• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଗଜପତି ଜିଲ୍ଲା ଆର ଉଦୟଗିରି ବ୍ଲକ ଅନ୍ତର୍ଗତ ଛେଳିଗଡ ଜଳପ୍ରକଳ୍ପରୁ ବାଦ ପଡିଥିବା ବିସ୍ଥାପିତ ବ୍ୟବସାୟୀ ମାନଙ୍କ ଥଇଥାନ ପାଇଁ ଦାବିପତ୍ର ପ୍ରଦାନ 

Proprietor Abhimanyu Maharana by Proprietor Abhimanyu Maharana
March 2, 2024
in ଓଡ଼ିଶା, ଗଜପତି, ହୋମ୍
0
ଗଜପତି ଜିଲ୍ଲା ଆର ଉଦୟଗିରି ବ୍ଲକ ଅନ୍ତର୍ଗତ ଛେଳିଗଡ ଜଳପ୍ରକଳ୍ପରୁ ବାଦ ପଡିଥିବା ବିସ୍ଥାପିତ ବ୍ୟବସାୟୀ ମାନଙ୍କ ଥଇଥାନ ପାଇଁ ଦାବିପତ୍ର ପ୍ରଦାନ 
Share on FacebookShare on TwitterWhatsapp

୩ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ପାରଳାଖେମୁଣ୍ଡି :-> ଗଜପତି ଜିଲ୍ଲା ରା,ଉଦୟଗିରି ବ୍ଳକର ଛେଳିଗଡ ନିକଟରେ ଆରମ୍ଭ ହେବାକୁ ଥିବା ବୃହତ ଜଳପ୍ରକଳ୍ପ ପାଇଁ ୫ ଗୋଟି ଗ୍ରାମ ଯଥା ତିଳିଗାଁ, କାକିଲି, ବିଦ୍ୟାଧରପୁରୁ, ସୁଗୁବା ଓ ଚଢେୟାପଦା ସଂପୂର୍ଣ୍ଣ ବୁଡି ଅଞ୍ଚଳ ଭାବେ ଯାଉଥିବା ବେଳେ, ୨୦ ରୁ ଉର୍ଦ୍ଧ୍ବ ଗ୍ରାମ ଆଶିଂକ ଭାବେ ପ୍ରଭାବିତ ହେବେ । ସଂପୂର୍ଣ୍ଣ ବୁଡି ଅଞ୍ଚଳ ଭାବେ ଯାଉଥିବା ଉପରୋକ୍ତ ୫ ଟି ଗ୍ରାମର ଅଧିବାସୀ ମାନେ ଛେଳିଗଡ ବଜାର ଉପରେ ନିର୍ଭର କରି ଚଳୁଥିବାବେଳେ, ଛେଳିଗଡର ବ୍ୟବସାୟୀ ମାନେ ମଧ୍ୟ ସେମାନଙ୍କୁ ନେଇ ନିଜର ଜୀବିକା ନିର୍ବାହ କରୁଥିଲେ ।

ହେଲେ, ବିସ୍ଥାପିତ ହେଉଥିବା ୫ ଗୋଟି ଗ୍ରାମବାସୀଙ୍କୁ ଅନ୍ୟତ୍ର ଥଇଥାନ ନିମନ୍ତେ ପ୍ରଶାସନ ପକ୍ଷରୁ ଉଦ୍ୟମ କରାଯାଉଥିବା ବେଳେ, ଛେଳିଗଡ ଗ୍ରାମର ବ୍ୟବସାୟୀ ମାନେ ଏବେ ନିଜର ଜୀବନ ଜୀବିକା ହରାଇବାକୁ ବସିଛନ୍ତି । ଗୋଟିଏ ପଟେ, ଛେଳିଗଡକୁ ଆଶିଂକ ବୁଡି ଅଞ୍ଚଳ ଭାବେ ଘୋଷଣା କରାଯାଇଥିବା ବେଳେ, ଅନ୍ୟପଟେ, ରୋଜଗାରର ପନ୍ଥାକୁ ମଧ୍ୟ ସେମାନେ ହରାଇବାକୁ ବସିଛନ୍ତି ।

ଆଉ, ଯାହାକୁ ନେଇ ବ୍ୟବସାୟୀ ମାନେ ନିଜର ପରିବାର ପ୍ରତିପୋଷଣ ପାଇଁ ଏବେ ଜଳପ୍ରକଳ୍ପ କାର୍ଯ୍ୟାଳୟର ଅଧିକ୍ଷଣ ଯନ୍ତ୍ରୀଙ୍କ ଦ୍ୱାରସ୍ଥ ହୋଇଛନ୍ତି । ଶତାଧିକ ବ୍ୟବସାୟୀ ମାନେ ଅଧିକ୍ଷଣ ଯନ୍ତ୍ରୀ ବିରେନ୍ଦ୍ର କୁମାର ଜଗତଙ୍କୁ ଭେଟି ସେମାନଙ୍କ ଜୀବନ ଜୀବିକା ସଂପର୍କରେ ଆଲୋଚନା କରିବା ସହ, ଏକ ଦାବିପତ୍ର ପ୍ରଦାନ କରିଛନ୍ତି । ଏଥିସହିତ, ରା,ଉଦୟଗିରି ବିଡିଓ ଏବଂ ତହସିଲଦାର ଙ୍କୁ ମଧ୍ୟ ନିଜର ଦାବିପତ୍ର ପ୍ରଦାନ କହିଛନ୍ତି ଗ୍ରାମବାସୀ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

October 4, 2026
ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

ଗାନ୍ଧିଜୀ ଓ ଶାସ୍ତ୍ରୀଜୀଙ୍କ ଜୟନ୍ତୀ ପାଳିତ

October 4, 2026
ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

ହବିଷ୍ୟାଳୀ ବ୍ରତ ପାଇଁ ଅକ୍ଟୋବର ୬ ରୁ ଅନଲାଇନ ପଞ୍ଜିକରଣ

October 4, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ସେବା ଜ୍ୟୋତି ଯାତ୍ରା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

October 4, 2026
ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

ଉଦ୍ୟାନ କୃଷି ରେ ଅଭିମନ୍ୟୁ ସୃଷ୍ଟି କରିଛନ୍ତି ନୂଆ ପରିଚୟ

October 4, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version