• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ଇନ୍ଦିରା ଗାନ୍ଧୀ ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟରେ ‘ନୂଆ-ଓ’ଛାତ୍ରୀ ବୃତି ପ୍ରଦାନ କାର୍ଯ୍ୟକ୍ରମ – ୪୧୫ଙ୍କୁ ମିଳିଲା ବୃତିରାଶି

Proprietor Abhimanyu Maharana by Proprietor Abhimanyu Maharana
March 6, 2024
in ଓଡ଼ିଶା, ଯାଜପୁର, ହୋମ୍
0
ଇନ୍ଦିରା ଗାନ୍ଧୀ ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟରେ ‘ନୂଆ-ଓ’ଛାତ୍ରୀ ବୃତି ପ୍ରଦାନ କାର୍ଯ୍ୟକ୍ରମ – ୪୧୫ଙ୍କୁ ମିଳିଲା ବୃତିରାଶି
Share on FacebookShare on TwitterWhatsapp

୫ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) କୋରାଇ :-> ବ୍ୟାସନଗର ସ୍ଥିତ ଇନ୍ଦିରା ଗାନ୍ଧୀ ମହିଳା ଡ଼ିଗ୍ରୀ ମହାବିଦ୍ୟାଳୟରେ ନୂଆ-ଓ’ ଛାତ୍ରବୃତି ପ୍ରଦାନ କାର୍ଯ୍ୟକ୍ରମ ଆଜି ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ବରିଷ୍ଠ ଅଧ୍ୟାପିକା ସୁମିତ୍ରା ରାଉତଙ୍କ ସଭାପତିତ୍ବରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ କୋରାଇ ବିଧାୟକ ଅଶୋକ କୁମାର ବଳ ଯୋଗଦେଇ ଉଚ୍ଚ ଶିକ୍ଷାପାଇଁ ଅର୍ଥ ଆଉ ବାଧକ ସାଜିବ ନାହିଁ ବୋଲି ମୁଖ୍ୟମନ୍ତ୍ରୀ ନୂଆ-ଓ ଛାତ୍ର ବୃତି ଯୋଜନା କରିଛନ୍ତି ବୋଲି କହିଥିଲେ ।

ନୂଆ-ଓ କାର୍ଯ୍ୟକ୍ରମର ନୋଡାଲ ଅଧିକାରୀ ଅଧ୍ୟାପକ ମଳୟ କୁମାର ମଲ୍ଲିକ ଏହି
ଯୋଜନାର ବିବରଣି ପ୍ରଦାନରେ ଯେଉଁ ମାନଙ୍କ ବାପା ମାଆ ସରକାରୀ ଚାକିରି କରିଛନ୍ତି, ସରକାରଙ୍କୁ ଶୁକ୍ଳ ଦେଉଛନ୍ତି କିମ୍ବା କାଳିଆ ଯୋଜନାର ଛାତ୍ର ବୃତି ପାଉଥିବା ପିଲାଏ ଏହି ଯୋଜନାର ଅନ୍ତର୍ଭୁକ୍ତ ହୋଇ ନାହାଁନ୍ତି ।

ତଦନୁଯାୟୀ ମହାବିଦ୍ୟାଳୟର ୪୪୮ଜଣ ଛାତ୍ରୀଙ୍କ ମଧ୍ୟରୁ ୪୧୫ଜଣ ଛାତ୍ରୀ ଏହି ନୂଆ-ଓ ଛାତ୍ରୀ ବୃତି ପାଇବାକୁ ଯୋଗ୍ୟ ବିବେଚିତ ହୋଇଛନ୍ତି ବୋଲି ସୂଚନା ଦେଇଥିଲେ । ବିଭାଗୀୟ ସୂଚନା ଅନୁଯାୟୀ ବିଧାୟକ ଶ୍ରୀ ବଳ କାର୍ଯ୍ୟକ୍ରମରେ ଯୋଗ୍ୟ ପିଲାମାନଙ୍କୁ ୧୦ ହଜାର ଟଙ୍କା ବୃତି ପ୍ରଦାନର ପ୍ରମାଣ ପତ୍ର ଦେଇଥିଲା ବେଳେ ବୃତି ଟଙ୍କା ଅନଲାଇନ ଜରିଆରେ ଯୋଗ୍ୟ ଛାତ୍ରୀଙ୍କ ଏକାଉଂଟକୁ ପ୍ରଦାନ କରାଯାଇଥିଲା ।

