• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେପିକୁ ବିଜେଡିର ନିର୍ବାଚିତ ପ୍ରତିନିଧିମାନଙ୍କ ସୁଅ

Proprietor Abhimanyu Maharana by Proprietor Abhimanyu Maharana
March 4, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ରାଜନୀତି, ହୋମ୍
0
ବିଜେପିକୁ ବିଜେଡିର ନିର୍ବାଚିତ ପ୍ରତିନିଧିମାନଙ୍କ ସୁଅ
Share on FacebookShare on TwitterWhatsapp

 ବିଜେଡି ଛାଡି ବିଜେପିରେ ସାମିଲ ହେଲେ ବିଧାୟକ ଅରବିନ୍ଦ ଢାଲି, ପୂର୍ବତନ ବିଧାୟକ ମୁକୁନ୍ଦ ସୋଢୀ ଏବଂ ଦିଗପହଣ୍ଡି ଜିଲ୍ଲା ପରିଷଦ ଅଧ୍ୟକ୍ଷ ବିପିନ ଚନ୍ଦ୍ର ପ୍ରଧାନ

 ବିଜୁ ଜନତା ଦଳର ପୂର୍ବତନ ଜିଲ୍ଲା ଉପସଭାପତି ବନମାଳୀ ସେଠୀ ବିଜେପିରେ ସାମିଲ ହେଲେ

 ମାଲକାନଗିରି, ଗଞ୍ଜାମ, ନୟାଗଡ ଓ ଭଦ୍ରକର ଶତାଧିକ ନେତା ଓ କର୍ମୀ ବିଜେପିରେ ଦେଲେ ଯୋଗ୪ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଭୁବନେଶ୍ୱର :-> ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ମିଶ୍ରଣ ପର୍ବରେ ଜୟଦେବ ବିଧାୟକ ଅରବିନ୍ଦ ଢାଲି ନିଜ ସମର୍ଥକଙ୍କ ସହ ବିଜୁ ଜନତା ଦଳ ପରିତ୍ୟାଗ କରି ଆନୁଷ୍ଠାନିକ ଭାବେ ବିଜେପିରେ ଯୋଗ ଦେଇଛନ୍ତି । ସେହିପରି ତାଙ୍କ ସହ ବୁଧନାଥ ବାରିକ, ଅମୂଲ୍ୟ କୁମାର ମହାପାତ୍ର, ବଳରାମ ମଲ୍ଲିକ, କୈଳାଶଚନ୍ଦ୍ର ସେଠୀ, ସୁରେନ୍ଦ୍ର ସେଠୀ, ରାଜେନ୍ଦ୍ର ସାହୁ, ରଶ୍ମି ପଣ୍ଡା, ରଞ୍ଜିତ କୁମାର ଜେନା, ଶ୍ରୀଧର ସାହୁଙ୍କ ସମେତ ଶତାଧିକ ବିଜେଡି କର୍ମୀ ବିଜେପିରେ ସାମିଲ ହୋଇଛନ୍ତି ।ମାଲକାନଗିରିର ପୂର୍ବତନ ବିଧାୟକ ମୁକୁନ୍ଦ ସୋଢୀ ଆଜି ନିଜ ସମର୍ଥକଙ୍କ ଗହଣରେ ବିଜେଡି ଛାଡି ବିଜେପିରେ ସାମିଲ ହୋଇଛନ୍ତି । ଜିଲ୍ଲାର ବରିଷ୍ଠ ବିଜେଡି ନେତା ଦେବ ମାଡକାମୀ, ବିଶ୍ୱନାଥ ସରକାର, ଜିତେନ୍ଦ୍ର ସାମଲ ବିଜେପିରେ ଯୋଗ ଦେଇଛନ୍ତି । କମଳାକାନ୍ତ ଶର୍ମା, ଜ୍ୟୋତିରଞ୍ଜନ ଦାସ ମଧ୍ୟ ବିଜେପିରେ ସାମିଲ ହୋଇଛନ୍ତି । ଗଞ୍ଜାମ ଜିଲ୍ଲା ୨୬ ନମ୍ବର ଜୋନ ଜିଲ୍ଲା ପରିଷଦ ସଦସ୍ୟ ତଥା ଦିଗପହଣ୍ଡି ନିର୍ବାଚନମଣ୍ଡଳୀର ବରିଷ୍ଠ ବିଜେଡି ନେତା ଶ୍ରୀ ବିପିନ ଚନ୍ଦ୍ର ପ୍ରଧାନ, ସମିତି ସଭ୍ୟ ଜତିନ୍ଦ୍ର ପାତ୍ର, ସାରଥୀ ପ୍ରସାଦ ଗୌଡ, ସନ୍ତୋଷ ଚୌଧୁରୀ, ବାବୁ ଗୌଡ, ପୂର୍ବତନ ସରପଂଚ ହରିବନ୍ଧୁ ରେଡ୍ଡୀ, ଅସୀତ କୁମାର ସାହୁ, ଉଦୟନାଥ ସ୍ୱାଇଁ, କୃଷ୍ଣ ସାହୁ, ନିରାକାର ପ୍ରଧାନ ପ୍ରମୁଖ ଆନୁଷ୍ଠାନିକ ଭାବେ ବିଜେପିରେ ସାମିଲ ହୋଇଛନ୍ତି ।