• About
  • Advertise
  • Privacy & Policy
  • Contact
Odisha Taza News
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ
No Result
View All Result
Odisha Taza News
No Result
View All Result
Home ଓଡ଼ିଶା

ବିଜେଡି-ବିଜେପି ମେଣ୍ଟ ଚର୍ଚ୍ଚା ଭିତରେ ଦିଲ୍ଲୀ ଗସ୍ତରେ ବିଜେଡିର ଦୁଇ ପ୍ରମୁଖ ନେତା – ଭି.କେ ପାଣ୍ଡିଆନ ଓ ପ୍ରଣବ ପ୍ରକାଶ ଦାସ

Proprietor Abhimanyu Maharana by Proprietor Abhimanyu Maharana
March 8, 2024
in ଓଡ଼ିଶା, ଖୋର୍ଦ୍ଧା, ମହାନଗର, ହୋମ୍
0
ବିଜେଡି-ବିଜେପି ମେଣ୍ଟ ଚର୍ଚ୍ଚା ଭିତରେ ଦିଲ୍ଲୀ ଗସ୍ତରେ ବିଜେଡିର ଦୁଇ ପ୍ରମୁଖ ନେତା – ଭି.କେ ପାଣ୍ଡିଆନ ଓ ପ୍ରଣବ ପ୍ରକାଶ ଦାସ
Share on FacebookShare on TwitterWhatsapp

୭ ମାର୍ଚ୍ଚ,୨୦୨୪ (ଓଡିଶା ତାଜ଼ା ନ୍ୟୁଜ) ଭୁବନେଶ୍ୱର  :->  ଓଡ଼ିଶାରେ ଉଭୟ ବିଧାନସଭା ଓ ଲୋକସଭା ଆସନ ବୁଝାମଣାର ଫର୍ମୂଲା ଓ କିଏ କେଉଁ ଆସନରେ ଲଢ଼ିବେ ତାହା ଚୂଡ଼ାନ୍ତ କରିବା ନିମନ୍ତେ ବିଜେଡି ନିଜର ଦୁଇଜଣ ନେତା ଭିକେ ପାଣ୍ଡିଆନ ଓ ପ୍ରଣବପ୍ରକାଶ ଦାସ(ବବି)ଙ୍କୁ ଦିଲ୍ଲୀ ପଠାଇଛି । ସେଠାରେ ଗତକାଲିଠୁ ରହିଥିବା ରାଜ୍ୟ ବିଜେପି ନେତୃତ୍ୱ ଓ କେନ୍ଦ୍ରୀୟ ନେତୃତ୍ୱଙ୍କ ଉପସ୍ଥିତିରେ ଏହି ଆସନ ବୁଝାମଣା ପ୍ରକ୍ରିୟା ଚୂଡ଼ାନ୍ତ ହେବ ବୋଲି ସୂଚନା ମିଳିଛି ।

ମିଳିଥିବା ସୂଚନା ଅନୁସାରେ, ଆଜି ଅପରାହ୍ନ ପ୍ରାୟ ସାଢ଼େ ୪ଟାରେ ଏକ ସ୍ୱତନ୍ତ୍ର ଚାର୍ଟର ପ୍ଲେନରେ ବିଜେଡି ନେତା ଶ୍ରୀ ପାଣ୍ଡିଆନ ଓ ବବି ନୂଆଦିଲ୍ଲୀ ଗସ୍ତ କରିଛନ୍ତି । ସେମାନେ ଆଜି ରାତି ପ୍ରାୟ ସାଢ଼େ ୮ଟାରେ ବିଜେପିର ବରିଷ୍ଠ ନେତା (ଓଡ଼ିଶା ଦାୟିତ୍ୱରେ ଥିବା) ଙ୍କ ଘରେ ରାଜ୍ୟ ବିଜେପି ନେତାମାନଙ୍କ ସହ ଆସନ ବୁଝାମଣାକୁ ନେଇ ଆଲୋଚନା କରିବାର କାର୍ଯ୍ୟକ୍ରମ ରହିଛି । ଏହାପୂର୍ବରୁ ଆଜି ପୂର୍ବାହ୍ନରେ ବିଜେପିର ରାଜ୍ୟ ନେତୃତ୍ୱମାନଙ୍କ ଏକ ବୈଠକ ରାଜ୍ୟ ପ୍ରଭାରୀ ବିଜୟପାଲ ସିଂ ତୋମାରଙ୍କ ଘରେ ଅନୁଷ୍ଠିତ ହୋଇଥିଲା ।

