• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

“ସୋହମ” ଆନୁକୂଲ୍ୟରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ : ନୟାଗଡ ର ଆନ୍ତର୍ଜାତିକ ମହିଳା ଦିବସ ପାଳିତ

Proprietor Abhimanyu Maharana by Proprietor Abhimanyu Maharana
March 8, 2024
in ଓଡ଼ିଶା, ନୟାଗଡ଼ ନିଉଜ୍, ହୋମ୍
0
“ସୋହମ” ଆନୁକୂଲ୍ୟରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ : ନୟାଗଡ ର ଆନ୍ତର୍ଜାତିକ ମହିଳା ଦିବସ ପାଳିତ
Share on FacebookShare on TwitterWhatsapp

୭ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ନୟାଗଡ :-> ନୟାଗଡ ଜିଲ୍ଲା ଓ ଦୌରାଜଜ ତଥା ଅଧ୍ୟକ୍ଷ, ଜିଲ୍ଲା ଆଇନ ସେବା ପ୍ରାଧିକରଣ ଶ୍ରୀ ଆନନ୍ଦ ନାରାୟଣ ମହାରଣାଙ୍କ ଅନୁମତି କ୍ରମେ, “ସୋହମ” ଅନୁଷ୍ଠାନ ଆନୁକୂଲ୍ୟରେ ଜିଲ୍ଲା ଆଇନ ସେବା ପ୍ରାଧିକରଣ, ତରଫରୁ ଆନ୍ତର୍ଜାତିକ ମହିଳା ଦିବସ ପାଳିତ ହୋଇଅଛି । ପ୍ରାରମ୍ଭରେ ସୋହମ ସଭାପତି ଡ଼ଃ କବିତା ମିଶ୍ର, ଅତିଥିମାନଙ୍କୁ ସ୍ଵାଗତ ସହିତ ଅତିଥିମାନଙ୍କ ପରିଚୟ ପ୍ରଦାନ କରିଥିଲେ । ବରିଷ୍ଠ ବର୍ଗ ବିଚାରପତି ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ, ନୟାଗଡ, ସଚିବ, ଶ୍ରୀଯୁକ୍ତ ବିଶେଷ କୁମାର ସାହୁ ୨୦୨୪ ମସିହାର ମହିଳା ସମ୍ମାନର ତତ୍ଵ , ମହିଳାଙ୍କ ଉପରେ ଦୃଢ ଆସ୍ଥା ,

ତ୍ଵରାନୀତ ପ୍ରଗତି ( INVEST IN WOMEN; ACCELERATE PROGREES ) ବାଖ୍ୟା କରିଥିଲେ । ମହିଳାଙ୍କ ସୁରକ୍ଷା ଏବଂ ପ୍ରଗତୀ ପାଇଁ ଉଦ୍ଧିଷ୍ଟ ବିଭିନ୍ନ ଆଇନଗତ ଦିଗକୁ ଉଦାହରଣ ମାଧ୍ୟମରେ ସୂଚାଇଥିଲେ । ଉପସ୍ଥିତ ଶତାଧିକ ମହିଳାଙ୍କ ମଧ୍ୟରୁ ଅନେକ ସେମାନଙ୍କର ସୁବିଧା ଅସୁବିଧାର ଦୃଷ୍ଟି ଆକର୍ଷଣ କରିଥିଲେ । ବରିଷ୍ଠ ଓକିଲ ଶ୍ରୀ ରମେଶ ଚନ୍ଦ୍ର ମହାରଣା, ଶ୍ରୀ ବଳଭଦ୍ର ମହାନ୍ତି, ଶ୍ରୀ ମନୋଜ କୁମାର ନାୟକ ଏବଂ ପ୍ରାଧିକାରଣର ସଦସ୍ୟ ମହମ୍ମଦ ଓମର ମାଲ୍ଲିକ ନିଜନିଜର ବକ୍ତବ୍ୟ ରଖିଥିଲେ ।

ଛାତ୍ରୀ ବିଦ୍ୟା ବିଜିତା ମହାନ୍ତି, ଜିଲ୍ଲା ଆଇନ ସେବା ପ୍ରାଧିକରଣ କର୍ମଚାରୀ ଶ୍ରୀ ଗଦାଧର ବିଶ୍ୱାଳ, ଶ୍ରୀ ଗଗନ ବିହାରୀ ନାୟକ, ଗ୍ରାମୀଣ ଆଇନ ସହାୟତା କର୍ମୀ ଶ୍ରୀ ପ୍ରମୋଦ କୁମାର ମହାନ୍ତି, ସୋହମ କର୍ମଚାରୀ ଅନଦୀ ଚରଣ ମହାନ୍ତି, ରବୀନ୍ଦ୍ର ନାୟକ, ସୂର୍ଯ୍ୟକାନ୍ତ ରଥ, ରସ୍ମିତା ମିଶ୍ର କାର୍ଯକ୍ରମ ପରିଚାଳନାରେ ସହାୟତା କରିଥିଲେ । ସୋହମ, ସମ୍ପାଦକ, ଶ୍ରୀ କାମାକ୍ଷ୍ୟା ପ୍ରସାଦ ଦାସ ଧନ୍ୟବାଦ ଅର୍ପଣ କରିଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

କଳିଙ୍ଗା ଘାଟିକୁ ବିକଳ୍ପ ରାସ୍ତା ଖୋଜା : ଭୂସ୍ଖଳନ ପରେ ୪ ଦିନ ଧରି ଯାତାୟାତ ଠପ୍‌, ଘଟଣାସ୍ଥଳରେ ପରିବହନ ମନ୍ତ୍ରୀ ଓ ପ୍ରଶାସନର ଅନୁଧ୍ୟାନ

September 27, 2026
ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

ପରମ୍ପରା ଓ ଭକ୍ତିର ସଙ୍ଗମ : ଘରେ ଘରେ ଭାଗବତ ଜନ୍ମ ଉତ୍ସବ

September 27, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

VISWASS ସ୍କୁଲ୍ ଆଣ୍ଡ କଲେଜ୍ ଅଫ୍ ନର୍ସିଂ ପକ୍ଷରୁ ଚେୟାରମ୍ୟାନ୍ ଡଃ ପ୍ରଜ୍ଞାନ ରଞ୍ଜନ ଘଡ଼ାଇଙ୍କ ଉପସ୍ଥିତିରେ B.Sc. ନର୍ସିଂ ପ୍ରଥମ ଓ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀଙ୍କ ପାଇଁ ଏକ ଆଧ୍ୟାତ୍ମିକ ଓ ପ୍ରେରଣାଦାୟକ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା

September 27, 2026
କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

କନ୍ୟା ସନ୍ତାନ ଜନ୍ମର ଖୁସି କ୍ଷଣରେ ଶୋକ

September 27, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version