ବିଜୁ ଜନତା ଦଳର ପୂର୍ବତନ ଗଞ୍ଜାମ ଜିଲ୍ଲା ଉପସଭାପତି ବନମାଳୀ ସେଠୀ ନିଜ ଶତାଧିକ ସମର୍ଥକଙ୍କ ଗହଣରେ ଆଜି ଆନୁଷ୍ଠାନିକଭାବେ ବିଜେଡି ତ୍ୟାଗ କରି ବିଜେପିରେ ମିଶିଛନ୍ତି ।ଭଦ୍ରକ ଜିଲ୍ଲା ଭଣ୍ଡାରୀପୋଖରୀ ବ୍ଲକର ପୂର୍ବତନ ଅଧ୍ୟକ୍ଷା ସଂଘମିତ୍ରା ପଣ୍ଡାଙ୍କ ସହ ମଧୁସୂଦନ ଜେନା, ବାବୁଲା ଜେନା, କୁନୁରୀ ଜେନା, ପ୍ରଫୁଲ୍ଲ ଜେନା, ସୁବାଷ ଜେନା, ମନୋରଞ୍ଜନ ଜେନା, ଦେବାଶିଷ ଜେନା, ବାବାଜୀ ଜେନା; ରଣଜିତ ଗ୍ରାମ ପଂଚାୟତର ଆନନ୍ଦ ସେଠୀ, ବାବୁଲା ମାଝୀ, ଘନଶ୍ୟାମ ବେହେରା, ବେଣୁଧର ଜେନା; ପାଟୁଳି ଗ୍ରାମ ପଂଚାୟତର ନରସିଂହ ଗିରି, ବିରେନ୍ଦ୍ର ପତି, ଶରତ ଚନ୍ଦ୍ର ପତି, ଅରେଇକଣାର ସୁଶାନ୍ତ କୁମାର ମହାପାତ୍ର, ଯୋଗେନ ସାହୁ ପ୍ରମୁଖ ବିଜେପିରେ ସାମିଲ ହୋଇଛନ୍ତି ।ସେହିପରି ବନ୍ତ ବ୍ଲକ ପୁରୁଷଣ୍ଡ ପଂଚାୟତର ମାନସ ରଞ୍ଜନ ପଣ୍ଡା, ପ୍ରଭାକର ସାହୁ, ପ୍ରଦୀପ କୁମାର ଦାସ ଏବଂ ବିଟିପୁର ଗ୍ରାମ ପଂଚାୟତର ଲକ୍ଷ୍ମୀଧର ସାହୁ, କୈଳାଶ ମହାପାତ୍ର, ସନାତନ ପଲେଇ ପ୍ରମୁଖ ବିଜେପିରେ ସାମିଲ ହୋଇଛନ୍ତି । ସେହିପରି ଭୁବନେଶ୍ୱରରୁ ଅନୁଶ୍ରୀ ଦାସ, ଜଟଣୀ ବିଧାନସଭାରୁ ଛାତ୍ର କଂଗ୍ରେସ ସଭାପତି ମହମ୍ମଦ ଅସ୍‌ଫାଖ୍ ବିଜେପିରେ ସାମିଲ ହୋଇଛନ୍ତି ।ନୟାଗଡ ଜିଲ୍ଲା ଖଣ୍ଡପଡାର ଦୁଷ୍ମନ୍ତ ସ୍ୱାଇଁ, ପୂର୍ବତନ ଜିଲ୍ଲା ଅଧ୍ୟକ୍ଷା ସୀତା ସ୍ୱାଇଁ, ଉଜ୍ଜଳ ମହାରଣା, ଗୀତାଞ୍ଜଳୀ ବେହେରା, ଯୁଧିଷ୍ଠିର ଦାଶ ପ୍ରମୁଖ ଆନୁଷ୍ଠାନିକ ବିଜେପିରେ ସାମିଲ ହୋଇଛନ୍ତି ।
ଆଜି ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଏହି ମିଶ୍ରଣ ପର୍ବରେ ରାଜ୍ୟ ସଭାପତି ମନମୋହନ ସାମଲ,ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାର, ରାଜ୍ୟ ସହ ପ୍ରଭାରୀ ଲତା ଉସେଣ୍ଡି, ପୂର୍ବତନ ରାଜ୍ୟ ସଭାପତି ସମୀର ମହାନ୍ତି ନୂତନ ସଦସ୍ୟଙ୍କୁ ଦଳୀୟ ଉତରୀୟ ପିନ୍ଧାଇ ସ୍ୱାଗତ କରିଥିଲେ ।ଏହି ମିଶ୍ରଣ ପର୍ବରେ ସାଂସଦ ଅପରାଜିତା ଷଡଙ୍ଗୀ, ବିଧାୟକ ପ୍ରଦୀପ ପାଣିଗ୍ରାହୀ, ପ୍ରଶାନ୍ତ ଜଗଦ୍ଦେବ, ପୂର୍ବତନ ଡିଜି ଓ ବରିଷ୍ଠ ନେତା ପ୍ରକାଶ ମିଶ୍ର, ରାଜ୍ୟ ଉପସଭାପତି ବିରଂଚି ନାରାୟଣ ତ୍ରିପାଠୀ, ସୁକେଶୀ ଓରାମ, ରାଜ୍ୟ ମୁଖପାତ୍ର ଦିଲୀପ ମଲ୍ଲିକ, ସାଂସ୍କୃତିକ ପ୍ରକୋଷ୍ଠ ରାଜ୍ୟ ସଂଯୋଜିକା ପିଙ୍କି ପ୍ରଧାନ, ଭୁବନେଶ୍ୱର ଜିଲ୍ଲା ସଭାପତି ବାବୁ ସିଂ, ଶ୍ରୀତମ ଦାସ ପ୍ରମୁଖ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026
ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

