୩ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) କୁହୁଡି :-> କୁହୁଡି ରେଳ ଷ୍ଟେସନ ନିକଟସ୍ଥ ରେଳ ଧାରଣାରୁ ଆଜି ଏକ ଅଜଣା ବ୍ୟକ୍ତିଙ୍କ ମୃତ ଦେହ ଉଦ୍ଧାର କରିଛି ଜିଆରପି । ବ୍ୟକ୍ତିଙ୍କ ବୟସ ଆନୁମାନିକ ୩୫ ବର୍ଷ ହୋଇଥିବା ବେଳେ ସେ ଗଞ୍ଜି ଏବଂ କଳା ରଙ୍ଗର ପ୍ୟାଣ୍ଟ ପିନ୍ଧିଥିବା ଦେଖିବାକୁ ମିଳିଛି ।



© 2023 Odisha Taza News.