ ଦାଶ, ଜିଲ୍ଲା ସମ୍ପାଦକ ଭକ୍ତ ରଞ୍ଜନ ମିଶ୍ର, ନୟାଗଡ ଜିଲ୍ଲା ପ୍ରାଥମିକ ଶିକ୍ଷକ ସଂଗଠନର କୋଷାଧକ୍ଷ ହେମନ୍ତ କୁମାର ମିଶ୍ର,ରଣପୁର ବ୍ଲକ ପ୍ରାଥମିକ ଶିକ୍ଷକ ସଙ୍ଘ ସଭାପତି ପ୍ରଫୁଲ କୁମାର ବିଶ୍ୱାଳ, ଗୋପାଳପୁର ସର୍କଲ ସଭାପତି ନୀଳମଣି ବେହେରା, ସମ୍ପାଦକ ମହେନ୍ଦ୍ର କୁମାର ସୁବୁଦ୍ଧି ପ୍ରମୁଖ ଯୋଗ ଦେଇଥିଲେ | ଅତିଥିମାନେ ପ୍ରଥମେ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ଧୂପ ଦୀପ ଦେଇ କାର୍ଯ୍ୟକ୍ରମ ଆରମ୍ଭ କରିଥିଲେ | ନୀଳକଣ୍ଠ ଦେବ ପ୍ରାଥମିକ ବିଦ୍ୟାଳୟର ଶିକ୍ଷୟତ୍ରୀ ଓ ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ସ୍ୱାଗତ ସଂଗୀତ ଗାନ କରିଥିଲେ |ପ୍ରାୟ ୧୯୫୦ ମସିହାରୁ ଆରମ୍ଭ କରି ଆଜି ପର୍ଯ୍ୟନ୍ତ ଶିକ୍ଷକତା କରି ପିଲାମାନଙ୍କୁ ଶିକ୍ଷା ଦାନ କରି ଅବସର ନେଇ ଥିବା ୭୫ ଜଣ ଶିକ୍ଷକ ଶିକ୍ଷୟତ୍ରୀଙ୍କୁ ଫୁଲ, ଚନ୍ଦନ, ଉପଢୌକନ ଓ ପୁଷ୍ପ ମାଳ ଦେଇ ପୂଜା କରାଯାଇଥିଲା | ପୂଜ୍ୟ ପୂଜାର ପରମ୍ପରାକୁ ବଜାୟ ରଖିଥିବା ଗୋପାଳପୁର ସର୍କଲର ଶିକ୍ଷକମାନଙ୍କୁ ଅବସର ନେଇଥିବା ଶିକ୍ଷକମାନେ ଧନ୍ୟବାଦ ଜଣାଇ ଥିଲେ |

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
TPNODL launches ‘Solar Rath’ campaign in Baleshwar to accelerate rooftop solar adoption

TPNODL launches ‘Solar Rath’ campaign in Baleshwar to accelerate rooftop solar adoption

September 9, 2026
 ବିଦ୍ୟୁତ୍ ଚୋରି ମାମଲାର ସହଜ ସମାଧାନ ପାଇଁ ତୃତୀୟ ଜାତୀୟ ଲୋକ ଅଦାଲତରେ ସାମିଲ ହେଲା ଟିପିଡବ୍ଲୁଓଡିଏଲ୍ 

TPWODL Joins 3rd National Lok Adalat to Facilitate Resolution of Electricity Theft Cases 

ନୂଆ ଓଡ଼ିଆ ଚଳଚ୍ଚିତ୍ର “ଜଙ୍ଖ” ର ଟାଇଟିଲ ଘୋଷଣା

ନୂଆ ଓଡ଼ିଆ ଚଳଚ୍ଚିତ୍ର “ଜଙ୍ଖ” ର ଟାଇଟିଲ ଘୋଷଣା

September 9, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

TPNODL launches ‘Solar Rath’ campaign in Baleshwar to accelerate rooftop solar adoption

TPNODL launches ‘Solar Rath’ campaign in Baleshwar to accelerate rooftop solar adoption

September 9, 2026
 ବିଦ୍ୟୁତ୍ ଚୋରି ମାମଲାର ସହଜ ସମାଧାନ ପାଇଁ ତୃତୀୟ ଜାତୀୟ ଲୋକ ଅଦାଲତରେ ସାମିଲ ହେଲା ଟିପିଡବ୍ଲୁଓଡିଏଲ୍ 

TPWODL Joins 3rd National Lok Adalat to Facilitate Resolution of Electricity Theft Cases 

September 9, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version