Proprietor Abhimanyu Maharana

Proprietor Abhimanyu Maharana

  • Trending
  • Comments
  • Latest
ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

ଆୟୋଜକ ଆସିବା ପୂର୍ବରୁ ପଂହଁଚିଲେ ମୁଖ୍ୟ ଅତିଥି , ସଭା ସ୍ଥଳରେ ଚାଲିଲା ଜନ ଶୁଣାଣି

June 13, 2024
ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

ବିଜେଡି ସଭାପତି ପଦ ନାମାଙ୍କନ ଦାଖଲ କଲେ ନବୀନ

February 24, 2020
ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

ମହାନୁଭବତା ଦେଖାଇଲେ ନୟାଗଡ ଜିଲ୍ଲାପାଳ : ସାଧାରଣରେ ପ୍ରଂଶସା ର ସୁଅ

May 19, 2020
ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା  ।

ନୟାଗଡ ଜିଲ୍ଲାରେ ପ୍ରଥମ ମୁଣ୍ଡ ନେଲା କରୋନା ।

July 1, 2020
ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

ଓଡ଼ଗାଁ ମହୋତ୍ସବ ଏବଂ ଫୁଟବଲ ଟୁର୍ଣ୍ଣାମେଣ୍ଟ ପାଈଁ ଆଜି ପ୍ରସ୍ତୁତି ବୈଠକ

0
“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

“ଢ଼ିଙ୍ଗିରି ଛତୁ” ଫାର୍ମ ପରିଦର୍ଶନ କଲେ କୃଷି ମନ୍ତ୍ରୀ ଡ଼ଃ.ଅରୁଣ ସାହୁ ,ଓଡ଼ଗାଁ

0
କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

କୋରୁକୋଣ୍ଡା ଠାରେ ଚାଷୀଙ୍କ ଧାନ ବସ୍ତା ରଖି ରାସ୍ତାରୋକ ।

0
ହୀରାକୁଦ – ନିଷିଦ୍ଧଞ୍ଚଳ ରେ  ତିନି ଅଭିନେତ୍ରୀ ଙ୍କ  ସହିତ  ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

ହୀରାକୁଦ – ନିଷିଦ୍ଧଞ୍ଚଳ ରେ ତିନି ଅଭିନେତ୍ରୀ ଙ୍କ ସହିତ ମନ୍ତ୍ରୀ ଙ୍କ ଝିଅ ସେଲ୍ଫି ଫୋଟୋ , ଭିଡିଓ ଭାଇରାଲ ।

0
 ବାଘଡଙ୍ଗେରି ଆଶ୍ରମ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ – ୨୦୨୬ଅନୁଷ୍ଠିତ

 ବାଘଡଙ୍ଗେରି ଆଶ୍ରମ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ – ୨୦୨୬ଅନୁଷ୍ଠିତ

October 8, 2026
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ

October 8, 2026
୪୬ ବର୍ଷ ପରେ ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ : ପ୍ରଥମଥର ପାଇଁ ଭୋଟ ଦେବେ ଛାତ୍ରଛାତ୍ରୀ

୪୬ ବର୍ଷ ପରେ ବାଲିଗୁଡ଼ା ଆଦିବାସୀ ମହାବିଦ୍ୟାଳୟରେ ଛାତ୍ର ସଂସଦ ନିର୍ବାଚନ : ପ୍ରଥମଥର ପାଇଁ ଭୋଟ ଦେବେ ଛାତ୍ରଛାତ୍ରୀ

