• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ମୁଟୁଦା ଠାରେ ନୂତନ ସେତୁର ଶିଳାନ୍ୟାସ କଲେ ଚମ୍ପୁଆ ବିଧାୟିକା

Proprietor Abhimanyu Maharana by Proprietor Abhimanyu Maharana
March 8, 2024
in ଓଡ଼ିଶା, କେନ୍ଦୁଝର, ହୋମ୍
0
ମୁଟୁଦା ଠାରେ ନୂତନ ସେତୁର ଶିଳାନ୍ୟାସ କଲେ ଚମ୍ପୁଆ ବିଧାୟିକା
Share on FacebookShare on TwitterWhatsapp

୭ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଚମ୍ପୁଆ  :-> ଚମ୍ପୁଆ ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବିରିକଳା ପଞ୍ଚାୟତର ଲହଣ୍ଡା-ବିରିକଳା ରାସ୍ତାର ସୋନା ନଦୀ ଉପରେ ରାଜ୍ୟସରକାରଙ୍କ ଗ୍ରାମ୍ୟ ଉନ୍ନୟନ ବିଭାଗ ଦ୍ବାରା ନିର୍ମିତ ହେବାକୁ ଥିବା ନୂତନ ସେତୁର ଶୁଭ ଭିତ୍ତି ପ୍ରସ୍ଥର ସ୍ଥାପନ କଲେ ଚମ୍ପୁଆ ବିଧାୟିକା ଶ୍ରୀମତୀ ମିନାକ୍ଷୀ ମହାନ୍ତ ।

ଉକ୍ତ ସେତୁ ହେବା ଫଳରେ ବିରିକଳା ପଞ୍ଚାୟତର ମୁଟୁଦା,ଲହଣ୍ଡା,ବିରିକଳା ଗ୍ରାମର ଅଧିବାସୀ ମାନଙ୍କର ଗମନା ଗମନ ନିମନ୍ତେ ସିଧାସଳଖ ଯୋଡା, ବଡବିଲ,ଚମ୍ପୁଆ କୁ ସଂଯୋଗ ହୋଇପାରିବ । ଗ୍ରାମବାସୀଙ୍କର ବହୁ ଦିନର ସ୍ବପ୍ନ ଥିଲା ଯେ କେବେ ଏଠାରେ ସେତୁ ହେବ କିନ୍ତୁ ସ୍ଥାନୀୟ ବିଧାୟିକାଙ୍କ ପ୍ରଚେଷ୍ଠା ଏବଂ ରାଜ୍ୟସରକାରଙ୍କ ସହଯୋଗରେ ଆଜି ସଫଳ ରୂପାୟନ ହେବାକୁ ଯାଉଛି ।

ପରିଶେଷରେ ସ୍ଥାନୀୟ ବିଧାୟିକା ଶ୍ରୀମତୀ ମହାନ୍ତ ଗ୍ରାମବାସୀଙ୍କୁ ନିଜ ଅଭିଭାଷଣରେ କହିଥିଲେ ଯେ, “ସମସ୍ତେ ଏକ ହୋଇ କାମ କଲେ ଗ୍ରାମର ସାମଗ୍ରୀକ ବିକାଶ ହୋଇ ପାରିବ ଏବଂ ରାଜ୍ୟସରକାର ତଥା ମାନ୍ୟବର ମୁଖ୍ୟମନ୍ତ୍ରୀ ଶ୍ରୀଯୁକ୍ତ ନବୀନ ପଟ୍ଟନାୟକ

ସବୁବେଳେ କହନ୍ତି ଗ୍ରାମାଞ୍ଚଳର ବିକାଶ ହେଲେ ରାଜ୍ୟର ବିକାଶ ହେବ”। ଉକ୍ତ କାର୍ଯ୍ୟକ୍ରମରେ ବିଭାଗୀୟ ଅଧିକାରୀ ସମେତ ସ୍ଥାନୀୟ ସରପଞ୍ଚ,ସମିତି ସଭ୍ୟ ଏବଂ ଶତାଧିକ ଗ୍ରାମବାସୀ ଉପସ୍ଥିତ ଥିଲେ ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
ବାଲିଅନ୍ତା ଭିଡହିଂସା ଘଟଣା

ବାଲିଅନ୍ତା ଭିଡହିଂସା ଘଟଣା

June 8, 2026
ପ୍ରକୃତିବନ୍ଧୁ ପୁରସ୍କାର ପାଇଲେ ବିରଞ୍ଚି ଦାଶ

ପ୍ରକୃତିବନ୍ଧୁ ପୁରସ୍କାର ପାଇଲେ ବିରଞ୍ଚି ଦାଶ

June 7, 2026
ପ୍ରିୟଦର୍ଶିନୀ ମାର୍କେଟ କମ୍ପ୍ଲେକ୍ସକୁ ପୁନଃବିକାଶ କରିବ ବିଡିଏ

ପ୍ରିୟଦର୍ଶିନୀ ମାର୍କେଟ କମ୍ପ୍ଲେକ୍ସକୁ ପୁନଃବିକାଶ କରିବ ବିଡିଏ

June 7, 2026
ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଫାଇଲ ହଜିବା ଘଟଣା

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟରେ ଫାଇଲ ହଜିବା ଘଟଣା

June 7, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

ବାଲିଅନ୍ତା ଭିଡହିଂସା ଘଟଣା

ବାଲିଅନ୍ତା ଭିଡହିଂସା ଘଟଣା

June 8, 2026
ପ୍ରକୃତିବନ୍ଧୁ ପୁରସ୍କାର ପାଇଲେ ବିରଞ୍ଚି ଦାଶ

ପ୍ରକୃତିବନ୍ଧୁ ପୁରସ୍କାର ପାଇଲେ ବିରଞ୍ଚି ଦାଶ

June 7, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version