ଅନ୍ୟମାନଙ୍କ ମଧ୍ୟରେ ଅଧ୍ୟାପିକ ଲିପ୍ସା ମିଶ୍ର, ଯାଜ୍ଞେଶ୍ଵରୀ ପଲେଇ, ଝୁନୁମଣି ଜେନା, ରୋଜାଲିନ ଦାଶ, ଅଧ୍ୟାପକ ସନ୍ତୋଷ କୁମାର ଜେନା, ପଦ୍ମଭୂଷଣ ରାଉତରାୟଙ୍କ ସମେତ ସ୍ଥାନୀୟ କାଉନସିଲର, ଅଭିଭାବକ, ଅନୁଷ୍ଠାନର ଶୁଭେଚ୍ଛୁ ମାନେ ଯୋଗ ଦେଇଥିଲେ। ପ୍ରାରମ୍ଭରେ ‘ନୂଅ-ଓ’ ଛାତ୍ରବୃତି ସଂପର୍କିତ ଏକ ହୋର୍ଡିଂ ପ୍ରଦାର୍ଶିତ କରାଯାଇଥିଲା

ବେଳେ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜୟନ୍ତି ଅବସରରେ ତାଙ୍କ ତୈଳଚିତ୍ରରେ ପୁଷ୍ପାର୍ଘ୍ୟ ପ୍ରଦାନ କରାଯାଇଥିଲା । ଛିତ୍ରୀମାନେ ତାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ସାହାସିକତା ପଦକ୍ଷପ ଗ୍ରହଣ କରିବାକୁ ଅତିଥୁମାନେ ପରାମର୍ଶ ଦେଇଥିଲେ ।

ଶେଷରେ ଅଧ୍ୟାପକ ପଦ୍ମଭୂଷଣ ରାଉତରାୟ ଧନ୍ୟବାଦ ଅର୍ପଣ କରିଥିଲେ । ଅନୁଷ୍ଠିତ କାର୍ଯ୍ୟକ୍ରମରେ ପ୍ରଶାନ୍ତ କୁମାର ପଲେଇ, ଦୁର୍ଗାବତୀ ସ୍ଵାଇଁ, ପବିତ୍ର ମୋହନ ଜେନା, ପ୍ରଶାନ୍ତ କୁମାର ଦାସ, କବିତା କଲୋଳିନୀ ସିହ୍ନା ପ୍ରମୁଖ ସମସ୍ତ କର୍ମଚାରଙ୍କ ସମେତ ଅଧ୍ୟାପକ/ଅଧ୍ୟାପିକା ସହଯୋଗ କରିଥିଲେ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

ଜିଲ୍ଲା ଚିକିତ୍ସାଳୟ ସଭା ଗୃହରେ ବିଶ୍ୱ ମ୍ୟାଲେରିଆ ଦିବସ 2026 ଉପଲକ୍ଷେ ଏକ ବୈଠକ

April 26, 2026
ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

ଜିଲ୍ଲା ସ୍ତରୀୟ ପଞ୍ଚାୟତିରାଜ ଦିବସ ନୟାଗଡ଼

April 26, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

ବିଶ୍ୱ ମ୍ୟାଲେରିଆ ଦିବସ ଅବସରରେ ଉତ୍ତମ ମାଲିକ ଗ୍ରୁପ୍ ଅଫ୍ ଇନଷ୍ଟିଚ୍ୟୁଟର ମାଗଣା ମେଗା ଚିକିତ୍ସା ଶିବିର ଅନୁଷ୍ଠିତ

April 26, 2026
ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

ମାଲକାନଗିରିରେ ସନ୍ତରଣ ଓ ଜୀବନ ରକ୍ଷା କୌଶଳ ପ୍ରଶିକ୍ଷଣ ଶିବିର ଉଦଯାପିତ

April 26, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version