ବୋଲଗଡ ଗୋଷ୍ଠୀ ଶିକ୍ଷା କାର୍ଯ୍ୟlଳୟ ଦ୍ବାରା ମେଧାବୀ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ

May 8, 2026
CII Odisha Announces New Leadership for 2026-27 with a Roadmap for Industrial Growth and Sustainable Development in Odisha

ସିଆଇଆଇ ଓଡିଶା ପକ୍ଷରୁ ଓଡିଶାରେ ଶିଳ୍ପ ଅଭିବୃଦ୍ଧି ଓ ସ୍ଥାୟୀ ବିିକାଶ ପାଇଁ ଏକ ରୋଡମ୍ୟାପ ସହିତ ୨୦୨୬ – ୨୭ ପାଇଁ ନୂଆ ନେତୃତ୍ୱ ଘୋଷଣା

May 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

ଭାରତୀୟ ଷ୍ଟେଟ ବ୍ୟାଙ୍କ ଗ୍ରାମୀଣ ଆତ୍ମ ନିଯୁକ୍ତି ତାଲିମ ପ୍ରତିଷ୍ଠାନର ଜିଲ୍ଳା ସ୍ତରୀୟ ବୈଠକ 

May 8, 2026
ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

ଲିଙ୍କ ଫେଲ,ଟିକେଟ ପାଇଁ ରେଳଯାତ୍ରୀ ହତାଶ

May 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version