October 8, 2026
ସ୍ୱଚ୍ଛ ଭାରତ ଅଭିଯାନରେ ସଫେଇ କାର୍ଯ୍ୟକ୍ରମ

ସ୍ୱଚ୍ଛ ଭାରତ ଅଭିଯାନରେ ସଫେଇ କାର୍ଯ୍ୟକ୍ରମ

October 8, 2026

Recent News

Welcome to Odisha Taza News.
Chief Editor: Abhimanyu Maharana
Email: odishatazanews1@gmail.com
whatsapp - 9938341180
contact no - 7008991872

Browse by Category

  • Uncategorized
  • ଅନୁଗୁଳ
  • ଅପରାଧ
  • ଓଡ଼ିଶା
  • କଟକ
  • କନ୍ଧମାଳ
  • କରୋନା
  • କଳାହାଣ୍ଡି
  • କେନ୍ଦୁଝର
  • କେନ୍ଦ୍ରାପଡା
  • କୋରାପୁଟ
  • କ୍ରୀଡ଼ା
  • ଖେଳ
  • ଖୋର୍ଦ୍ଧା
  • ଗଜପତି
  • ଗଞ୍ଜାମ
  • ଜଗତସିଂହପୁର
  • ଜୀବନଚର୍ଯ୍ୟା
  • ଝାରସୁଗୁଡା
  • ଢେଙ୍କାନାଳ
  • ଦେବଗଡ଼
  • ଦେଶ
  • ନବରଙ୍ଗପୁର
  • ନୟାଗଡ଼ ନିଉଜ୍
  • ନୂଆପଡ଼ା
  • ପଂଚାୟତ ନିର୍ବାଚନ
  • ପୁରୀ
  • ଫୋଟୋ ଗ୍ୟାଲେରୀ
  • ବରଗଡ଼
  • ବଲାଙ୍ଗିର
  • ବାଣିଜ୍ୟ
  • ବାଲେଶ୍ଵର
  • ବିଚିତ୍ର
  • ବିଶ୍ଵ
  • ବୌଦ୍ଧ
  • ଭଦ୍ରକ
  • ମନୋରଞ୍ଜନ
  • ମୟୁରଭଞ୍ଜ
  • ମହାନଗର
  • ମାଲକାନଗିରି
  • ଯାଜପୁର
  • ରାଜନୀତି
  • ରାୟଗଡା
  • ରାଶିଫଳ
  • ଶିକ୍ଷା ଓ ନିଯୁକ୍ତି
  • ସମ୍ବଲପୁର
  • ସୁନ୍ଦରଗଡ଼
  • ସୁବର୍ଣ୍ଣପୁର
  • ହୋମ୍

Recent News

 ବାଘଡଙ୍ଗେରି ଆଶ୍ରମ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ – ୨୦୨୬ଅନୁଷ୍ଠିତ

 ବାଘଡଙ୍ଗେରି ଆଶ୍ରମ ବିଦ୍ୟାଳୟରେ କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ – ୨୦୨୬ଅନୁଷ୍ଠିତ

October 8, 2026
ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ

ସ୍ମାର୍ଟ କ୍ଲାସ୍‌ରୁମ୍‌ରେ ତାଲା, ୨୫ ଦିନ ଧରି ବିଜୁଳି ନାହିଁ

October 8, 2026
  • About
  • Advertise
  • Privacy & Policy
  • Contact

© 2023 Odisha Taza News.

No Result
View All Result
  • ହୋମ୍
  • ଓଡ଼ିଶା
  • ଖେଳ
  • ଜୀବନଚର୍ଯ୍ୟା
  • ଦେଶ
  • ରାଜନୀତି
  • ବାଣିଜ୍ୟ
  • ବିଶ୍ଵ
  • ନୟାଗଡ଼ ନିଉଜ୍
  • ମନୋରଞ୍ଜନ
  • ଶିକ୍ଷା ଓ ନିଯୁକ୍ତି
  • ଫୋଟୋ ଗ୍ୟାଲେରୀ
  • ରାଶିଫଳ

© 2023 Odisha Taza News.

Go to mobile version